୮୦ ଲକ୍ଷରୁ ଅଧିକ ଅପରାଧୀଙ୍କ ପାଇଁ ଡିସେମ୍ବର ସୁଦ୍ଧା ଫିଙ୍ଗରପ୍ରିଣ୍ଟ୍ ସିଷ୍ଟମ୍
ନୂଆଦିଲ୍ଲୀ, ୧୪।୧୦: ଦେଶରେ ଡିସେମ୍ବର ସୁଦ୍ଧା ୮୦ ଲକ୍ଷରୁ ଅଧିକ ଅପରାଧୀଙ୍କ ପାଇଁ ଅଟୋମେଟେଡ୍ ଫିଙ୍ଗରପ୍ରିଣ୍ଟ୍ ସିଷ୍ଟମ୍ ପ୍ରସ୍ତୁତି କାର୍ଯ୍ୟ ଶେଷ ହେବ। ଏହାଦ୍ୱାରା ସହଜରେ ଅପରାଧୀଙ୍କ ଡାଟା ସଂରକ୍ଷିତ ହୋଇ ରହିପାରିବ। ଏନେଇ ଜାତୀୟ ଅପରାଧ ରେକର୍ଡ ବ୍ୟୁରୋ ପକ୍ଷରୁ…
ଧୋନୀଙ୍କ ଭଳି ହେଲିକପ୍ଟର ଶର୍ଟ ମାରୁଥିଲେ ଏହି ଖେଳାଳି, ଘଟିଲା ଏମିତି
ଆଇପିଏଲ ୨୦୨୦ର ଏକ ମ୍ୟାଚ୍ରେ ଚେନ୍ନାଇ ସୁପର କିଙ୍ଗ୍ସ ସନରାଇଜର୍ସ ହାଇଦ୍ରାବାଦକୁ ୨୦ ରନ୍ରେ ପରାସ୍ତ କରିଛି। ଏହି ମ୍ୟାଚରେ ଚେନ୍ନାଇ ବ୍ୟାଟ୍ସମ୍ୟାନଙ୍କ ଭଲ ପ୍ରଦର୍ଶନ ପରେ ବୋଲର ମଧ୍ୟ ଉନ୍ନତମାନର ବୋଲିଂ କରିଥିଲେ। ସନରାଇଜର୍ସ ହାଇଦ୍ରାବାଦ ଇନିଂସର ୧୯ତମ ଓଭରର…
ଶିକ୍ଷକଙ୍କ ଘରେ ଭିଜିଲାନ୍ସ ଚଢାଉ
ବ୍ରହ୍ମପୁର ଅଫିସ ,୧୪।୧୦ – ସ୍ବତନ୍ତ୍ର ଭିଜିଲାନ୍ସ ଜଜଙ୍କ ଅନୁମତି କ୍ରମେ ବ୍ରହ୍ମପୁର ଭିଜିଲାନ୍ସ ବିଭାଗ ତରଫରୁ ବୈକୁଣ୍ଠନଗରରେ ରହୁଥିବା ଜଣେ ଶିକ୍ଷକଙ୍କ ଘରେ ବୁଧବାର ଚଢାଉ କରାଯାଇଛି। ଶିକ୍ଷକ ଭୁବନାନନ୍ଦ ସାହୁ ଆୟବର୍ହିଭୁତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗରେ ଭିଜିଲାନ୍ସ…
ଗର୍ଲଫ୍ରେଣ୍ଡ୍ଙ୍କୁ ଅଚାନକ ଦେଖି କାନ୍ଦିବାକୁ ଲାଗିଲେ ଦିଲ୍ଲୀ କ୍ୟାପିଟାଲ୍ସର ଏହି ଖେଳାଳି
ଦୁବାଇ,୧୪।୧୦; ଆଇପିଏଲ ୨୦୨୦ରେ ଦିଲ୍ଲୀ କ୍ୟାପିଟାଲ୍ସ ଦଳ ଚମତ୍କାର ପ୍ରଦର୍ଶନ କରୁଛି। ପଏଣ୍ଟ ଟେବୁଲ ଶୀର୍ଷରେ ମୁମ୍ବାଇ ଇଣ୍ଡିଆନ୍ସ ପରେ ଦିଲ୍ଲୀ ଦ୍ୱିତୀୟ ସ୍ଥାନରେ ରହିଛି। ଶ୍ରେୟାସ ଆୟରଙ୍କ ନେତୃତ୍ୱରେ ଏହି ଦଳ ଏପର୍ଯ୍ୟନ୍ତ ୭ଟି ମ୍ୟାଚ ମଧ୍ୟରୁ ୫ଟି ଜିତିଛି।…
ବିହାର: ଭାଜପାରୁ ୯, ଜେଡିୟୁରୁ ୧୫ ବହିଷ୍କୃତ
ପାଟନା, ୧୪ା୧୦: ବିହାର ବିଧାନସଭା ନିର୍ବାଚନ ପାଖେଇ ଆସୁଥିବାବେଳେ ଟିକେଟ ଆଶାୟୀଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଟିକେଟ ଆଶାରେ ଦଳଡିଆଁ ପାଇଁ ଭାଜପାର ୯ ଓ ଜେଡିୟୁର ୧୫ ନେତାଙ୍କୁ ବହିଷ୍କୃତ କରାଯାଇଛି। ଭାଜପାରୁ ୯ ନେତା ଏଲ୍ଜେପିରୁ ଟିକେଟ ପାଇ…
ଲଦାଖର ୟୁଟି ମାନ୍ୟତା ବେଆଇନ
ନୂଆଦିଲ୍ଲୀ/ବେଜିଂ,୧୪ା୧୦: କେନ୍ଦ୍ର ସରକାର ଲଦାଖକୁ କେନ୍ଦ୍ରଶାସିତ ଅଞ୍ଚଳ (ୟୁଟି) ମାନ୍ୟତା ଦେବାର ୧୪ ମାସ ପରେ ମଧ୍ୟ ଏହି ପ୍ରସଙ୍ଗକୁ ନେଇ ଅଡ଼ୁଆ ଛିଣ୍ଡୁନାହିଁ। ଭାରତ ସହ ସୀମା ବିବାଦରେ ବ୍ୟସ୍ତ ଚାଇନା ଏହାକୁ ଅସ୍ବୀକାର କରିଆସୁଛି। ପ୍ରକୃତ ନିୟନ୍ତ୍ରଣରେଖା (ଏଲ୍ଏସି)ରେ…
ମନ୍ଦିର ଖୋଲିବା ନେଇ ବାକ୍ଯୁଦ୍ଧ
ମୁମ୍ବାଇ/ନୂଆଦିଲ୍ଲୀ,୧୪ା୧୦: କରୋନା ଲକ୍ଡାଉନ ଯୋଗୁ ବନ୍ଦ ଥିବା ମନ୍ଦିରଗୁଡ଼ିକୁ ଖୋଲିବା ନେଇ ମହାରାଷ୍ଟ୍ରରେ ମଙ୍ଗଳବାର ଅସ୍ବାଭାବିକ ସ୍ଥିତି ସୃଷ୍ଟି ହୋଇଛି। ରାଜ୍ୟପାଳ ଭଗତ ସିଂ କୋଶିୟାରୀ ଓ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍ରେଙ୍କ ମଧ୍ୟରେ ବାକ୍ଯୁଦ୍ଧ ସୀମା ଟିପିଛି। ଏହି ପ୍ରସଙ୍ଗ କେବଳ…
ବଜ୍ରପାତ ନେଲା ୨ ଜୀବନ
ନୟାଗଡ ଅଫିସ,୧୪।୧୦:ନୟାଗଡ ଜିଲା ଦଶପଲ୍ଲା ବ୍ଲକ ଅଞ୍ଚଳରେ ଲଗାଣ ବର୍ଷା ଲାଗି ରହିଛି। ବର୍ଷା ସହ ବଜ୍ରପାତ ହୋଇଛି। ବୁଧବାର ସକାଳେ ଏଠାର ଡିହଗାଁ ପଂଚାୟତରେ ବଜ୍ରପାତରେ ୨ ଜଣଙ୍କ ମୃତ୍ୟୁ ଘଟିଛି। ସେମାନେ ହେଉଛନ୍ତି ଉଦୟ ନାଥ ପ୍ରଧାନ (୮୦…
ଜଳବାୟୁ ପରିବର୍ତ୍ତନରୁ ବିପର୍ଯ୍ୟୟ ବଢ଼ିବ
ଜେନେଭା,୧୪ା୧୦(ଏ.ପି.): ସମ୍ପ୍ରତି ଜଳବାୟୁ ପରିବର୍ତ୍ତନ ସାରା ବିଶ୍ୱ ଆଗରେ ଏକ ବଡ଼ ଆହ୍ବାନ ରୂପେ ଦଣ୍ଡାୟମାନ। ଏଥିଯୋଗୁ ଦିନକୁ ଦିନ ଗ୍ରୀଷ୍ମ ପ୍ରବାହ, ବିଶ୍ୱତାପନ, ବନାଗ୍ନି, ମରୁଡ଼ି ଓ ସାମୁଦ୍ରିକ ଝଡ଼ ଭଳି ବିପତ୍ତି ସଂଖ୍ୟା ବଢ଼ିବାରେ ଲାଗିଛି। ଏଭଳି ସ୍ଥିତି…
ପୁରୀର ୩୨ ହଜାର ପରିବାର ସେବା ପାଇବେ
ପୁରୀ ଅଫିସ,୧୪ା୧୦:ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଭିଡିଓ କନ୍ଫରେନ୍ସ ମାଧ୍ୟମରେ ସୁଜଳ ଯୋଜନା ବା ଡ୍ରିଙ୍କ ଫ୍ରମ୍ ଟ୍ୟାପ୍ ମିଶନର ଶୁଭାରମ୍ଭ କରିଛନ୍ତି। ଭୁବନେଶ୍ୱର ଓ ପୁରୀ ସହର ପାଇଁ ଏହି ଯୋଜନାର ଆରମ୍ଭ ହୋଇଛି। ପୁରୀ ସହରର ୩୨ ହଜାର…
ଜୀବନ ମୋ ହାତରୁ ଚାଲିଗଲା: ଏପରି କାହିଁକି କହିଲେ ସୋନୁ ସୁଦ
ପ୍ରବାସୀ ଶ୍ରମିକ ତଥା ଅସହାୟଙ୍କୁ ସାହାଯ୍ୟ କରି ସମସ୍ତଙ୍କର ପ୍ରିୟ ପାଲଟିଥିବା ବଲିଉଡ୍ ଅଭିନେତା ସୋନୁ ସୁଦ ନିଜ ମା’ଙ୍କର ଖୁବ୍ ନିକଟତର ଥିଲେ। ଏ କଥା ସେ ଅନେକ ସାକ୍ଷାତକାରରେ କହିସାରିଛନ୍ତି। ଏକ ସାକ୍ଷାତକାରରେ ସେ କହିଥିଲେ, ତାଙ୍କର ସବୁଠାରୁ…
ସୁଧୁରୁନି ପରିମଳ ବ୍ୟବସ୍ଥା
କଟକ ଅଫିସ,୧୪ା୧୦:କଟକ ସହରର ୫୯ନଂ. ଓ୍ବାର୍ଡରେ ପରିମଳ ବ୍ୟବସ୍ଥା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ ହୋଇପଡ଼ିଛି। ଅଳିଆ ଆବର୍ଜନା ପଡ଼ି ରହୁଥିଲେ ମଧ୍ୟ କେହି ଉଠାଇବାକୁ ଆସୁନାହାନ୍ତି। ଆଲୋକୀକରଣ କରାଯାଇଥିଲେ ବି ଅନେକ ଲାଇଟ୍ ଜଳୁ ନ ଥିବା ଦେଖିବାକୁ ମିଳିଛି। ଡ୍ରେନ ସଫା…
Archives


