Home Left

ଏପରି କ’ଣ କଲେ ଯେକୌଣସି ବ୍ୟକ୍ତି ହୋଇପାରିବେ ଧନୀ, ଚାଣକ୍ୟ କହିଲେ ଏମିତି

ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ନୀତ ଶାସ୍ତ୍ରରେ ଏପରି ପଦକ୍ଷେପ ବିଷୟରେ ବର୍ଣ୍ଣନା କରିଛନ୍ତି, ଯାହା ସାହାଯ୍ୟରେ ଯେକୌଣସି ବ୍ୟକ୍ତି ଧନୀ ହୋଇପାରିବେ।  ଜାଣନ୍ତୁ ସେ ସମ୍ପର୍କରେ ଚାଣକ୍ୟଙ୍କ ଅନୁଯାୟୀ, ବହୁତ ପରିଶ୍ରମ ପରେ ଜଣେ ଟଙ୍କା ରୋଜଗାର କରିଥାଏ। ଏପରି ପରିସ୍ଥିତିରେ,…

ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିବେ ବିରାଟ କୋହଲି

ଶାରଜା, ୧୨।୧୦: ଚଳିତ ଆଇପିଏଲ୍‌ର ୨୮ତମ ମୁକାବିଲାରେ ସୋମବାର କୋଲକାତା ନାଇଟ୍‌ ରାଇଡର୍ସର ମୁକାବିଲା ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆର୍‌ସିବି) ସହ ହୋଇଛି। ଶାରଜା କ୍ରିକେଟ୍‌ ଷ୍ଟାଡିୟମରେ ଖେଳାଯାଇଥିବା ଏହି ମ୍ୟାଚ୍‌ରେ ଟସ୍‌ ଜିତି ଆର୍‌ସିବି ଅଧିନାୟକ ବିରାଟ କୋହଲି ପ୍ରଥମେ…

ଏହି ଲୋକପ୍ରିୟ ସଂଗୀତ ନିର୍ଦ୍ଦେଶକଙ୍କ ପରଲୋକ: ୨ ଦିନ ପୂର୍ବରୁ ଅନ୍‌ଲାଇନ୍‌ରେ ନେଇଥିଲେ କ୍ଲାସ୍‌

କନ୍ନଡ ଫିଲ୍ମର ଲୋକପ୍ରିୟ ସଂଗୀତ ନିର୍ଦ୍ଦେଶକ ରାଜନ ନାଗେନ୍ଦ୍ରଙ୍କର ୮୭ ବର୍ଷ ବୟସରେ ପରଲୋକ ଘଟିଛି। ରବିବାର ସନ୍ଧ୍ୟାରେ ବାଙ୍ଗାଲୋରସ୍ଥିତ ନିଜ ବାସଭବନରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ଏ ନେଇ ତାଙ୍କ ପୁଅ ଅନନ୍ତ କୁମାର ଜଣାଇଛନ୍ତି। ସେ…

ଓ୍ବାର୍ନରଙ୍କ ଉଇକେଟ୍‌ ନେବାପରେ ୫୦ ହଜାର ଟଙ୍କାର ଉପହାର ଜିତିଲେ ଆର୍ଚର

ଦୁବାଇ, ୧୨।୧୦: ଇଂଲଣ୍ଡର ଷ୍ଟାର୍‌ ଦ୍ରୁତ ବୋଲର ଜୋଫ୍ରା ଆର୍ଚର ଆଇପିଏଲ୍‌ରେ ରାଜସ୍ଥାନ ରୟାଲ୍ସ ପକ୍ଷରୁ ଖେଳି ଚଳିତ ସିଜନରେ ଦମ୍‌ଦାର ପ୍ରଦର୍ଶନ କରୁଛନ୍ତି। ରବିବାର ଆଇପିଏଲ୍‌ର ୨୬ତମ ମୁକାବିଲାରେ ଆର୍ଚର ସନ୍‌ରାଇଜର୍ସ ହାଇଦ୍ରାବାଦ୍‌ ଅଧିନାୟକ ଡେଭିଡ୍‌ ଓ୍ବାର୍ନରଙ୍କ ମୂଲ୍ୟବାନ ଉଇକେଟ୍‌…

ବିବାହର ପ୍ରତିଶ୍ରୁତି ଦେଖାଇ ନାବାଳିକାଙ୍କୁ ବଳାତ୍କାର

ଦିଗପହଣ୍ଡି,୧୧।୧୦(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ କୌଶଳ କ୍ରମେ ଅପହରଣ କରିବା ପରେ ବିବାହର ପ୍ରତିଶ୍ରୁତି ଦେଖାଇ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ପୀଡ଼ିତାଙ୍କ ଏତଲାକ୍ରମେ ଥାନା ମାମଲା ନଂ. ୨୩୩/୨୦ରେ ଅଭିଯୁକ୍ତଙ୍କ ବିରୋଧରେ ମକଦ୍ଦମା ରୁଜୁ…

କରୋନା ଲାଗି ଚଳିତ ବର୍ଷ ଖେଳାଯିବନି ଏହି ଟି୨୦ ଲିଗ୍‌

ଢାକା, ୧୨।୧୦: କରୋନା ଭାଇରସ୍‌ ଲାଗି ଚଳିତ ବର୍ଷ ବାଂଲାଦେଶର ଘରୋଇ ଟି୨୦ ଲିଗ୍‌ ‘ବାଂଲାଦେଶ ପ୍ରିମିୟର ଲିଗ୍‌’ (ବିପିଏଲ୍‌) ଆୟୋଜନ ହେବ ନାହିଁ। ଏହି ଟି୨୦ ଟୁର୍ନାମେଣ୍ଟ ବାତିଲ ହୋଇଥିବା ନେଇ ବାଂଲାଦେଶ କ୍ରିକେଟ୍‌ ବୋର୍ଡ (ବିସିବି) ପକ୍ଷରୁ ଘୋଷଣା…

ପୂର୍ବତନ ବାଚସ୍ପତି ଶରତ କରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ: ସ୍ମରଣୀୟ ହୋଇ ରହିବ ଉଦ୍ୟମ

ଭୁବନେଶ୍ୱର,୧୨।୧୦(ବ୍ୟୁରୋ): ଓଡ଼ିଶା ବିଧାନସଭାର ପୂର୍ବତନ ବାଚସ୍ପତି ଶରତ କରଙ୍କ ସୋମବାର ଅପରାହ୍ନରେ ପରଲୋକ ଘଟିଛି। ତାଙ୍କ ମୃତ୍ୟୁରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି। ଏ ନେଇ ମୁଖ୍ୟମନ୍ତ୍ରୀ ଟୁଇଟ୍‌ କରି ଲେଖିଛନ୍ତି, ଓଡ଼ିଶା ବିଧାନସଭାର ପୂର୍ବତନ ବାଚସ୍ପତି ଶରତ…

ଭାରତୀୟ ଦଳର ପୂର୍ବତନ ଅଧିନାୟକଙ୍କ ୪୯ ବର୍ଷରେ ପରଲୋକ

ନୂଆଦିଲ୍ଲୀ, ୧୨।୧୦: ଭାରତୀୟ ଫୁଟ୍‌ବଲ ଦଳର ପୂର୍ବତନ ଅଧିନାୟକ ତଥା ମିଡ୍‌ଫିଲ୍ଡର କାର୍ଲଟନ ଚାମ୍ପମ୍ୟାନଙ୍କ ପରଲୋକ ଘଟିଛି। ସୋମବାର ହୃଦ୍‌ଘାତରେ ବାଙ୍ଗାଲୋରରେ ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ମୃତ୍ୟୁବେଳକୁ ଚାମ୍ପମ୍ୟାନଙ୍କୁ ୪୯ ବର୍ଷ ହୋଇଥିଲା। ରବିବାର ରାତିରେ ଅସୁସ୍ଥତା କାରଣରୁ ତାଙ୍କୁ…

ଭୁବନେଶ୍ୱରରେ କାର୍ଯ୍ୟକ୍ଷମ ହେବ ଆଉ ୨ ଶ୍ମଶାନ

ଭୁବନେଶ୍ୱର,୧୨।୧୦(ବ୍ୟୁରୋ)-ଖୁବଶିଘ୍ର ଭୁବନେଶ୍ୱରରେ କାର୍ଯ୍ୟକ୍ଷମ ହେବ ଆଉ ୨ ଶ୍ମଶାନ। ଏ ନେଇ ସୋମବାର ବିଏମ୍‌ସି କମିଶନର ପ୍ରେମଚନ୍ଦ୍ର ଚୌଧୁରୀ ସୂଚନା ଦେଇଛନ୍ତି। ସତ୍ୟନଗର ଶ୍ମଶାନ ଉପରେ ଅଧିକ ଚାପ ପଡୁଥିବାରୁ ଏପରି ବ୍ୟବସ୍ଥା କରାଯାଇଥିବା ବିଏମସି କମିଶନର କହିଛନ୍ତି। ପଟିଆ ଓ…

ନାମାଙ୍କନପତ୍ର ଦାଖଲକଲେ ଭାଜପା ପ୍ରାର୍ଥୀ

ଭୁବନେଶ୍ୱର,୧୨।୧୦(ବ୍ୟୁରୋ): ତିର୍ତ୍ତୋଲ ବିଧାନସଭା ଉପନିର୍ବାଚନ ପାଇଁ ଭାଜପା ପ୍ରାର୍ଥୀ ରାଜକିଶୋର ବେହେରା ସୋମବାର ନାମାଙ୍କନପତ୍ର ଦାଖଲ କରିଛନ୍ତି । ସେ ଅତିରିକ୍ତ ଜିଲାପାଳଙ୍କୁ ତାଙ୍କର ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏହି ଅବସରରେ ଜିଲା ଭାଜପା ସଭାପତି ସତବ୍ରତ ମହାପାତ୍ର ଉପସ୍ଥିତ ଥିଲେ।

ହାଥ୍‌ରସ ଗଣବଳାତ୍କାର ମାମଲା: ପୋଲିସର କାର୍ଯ୍ୟାନୁଷ୍ଠାନରେ ଅସନ୍ତୁଷ୍ଟ ହାଇକୋର୍ଟ; ଆସନ୍ତା ୨ରେ ପରବର୍ତ୍ତୀ ଶୁଣାଣି

ଲକ୍ଷ୍ନୌ,୧୨।୧୦: ଉତ୍ତରପ୍ରଦେଶ ହାଥ୍‌ରାସ ଗଣବଳାତ୍କାର ମାମଲାକୁ ନେଇ ସୋମବାର ଆହ୍ଲାବାଦ ହାଇକୋର୍ଟରେ ଶୁଣାଣି ହୋଇଛି। କୋର୍ଟରେ ପୀଡ଼ିତାଙ୍କ ପରିବାର ଓ ଉତ୍ତରପ୍ରଦେଶ ସରକାରଙ୍କ ପକ୍ଷରୁ କେତେକ ଅଧିକାରୀ ଉପସ୍ଥିତ ଥିଲେ। ସୁରକ୍ଷା ଦୃଷ୍ଟିରୁ କୋର୍ଟ ପରିସରରେ ବ୍ୟାପକ ପୋଲିସ ଫୋର୍ସ ମୁତୟନ…

ବେଲୁନ ତଳେ ଠିଆ ହୋଇ ଜନତାଙ୍କୁ ଭେଟୁଥିଲେ ନେତା, ଠିକ୍‌ ସେହି ସମୟରେ ଘଟିଲା କିଛି ଏଭଳି…

ବଲିଉଡ୍‌ ଅଭିନେତା ତଥା କମେଡିଆନ ସୁନୀଲ ଗ୍ରୋଭର ପ୍ରାୟ ସମୟରେ ସୋସିଆଲ ମିଡିଆରେ ବେଶ୍‌ ଆକ୍ଟିଭ୍‌ ରହିଥାନ୍ତି। ସବୁବେଳେ ସେ ମଜାଳିଆ ଭିଡ଼ିଓମାନ ସବୁ ଶେୟାର କରି ପ୍ରଶଂସକଙ୍କୁ ମନୋରଞ୍ଜନର ଖୋରାକ ଯୋଗାଇଥାନ୍ତି। ନିକଟରେ ସେ ଏକ ଭିଡ଼ିଓ ଶେୟାର କରିଛନ୍ତି,…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri