ସିଏଜି ରିପୋର୍ଟ ନେଇ ସରକାରଙ୍କ ଉପରେ ବର୍ଷିଲା ଭାଜପା
ଭୁବନେଶ୍ୱର, ୧୩।୧୦(ବ୍ୟୁରୋ): ରାଜ୍ୟ ସରକାର ବିଭିନ୍ନ ବିଭାଗ ଅର୍ଥ ହେରଫେର କରିଛନ୍ତି ବୋଲି ସିଏଜି ରିପୋର୍ଟରେ ଦର୍ଶାଇଛନ୍ତି ା ବିନିଯୋଗ ପ୍ରମାଣପତ୍ର (ୟୁସି) ଦାଖଲ କରିବାରେ ବିଳମ୍ବ ହୋଇଥିବାରୁ ୨୦୧୬-୧୭ ଏବଂ ୨୦୧୮-୧୯ରେ ୪୫,୩୪୦ କୋଟି ଏବଂ ୨୯,୧୩୮ କୋଟି ଟଙ୍କାର…
ଓଜେଇଇ ଆରମ୍ଭ
ଭୁବନେଶ୍ୱର,୧୩।୧୦(ବ୍ୟୁରୋ): ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ) ସୋମବାରଠାରୁ ଆରମ୍ଭ ହୋଇଛି। କରୋନା ପାଇଁ ଏଥର ଓଜେଇଇ ଅହେତୁକ ବିଳମ୍ବରେ ହୋଇଛି। ତେବେ ପ୍ରଥମ ଦିନରେ କୋଭିଡ୍ ଗାଇଡ୍ଲାଇନ୍ ଅନୁସାରେ ପରୀକ୍ଷା ସୁରୁଖୁରୁରେ ଶେଷ ହୋଇଛି। ଓଡ଼ିଶାର ୨୧ ସହରର ୫୦ଟି…
‘କାର୍ତ୍ତିକ ଶେଷ ଯାଏ ଦର୍ଶନ ବନ୍ଦ ରହୁ’
ପୁରୀ ଅଫିସ,୧୩।୧୦: କରୋନା ପାଇଁ ଶ୍ରୀମନ୍ଦିରକୁ ଭକ୍ତଙ୍କ ପ୍ରବେଶ ବନ୍ଦ ରହିଛି। ମାତ୍ର ରାଜ୍ୟର ବିଭିନ୍ନ ଧାର୍ମିିକସ୍ଥଳୀ ଖୋଲିବା ନେଇ ପ୍ରକ୍ରିୟା ଆରମ୍ଭ ହୋଇଛି। ସର୍ବସାଧାରଣଙ୍କ ଦର୍ଶନ ନିମନ୍ତେ ଶ୍ରୀମନ୍ଦିର ଖୋଲିବା ସଂକ୍ରାନ୍ତରେ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ମୁଖ୍ୟ ପ୍ରଶାସକ ଡ. କ୍ରିଷନ…
୨୨ରେ ଯୁକ୍ତ୩ ଦ୍ୱିତୀୟ ପର୍ଯ୍ୟାୟ କଟ୍ ଅଫ୍ ମାର୍କ
ଭୁବନେଶ୍ୱର, ୧୩।୧୦(ବ୍ୟୁରୋ):ରାଜ୍ୟରେ ସମସ୍ତ ଡିଗ୍ରୀ କଲେଜରେ ଯୁକ୍ତ୩ ନାମଲେଖା ପାଇଁ ସୋମବାର ଆଉଏକ ତାଲିକା ପ୍ରକାଶ ପାଇଛି। ଯୁକ୍ତ୩ ପ୍ରଥମ ବର୍ଷ ଶ୍ରେଣୀରେ ନାମଲେଖା ପାଇଁ ପ୍ରଥମ ପର୍ଯ୍ୟାୟରେ ମନୋନୀତ ଛାତ୍ରୀଛାତ୍ରମାନେ ଅକ୍ଟୋବର ୧୭ ପର୍ଯ୍ୟନ୍ତ ନାମ ଲେଖାଇପାରିବେ। ଦ୍ୱିତୀୟ ପର୍ଯ୍ୟାୟ…
ଗୋବର ଦ୍ୱାରା କମ୍ ହେବ ରେଡିଏଶନ!
ନୂଆଦିଲ୍ଲୀ,୧୩ ।୧୦: ଅନେକ ସମୟରେ ଗାଈ ଗୋବରକୁ ନେଇ ବିଭିନ୍ନ ପ୍ରକାର ଦାବି କରାଯାଉଛି । ଆଉ ଏହାପରେ ଏହାକୁ ନେଇ ବିବାଦ ବି ମୁଣ୍ଡ ଟେକୁଛି । ପୁଣିଥଣେ ଏହି ଗାଈ ଗୋବରକୁ ନେଇ ଦାବି କରାଯାଇଛି କି ଏହା…
ପୂଜାଙ୍କ ଭାଗ୍ୟ ହ୍ରିତିକ୍ଙ୍କ ସହିତ ଅଭିନୟ ପରେ ଖୋଲିଥିଲା…
ମୁମ୍ବାଇ,୧୩।୧୦: ସାଉଥ୍ ଅଭିନେତ୍ରୀ ପୂଜା ହେଗ୍ଡ଼େ ମଙ୍ଗଳବାର ନିଜର ଜନ୍ମଦିନ ପାଳନ କରୁଛନ୍ତି। ସେ ୩୦ ବର୍ଷରେ ପାଦ ଥାପିଛନ୍ତି। ୧୯୯୦ ଅକ୍ଟୋବର ୧୩ରେ ସେ ମୁମ୍ବାଇଠାରେ ଜନ୍ମଗ୍ରହଣ କରିଥିଲେ। ହ୍ରିତିକ୍ ରୋଶନ୍ଙ୍କ ଫିଲ୍ମ ମହେଞ୍ଜୋଦାରୋର ନାୟିକା ଭାବେ ପୂଜା ବେଶ୍…
ବିଜେଡି ନେତାଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଦାବି: ମୁଖ୍ୟମନ୍ତ୍ରୀଙ୍କୁ ଅପରାଜିତାଙ୍କ ଚିଠି
ଭୁବନେଶ୍ୱର, ୧୩।୧୦(ବ୍ୟୁରୋ): ଭୁବନେଶ୍ୱର ଏମ୍ପି ଅପରାଜିତା ଷଡଙ୍ଗୀ ଜନ୍ମଦିନ ପାଳନ ବେଳେ ଜନଗହଳି କରି ମାସ୍କ ନ ପିନ୍ଧିବା, ସାମାଜିକ ଦୂରତା ଉଲ୍ଲଂଘନ ଅଭିଯୋଗରେ ବିଏମ୍ସି ତାଙ୍କ କାର୍ଯ୍ୟାଳୟକୁ ସିଲ୍ କରିଛି। ଏହି ଘଟଣାକୁ ନେଇ ଅପରାଜିତା ବିଜେଡି ନେତାଙ୍କ ବିରୋଧରେ…
୭ ମହିଳାଙ୍କ ସମେତ ୧୯ ଗିରଫ
ବ୍ରହ୍ମଗିରି,୧୩।୧୦(ଡି.ଏନ୍.ଏ.): ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଡିମିରିସେଣା ଡିହ ଭୋଇସାହିରେ ରବିବାର ପାଣି ପାଇପ ସଂଯୋଗକୁ କେନ୍ଦ୍ର କରି ଦୁଇ ପରିବାର ମଧ୍ୟରେ ସଂଘର୍ଷ ଘଟି ୨ ଜଣଙ୍କ ମୃତ୍ୟୁ ହୋଇଥିଲା। ଏହି ଘଟଣାରେ ପୋଲିସ ଦୁଇଟି ମାମଲା(ନଂ.୧୬୭, ୧୬୮/୨୦)…
ସିବିଆଇ ତଦନ୍ତ ନିର୍ଦ୍ଦେଶ ଦେଲେ ହାଇକୋର୍ଟ
ହାଇଦ୍ରାବାଦ, ୧୩ା୧୦: ଆନ୍ଧ୍ରପ୍ରଦେଶ ହାଇକୋର୍ଟ ଦେଇଥିବା ରାୟକୁ ସୋସିଆଲ ମିଡିଆରେ ଭୁଲ୍ ଭାବେ ଦର୍ଶାଇ ବିଚାରପତିଙ୍କ ବିରୋଧରେ ଆପତ୍ତିଜନକ ମନ୍ତବ୍ୟ ଦିଆଯିବା ପରେ ସୋମବାର ଏହାର ସିବିଆଇ ତଦନ୍ତ ନିର୍ଦ୍ଦେଶ ଦିଆଯାଇଛି। ବିଚାରପତିଙ୍କ ମାନହାନି ହେବା ଘଟଣାରେ ମାମଲା ରୁଜୁ କରିବାକୁ…
ଫାରୁକ୍ଙ୍କୁ ଭାଜପାର ସମାଲୋଚନା
ନୂଆଦିଲ୍ଲୀ, ୧୩ା୧୦:ନ୍ୟାଶନାଲ କନ୍ଫରେନ୍ସ ନେତା ତଥା ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଫାରୁକ୍ ଅବ୍ଦୁଲ୍ଲାଙ୍କ ମନ୍ତବ୍ୟକୁ ନେଇ ଭାଜପା ତୀବ୍ର ସମାଲୋଚନା କରିଛି। ଚାଇନା ୩୭୦ ଧାରା ଉଚ୍ଛେଦକୁ ବେଆଇନ ବୋଲି କହୁଛି। ଏହାର ସହାୟତାରେ ଜମ୍ମୁ-କଶ୍ମୀରରେ ୩୭୦ ଧାରା ପୁନଃ ଲାଗୁ…
ଆଶୀର୍ବାଦ ପାଇଁ ସିଂହଦ୍ୱାରରେ ଆରାଧନା
ପୁରୀ ଅଫିସ, ୧୩।୧୦: ସେ ଭାବର ଠାକୁର, ଭକ୍ତର ଭଗବାନ। ଭକ୍ତି ଭାବରେ ସେ ବନ୍ଧା। ତାଙ୍କୁ ଯିଏ ଯେମିତି ଡାକନ୍ତି ତା’ ଡାକ ସେ ସେମିତି ଶୁଣନ୍ତି। ଏମିତି ଆସ୍ଥା ଓ ବିଶ୍ୱାସ ରଖି କାହିଁ କେତେ ଦୂରରୁ ଭକ୍ତ…
ଟ୍ରମ୍ପଙ୍କ ରିପୋର୍ଟ ଆସିଲା ନେଗେଟିଭ: କହିଲେ ସମସ୍ତଙ୍କୁ କିସ୍ କରିବାକୁ ଇଚ୍ଛା
ୱାଶିଂଟନ,୧୩ ।୧୦: କିଛିଦିନ ତଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କରୋନାରେ ପୀଡ଼ିତ ହୋଇଥିବା ବେଳେ ଗୋଟିଏ ସପ୍ତାହ ମଧ୍ୟରେ ସେ ସମ୍ପୂର୍ଣ୍ଣ ସୁସ୍ଥ ହୋଇ ଯାଇଛନ୍ତି । ଏବେ ସେ ପୁଣିଥରେ ରାଷ୍ଟ୍ରପତି ନିର୍ବାଚନ ପ୍ରଚାରରେ ବାହାରି ପଡିଛନ୍ତି ।…
Archives


