Home Left

ମୁଖ୍ୟ ଚୟନକର୍ତ୍ତା ପଦ ଛାଡ଼ିଲେ ମିସ୍‌ବା

କରାଚୀ,୧୫।୧୦(ପି.ଟି.): ମିସ୍‌ବା-ଉଲ- ହକ୍‌ ପାକିସ୍ତାନ ଜାତୀୟ ଦଳର ମୁଖ୍ୟ ଚୟନକର୍ତ୍ତା ପଦରୁ ଇସ୍ତଫା ଦେଇଛନ୍ତି। ଜାତୀୟ ଦଳର ହେଡ କୋଚ୍‌ ଭୂମିକା ଉପରେ ଅଧିକ ଫୋକସ କରିବାକୁ ସେ ଏହି ନିଷ୍ପତ୍ତି ନେଇଛନ୍ତି। ଏ ନେଇ ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି)କୁ…

୭୫ ବର୍ଷ ପରେ ବିସ୍ଫୋରଣ ହେଲା ଦ୍ୱିତୀୟ ବିଶ୍ୱଯୁଦ୍ଧରେ ବ୍ୟବହୃତ ସବୁଠାରୁ ବଡ଼ ବୋମା

ପୋଲାଣ୍ଡରେ ଦ୍ୱିତୀୟ ବିଶ୍ୱଯୁଦ୍ଧ ସମୟରେ ବ୍ୟବହୃତ ହୋଇଥିବା ସବୁଠାରୁ ବଡ଼ ବୋମା ୭୫ ବର୍ଷ ପରେ ବିସ୍ଫୋରଣ ଘଟିଛି। ନୌସେନାମାନେ ଏହାକୁ ଡିଫ୍ୟୁଜ୍‌ କରିବାକୁ ଚେଷ୍ଟା କରୁଥିବା ବେଳେ ଏହି ବିସ୍ଫୋରଣ ଘଟିଥିଲା। କେନାଲରେ ଏହି ବିସ୍ଫୋରଣ ଘଟିଥିବାରୁ କାହାର କିଛି…

ଚକ୍ରବୃଦ୍ଧି ସୁଧ ଛାଡ଼ ନିଷ୍ପତ୍ତି ନଭେମ୍ବର ୨ ସୁଦ୍ଧା ଲାଗୁ କର: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ମୋରାଟୋରିୟମ ଅବଧିରେ ଲାଗୁ ହୋଇଥିବା ଚକ୍ରବୃଦ୍ଧି ସୁଧ ଛାଡ଼ ସମ୍ପର୍କିତ ନିଷ୍ପତ୍ତି ନଭେମ୍ବର ୨ ସୁଦ୍ଧା କାର୍ଯ୍ୟକାରୀ କରିବାକୁ ସୁପ୍ରିମକୋର୍ଟ ବୁଧବାର ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। କ୍ଷୁଦ୍ର ଋଣଗ୍ରହୀତାଙ୍କୁ ଆଶ୍ୱସ୍ତି ପ୍ରଦାନ କରିବା ଲାଗି ସରକାର ଏଭଳି ପଦକ୍ଷେପ ନେବେ…

ହାଇଦ୍ରାବାଦ ପରେ ମୁମ୍ବାଇରେ ପ୍ରବଳ ବର୍ଷା: ରେଡ ଆଲର୍ଟ ଜାରି

ମୁମ୍ବାଇ,୧୫ ।୧୦:ହାଇଦ୍ରାବଦରେ ବୁଧବାର ହୋଇଥିବା ବର୍ଷାରେ ରାସ୍ତା ଉପରେ ବନ୍ୟା ଭଳି ପରିସ୍ଥିତି ସୃଷ୍ଟି ହୋଇଥିଲା । ଏବେ ବର୍ଷାରେ ମୁମ୍ବାଇ ହୋଇଛି ବେହାଲ । ବୁଧବାର ମଧ୍ୟରାତ୍ରିରୁ ମୁମ୍ବାଇରେ ମୂଷଳ ଧାରାରେ ବର୍ଷା ଲାଗି ରହିଥିବା ବେଳେ ଅଧିକାଂଶ ଅଞ୍ଚଳ…

ଫିଫା ବିଶ୍ୱକପ୍‌ କ୍ୱାଲିଫାଇଂ: ବ୍ରାଜିଲ, ଆର୍ଜେଣ୍ଟିନା ଅଗ୍ରଣୀ

ସାଓ ପାଓଲୋ,୧୫।୧୦(ଏପି): ଫିଫା ବିଶ୍ୱକପ୍‌ ଯୋଗ୍ୟତା ପର୍ଯ୍ୟାୟରେ ଦକ୍ଷିଣ ଆଫ୍ରିକାରେ ନେମାରଙ୍କ ବ୍ରାଜିଲ ଓ ଲିଓନେଲ ମେସିଙ୍କ ଆର୍ଜେଣ୍ଟିନା ଭଲ ପ୍ରଦର୍ଶନ କରି ଅଗ୍ରଣୀ ବଜାୟ ରଖିଛନ୍ତି। ମଙ୍ଗଳବାର ଖେଳାଯାଇଥିବା ମ୍ୟାଚ୍‌ରେ ନେମାରଙ୍କ ହ୍ୟାଟ୍ରିକ ଗୋଲ ଜରିଆରେ ବ୍ରାଜିଲ ପେରୁକୁ ୪-୨…

ସରକାରଙ୍କ ହସ୍ତକ୍ଷେପ: ବାସନ୍ଦ ବିପଦରେ ଦକ୍ଷିଣ ଆଫ୍ରିକା କ୍ରିକେଟ

କେପ୍‌ ଟାଉନ,୧୫।୧୦(ଏପି): ଦକ୍ଷିଣ ଆଫ୍ରିକା କ୍ରିକେଟ ଏବେ ବାସନ୍ଦଜନିତ ବିପଦର କଳା ବାଦଲ ମଧ୍ୟରେ ରହିଛି। ଦକ୍ଷିଣ ଆଫ୍ରିକା କ୍ରିକେଟ ବୋର୍ଡର ବିଭିନ୍ନ ମାମଲାରେ ବୁଧବାର ସରକାର ମୁଣ୍ଡ ପୂରାଇବେ ବୋଲି କହିବା ପରେ ବିପଦ ସୃଷ୍ଟି ହୋଇଛି। ସରକାରଙ୍କ ହସ୍ତକ୍ଷେପ…

ବୃଦ୍ଧଙ୍କୁ ଫ୍ରିଜ୍‌ରେ ରଖି ପରିବାର ଲୋକେ ମୃତ୍ୟୁକୁ କରିଥିଲେ ଅପେକ୍ଷା: ଆଉ ତାପରେ…

ଚେନ୍ନାଇ, ୧୫।୧୦: ତାମିଲନାଡ଼ୁର ସାଲେମ ଜିଲାରୁ ୭୪ ବର୍ଷୀୟ ଜଣେ ବୃଦ୍ଧଙ୍କୁ ଜୀବିତ ଅବସ୍ଥାରେ ଫ୍ରିଜ୍‌ ମଧ୍ୟରୁ ଉଦ୍ଧାର କରାଯାଇଛି। ସେ ହେଲେ ବାଲ ସୁବ୍ରମଣ୍ୟମ କୁମାର। ସୂଚନାଯୋଗ୍ୟ, ନିକଟରେ ସୁବ୍ରମଣ୍ୟମ ହସ୍ପିଟାଲରୁ ଘରକୁ ଫେରିଥିଲେ। ଏହାପରେ ତାଙ୍କ ଭାଇ ଏକ…

ପାଇକାରୀ ମୁଦ୍ରାସ୍ଫୀତି ୧.୩୨%

ନୂଆଦିଲ୍ଲୀ: ସେପ୍ଟେମ୍ବରରେ ପାଇକାରୀ ମୁଦ୍ରାସ୍ଫୀତି ୧.୩୨%କୁ ବୃଦ୍ଧି ଘଟିଛି। ଖାଦ୍ୟ ସାମଗ୍ରୀ ଦର ବଢିବା ଯୋଗୁ ଏଭଳି ସ୍ଥିତି ସାମ୍ନାକୁ ଆସିଛି। ଏହା ଗତ ବର୍ଷ ସେପ୍ଟେମ୍ବରରେ ୦.୩୩% ସ୍ତରରେ ରହିଥିଲା। ଅଗଷ୍ଟରେ ପାଇକାରୀ ମୁଦ୍ରାସ୍ଫୀତି ୦.୧୬% ସ୍ତରରେ ରହିଥିଲା। ଏପ୍ରିଲରେ…

ଟୋକିଓ ଅଲିମ୍ପିକ୍‌ କୋଟା: ମହିଳା ଆର୍ଚରଙ୍କ ସମ୍ମୁଖରେ ବଡ଼ ଚ୍ୟାଲେଞ୍ଜ: ଦୀପିକା

ନୁଆଦିଲ୍ଲୀ,୧୫।୧୦ (ପି.ଟି.): ଆସନ୍ତାବର୍ଷ ଟୋକିଓରେ ଆୟୋଜନ ହେବାକୁ ଥିବା ଅଲିମ୍ପିକ୍ସର ଫୁଲ୍‌ କୋଟା ହାସଲ କରିବା ପାଇଁ ଭାରତୀୟ ମହିଳା ତୀରନ୍ଦାଜ ବଡ଼ ଚ୍ୟାଲେଞ୍ଜ ତଥା କଷ୍ଟକର ପରିସ୍ଥିତର ସମ୍ମୁଖୀନ ହେଉଛନ୍ତି। ଏ ନେଇ ରାଜ୍ୟଗୋଷ୍ଠୀ କ୍ରୀଡ଼ା ସ୍ବର୍ଣ୍ଣ ପଦକ ବିଜୟିନୀ…

ଜନ୍‌ ରିଡ୍‌ଙ୍କ ପରଲୋକ

ଅକ୍‌ଲାଣ୍ଡ,୧୫।୧୦(ପି.ଟି.): ନ୍ୟୁଜିଲାଣ୍ଡର ସବୁଠାରୁ ବୟସ୍କ କ୍ରିକେଟର ତଥା ପୂର୍ବତନ ଅଧିନାୟକ ଜନ୍‌ ରିଡ୍‌ ୯୨ ବର୍ଷରେ ପରଲୋକ ଗମନ କରିଛନ୍ତି। ଏ ନେଇ ନ୍ୟୁଜିଲାଣ୍ଡ କ୍ରିକେଟ ବୋର୍ଡ ତରଫରୁ ସୂଚନା ଦିଆଯାଇଛି। ୫୦ ଓ ୬୦ ଦଶକରେ ତାଙ୍କ ସମୟରେ ରିଡ୍‌…

ଲୋକଙ୍କ ସମସ୍ୟା ଦୂର କର, ଆବଶ୍ୟକତା ପୂରଣ କର

ଜୁନାଗଡ଼,୧୫।୧୦(ଡି.ଏନ.ଏ.) କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଭାଜପା ପକ୍ଷରୁ ବୁଧବାର ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଏକ ୬ ଦଫା ଦାବିପତ୍ର ସ୍ଥାନୀୟ ବିଡ଼ିଓ ଦୁଲାରାମ ମାରାଣ୍ଡିଙ୍କୁ ପ୍ରଦାନ କରାଯାଇଛି। ମହାମାରୀ କରୋନା ସାରା ଦେଶକୁ ଆକ୍ରାନ୍ତ କରିଥିବା ବେଳେ ଓଡ଼ିଶାରେ ମଧ୍ୟ ଅଢେଇ…

କୋଭିଡ୍‌ ଯୋଗୁ ଫ୍ୟୁଚର ଗ୍ରୁପ୍‌କୁ ୭ ହଜାର କୋଟି କ୍ଷତି

ନୂଆଦିଲ୍ଲୀ: କରୋନା ମହାମାରୀ ଲକଡାଉନ ଯୋଗୁ ଘରୋଇ ବଜାରରେ ବିଭିନ୍ନ ଷ୍ଟୋର ବନ୍ଦ କରାଯାଇଥିଲା। ଲକଡାଉନର ପ୍ରାୟ ୪ ମାସରେ କଟକଣା ଯୋଗୁ ଫ୍ୟୁଚର ଗ୍ରୁପ ପ୍ରାୟ ୭ ହଜାର କୋଟି ଟଙ୍କା କ୍ଷତି ସହିଥିବା ଜଣାପଡିଛି। କୋଭିଡ ଫାସରେ ଫସିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri