Home Left

ବନ୍ତଳାରେ ଭୟାବହ ଅଗ୍ନିକାଣ୍ଡ: ଗ୍ୟାସ ଟାଙ୍କି ଫାଟି ଜଳିଗଲା ୧୦ ଦୋକାନ, ୫ ଦମକଳ ଗାଡ଼ି…

ବନ୍ତଳା, ୧୨।୩(ସୁଶିତ ସାହୁ): ଅନୁଗୋଳ ଜିଲା ଶଙ୍ଖପୁର ମଦନମୋହନ ଛକସ୍ଥିତ ବନ୍ତଳା ବଜାରରେ ଗୁରୁବାର ଅପରାହ୍ନରେ ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଗ୍ୟାସ ଟାଙ୍କି ବିସ୍ଫୋରଣ ଯୋଗୁ ପ୍ରାୟ ୧୦ ଦୋକାନ ଜଳିଯାଇଥିବା ବେଳେ ସେଥିମଧ୍ୟରୁ ୩ଟି ଦୋକାନ ସମ୍ପୂର୍ଣ୍ଣ ଭସ୍ମୀଭୂତ…

ଗ୍ୟାସ ବୁକିଂ ସମୟ ବଦଳାଇଲେ ଏଜେନ୍ସି, ଏହି ନମ୍ବରରେ କରନ୍ତୁ କଲ, ନୋଟ୍‌ କରନ୍ତୁ ସମୟ, ୨୪ ଘଣ୍ଟାରେ ମିଳିବ ସିଲିଣ୍ଡର!

ଆଗ୍ରା,୧୨।୩: ଯଦି ଆପଣଙ୍କୁ ଗ୍ୟାସ ସିଲିଣ୍ଡର ବୁକ କରିବାକୁ ପଡିବ, ତେବେ ଏହି ଖବରକୁ ଭଲ ଭାବେ ପଢନ୍ତୁ, କାରଣ ବୁକିଂ କେବଳ ସକାଳ ୫ ଟାରୁ ୭ ଟା ଏବଂ ସା ୮ ଟାରୁ ରାତି ୧୨ ଟା ମଧ୍ୟରେ…

ଶ୍ୱଶୁର ଘରେ ଜ୍ୱାଇଁଙ୍କ ରହସ୍ୟମୟ ମୃତ୍ୟୁ: ସ୍ତ୍ରୀଙ୍କ ଉପସ୍ଥିତିକୁ ନେଇ ବଢୁଛି ସନ୍ଦେହ, ହତ୍ୟା ନା ଆତ୍ମହତ୍ୟା…

ଥୁଆମୂଳ ରାମପୁର,୧୨।୩: ଶ୍ୱଶୁର ଘରେ ଜ୍ୱାଇଁଙ୍କ ମୃତ୍ୟୁକୁ ନେଇ ଏବେ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା ବଢ଼ିବା ସହ ସନ୍ଦେହ ପ୍ରକାଶ ପାଇଛି। କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ କୁମାରକାନୀ ଗ୍ରାମରେ ଏହି ଅଭାବନୀୟ ଘଟଣା ଘଟିଛି। ମୃତକ ଜଣକ…

IPL 2026 ପୂର୍ବରୁ ‘ଫିକ୍ସିଂ’କୁ ନେଇ କ୍ରିକେଟ ଜଗତରେ ଆଲୋଡ଼ନ,ପୂର୍ବତନ KKR ଖେଳାଳିଙ୍କୁ ନିଲମ୍ବିତ କଲା ICC

ନୂଆଦିଲ୍ଲୀ,୧୨।୩: IPL 2026 ଆରମ୍ଭ ହେବା ପୂର୍ବରୁ, କ୍ରିକେଟ ଜଗତ ‘ଫିକ୍ସିଂ’ ଅଭିଯୋଗରେ ଦୋହଲିଯାଇଛି। ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) କୋଲକାତା ନାଇଟ ରାଇଡର୍ସ (KKR) ପାଇଁ ଖେଳିଥିବା ୱେଷ୍ଟଇଣ୍ଡିଜ ଅଲରାଉଣ୍ଡର ଜାଭନ ସିଅର୍ଲସଙ୍କ ବିରୁଦ୍ଧରେ ବହୁ ଦୁର୍ନୀତି ନିବାରଣ କୋଡ…

ମିଳିଲାନି ସୁଭଦ୍ରା ଟଙ୍କା: ବିଡ଼ିଓଙ୍କ ଦ୍ୱାରସ୍ଥ ହେଲେ ଆଦିବାସୀ ମହିଳା

ଗୁଡାରି,୧୨।୩ (ପ୍ରମୋଦ କୁମାର ପତି): ରାଜ୍ୟ ସରକାରଙ୍କ ‘ସୁଭଦ୍ରା’ ଯୋଜନାରେ ଯୋଗ୍ୟ ମହିଳାଙ୍କୁ ମହିଳା ଦିବସ ଅବସରରେ ଚତୁର୍ଥ କିସ୍ତି ଟଙ୍କା ମିଳିଛି। କିନ୍ତୁ ରାୟଗଡା ଜିଲା ଗୁଡାରି ବ୍ଲକ୍‌ ଅସଡ଼ା ପଞ୍ଚାୟତ ଅଧୀନ ଡ଼ିମିରିଗୁଡା ଗ୍ରାମର ପ୍ରାୟ ୨୫ ଜଣ…

କାର୍‌ ନେଲା ଜୀବନ

ପାତ୍ରପୁର,୧୨ା୩(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡ଼ା ଥାନା ସୁରଙ୍ଗୀଠାରେ ଏକ କାର୍‌ ଧକ୍କାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିିଛି। ସେ ହେଲେ ସୁରଙ୍ଗୀ ଗ୍ରାମର ଅଭିମନ୍ୟୁ ଗୌଡ଼। ଅଭିମନ୍ୟୁ କୌଣସି କାମରେ ବଜାରକୁ ଯାଇଥିବା ବେଳେ ତାଙ୍କୁ ପଛପଟୁ କାର…

ଗ୍ୟାସ କଳାବଜାରୀ କରୁଥିବା ବ୍ୟକ୍ତିଙ୍କୁ ମିଳିବ ସିଧାସଳଖ ଏମିତି ଦଣ୍ଡ, ବଡ଼ ଚେତାବନୀ ଦେଲେ ସିଟି SP

ମେରଠ,୧୨।୩: ଗ୍ୟାସ କଳାବଜାରୀରେ ସମ୍ପୃକ୍ତ ଲୋକଙ୍କ ବିରୁଦ୍ଧରେ ତୁରନ୍ତ ମାମଲା ରୁଜୁ କରିବାକୁ ଉତ୍ତର ପ୍ରଦେଶ ମେରଠର ଏସଏସପି ନିର୍ଦ୍ଦେଶ ଦେଇଛନ୍ତି। କଳାବଜାରୀ ସମ୍ପର୍କରେ ସୂଚନା ପାଇବା ପରେ ପୋଲିସ ବୁଧବାର ବିଭିନ୍ନ ସ୍ଥାନରେ ଚଢାଉ କରିଥିଲା। ସୂଚନା ଲିକ ହେବା…

ତଣ୍ଟି କାଟି ମହିଳାଙ୍କୁ ବିଭତ୍ସ ହତ୍ୟା ଘଟଣା, ପ୍ରେମିକାକୁ ହତ୍ୟା ପରେ ଟ୍ରେନ୍ ଆଗକୁ ଡେଇଁ ଆତ୍ମହତ୍ୟା କଲେ ପ୍ରେମିକ

ବାଲେଶ୍ୱର,୧୨ା୩(ବାଞ୍ଛାନିଧି ଦେ): ବାଲେଶ୍ୱର ଶିଳ୍ପାଞ୍ଚଳ ଥାନା ଅର୍ନ୍ତଗତ ଫକୀରମୋହନ ନଗରରେ ଜଣେ ମହିଳାଙ୍କ ତଣ୍ଟି କାଟି ବିଭତ୍ସ ହତ୍ୟା ଘଟଣାର ପର୍ଦ୍ଦାଫାଶ ହୋଇଛି । ପୁରୁଷବନ୍ଧୁ ଜଣକ ପ୍ରେମିକାଙ୍କ ତଣ୍ଟି କାଟି ହତ୍ୟା କରିବା ପରେ ଟ୍ରେନ୍ ଆଗକୁ ଡେଇଁ ଆତ୍ମହତ୍ୟା…

ଜମିବାଡ଼ି ବିବାଦକୁ ନେଇ ହତ୍ୟା ମାମଲା, ୨ ଦୋଷୀଙ୍କୁ ଆଜୀବନ ଜେଲ୍‌

ବଲାଙ୍ଗୀର,୧୨ା୩(ସୁନିଲ କୁମାର ମହାନ୍ତି): ଜମିବାଡ଼ି ବିବାଦକୁ ନେଇ ହତ୍ୟାକାଣ୍ଡ ମାମଲାର ରାୟ ଆଜି ପ୍ରକାଶ ପାଇଛି । ଅତିରିକ୍ତ ଜିଲା ଦୌରାଜଜ୍ (ଦ୍ୱିତୀୟ) ଏହି ମାମଲାର ବିଚାର କରି ଦୁଇ ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରିବା ସହ ଆଜୀବନ କାରାଦଣ୍ଡ ଓ…

ମଧ୍ୟପ୍ରାଚ୍ୟରେ ଯୁଦ୍ଧ ପ୍ରଭାବ, କୋରାପୁଟରେ ପେଟ୍ରୋଲ ଆଗରେ ଗ୍ରାହକଙ୍କ ଲମ୍ବା ଧାଡ଼ି

କୋରାପୁଟ,୧୨ା୩( ଅମିତାଭ ବେହେରା ): ମଧ୍ୟପ୍ରାଚ୍ୟ ଅଞ୍ଚଳରେ ଚାଲୁଥିବା ଯୁଦ୍ଧ ପରିସ୍ଥିତିକୁ ନେଇ ଇନ୍ଧନ ଯୋଗାଣ ଉପରେ ପ୍ରଭାବ ପଡିପାରେ ବୋଲି ଆଶଙ୍କାରେ ରହିଛନ୍ତି ଲୋକେ । ଫଳରେ ଆଜି କୋରାପୁଟ ସହରର ବିଭିନ୍ନ ପେଟ୍ରୋଲ ପମ୍ପରେ ଗ୍ରାହକମାନଙ୍କ ଭିଡ଼ ଦେଖାଯାଇଛି…

୩୩ ଭୂମିହୀନଙ୍କ ମୁହଁରେ ଫୁଟିଲା ହସ, ସମସ୍ତଙ୍କୁ ମିଳିଲା…

ଝରିଗାଁ,୧୨ା୩(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକର ଭୂମିହୀନଙ୍କୁ ବସୁନ୍ଧରା ଯୋଜନାରେ ଗୁରୁବାର ତହସିଲ ପକ୍ଷରୁ ପଟ୍ଟା ବଣ୍ଟନ କରାଯାଇଛି। ତହସିଲଦାର ସୁମନ୍ତ ପାତ୍ରଙ୍କ ସଂଯୋଜନାରେ ଆୟୋଜିତ କାର୍ଯ୍ୟକ୍ରମରେ ଅତିରିକ୍ତ ତହସିଲଦାର ଅହଲ୍ୟା ମୁଦୁଲି, ରାଜସ୍ବ ପରିଦର୍ଶକ କାର୍ତ୍ତିକ ଭତରା,…

ଆକ୍ସନରେ ଜିଲାପାଳ: ଛାତ୍ରୀଛାତ୍ରଙ୍କୁ ବିଶୁଦ୍ଧ ପାନୀୟ ଜଳ ଯୋଗାଇ ଦେବାକୁ କଡ଼ା ନିର୍ଦ୍ଦେଶ

ଝାରସୁଗୁଡ଼ା,୧୨ା୩(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ଜିଲାସ୍ତରୀୟ ଶିକ୍ଷା ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ କୁଣାଲ ମୋତିରାମ ଚହ୍ୱାଣଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଜିଲା ଶିକ୍ଷା ଅଧିକାରୀ ରାଧାକାନ୍ତ ଗଡତିଆ ଶିକ୍ଷା କ୍ଷେତ୍ରରେ ହୋଇଥିବା ମାସିକ ପ୍ରଗତି ରିପୋର୍ଟ ଉପସ୍ଥାପନ କରିଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?