Home Left

ରୋହିତ୍‌, କୋହଲିଙ୍କୁ ପଛରେ ପକାଇଲେ ଧାଓ୍ବନ

ଦୁବାଇ, ୧୫।୧୦: ଆଇପିଏଲ୍‌ର ତ୍ରୟୋଦଶ ସଂସ୍କରଣରେ ବୁଧବାର ଅନୁଷ୍ଠିତ ଏକ ମ୍ୟାଚ୍‌ରେ ଦିଲ୍ଲୀ କ୍ୟାପିଟାଲ୍ସ ୧୩ ରନରେ ରାଜସ୍ଥାନ ରୟାଲ୍ସକୁ ପରାସ୍ତ କରିଛି। ଏହି ମ୍ୟାଚ୍‌ରେ ଦିଲ୍ଲୀର ଓପନିଂ ବ୍ୟାଟ୍ସମ୍ୟାନ ଶିଖର ଧାଓ୍ବନ ୫୭ ରନର ଚମତ୍କାର ଇନିଂସ ଖେଳିବା ସହ…

ବାପାଙ୍କ ମୃତ୍ୟୁ ଖବର ଶୁଣି ଅଧାରୁ ଶୁଟିଂ ଛାଡି ଚାଲିଗଲେ ଏହି ଅଭିନେତା

ଛୋଟପରଦାର ଲୋକପ୍ରିୟ ଶୋ’ ‘ନାଗିନ-୩’ର ଅଭିନେତା ପର୍ଲ ଭି ପୁରୀଙ୍କ ବାପା ଭିପିନ ପୁରୀଙ୍କର ପରଲୋକ ଘଟିଛି। ବିଗତ କିଛି ଦିନ ହେବ ସେ ଅସୁସ୍ଥ ଥିଲେ। ଗୁରୁବାର ହାର୍ଟଆଟାକ୍‌ରେ ତାଙ୍କର ମୃତ୍ୟୁ ଘଟିଛି। ଏହି ସମୟରେ ପର୍ଲ ତାଙ୍କର ଆଗାମୀ…

ବିବେକ ଓବରୟଙ୍କ ଘର ଉପରେ ଚଢାଉ

ମୁମ୍ବାଇ,୧୫ ।୧୦: ବଲିଉଡ୍ ଅଭିନେତା ବିବେକ ଓବରୟଙ୍କ ଘରେ ବେଙ୍ଗାଲୁରୁ ପୋଲିସ ଦ୍ୱାରା ଚଢାଉ କରାଯାଇଛି । ବେଙ୍ଗାଲୁରୁ ପୋଲିସର ୨ ଜଣ ଇନସ୍‌ପେକ୍ଟର ଗୁରୁବାର ଦିନ ପ୍ରାୟ ୧ଟା ବେଳେ ବିବେକଙ୍କ ଘର ଉପରେ ଚଢାଉ କରିଛନ୍ତି । ବିବେକଙ୍କ…

୫ କ୍ୟାରେଟ୍‌ ହୀରା ମୁଦି ଦେଇ ଶିଳ୍ପା ଶେଟ୍ଟୀଙ୍କୁ ପ୍ରଭାବିତ କରିପାରି ନ ଥିଲେ ରାଜ୍‌: ଜାଣନ୍ତୁ କାହିଁକି…

ବଲିଉଡ୍‌ ଅଭିନେତ୍ରୀ ଶିଳ୍ପା ଶେଟ୍ଟୀ ନିଜର ଫିଟ୍‌ନେସ ପାଇଁ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ୪୫ ବର୍ଷରେ ମଧ୍ୟ ସେ ପୁରା ଫିଟ୍‌ ଅଛନ୍ତି। ତେଣୁ ଶିଳ୍ପା ଏବଂ ରାଜ କୁନ୍ଦ୍ରାଙ୍କ ଯୋଡିକୁ ବହୁତ ପସନ୍ଦ କରାଯାଏ। ଏବେ ଏହି ଯୋଡିଙ୍କ ପ୍ରପୋଜ…

ବିହାରବାସୀଙ୍କ ସେବା କରିପାରିବେ କେବଳ ୫୬ ଇଞ୍ଚ ଛାତି ଥିବା ଲୋକ: ନଡ୍ଡା

ପାଟନା,୧୫ ।୧୦: ବିହାର ବିଧାନସଭା ନିର୍ବାଚନ ପାଖେଇ ଆସୁଛି । ଅକ୍ଟୋବର ୨୮ରେ ଏଠାରେ ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ କରାଯିବ । ସେଥିପାଇଁ ପ୍ରଚାର ଜୋରସୋରରେ ଚାଲିଛି । ଏଥିପାଇଁ ସମସ୍ତ ରାଜନୈତିକ ଦଳ ନିଜ ଆଡକୁ ଭୋଟରଙ୍କୁ ଆକର୍ଷିତ…

ରାଜଧାନୀରୁ ଆଉ ୨୫୩ କରୋନା ପଜିଟିଭ ଚିହ୍ନଟ, ସୁସ୍ଥ ହେଲେ ୨୯୯

ଭୁବନେଶ୍ୱର, ୧୫।୧୦(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ଗୁରୁବାର ଆଉ ୨୫୩ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୭୩ ଜଣ କ୍ୱାରାଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୧୮୦ ଲୋକାଲ କେସ୍‌ ରହିଛି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ…

କିଟ୍‌ ବ୍ୟାଗ୍‌ରେ କ’ଣ ରଖନ୍ତି ବିରାଟ କୋହଲି

ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆରସିବି) ଅଧିନାୟକ ତଥା ଷ୍ଟାର କ୍ରିକେଟର ବିରାଟ କୋହଲି କେବଳ ଭାରତ ନୁହେଁ ବିଶ୍ୱର ସବୁଠୁ ବଡ ଖେଳାଳି। ସାରା ବିଶ୍ୱରେ କୋହଲିଙ୍କ ପ୍ରଶଂସକ ଅଛନ୍ତି। ଅନ୍ୟ ସମସ୍ତ ଖେଳାଳିଙ୍କ ପରି ବିରାଟ କୋହଲିଙ୍କ ପାଇଁ ତାଙ୍କ କ୍ରିକେଟ…

ରାଜନୀତି ମୈଦାନକୁ ଓହ୍ଲାଇଲେ ଏହି ପ୍ରସିଦ୍ଧ ଅଭିନେତାଙ୍କ ପୁଅ

ପାଟନା,୧୫।୧୦: ବଲିଉଡ୍‌ ଅଭିନେତା ତଥା ବିହାରୀ ବାବୁ ଶତ୍ରୁଘ୍ନ ସିହ୍ନା ପୁଅ ଲଭ୍‌ ସିହ୍ନାଙ୍କୁ ରାଜନୀତି ମୈଦାନକୁ ଓହ୍ଲାଇବାକୁ ନିଷ୍ପତ୍ତି ନେଇଛନ୍ତି। ବିହାର ବିଧାନସଭା ନିର୍ବାଚନରେ ଲଭ୍‌ ପାଟନାର ବାଙ୍କିପୁର ଆସନରୁ କଂଗ୍ରେସ ଟିକେଟରେ ନିର୍ବାଚନ ଲଢିବେ ବୋଲି ଜଣାପଡିଛି। ପାଟନା…

ଦେଢ଼ ବର୍ଷ ହେବ ସ୍ତ୍ରୀଙ୍କୁ ଶୌଚାଳୟରେ ବନ୍ଦକରି ରଖିଥିଲେ ସ୍ବାମୀ: ଆଉ ତାପରେ…

ହରିୟାଣାର ପାନିପତ ରିସପୁର ଗ୍ରାମର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗ୍ରାମର ଜଣେ ବ୍ୟକ୍ତି ସ୍ତ୍ରୀଙ୍କ ଉପରେ ମାନସିକ ଭାବେ ବିରକ୍ତ ହୋଇ ତାଙ୍କୁ ପ୍ରାୟ ଦେଢ଼ ବର୍ଷ ହେବ ଶୌଚାଳୟରେ ବନ୍ଦକରି ରଖିଥିଲେ। କୌଣସି ପ୍ରକାରେ ଖବର ପାଇ…

ବରଗଡ଼ରେ ଆଜି ୬୯ କରୋନା ପଜିଟିଭ୍‌: ଆକ୍ରାନ୍ତଙ୍କ ସଂଖ୍ୟା ୭୭୬୭ରେ ପହଞ୍ଚିଲା

ବରଗଡ଼ ଅଫିସ,୧୫ା୧୦: ବରଗଡ଼ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଗୁରୁବାର ଜିଲାରେ ପୁଣି ୬୯ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ସୋହେଲା ବ୍ଲକରୁ ୪, ବରଗଡ଼ ପୌରାଞ୍ଚଳରେ ୫, ବରଗଡ଼ ବ୍ଲକର ୪, ଅତାବିରା ବ୍ଲକର…

ଶେଷରେ ଜେଲ୍‌ ଗଲେ କୋଟିପତି ହିନ୍ଦୀ ଶିକ୍ଷକ

ବ୍ରହ୍ମପୁର ଅଫିସ,୧୫।୧୦: ଆୟବର୍ହିଭୁତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗରେ ଭିଜିଲାନ୍ସ ଝାଡାଙ୍କୋଲି ହାଇସ୍କୁଲର ହିନ୍ଦୀ ଶିକ୍ଷକ ଭୁବନାନନ୍ଦ ସାହୁଙ୍କୁ ଗିରଫ କରିଛି। ସ୍ବତନ୍ତ୍ର ଭିଜିଲାନ୍ସ ଜଜଙ୍କ ଅନୁମତି କ୍ରମେ ବ୍ରହ୍ମପୁର ଭିଜିଲାନ୍ସ ବିଭାଗ ତରଫରୁ ବୈକୁଣ୍ଠନଗରବରେ ରହୁଥିବା ଜଣେ ଶିକ୍ଷକଙ୍କ ଘରେ…

ମାତା ବୈଷ୍ଣୋଦେବୀ ଶ୍ରାଇନ୍‌ ବୋର୍ଡ ପକ୍ଷରୁ ନୂଆ ଆପ୍‌ର ଶୁଭାରମ୍ଭ: ଘରେ ବସି ଆରତି ଦେଖିବେ ଶ୍ରଦ୍ଧାଳୁ

ଜମ୍ମୁ, ୧୫।୧୦: ନବରାତ୍ରୀ ଅବସରରେ ମାତା ବୈଷ୍ଣୋଦେବୀ ଶ୍ରାଇନ୍‌ ବୋର୍ଡ ପକ୍ଷରୁ ଶ୍ରଦ୍ଧାଳୁ ଉପହାର ଦିଆଯାଇଛି। ଶ୍ରାଇନ୍‌ ପକ୍ଷରୁ ନୂଆ ମୋବାଇଲ୍‌ ଆପ୍‌ର ଶୁଭାରମ୍ଭ କରାଯାଇଛି। ଏହି ଆପ୍‌ ଡାଉନ୍‌ଲୋଡ୍‌ କରି ଶ୍ରଦ୍ଧାଳୁ ଘରେ ବସି ମାତାଙ୍କ ଲାଇଭ୍‌ ଆରତି ଦେଖିପାରିବେ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri