Home Left

ପାର୍ବଣ ଋତୁରେ ସତର୍କ ରହିବାକୁ ଆହ୍ବାନ

ଭୁବନେଶ୍ୱର,୧୫ା୧୦(ବ୍ୟୁରୋ):କୋଭିଡ୍‌ ପରିଚାଳନାରେ ଓଡ଼ିଶାର ସମସ୍ତ ସୂଚକାଙ୍କ ଜାତୀୟ ହାରଠାରୁ ଭଲ ରହିଛି। ଅଧିକାଂଶ ଜିଲାରେ ନୂଆ ସଂକ୍ରମଣ କମୁଛି। କଟକ, ଖୋର୍ଦ୍ଧା, ପୁରୀ ଭଳି ଅଧିକ ସଂକ୍ରମଣ ଥିବା ଜିଲାଗୁଡ଼ିକରେ ମଧ୍ୟ ପରିସ୍ଥିତିର ଉନ୍ନତି ଆସିଛି। ଆଗକୁ ପାର୍ବଣ ଏବଂ ତା’ପରେ…

ପିଠି କୁଣ୍ଡାଉଛି ଜେସିବି, ଭିଡିଓ ଦେଖିଲେ ହସିହସି ଗଡ଼ିବେ

ସୋସିଆଲ ମିଡିଆରେ ପ୍ରତିଦିନ କିଛି ନା କିଛି ଭିଡିଓ ଭାଇରାଲ ହେଉଛି। ସେଥିମଧ୍ୟରୁ କିଛି ଭିଡିଓ ଅଛି, ଯାହାକୁ ଦେଖିଲେ ନ ହସି ରହିପାରିବେନି। ଏବେ ଏମିତି ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି, ଯାହାକୁ ଦେଖି ଆପଣ ମଧ୍ୟ ହସିହସି…

ଛୋଟ ପିଲା ଭଳି ମନ୍ତବ୍ୟ ଦେଉଛନ୍ତି ପିସିସି ସଭାପତି: ପ୍ରତାପ ଜେନା

ଭୁବନେଶ୍ୱର, ୧୫।୧୦: ଓଡ଼ିଶାର ପୂର୍ବତନ ବାଚସ୍ପତି ଶରତ କରଙ୍କ ଅକ୍ଟୋବର ୧୨ରେ କରୋନାରେ ପରଲୋକ ଘଟିଥିଲା। ତାଙ୍କୁ ଗାର୍ଡ ଅଫ୍‌ ଅନର୍‌ ଦିଆ ନ ଯିବା ନେଇ ପଶ୍ନ ଉଠାଇଥିଲେ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ। ଗୁରୁବାର ଏହାର ଜବାବ ରଖିଛନ୍ତି…

ଭାଜପାକୁ ଶିବସେନାର କଟାକ୍ଷ

ମୁମ୍ବାଇ, ୧୫।୧୦: ମହାରାଷ୍ଟ୍ରରେ ମନ୍ଦିର ଖୋଲିବା ପ୍ରସଙ୍ଗ ନେଇ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେ ଏବଂ ରାଜ୍ୟପାଳ ଭଗତ ସିଂ କୋଶୟାରୀଙ୍କ ମଧ୍ୟରେ ବିବାଦ ବଢ଼ିବାରେ ଲାଗିଛି। ପୂର୍ବରୁ ବାକ୍‌ଯୁଦ୍ଧ ଜାରି ରହିଥିବାବେଳେ ଏବେ ଚିଠି ଯୁଦ୍ଧ ଆରମ୍ଭ ହୋଇଛି। ଏହାକୁ ନେଇ…

ନଦୀକୁ ଡେଇଁଲେ ଦୁଇ ଭଉଣୀ

ଗୁଡଭେଲା,୧୫।୧୦(ଡି.ଏନ.ଏ.): ବଲାଙ୍ଗୀର ଜିଲା ତୁଷୁରା ସହର ସ୍ଥିତ ତେଲ ନଦୀ ଗର୍ଭକୁ ଦୁଇ ଜଣ ଯୁବତୀ ଡେଇଁ ପଡିଥିବା ସୂଚନା ମିଳିଛି। ଉଭୟ ସମ୍ପର୍କରେ ଦୁଇ ଭଉଣୀ ଏବଂ ଗୁଡଭେଲା ଅଞ୍ଚଳର ଜଣେ ବ୍ୟବସାୟୀଙ୍କ ଝିଅ ହୋଇଥିବା ଜଣାପଡିଛି। ଘଟଣା ସ୍ଥଳରେ…

ବଜ୍ରାଘାତ ନେଲା ଜଣଙ୍କ ଜୀବନ, ୩ ଗୁରୁତର

ଭୁବନ, ୧୫।୧୦(ଡି.ଏନ.ଏ.): ଢେଙ୍କାନାଳ ଜିଲା ଭୁବନ ଏନଏସି ଗୋଡ଼ି ପାଟଣା ଗ୍ରାମର ପଦନ ଦାସ (୫୨) ବଜ୍ରାଘାତରେ ମୃତବରଣ କରିଛନ୍ତି। ସେହିପରି ବଜ୍ରାଘାତରେ ଭୁଷଳ ପଞ୍ଚାୟତ ଅସୁର ବନ୍ଦ ଗ୍ରାମର ଚଗଲି ମଳିକ(୩୩), ଦେବକୀ ମଳିକ(୫୦) ଓ କଣ୍ଢେଇ ମଳିକ (୨୨)…

ତେଜସ୍ବୀଙ୍କୁ ସୁଶିଲ ମୋଦିଙ୍କ ପ୍ରଶ୍ନ: ଚାକିରି ନ କରି ବି ୫ କୋଟିରୁ ଅଧିକ ସମ୍ପତ୍ତି

ପାଟନା, ୧୫।୧୦: ବିହାରରେ ବିଧାନସଭା ନିର୍ବାଚନ ପାଇଁ ଦିନ ପାଖେଇ ଆସୁଛି। ଇତିମଧ୍ୟରେ ଆର୍‌ଜେଡ଼ି ପକ୍ଷରୁ ତେଜସ୍ବୀ ଯାଦବ ରାଘୋପୁର ଆସନ ପାଇଁ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ତେଜସ୍ବୀଙ୍କ ପକ୍ଷରୁ ଦାଖଲ ହୋଇଥିବା ସତ୍ୟପାଠରେ ଉଲ୍ଲେଖ କରାଯାଇଛି ଯେ, ତାଙ୍କର…

ଉପନିର୍ବାଚନ: ପ୍ରାର୍ଥିପତ୍ର ଦାଖଲ କଲେ ବିଜେଡି, କଂଗ୍ରେସ ପ୍ରାର୍ଥୀ

ବାଲେଶ୍ୱର ଅଫିସ,୧୫ା୧୦: ବାଲେଶ୍ୱର ଉପନିର୍ବାଚନ ପାଇଁ ଗୁରୁବାର ବିଜେଡି ଓ କଂଗ୍ରେସ ପ୍ରାର୍ଥୀ ନିଜ ନିଜର ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ବାଲେଶ୍ୱର ଉପଜିଲାପାଳଙ୍କ ଅଫିସରେ ବିଜେଡି ପ୍ରାର୍ଥୀ ସ୍ବରୂପ ଦାସ ଏବଂ କଂଗ୍ରେସ ପ୍ରାର୍ଥୀ ମମତା କୁଣ୍ଡୁ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି।…

ନୀତୀଶଙ୍କ ସହ ନାହିଁ କୌଣସି ଶତ୍ରୁତା କେବଳ ନୀତିର ଲଢେଇ: ଚିରାଗ

ପାଟନା,୧୫ ।୧୦: ବିହାର ବିଧାନସଭା ନିର୍ବାଚନକୁ ନେଇ ଲୋକ ଜନଶକ୍ତି ପାର୍ଟି(ଏଲ୍‌ଜେପି) ଏନ୍‌ଡିଏଠାରୁ ଅଲଗା ହୋଇ ନିର୍ବାଚନ ଲଢୁଛି । ଏହା ପଛର କାରଣ ହେଉଛି ଏଲ୍‌ଜେପି ଅଧ୍ୟକ୍ଷ ଚିରାଗ ପାଶୱାନ ଓ ନୀତୀଶ କୁମାରଙ୍କ ମଧ୍ୟରେ କୁଆଡେ ସମ୍ପର୍କ ଖରାପ…

ଚାକରଙ୍କ ପିଲା ପଢ଼ୁଛନ୍ତି ଆମେରିକାରେ: ଜାଣନ୍ତୁ ମୁକେଶ ଅମ୍ବାନୀ କେତେ ଦରମା ଦିଅନ୍ତି କର୍ମଚାରୀଙ୍କୁ

ଭାରତର ସବୁଠାରୁ ଧନୀ ବ୍ୟକ୍ତି ହେଉଛନ୍ତି ମୁକେଶ ଅମ୍ବାନୀ। ତାଙ୍କ ପରିବାର ବିଷୟରେ ପ୍ରତିଟି କଥା ଜାଣିବା ପାଇଁ ଲୋକେ ଚାହିଁଥାନ୍ତି। ତେଣୁ ଏହି ପରିବାରର ଜୀନଶୈଳୀକୁ ନେଇ ସବୁବେଳେ ଚର୍ଚ୍ଚା ଲାଗିରହିଥାଏ। ମୁକେଶ ଅମ୍ବାନୀଙ୍କ ଘର ଆଣ୍ଟିଲିଆ ହେଉଛି ସବୁଠାରୁ…

ନୀତୀଶଙ୍କ ହେଲିକପ୍ଟର ପଙ୍ଖା ପବନରେ ଉଡ଼ିଗଲା ସଭାମଞ୍ଚ, ଅଳ୍ପକେ ବର୍ତ୍ତିଲେ ଲୋକେ

ପାଟନା,୧୫ା୧୦: ମୁଙ୍ଗର ଜିଲାରେ ଜେଡିୟୁ ପ୍ରାର୍ଥୀଙ୍କ ସମର୍ଥନରେ ସାଧାରଣ ସଭାକୁ ଆସିଥିବା ସିଏମ୍‌ ନୀତୀଶ କୁମାରଙ୍କ ହେଲିକପ୍ଟର ଅବତରଣ ସମୟରେ ହଠାତ୍‌ ଏକ ଅଘଟଣ ଘଟିଛି। ହେଲିକପ୍ଟର ଅବତରଣ ସମୟରେ ଖୁବ୍‌ ଜୋର୍‌ରେ ପବନ ହୋଇଥିଲା। ଫଳରେ ସେଠାରେ ନିର୍ମିତ ସଭାମଞ୍ଚକୁ…

କାରଗିଲ ସହ ଯୋଡି ହେବ କଶ୍ମୀର: ଜୋଜିଲା ଟନେଲର ଉଦ୍‌ଘାଟନ କଲେ ଗଡକରୀ

ନୂଆଦିଲ୍ଲୀ,୧୫ ।୧୦: ଲଦ୍ଦାଖର କାରଗିଲ ଅଞ୍ଚଳକୁ କଶ୍ମୀର ଘାଟିସହ ଯୋଡୁଥିବା ଜୋଜିଲା ଟନେଲର ନିର୍ମାଣ କାର୍ଯ୍ୟ ଗୁରୁବାରଠାରୁ ଆରମ୍ଭ କରାଯାଇଛି । ଏଥିପାଇଁ ହୋଇଥିବା ବିସ୍ଫୋଣର ପ୍ର୍ରଥମ ବଟନ ସଡ଼କ ପରିବହନ ମନ୍ତ୍ରୀ ନିତିନ ଗଡକରୀ କରିଛନ୍ତି । ଏହି ଟନେଲର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri