ଡିଟିଏଚ୍ ଉପରେ ମାଙ୍କଡ଼: କ୍ୟାପଶନ ବିଜେତାଙ୍କ ନାଁ ଘୋଷଣା କଲେ ଆନନ୍ଦ ମହିନ୍ଦ୍ରା
ନୂଆଦିଲ୍ଲୀ,୧୩ ।୧୦: ମହିନ୍ଦ୍ରା ଆଣ୍ଡ ମହିନ୍ଦ୍ରା କମ୍ପାନୀର ଅଧ୍ୟକ୍ଷ ଆନନ୍ଦ ମହିନ୍ଦ୍ରା ସୋସିଆଲ ମିଡିଆରେ ସବୁବେଳେ ରହିଥାଆନ୍ତି ଆକ୍ଟିଭ । ସମୟ ସମୟରେ ଲୋକଙ୍କ ମନୋବଳ ବୃଦ୍ଧି କରିବାକୁ କିଛି ଭିଡିଓ ମଧ୍ୟ ଶେୟାର କରିଥାଆନ୍ତି । ନିକଟରେ ଆନନ୍ଦ ମହିନ୍ଦ୍ରା…
ତୀବ୍ର ଅବପାତ ନେଲା ୨ ଜୀବନ: ୪ ଗୁରୁତର
ଭୁବନେଶ୍ୱର,୧୩।୧୦(ବ୍ୟୁରୋ): ତୀବ୍ର ଅବପାତ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲାରେ ମଙ୍ଗଳବାର ସକାଳୁ ପ୍ରବଳ ବର୍ଷା, ଘଡ଼ଘଡ଼ି ଲାଗି ରହିଛି। ତେବେ ବଜ୍ରପାତରେ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୪ ଜଣ ଗୁରୁତର ହୋଇଥିବା ଜଣାପଡ଼ିଛି। ଏଭଳି ଅଭାବନୀୟ ଘଟଣା ଘଟିଛି…
ସମସ୍ତ ସରକାରୀ ସ୍କୁଲ ହେଲା ଡିଜିଟାଲ
ଥିରୁଭାନନ୍ତପୁରମ୍, ୧୩।୧୦: ପାଠପଢ଼ାରେ ଏକ ନମ୍ବର ରାଜ୍ୟ ପାଲଟି ଥିବା କେରଳରେ ଏବେ ଏକ ନୂଆ ଯୋଜନାରେ ରେକର୍ଡ କରିଛି। ରାଜ୍ୟ ସରକାର ସମସ୍ତ ସରକାରୀ ସ୍କୁଲକୁ ଡିଜିଟାଲ କରିିଛନ୍ତି। ରାଜ୍ୟର ୧୬ ହଜାର ସେକେଣ୍ଡାରୀ ଏବଂ ପ୍ରାଇମେରୀ ସ୍କୁଲରେ ଏବେ…
ଆମେରିକା ରାଷ୍ଟ୍ରପତି ନିର୍ବାଚନ: ହିନ୍ଦୀ ଭାଷାରେ ହେଉଛି ପ୍ରଚାର
ୱାଶିଂଟନ,୧୩ ।୧୦: ଆମେରିକାରେ ରାଷ୍ଟ୍ରପତି ନିର୍ବାଚନ ପାଖେଇ ଆସୁଥିବା ବେଳେ ପ୍ରଚାର କାର୍ଯ୍ୟ ମଧ୍ୟ ଯୋର ସୋରରେ ଚାଲିଛି । ଏବେ ସେଠାରେ ହିନ୍ଦୀରେ ‘ଟ୍ରମ୍ପ ହଟାଓ ଆମେରିକା ବଚାଓ, ଆମେରିକା ନେତା କୈସା ହୈ’ ଭଳି ସ୍ଲୋଗାନ ଦିଆଯାଉଥିବା ଦେଖାଯାଇଛି…
୧୭ରୁ ମା’ବିରଜାଙ୍କ ରଥଯାତ୍ରା
ଯାଜପୁର ଟାଉନ, ୧୩।୧୦ (ଡି.ଏନ୍.ଏ.): ଯାଜପୁରର ଅଧିଷ୍ଠାତ୍ରୀ ମା’ ବିରଜାଙ୍କ ରଥଯାତ୍ରା ଆସନ୍ତା ୧୭ ତାରିଖରୁ ଆରମ୍ଭ ହେବ। ରଥଯାତ୍ରା ସପକ୍ଷରେ ହାଇକୋର୍ଟଙ୍କ ନିଷ୍ପତ୍ତି ପରେ ସୋମବାର ଜିଲା ପ୍ରଶାସନ ଓ ମନ୍ଦିର ସେବାୟତଙ୍କ ଉପସ୍ଥିତିରେ ଜିଲାପାଳଙ୍କ କାର୍ଯ୍ୟାଳୟରେ ଏକ ବୈଠକ…
ତୀବ୍ର ଅବପାତର ପ୍ରଭାବ: ଦକ୍ଷିଣ, ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷୁଛି
ଭୁବନେଶ୍ୱର,୧୩।୧୦(ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ତୀବ୍ର ଅବପାତରେ ପରିଣତ ହୋଇ ମଙ୍ଗଳବାର ସକାଳେ କାକିନାଡ଼ା ନିକଟରେ ଆନ୍ଧ୍ର ଉପକୂଳ ଅତିକ୍ରମ କରିଛି । ଏହାର ପ୍ରଭାବରେ ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ବର୍ଷା ଜାରି ରହିଛି । କୋରାପୁଟ, ମାଲକାନଗିରି,…
ଟୁଇନ୍ ସିଟିରେ ଲଗାଣ ବର୍ଷା: ଆହୁରି ବର୍ଷିବା ନେଇ ସୂଚନା
ଭୁବନେଶ୍ୱର,୧୩।୧୦(ବ୍ୟୁରୋ): କଟକ ଏବଂ ଭୁବନେଶ୍ୱରରେ ଶନିବାର ବର୍ଷା ସାଙ୍ଗକୁ ଘଡ଼ଘଡ଼ି ଲାଗି ରହିଛି। ଏହା ମଧ୍ୟାହ୍ନ ୧୨ଟା ୩୦ ଯାଏ ହେବ ବୋଲି ଭୁବନେଶ୍ୱରସ୍ଥିତ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଏ ନେଇ ଲୋକଙ୍କୁ ସତର୍କ ରହିବାକୁ ଆଞ୍ଚଳିକ ପାଣିପାଗ…
ପୁଣି ରାଜ୍ୟରେ ୧୭ ମୁଣ୍ଡ ନେଲା କରୋନା
ଭୁବନେଶ୍ୱର,୧୩।୧୦(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ଆଉ ୧୭ ଜଣଙ୍କ ମୁଣ୍ଡ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୦୫୭ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ ରାଜ୍ୟରେ କରୋନା…
ଘରେ ଏକ୍ସରସାଇଜ୍ କରୁଥିଲେ
କରୋନା ଲାଗି ଦୀର୍ଘଦିନ ଘରେ ରହି ଅନେକେ ମୋଟା ହୋଇଯାଇଛନ୍ତି। ହେଲେ ଅପରପକ୍ଷେ ଏହା ସେମାନଙ୍କଠାରେ ବିଭିନ୍ନ ସ୍ବାସ୍ଥ୍ୟ ସମସ୍ୟାର କାରଣ ସାଜୁଛି। ଯାହାକୁ ଦୂର କରିବା ଲାଗି କେହି କେହି ଜିମ୍ ପରିବର୍ତ୍ତେ ଘରେ ଏକ୍ସରସାଇଜ୍ କରୁଥିବା ଦେଖିବାକୁ ମିଳୁଛି।…
ଶୋଇଥିବା ଅବସ୍ଥାରେ ତିନି ଭଉଣୀଙ୍କ ଉପରେ ଏସିଡ୍ ମାଡ: ଜଣେ ଗୁରୁତର
ଗୌଂଡା ,୧୩ ।୧୦: ଉତ୍ତର ପ୍ରଦେଶର ଆଇନ ବ୍ୟବସ୍ଥାକୁ ନେଇ ବାରମ୍ବାର ବିରୋଧି ଓ ଶାସକ ମଧ୍ୟରେ କଥା କଟାକଟି ଚାଲିଥିବା ବେଳେ ଏଠାରେ କିନ୍ତୁ ଅପରାଧ ଯେମିତି କମିବାର ନାଁ ନେଉନି । ସୋମବାର ଶୋଇଥିବା ଅବସ୍ଥାରେ ୩ ଭଉଣୀଙ୍କ…
ଗର୍ଭାବସ୍ଥାରେ ବି ଲାଗିବେ ଷ୍ଟାଇଲିସ୍
ଗର୍ଭାବସ୍ଥାରେ ଶରୀରର ଗଠନ ବଦଳିଯାଉଥିବାରୁ ଅନେକଙ୍କୁ ନିଜ ଫ୍ୟାଶନ ଷ୍ଟେଟ୍ମେଣ୍ଟକୁ ନେଇ ଚିନ୍ତା ବଢ଼ିଯାଏ। ହେଲେ କେତୋଟି ଫ୍ୟାଶନ ଆଇଡିଆ ଆପଣେଇଲେ ଗର୍ଭାବସ୍ଥାରେ ଷ୍ଟାଇଲିସ୍ ଲାଗି ପାରିବେ… ପ୍ରଥମ କଥା ହେଉଛି ଷ୍ଟାଇଲିସ୍ ଲାଗିବା ନିଶାରେ ଯେକୌଣସି ପୋଷାକ ପିନ୍ଧି କମ୍ଫର୍ଟେବଲ୍…
CORONAVIRUS UPDATE: ରାଜ୍ୟରେ ୨୨୭୫ ନୂଆ ପଜିଟିଭ୍ ଚିହ୍ନଟ, ଖୋର୍ଦ୍ଧା ଆଗରେ ଥିଲେ ବି କମିଛି ସଂଖ୍ୟା
ଭୁବନେଶ୍ୱର,୧୩।୧୦(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୨୨୭୫ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୫୬୯୩୭କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୧୩୧୮…
Archives


