ବିଶ୍ୱ ହାତଧୁଆ ଦିବସ: ଜାଣନ୍ତୁ ଏହାକୁ ପାଳନ କରିବାର ଉଦ୍ଦେଶ୍ୟ
ପ୍ରତିବର୍ଷ ଅକ୍ଟୋବର ୧୫ରେ ପାଳନ କରାଯାଉଛି ବିଶ୍ୱ ହାତଧୁଆ ଦିବସ। ଏହାକୁ ପାଳନ କରିବାର ଉଦ୍ଦେଶ୍ୟ ହେଉଛି, ଦୈନନ୍ଦିନ କାର୍ଯ୍ୟ କରିବା ପୂର୍ବରୁ ଏବଂ ପରେ ହାତ ଧୋଇବା ବିଷୟରେ ଲୋକଙ୍କୁ ଅବଗତ ବା ସଚେତନ କରାଇବା। ବାସ୍ତବରେ ପିଲାଦିନରୁ ଆମକୁ…
ପଞ୍ଜାବ ପାଇଁ କର ଅବା ମର
ଶାରଜା, ୧୫।୧୦- ଇଣ୍ଡିଆନ ପ୍ରିମିୟର ଲିଗ୍ରେ ଗୁରୁବାର ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆର୍ସିବି) ଓ କିଙ୍ଗ୍ସ ଇଲେଭେନ ପଞ୍ଜାବ ମଧ୍ୟରେ ମ୍ୟାଚ ଅନୁଷ୍ଠିତ ହେବ। ପଞ୍ଜାବ ଏପର୍ଯ୍ୟନ୍ତ ଖେଳିଥିବା ୭ ମ୍ୟାଚରୁ ୬ ପରାଜୟଲାଭ କରି ମାତ୍ର ୨ ପଏଣ୍ଟ ପାଇଛି।…
ଦିଲ୍ଲୀ କ୍ୟାପିଟାଲ୍ସର ୬ଷ୍ଠ ବିଜୟ
ଦୁବାଇ, ୧୫।୧୦- ଇଣ୍ଡିଆନ ପ୍ରିମିୟର ଲିଗ୍ର ବୁଧବାର ଅନୁଷ୍ଠିତ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସ ୧୩ ରନରେ ରାଜସ୍ଥାନ ରୟାଲ୍ସକୁ ପରାସ୍ତ କରିଛି। ପ୍ରଥମେ ବ୍ୟାଟିଂ କରିଥିବା ଦିଲ୍ଲୀ ୧୬୧ ରନ କରିଥିବାବେଳେ ରାଜସ୍ଥାନ ୨୦ ଓଭରରେ ୮ ଉଇକେଟ ହରାଇ ୧୪୮…
ହୋଣ୍ଡାର ସ୍ପେଶାଲ ଏଡିଶନ ଆମେଜ୍
ଭୁବନେଶ୍ୱର: ହୋଣ୍ଡା କାର୍ସ ଇଣ୍ଡିଆ ଲିମିଟେଡ (ଏଚ୍ସିଆଇଏଲ୍) ପକ୍ଷରୁ ସ୍ପେଶାଲ ଏଡିଶନ ଆମେଜ୍ ମଡେଲ ବଜାରକୁ ଆସିଛି। ପାର୍ବଣ ଉପଲକ୍ଷେ ଏହି ଫ୍ୟାମିଲ ସେଡାନକୁ କମ୍ପାନୀ ଉନ୍ମୋଚନ କରିଛି। ଏଥିରେ କମ୍ପାନୀ ଅନେକ ଆକର୍ଷଣୀୟ ଫିଚର ଯୋଡିଛି। ଏହାର ଲୋକପ୍ରିୟ ଏସ୍…
ଚାଲାଣ କାଟିଲାବେଳେ ‘ସାର୍, ମ୍ୟାଡାମ୍’ ସମ୍ବୋଧନ କରିବେ ଟ୍ରାଫିକ କର୍ମଚାରୀ
ମୁମ୍ବାଇ, ୧୪।୧୦: କେବେ ଅଟକି ଯାଉ ନ ଥିବା କିମ୍ବା କେତେବେଳେ ମଧ୍ୟ ଥକି ପଡ଼ୁ ନ ଥିବା ମୁମ୍ବାଇ ରାସ୍ତାକୁ ଓହ୍ଲାଇ ଟ୍ରାଫିକର ଦାୟିତ୍ୱ ଭାର ସମ୍ଭାଳୁଥିବା ମୁମ୍ବାଇ ଟ୍ରାଫିକ ବିଭାଗର କର୍ମଚାରୀଙ୍କ ପାଇଁ ନୂଆ ଗାଇଡ୍ ଲାଇନ୍ ଜାରି…
କେନାଲରେ ବୁଡ଼ିଲା ହାଇସ୍ପିଡ୍ କାର; ଗୋଟିଏ ପରିବାରର ୫ ମୃତ
ପ୍ରୟାଗରାଜ, ୧୪।୧୦: ଉତ୍ତର ପ୍ରଦେଶର ପ୍ରୟାଗରାଜରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଦ୍ରୁତ ବେଗରେ ଯାଉଥିବା ଏକ କାର ନିୟନ୍ତ୍ରଣ ହରାଇ ଗୋଟିଏ କେନାଲ ମଧ୍ୟକୁ ଖସି ପଡ଼ିଛି। ଫଳରେ ଏହି ଦୁର୍ଘଟଣାରେ ଗୋଟିଏ ପରିବାରର ୫ ଜଣ ସଦସ୍ୟଙ୍କ…
ଜେନେରେଟର ବ୍ୟବହାର ଉପରେ ଲାଗିଲା ପ୍ରତିବନ୍ଧକ
ନୂଆଦିଲ୍ଲୀ, ୧୪।୧୦: ଜାତୀୟ ରାଜଧାନୀ ଦିଲ୍ଲୀରେ ଦ୍ରୁତବେଗରେ ବଢ଼ି ଚାଲିଥିବା ବାୟୁ ପ୍ରଦୂଷଣକୁ ରୋକିବା ଲାଗି ବୁଧବାର ଦିଲ୍ଲୀ ପ୍ରଦୂଷଣ ନିୟନ୍ତ୍ରଣ କମିଟି (ଡିପିସିସି) ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ଅତ୍ୟାବଶକୀୟ ତଥା ଜରୁରୀକାଳୀନ ସେବା ବ୍ୟତୀତ ଡିଜେଲ୍, ପେଟ୍ରୋଲ ଓ…
ସରକାରୀ ନିଯୁକ୍ତିରେ ମହିଳାଙ୍କ ଲାଗି ୩୩ ପ୍ରତିଶତ ସଂରକ୍ଷଣ
ଚଣ୍ଡିଗଡ଼, ୧୪।୧୦: ମହିଳା ସଶକ୍ତିକରଣ ଦିଗରେ ଏକ ବଡ଼ ପଦକ୍ଷେପ ନେଇଛନ୍ତି ପଞ୍ଜାବର କଗ୍ରେସ ସରକାର। ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ୟାପଟେନ୍ ଅମରିନ୍ଦର ସିଂ ସରକାରୀ ଚାକିରିରେ ମହିଳାମାନଙ୍କୁ ୩୩ ପ୍ରତିଶତ ସଂରକ୍ଷଣ ଦେବାକୁ ନିଷ୍ପତ୍ତି ନେଇଛନ୍ତି। ବୁଧବାର ରାଜ୍ୟ କ୍ୟାବିନେଟ୍ ପଞ୍ଜାବ…
ଟସ୍ ଜିତି ପ୍ରଥମେ ବ୍ୟାଟିଂ କରିବ ଦିଲ୍ଲୀ କ୍ୟାପିଟାଲ୍ସ
ଦୁବାଇ, ୧୪।୧୦: ଚଳିତ ଆଇପିଏଲ୍ର ୩୦ତମ ମ୍ୟାଚ୍ରେ ବୁଧବାର ଦିଲ୍ଲୀ କ୍ୟାପିଟାଲ୍ସ ଓ ରାଜସ୍ଥାନ ରୟାଲ୍ସ ସାମ୍ନା ସାମ୍ନି ହୋଇଛନ୍ତି। ସ୍ଥାନୀୟ ଦୁବାଇ ଇଣ୍ଟରନ୍ୟାଶନାଲ୍ କ୍ରିକେଟ୍ ଷ୍ଟାଡିୟମରେ ଖେଳାଯାଇଥିବା ଏହି ମ୍ୟାଚ୍ରେ ଟସ୍ ଜିତି ଦିଲ୍ଲୀ ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି…
୧୦୨ ମିଟରର ବିଶାଳ ଛକା ମାରିଲେ ଧୋନୀ
ଦୁବାଇ, ୧୪।୧୦: ଚଳିତ ଆଇପିଏଲ୍ରେ ମଙ୍ଗଳବାର ସନ୍ରାଇଜର୍ସ ହାଇଦ୍ରାବାଦ୍ ବିପକ୍ଷ ମୁକାବିଲାକୁ ଚେନ୍ନାଇ ସୁପର୍ କିଙ୍ଗ୍ସ (ସିଏସ୍କେ) ୨୦ ରନରେ ଜିତି ନେଇଥିଲା। ଚଳିତ ସିଜନରେ ଚେନ୍ନାଇର ଏହା ୩ୟ ବିଜୟ ଥିଲା। ତେବେ ଏହି ମ୍ୟାଚ୍ରେ ସବୁଠାରୁ ଉଲ୍ଲେଖନୀୟ ଘଟଣା…
ପଦ ଛାଡ଼ିଲେ ମିସ୍ବା-ଉଲ୍-ହକ୍
ଲାହୋର,୧୪।୧୦: ମିସ୍ବା-ଉଲ୍-ହକ୍ ପାକିସ୍ତାନ କ୍ରିକେଟ୍ ଦଳର ମୁଖ୍ୟ ଚୟନକର୍ତ୍ତା ପଦରୁ ଓହରି ଯାଇଛନ୍ତି। ପାକିସ୍ତାନ ଦଳର ମୁଖ୍ୟ କୋଚ୍ ଭାବେ ନିଜ ଦାୟିତ୍ୱ ଉପରେ ଅଧିକ ଧ୍ୟାନ ଦେବାପାଇଁ ମୁଖ୍ୟ ଚୟନକର୍ତ୍ତା ପଦ ଛାଡ଼ିବାକୁ ମିସ୍ବା ଏହି ନିଷ୍ପତ୍ତି ନେଇଛନ୍ତି। ତେବେ…
ଗୋଟିଏ ବଲ୍ରେ ୨ଥର ଆଉଟ୍ ହେଲେ ଏହି ବ୍ୟାଟ୍ସମ୍ୟାନ; ଦେଖନ୍ତୁ ଭିଡିଓ
ଦୁବାଇ, ୧୪।୧୦: ଆଇପିଏଲ୍ରେ ମଙ୍ଗଳବାର ଖେଳାଯାଇଥିବା ସିଜନର ୨୯ତମ ମ୍ୟାଚ୍ରେ ଚେନ୍ନାଇ ସୁପର୍ କିଙ୍ଗ୍ସ (ସିଏସ୍କେ) ୨୦ ରନରେ ସନ୍ରାଇଜର୍ସ ହାଇଦ୍ରାବାଦ୍କୁ ମାତ୍ ଦେଇଥିଲା। ମ୍ୟାଚ୍ରେ ପ୍ରଥମେ ବ୍ୟାଟିଂ କରି ଚେନ୍ନାଇ ୬ ଉଇକେଟ୍ରେ ୧୬୭ ରନ କରିଥିଲା। ଜବାବରେ ହାଇଦ୍ରାବାଦ୍…
Archives


