Home Left

ପାକିସ୍ତାନକୁ ଝଟ୍‌କା

ଇସ୍‌ଲାମାବାଦ,୧୨ ।୧୦: ଫାଇନାନାସିଆଲ୍ ଆକ୍ସନ ଟାସ୍କ ଫୋର୍ସ(ଏଫ୍‌ଏଟିଏଫ୍‌)ବୈଠକର କିଛି ସପ୍ତାହ ପୂର୍ବରୁ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁଙ୍କୁ ବଡ ଝଟକା ଲାଗିଛି । ମନି ଲଣ୍ଡ୍ରିଂ ଓ ଟେରର ଫଣ୍ଡିଂ ବିରୋଧରେ ପାକିସ୍ତାନ ଦ୍ୱାରା କରାଯାଉଥିବା ଉପାୟ ପର୍ଯ୍ୟାପ୍ତ ନୁହେଁ ।…

ହିନ୍ଦୀ ନ ଆସିବା ସତ୍ତ୍ୱେ ସାରେଗାମାପା ଶୋ’ ଜିତିଲେ ଏହି କୁନି ଝିଅ

ଲୋକପ୍ରିୟ ଶୋ’ ସରେଗାମା ପା ଲିଟିଲ୍‌ ଚାମ୍ପ୍ସର ଆଉ ଏକ ସିଜିନ୍‌ ଶେଷ ହୋଇଛି। ପ୍ରତିଥର ଭଳି ଏଥର ମଧ୍ୟ ଜଣେ ନୂଆ ଚାମ୍ପିଅନ୍‌ ମିଳିଛନ୍ତି। ଏଥର କେରଳର କୁନି ଝିଅ ଆର୍ଯ୍ୟନନ୍ଦା ବାବୁ ଶୋ’ର ଚାମ୍ପିୟନ୍‌ ହୋଇଛନ୍ତି। ଯଦିଓ ସେ…

ଗଞ୍ଜାମରେ ପାଳନ ହେବନି ଦୁର୍ଗାପୂଜା: ଜିଲାପାଳ

ଛତ୍ରପୁର,୧୨ା୧୦(ଡି.ଏନ୍‌.ଏ.): ଗଞ୍ଜାମରେ କରୋନା ସଂକ୍ରମଣ ଦିନକୁ ଦିନ କମିବାରେ ଲାଗିଛି। ଆପଣମାନଙ୍କ ସହଯୋଗ ଓ ଚେଷ୍ଟା ଯୋଗୁ ଏହା ହୋଇପାରିଛି। ଏଥିପାଇଁ ଗଞ୍ଜାମର ଜନସାଧାରଣଙ୍କୁ ସୋମବାର ଏକ ଭିଡିଓ ବାର୍ତ୍ତା ଜାରି କରି ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଧନ୍ୟବାଦ ଦେଇଛନ୍ତି।…

ବରଗଡ଼ରେ ଥମୁନି କରୋନା: ଆଜି ୯୯ ପଜିଟିଭ୍‌ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୭୫୪୪ରେ ପହଞ୍ଚିଲା

ବରଗଡ଼ ଅଫିସ,୧୨ା୧୦: ବରଗଡ଼ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ସୋମବାର ଜିଲାରେ ପୁଣି ୯୯ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ସୋହେଲା ବ୍ଲକର ୧୦, ଭେଡେନ ବ୍ଲକର ୮, ବରଗଡ଼ ପୌରାଞ୍ଚଳରେ ୧୧, ବରଗଡ଼ ବ୍ଲକର…

ପଦ୍ମ ଧରିଲେ ଖୁଶବୁ: ୧୦ ବର୍ଷରେ ତୃତୀୟ ଦଳରେ ସାମିଲ୍‌

ଚେନ୍ନାଇ, ୧୨।୧୦: ଅଭିନେତ୍ରୀ ଖୁଶବୁ ସୁନ୍ଦର ଭାଜପାରେ ସାମିଲ ହୋଇଛନ୍ତି। ତାମିଲନାଡୁର କଂଗ୍ରେସ ପ୍ରବକ୍ତା ଭାବେ ସେ କାର୍ଯ୍ୟ କରୁଥିଲେ। ତେବେ ଦଳୀୟ ଅସନ୍ତୋଷ ଯୋଗୁ ସେ କଂଗ୍ରେସର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଥିଲେ। ରାଜ୍ୟ କଂଗ୍ରେସରେ ଜାରି ରହିଥିବା…

କରୋନା ସଂକ୍ରମିତ, କଣ୍ଟେନମେଣ୍ଟଜୋନ୍‌ର ଛାତ୍ରୀଛାତ୍ରଙ୍କ ପାଇଁ ଅକ୍ଟୋବର ୧୪ରେ ହେବ ନିଟ୍ ପରୀକ୍ଷା

ନୂଆଦିଲ୍ଲୀ,୧୨ ।୧୦: କରୋନା ମହାମାରୀ ସଂକ୍ରମଣ ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି ନ୍ୟାଶନାଲ ଇଲିଜିବିଲିଟି କମ୍ ଏଣ୍ଟ୍ରାନ୍ସ ଟେଷ୍ଟ(ଏନ୍‌ଇଇଟି) ବା ନିଟ୍ ପରୀକ୍ଷା । ହେଲେ ଏହି ସମୟରେ ଯେଉଁ ପିଲାମାନେ କରୋନାରେ ସଂକ୍ରମିତ ହୋଇଥିଲେ ଅବା କଣ୍ଟେମେଣ୍ଟ ଜୋନ୍‌ରେ ରହୁଥିଲେ ସେମାନେ…

ସାଉଦି ଆରବ ପ୍ରିନ୍ସଙ୍କ ସିକ୍ରେଟ ପାର୍ଟି, ସାମିଲ ଥିଲେ ୧୫୦ ମଡେଲ

ରିୟାଦ,୧୨ା୧୦: ସାଉଦି ଆରବର ପ୍ରିନ୍ସ ମହମ୍ମଦ ବିନ୍‌ ସଲମାନ କିଛି ମାସ ମଧ୍ୟରେ ବିଭିନ୍ନ ଅନ୍ତର୍ଜାତୀୟ ଗଣମାଧ୍ୟମର ହେଡ୍‌ଲାଇନ ବା ମୁଖ୍ୟ ଖବର ହୋଇ ରହିଆସୁଛନ୍ତି। କେତେବେଳେ ନିଜ ଦେଶରେ ସଂସ୍କାରବାଦୀ ପଦକ୍ଷେପ ନେବାକୁ ତ କେତେବେଳେ ଦେଶର ଦୂତାବାସରେ ସାମ୍ବାଦିକ…

ମୁମ୍ବାଇରେ ବିଦ୍ୟୁତ୍‌ ସେବା ଠପ୍‌: ଅଟକିଲା ଲୋକାଲ ଟ୍ରେନ୍‌, ମେଟ୍ରୋ; ଶାନ୍ତି ବଜାୟ ରଖିବାକୁ ସମସ୍ତଙ୍କୁ ନିବେଦନ କଲେ ବିଗ୍‌ ବି

ମୁମ୍ବାଇ,୧୨।୧୦: ଗୋଟିଏ ପଟେ ଗତ କିଛି ମାସରୁ କରୋନା ଭାଇରସ୍‌ ମୁମ୍ବାଇରେ ଆତଙ୍କ ଖେଳାଇଥିବା ବେଳେ ଏବେ ଏଠାରେ ବିଦ୍ୟୁତ୍‌ ସରବରାହ ମୁଣ୍ଡବ୍ୟଥାର କାରଣ ପାଲଟିଛି। ସୋମବାର ସକାଳେ ଗ୍ରୀଡ୍‌ ଫେଲ୍‌ ହୋଇଯିବାରୁ ମୁମ୍ବାଇର ଅନେକ ଅଞ୍ଚଳରେ ବିଦ୍ୟୁତ ସରବରାହ ଠପ୍‌…

୭୧ଲକ୍ଷ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା: ଗତ ୨୪ ଘଣ୍ଟାରେ ୬୬ହଜାରରୁ ଊର୍ଦ୍ଧ୍ୱ ପଜିଟିଭ ଚିହ୍ନଟ

ନୂଆଦିଲ୍ଲୀ,୧୨।୧୦: ଭାରତରେ କରୋନା ସଂକ୍ରମଣ ଦିନକୁ ଦିନ ବଢ଼ିବାରେ ଲାଗିଛି। ସୋମବାର ଦେଶରେ ଗତ ୨୪ଘଣ୍ଟାରେ ୬୬,୭୩୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୮୧୬ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭୧ଲକ୍ଷ ପାର କରିଛି।…

ବିହାରରେ ରାଜନେତାଙ୍କ ‘ବୟସ-ଦୁର୍ନୀତି’: ସତ୍ୟପାଠରେ ଭୁଲ ତଥ୍ୟ

ପାଟନା, ୧୨।୧୦: ବିହାର ବିଧାନସଭା ନିର୍ବାଚନ ପାଖେଇ ଆସୁଛି। ଏପରିସ୍ଥଳେ ରାଜନେତାଙ୍କ ‘ବୟସ-ଦୁର୍ନୀତି’ର ପର୍ଦ୍ଦାଫାଶ୍‌ ହୋଇଛି। ସତ୍ୟପାଠରେ ରାଜନେତାମାନେ ଭୁଲ ତଥ୍ୟ ପ୍ରଦାନ କରିଥିବା ଅଭିଯୋଗ ହୋଇଛି। ଶାସକ ଦଳ ମନ୍ତ୍ରୀ ଜୟ କୁମାର ସିଂଙ୍କ ବୟସ ୫ ବର୍ଷରେ ଦୁଇଗୁଣା…

କରୋନାକୁ ହରାଇଲେ ୧୦୪ ବର୍ଷୀୟା ମହିଳା

ନୂଆଦିଲ୍ଲୀ,୧୨।୧୦: ନୋଏଡାର ୧୦୪ ବର୍ଷୀୟା ଜଣେ ମହିଳା କରୋନାକୁ ହରାଇ ଘରକୁ ଫେରିଛନ୍ତି। ସେକ୍ଟର-୧୩୭ ଜେପି ହସ୍ପିଟାଲରୁ ତାଙ୍କୁ ଡିସଚାର୍ଜ କରାଯାଇଥିଲା। ମୂଳତଃ ଆଗ୍ରା ନିବାସୀ ଶ୍ୟାମବତୀଙ୍କ ଠାରେ କରୋନା ଲକ୍ଷଣ ପ୍ରକାଶ ପାଇବା ପରେ ୧୦ ଦିନ ପୂର୍ବରୁ ତାଙ୍କୁ…

ଅନ୍‌ଲାଇନ୍‌ରେ ଅର୍ଡର କରିଥିଲେ ବିଲେଇଛୁଆ, ଡେଲିଭରି ବକ୍ସରୁ ଯାହା ବାହାରିଲା ଦେଖିଲେ ଉଡ଼ିଯିବ ହୋସ୍‌

ପ୍ୟାରିସ୍‌,୧୨ା୧୦: ଫ୍ରାନ୍ସର ଏକ ଦମ୍ପତି ଘରେ ବିଲେଇ ଛୁଆ ପାଳିବାକୁ ଚାହୁଁଥିଲେ। ସେମାନେ ଅନ୍‌ଲାଇନ୍‌ରେ ୬ ହଜାର ୟୁରୋ ଅର୍ଥାତ୍‌ ଭାରତୀୟ ମୁଦ୍ରାରେ ୫ ଲକ୍ଷ ଟଙ୍କା ଦେଇ ଏକ ବିଲେଇ ମଗାଇଥିଲେ। ଯେତେବେଳେ ଘରକୁ ଡେଲିଭରି ବକ୍ସ ଆସିଲା ଏହାକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri