Home Left

ବୃଦ୍ଧଙ୍କ ଘରୁ ଉଦ୍ଧାର ହେଲା ୨୦ ଅଜଗର, ୮୮୫ ମୂଷା ଓ ୪୬ ଠେକୁଆ

ସଲ୍ଟ ଲେକ ସିଟି,୧୩।୧୦-ଆମେରିକାର ହୋଲାଡେ ସହରରେ ରହୁଥିବା ଜଣେ ବୃଦ୍ଧଙ୍କ ଘରେ ପୋଲିସ ଚଢାଉ କରି ୨୦ଟି ଅଜଗର, ୮୮୫ ମୂଷା ଓ ୪୬ ଠେକୁଆ ଜବତ କରିଛି। ଏହି ଘଟଣାରେ ମାର୍ଟିନ ବୋନ(୬୮) ନାମକ ଜଣେ ବୃଦ୍ଧଙ୍କୁ ପୋଲିସ ଗିରଫ…

କଟକ ସହରରୁ ୯୮ କରୋନା ପଜିଟିଭ ଚିହ୍ନଟ

କଟକ ଅଫିସ, ୧୩।୧୦- କଟକ ସହରରୁ ମଙ୍ଗଳବାର ୯୮ ଜଣ କରୋନା ଆକ୍ରନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୫୩ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୪୫ ଜଣ ଅଛନ୍ତି। ଏ ନେଇ କଟକ ମହାନଗର ନିଗମ ପକ୍ଷରୁ ଟୁଇଟ କରି…

ମୋବାଇଲ ବଦଳରେ ପଥର ଦେଇ ୧୭୦ ଲୋକଙ୍କୁ ପ୍ରତାରିତ କରିଥିବା ୨ ଠକ ଗିରଫ

ଭୋପାଳ, ୧୩।୧୦: ଆଗାମୀ ପାର୍ବଣ ଋତୁକୁ ନଜରରେ ରଖି ପାର୍ସଲ ମାଧ୍ୟମରେ ଠକେଇ ମାମଲା ବଢ଼ିବାରେ ଲାଗିଛି। ଦିଲ୍ଲୀର ୨ଜଣ ଠକ ନାମିଦାମୀ ବ୍ରାଣ୍ଡର ମୋବାଇଲକୁ ଶସ୍ତାରେ ଯୋଗାଇ ଦେବାର ପ୍ରତିଶ୍ରୁତି ଦେଇ ପାର୍ସଲରେ ପଥର ପଠାଇ ୧୭୦ ଜଣ ଲୋକଙ୍କୁ…

ଦେଶରେ କରୋନା ଦ୍ୱାରା ପୁନଃସଂକ୍ରମିତ ହୋଇଛନ୍ତି ୩ ଜଣ

ନୂଆଦିଲ୍ଲୀ, ୧୩।୧୦: ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କ୍ରମାଗତ ଭାବେ ବଢ଼ି ଚାଲିବାରେ ଲାଗିଛି। ଦେଶରେ ବର୍ତ୍ତମାନ ସୁଦ୍ଧା ୭୧ ଲକ୍ଷରୁ ଊର୍ଦ୍ଧ୍ୱ ଲୋକ କରୋନାରେ ଆକ୍ରାନ୍ତ ହୋଇସାରିଛନ୍ତି। ତେବେ ଖୁସିର ଖବର ହେଉଛି ଯେ, ସେମାନଙ୍କ ମଧ୍ୟରୁ ୬୨ ଲକ୍ଷ…

ଟସ୍‌ ଜିତିଲେ ଧୋନୀ; ପ୍ରଥମେ ବ୍ୟାଟିଂ କରିବ ସିଏସ୍‌କେ

ଦୁବାଇ, ୧୩।୧୦: ଚଳିତ ଆଇପିଏଲ୍‌ର ୨୯ତମ ମ୍ୟାଚ୍‌ରେ ମଙ୍ଗଳବାର ଚେନ୍ନାଇ ସୁପର୍‌ କିଙ୍ଗ୍ସ (ସିଏସ୍‌କେ)ର ମୁକାବିଲା ସନ୍‌ରାଇଜର୍ସ ହାଇଦ୍ରାବାଦ୍‌ ସହ ହୋଇଛି। ସ୍ଥାନୀୟ ଦୁବାଇ ଇଣ୍ଟରନ୍ୟାଶନାଲ କ୍ରିକେଟ୍‌ ଷ୍ଟାଡିୟମରେ ଅନୁଷ୍ଠିତ ଏହି ମ୍ୟାଚ୍‌ରେ ଟସ୍‌ ଜିତି ମହେନ୍ଦ୍ର ସିଂ ଧୋନୀଙ୍କ ନେତୃତ୍ୱାଧୀନ…

ପୋଲାର୍ଡଙ୍କ ସହ ସମକକ୍ଷ ହେଲେ ଡି ଭିଲର୍ସ

ଶାରଜା, ୧୩।୧୦: ଏବି ଡି ଭିଲର୍ସ (୭୩ ରନ, ୩୩ ବଲ)ଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ସୋମବାର ଖେଳାଯାଇଥିବା ଆଇପିଏଲ୍‌ର ଏକ ମ୍ୟାଚ୍‌ରେ ରୟାଲ୍‌ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ୮୨ ରନରେ କୋଲକାତା ନାଇଟ୍‌ ରାଇଡର୍ସକୁ ପରାସ୍ତ କରିଛି। ଏହି ମ୍ୟାଚ୍‌ରେ ଅର୍ଦ୍ଧଶତକ…

ଆଇପିଏଲ୍‌-୧୩ରେ ୫୧ଟି ବଲ୍‌ ଡଟ୍‌ ପକାଇଛନ୍ତି ଏହି ସ୍ପିନର

ଶାରଜା, ୧୩।୧୦: ବିଶ୍ୱର ସବୁଠାରୁ ବ୍ୟୟବହୁଳ ଟି୨୦ ଲିଗ୍‌ ଆଇପିଏଲ୍‌ର ତ୍ରୟୋଦଶ ସଂସ୍କରଣରେ ରୟାଲ୍‌ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆର୍‌ସିବି)ର ଅଫ୍‌-ସ୍ପିନର ଓ୍ବାଶିଂଟନ ସୁନ୍ଦର ବେଶ୍‌ ଚମତ୍କାର ପ୍ରଦର୍ଶନ କରିଛନ୍ତି। ବର୍ତ୍ତମାନ ସୁଦ୍ଧା ସେ ୭ ମ୍ୟାଚ୍‌ରୁ ୫ ଉଇକେଟ୍‌ ହାସଲ କରିସାରିଛନ୍ତି।…

ଆଇପିଏଲ୍‌ରେ ସର୍ବାଧିକଥର ମ୍ୟାନ୍‌ ଅଫ୍‌ ଦି ମ୍ୟାଚ୍‌ ପୁରସ୍କାର ହାସଲ କଲେ ଏହି ଖେଳାଳି

ଶାରଜା, ୧୩।୧୦: ଚଳିତ ଆଇପିଏଲ୍‌ର ୨୮ତମ ମ୍ୟାଚ୍‌ରେ ସୋମବାର ବିରାଟ କୋହଲିଙ୍କ ନେତୃତ୍ୱାଧୀନ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆର୍‌ସିବି) ଦଳ ୮୨ ରନର ବୃହତ୍‌ ବ୍ୟବଧାନରେ କୋଲକାତା ନାଇଟ୍‌ ରାଇଡର୍ସକୁ ପରାସ୍ତ କରିଛି। ଏହି ମ୍ୟାଚ୍‌ରେ ପ୍ରଥମେ ବ୍ୟାଟିଂ କରି ଆର୍‌ସିବି…

କ୍ରିସ୍‌ ଗେଲ୍‌ ଫିଟ୍‌; ଏହି ଦଳ ବିପକ୍ଷରେ ଖେଳି ପଡ଼ିଆକୁ ଓହ୍ଲାଇବେ

ଦୁବାଇ, ୧୩।୧୦: କିଙ୍ଗ୍ସ ଇଲେଭେନ ପଞ୍ଜାବ ଦଳର ବିସ୍ଫୋରକ ବ୍ୟାଟ୍ସମ୍ୟାନ କ୍ରିସ୍‌ ଗେଲ୍‌ ପେଟ ଯନ୍ତ୍ରଣାଜନିତ ସ୍ବାସ୍ଥ୍ୟ ସମସ୍ୟାରୁ ସୁସ୍ଥ ହୋଇଛନ୍ତି। ଗୁରୁବାର ରୟାଲ୍‌ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆର୍‌ସିବି) ଓ ପଞ୍ଜାବ ମଧ୍ୟରେ ଖେଳାଯିବାକୁ ଥିବା ଚଳିତ ଆଇପିଏଲ୍‌ର ୩୧ତମ ମୁକାବିଲାରେ…

ରାସ୍ତାକଡ଼ରେ ପଡ଼ିଥିବା ପିଜା ଡବା ହଲୁଥିଲା: ପାଖକୁ ଯାଇ ଦେଖିବା ପରେ ଉଡ଼ିଗଲା ହୋସ୍‌

ଅର୍ଥ ଅଭାବରୁ ଲୋକେ କିଛି ବି କରିବାକୁ ପଛାନ୍ତି ନାହିଁ। ବେଳେ ବେଳେ ସେମାନେ ଏପରି ଭୁଲ ନିଷ୍ପତ୍ତି ନେଇଥାନ୍ତି, ଯାହା ବିଷୟରେ କେହି କେବେ କଳ୍ପନା ମଧ୍ୟ କରିପାରିବ ନାହିଁ। ସେମିତି କିଛି ଘଟିଛି ମେକ୍ସିକୋରେ। ମେକ୍ସିକୋର ତଲାଲଟେନାଙ୍ଗୋ ସହର…

ଫାରୁକଙ୍କୁ ପୋଷ୍ୟ ଭାବେ ଗ୍ରହଣ କରୁ ଚାଇନା: ଦୂତାବାସ ବାହାରେ ଲାଗିଲା ପୋଷ୍ଟର

ନୂଆଦିଲ୍ଲୀ,୧୩ ।୧୦: କଶ୍ମୀରରୁ ଅନୁଚ୍ଛେଦ ୩୭୦ ହଟିବାକୁ ନେଇ ସାଂସଦ ତଥା ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତୀ ଫାରୁକ ଅବଦୁଲା ଯେଉଁ ବୟାନ ଦେଇଥିଲେ ଏବେ ତାହା ତାଙ୍କୁ ଅଡୁଆରେ ପକାଇ ଦେଇଛି । ଏକ ସାକ୍ଷାତ୍‌କାରରେ ଫାରୁକ କହିଥିଲେ ଚାଇନା ସହାୟତାରେ…

ରିଆଙ୍କୁ ସମର୍ଥନ କରି ଟୁଇଟ୍ କଲେ ରିତେଶ

ମୁମ୍ବାଇ: ବଲିଉଡ୍‌ରେ ଏବେ ଡ୍ରଗ୍ସ ମାମଲାକୁ ନେଇ ଲାଗି ରହିଛି ଆଲୋଚନା ସମାଲୋଚନା । ବଡବଡ କଳାକାର, ନିର୍ଦ୍ଦେଶକ, ପ୍ରଯୋଜକ ଆଦି ମଧ୍ୟ ଏହି ମାମଲା ଭିତରକୁ ଚାଲି ଆସୁଥିବା ଦେଖାଯାଇଛି । ନିକଟରେ ଅଭିନେତ୍ରୀ ରିଆ ଚକ୍ରବର୍ତ୍ତି ଏହି ମାମଲରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri