ୟୁଏନ୍ଏଚ୍ଆର୍ସିକୁ ଚାଇନା, ପାକିସ୍ତାନ ପୁନଃ ନିର୍ବାଚିତ
ନୂଆଦିଲ୍ଲୀ/ଓ୍ବାଶିଂଟନ,୧୫ା୧୦ (ପି.ଟି./ଆଇଏଏନ୍ଏସ୍): ଜାତିସଂଘ ମାନବାଧିକାର ପରିଷଦ (ୟୁଏନ୍ଏଚ୍ଆର୍ସି)କୁ ପାକିସ୍ତାନ ଓ ଚାଇନା ପୁନଃ ନିର୍ବାଚିତ ହୋଇଛନ୍ତି। ଚାଇନା ଖୁବ୍ କମ୍ ଭୋଟ ବ୍ୟବଧାନରେ ୟୁଏନ୍ଏଚ୍ଆର୍ସିରେ ଗୋଟିଏ ଆସନ ଜିତିଥିବାବେଳେ ଏସିଆ-ପ୍ରଶାନ୍ତ ମହାସାଗରୀୟ କ୍ଷେତ୍ରର ୫ ରାଷ୍ଟ୍ର ମଧ୍ୟରୁ ସର୍ବାଧିକ ଭୋଟ ହାସଲ…
ଅନିୟମିତ ବର୍ଷା: ବିପଦରେ ଚାଷ
ଭୁବନେଶ୍ୱର,୧୫ା୧୦(ବ୍ୟୁରୋ):ଜଳବାୟୁ ପରିବର୍ତ୍ତନ ସମଗ୍ର ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଛି। ଜଙ୍ଗଲ ନଷ୍ଟ ଓ ଗ୍ରୀନ୍ ହାଉସ ଗ୍ୟାସ ବୃଦ୍ଧି ଯୋଗୁ ଜଳବାୟୁରେ ବ୍ୟାପକ ଅସନ୍ତୁଳନ ଦେଖାଦେଲାଣି। ଗତ ଦୁଇ ଦଶନ୍ଧି ହେବ ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ପ୍ରବାହରେ…
ବିହାରରେ ଏକ୍ଜିଟ୍ ପୋଲ ଉପରେ କଟକଣା
ନୂଆଦିଲ୍ଲୀ, ୧୫ା୧୦: ବିହାର ବିଧାନସଭା ନିର୍ବାଚନ ପାଖେଇ ଆସୁଥିବାବେଳେ ନିିର୍ବାଚନ କମିଶନଙ୍କ ପକ୍ଷରୁ ଏନେଇ ଏକ୍ଜିଟ୍ ପୋଲ୍ ଉପରେ କଟକଣା ଲଗାଯାଇଛି। ଅକ୍ଟୋବର ୨୮ ସକାଳ ୭ଟାରୁ ନଭେମ୍ବର ୭ ସନ୍ଧ୍ୟା ୬ଟା ୩୦ ପର୍ଯ୍ୟନ୍ତ ଏକ୍ଜିଟ୍ ପୋଲ୍ ପରିଚାଳନା ଓ…
ରାଜ୍ୟରେ ୩,୧୩୬ ଏମ୍ଏସ୍ଏମ୍ଇ ବନ୍ଦ
ଭୁବନେଶ୍ୱର,୧୫ା୧୦(ବ୍ୟୁରୋ):କୋଭିଡ୍-୧୯ ବ୍ୟବସାୟିକ ବାଣିଜ୍ୟକୁ ବିଶେଷଭାବେ ପ୍ରଭାବିତ କରିଛି। ଏହି ମହାମାରୀ ଯୋଗୁ ଷ୍ଟାର୍ଟଅପ୍ଗୁଡ଼ିକ ସର୍ବାଧିକ କ୍ଷତି ସହିଛନ୍ତି। ଦୀର୍ଘ ୬ମାସ ଧରି ବ୍ୟବସାୟ ବନ୍ଦ ଯୋଗୁ ବହୁ ଷ୍ଟାର୍ଟଅପ୍ ଏବେ ବନ୍ଦ ହେବା ପରିସ୍ଥିତିକୁ ଚାଲି ଆସିଛନ୍ତି। ଟିଆଇଇ ଦିଲ୍ଲୀ-ଏନ୍ସିଆର୍ ଏବଂ…
ମନ୍ତ୍ରୀ ନ ଆସିବାରୁ କୃଷକଙ୍କ ବୈଠକ ବର୍ଜନ
ନୂଆଦିଲ୍ଲୀ, ୧୫ା୧୦: ନୂଆ କୃଷି ଆଇନକୁ ବିରୋଧ କରି ପଞ୍ଜାବରେ କୃଷକଙ୍କ ବିରୋଧ ଜାରି ରହିଛି। ଏହାର ସମାଧାନ ଲାଗି କେନ୍ଦ୍ର କୃଷିମନ୍ତ୍ରୀ ନରେନ୍ଦ୍ର ସିଂ ତୋମାର ବୁଧବାର ଏକ ବୈଠକର ଆୟୋଜନ କରିଥିଲେ। କୃଷି ଆଇନକୁ ନେଇ ରହିଥିବା ଦ୍ୱନ୍ଦ୍ୱ…
ଷ୍ଟାର୍ସ ପ୍ରକଳ୍ପକୁ କ୍ୟାବିନେଟ ମଞ୍ଜୁରୀ
ନୂଆଦିଲ୍ଲୀ,୧୫ା୧୦: ବିଶ୍ୱବ୍ୟାଙ୍କ ସହାୟତାରେ ଓଡ଼ିଶା ସମେତ ୬ ରାଜ୍ୟର ସ୍କୁଲ ଶିକ୍ଷାକୁ ଉନ୍ନତ କରିବା ଲକ୍ଷ୍ୟରେ କେନ୍ଦ୍ର ସରକାର ବୁଧବାର ଏକ ନୂଆ ପ୍ରକଳ୍ପକୁ ମଞ୍ଜୁରୀ ଦେଇଛନ୍ତି। ଷ୍ଟ୍ରେଂଦେନିଂ ଟିଚିଂ-ଲର୍ନିଂ ଆଣ୍ଡ ରିଜଲ୍ଟସ୍ ଫର୍ ଷ୍ଟେଟ୍ସ (ଷ୍ଟାର୍ସ) ପ୍ରକଳ୍ପରେ ୫,୭୧୮ କୋଟି…
ଯୁଦ୍ଧ ପାଇଁ ପ୍ରସ୍ତୁତ ରୁହ’
ବେଜିଂ,୧୫ା୧୦: ଭାରତ ସହିତ ଚାଇନାର ସୀମା ବିବାଦ ଚରମ ସୀମାରେ ପହଞ୍ଚତ୍ଥିବାବେଳେ ପିପୁଲ୍ସ ଲିବରେଶନ ଆର୍ମି (ପିଏଲ୍ଏ)କୁ ଯୁଦ୍ଧ ପାଇଁ ପ୍ରସ୍ତୁତ ରହିବାକୁ ରାଷ୍ଟ୍ରପତି ଶି ଜିନ୍ପିଙ୍ଗ୍ ନିର୍ଦ୍ଦେଶ ଦେଇଛନ୍ତି। ଚାଇନାର ନ୍ୟୁଜ୍ ଏଜେନ୍ସି ଶିନ୍ହୁଆରେ ଏ ସମ୍ପର୍କିତ ଏକ ରିପୋର୍ଟ…
ହାତୀକୁ ବାଟ ଛାଡ଼
ନୂଆଦିଲ୍ଲୀ,୧୫ା୧୦: ହାତୀ ଏକ ଜେଣ୍ଟଲମ୍ୟାନ। ମଣିଷ ହାତୀକୁ ବାଟ ଛାଡ଼ିଦେବା ଉଚିତ। ହାତୀ ଏକ ବିଶାଳକାୟ ଜୀବ ହେଲେ ମଧ୍ୟ ଭଙ୍ଗୁର। ଆମେ ଏକ ଭଙ୍ଗୁରପ୍ରବଣ ଜୈବ ବ୍ୟବସ୍ଥାକୁ ନେଇ ଚଳୁଛେ। ତାମିଲନାଡୁର ନିଲ୍ଗିରିସ୍ ଏଲିଫେଣ୍ଟ କରିଡର ପ୍ରସଙ୍ଗରେ ବୁଧବାର ମାଡ୍ରାସ୍…
ଭାରତକୁ ଟପିବ ବାଂଲାଦେଶ
ନୂଆଦିଲ୍ଲୀ,୧୫।୧୦: ଚଳିତ କ୍ୟାଲେଣ୍ଡର ବର୍ଷରେ ମୁଣ୍ଡ ପିଛା ମୋଟ ଘରୋଇ ଉତ୍ପାଦ(ଜିଡିପି) କ୍ଷେତ୍ରରେ ବାଂଲାଦେଶ ଭାରତକୁ ପଛରେ ପକାଇଦେବ। କୋଭିଡ୍-୧୯ ଯୋଗୁ ଭାରତୀୟ ଅର୍ଥ ବ୍ୟବସ୍ଥାକୁ ଝଟକା ଲାଗିଛି। ଫଳରେ ଏହା ଜିଡିପି ଉପରେ ପ୍ରଭାବ ପକାଇଥିବା ଅନ୍ତର୍ଜାତୀୟ ମୁଦ୍ରାପାଣ୍ଠି(ଆଇଏମ୍ଏଫ୍) ପକ୍ଷରୁ…
୧୬ ଗର୍ଲଫ୍ରେଣ୍ଡ୍ଙ୍କ ଇଚ୍ଛା ପୂରଣ ପାଇଁ ଯୁବକ କଲେ ଏମିତି କିଛି, ଜାଣିଲେ ହେବେ ଆଶ୍ଚର୍ଯ୍ୟ
ହରିୟାଣାରେ ଏକ ଅଜବ ଘଟଣା ଘଟିଛି। ପୋଲିସ ଏକ ଏମିତି ଚୋରକୁ ଧରିଛି ଯେ କି ନିଜ ୧୬ ଜଣ ଗର୍ଲଫ୍ରେଣ୍ଡଙ୍କ ପାଇଁ ମହଙ୍ଗା ଗାଡି ଚୋରି କରୁଥିଲେ। ରବିନ ନାମକ ଏହି ଚୋର ହିସାରର ବାସିନ୍ଦା ବୋଲି ଜଣାପଡିଛି। ଦେଶର…
କରୋନାରେ ପୀଡ଼ିତ ହୋଇଥିଲେ ଡୋନାଲ୍ଡ ଟ୍ରମ୍ପଙ୍କ ପୁଅ: ଲୁଚାଇ ରଖାଯାଇଥିଲା ଖବର
ୱାଶିଂଟନ,୧୫ ।୧୦: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପୁଅ ବେରେନ ଟ୍ରମ୍ପ କରୋନାରେ ପୀଡ଼ିତ ହୋଇଥିବା ଜଣାପଡିଛି । ଯଦିଓ ଏବେ ସେ ସୁସ୍ଥ ହୋଇ ଯାଇଛନ୍ତି କିନ୍ତୁ ସେ କରୋନାରେ ପୀଡ଼ିତ ହୋଇଥିବା କଥାକୁ ପ୍ରଥମେ ଲୁଚାଇ ରଖାଯାଇଥିଲା ।…
ମେଦାନ୍ତ ହସ୍ପିଟାଲରେ ଭର୍ତ୍ତି ହେଲେ ମୁଲାୟମ ସିଂ ଯାଦବ
ଲକ୍ଷ୍ନୌ,୧୫ ।୧୦: ଉତ୍ତର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ସମାଜବାଦୀ ପାର୍ଟିର ସଂସ୍ଥାପକ ମୁଲାୟମ ସିଂ ଯାଦବ କରୋନାରେ ପୀଡ଼ିତ ହୋଇଛନ୍ତି । ବୁଧବାର ସେ ଅସୁସ୍ଥ ଅନୁଭବ କରିବାରୁ ଉତ୍ତର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ମୁଲାୟମଙ୍କ ପୁଅ ଅଖିଳେଶ…
Archives


