ଆଇଟିବିପି ଯବାନଙ୍କୁ ସାଲ୍ୟୁଟ କରୁଥିବା ଶିଶୁର ଭିଡ଼ିଓ ଭାଇରାଲ
ଚୁଶୁଲ୍, ୧୨।୧୦: ସୋସିଆଲ୍ ମିଡ଼ିଆରେ ଜଣେ ଶିଶୁର ଭିଡ଼ିଓ ଏବେ ଭାଇରାଲ ହେବାରେ ଲାଗିଛି। ଶିଶୁ ଜଣକ ଲଦାଖର ଚୁଶୁଲ୍ଠାରେ ଆଇଟିବିପି ଯବାନଙ୍କୁ ସାଲ୍ୟୁଟ୍ କରୁଥିବାର ଦେଖିବାକୁ ମିଳୁଛି। ନାମଗୟାଲ ନାମକ ଏହି ଶିଶୁ ରାସ୍ତାକଡ଼ରେ ଠିଆ ହୋଇଥିବାର ଦୃଶ୍ୟ ଭିଡ଼ିଓରେ…
ଗ୍ୟାଷ୍ଟ୍ରିକ୍ ସମସ୍ୟା ଥିଲେ…
ଆଜିକାଲି ଗ୍ୟାଷ୍ଟ୍ରିକ ସମସ୍ୟା ଏକ ସାଧାରଣ କଥା ପାଲଟି ଗଲାଣି। ଅସନ୍ତୁଳିତ ଖାଦ୍ୟପେୟ ଏବଂ ଆବଶ୍ୟକ ମୁତାବକ ପାଣି ନ ପିଇବା ଦ୍ୱାରା ଏପରି ସ୍ବାସ୍ଥ୍ୟ ସମସ୍ୟା ଉପୁଜିଥାଏ। ତେଣୁ ଏହାଠାରୁ ନିଜକୁ ଦୂରେଇ ରଖିବାକୁ ହେଲେ ପ୍ରଥମେ ଖାଦ୍ୟପେୟ ପ୍ର୍ତି…
ନେହାଙ୍କ ପରେ ଆଦିତ୍ୟ କଲେ ବିବାହ ଘୋଷଣା
ନିକଟରେ ବଲିଉଡର ଗାୟିକା ତଥା ଇଣ୍ଡିଆନ ଆଇଡଲ ଜଜ ନେହା କକ୍କରଙ୍କ ବିବାହ ରୋହନପ୍ରୀତ ସିଂଙ୍କ ହେବ ବୋଲି ଚର୍ଚ୍ଚା ଚାଲିଛି। ଏବେ ଇଣ୍ଡିଆନ ଆଇଡଲ ହୋଷ୍ଟ ଆଦିତ୍ୟ ନାରାୟଣ ମଧ୍ୟ ତାଙ୍କ ବିବାହ ସମ୍ପର୍କରେ ଘୋଷଣା କରିଛନ୍ତି। ଦୀର୍ଘ ଦିନର…
କରୋନାରୁ ସୁସ୍ଥ ହେବା ପରେ ପ୍ରଥମଥର ଏକାଠି ନଜର ଆସିଲେ ମଲାଇକା-ଅର୍ଜୁନ
ମୁମ୍ବାଇ: କିଛିଦିନ ପୂର୍ବେ ବଲିଉଡ୍ ନାୟକ ଅର୍ଜୁନ କପୁର କରୋନାରେ ପୀଡ଼ିତ ହୋଇଥିବା କଥା ସୋସିଆଲ ମିଡିଆ ମାଧ୍ୟମରେ ଜଣାଇଥିଲେ । ଆଉ ଏହାର କିଛିଦିନ ପରେ ମଲାଇକା ଆରୋରା ବି କରୋନାରେ ପୀଡ଼ିତ ହୋଇଥିଲେ । ଇତିମଧ୍ୟରେ ଉଭୟ କରୋନା…
୧୦୦ କିଲୋ ଓଜନର କଇଁଛକୁ ଗଭୀର ସମୁଦ୍ରରେ ଛଡ଼ାଗଲା
ରାମନାଥପୁରମ୍, ୧୨।୧୦: ତାମିଲନାଡୁ ରାମନାଥପୁରମ୍ ଜିଲାର ସମୁଦ୍ର କୂଳରୁ ୧୦୦ କିଲୋ ଓଜନର ଏକ ବୃହତ କଇଁଛକୁ ଉଦ୍ଧାର କରାଯାଇଛି। କଇଁଛଟି ମାଣ୍ଡାପମ୍ର ସମୁଦ୍ରକୂଳରେ ଲାଗିଥିଲା। ଖବର ପାଇ ବନ୍ୟ ବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି କଇଁଛକୁ ଉଦ୍ଧାର କରିଥିଲେ। ଏହାପରେ…
ଆଖିରୁ ମିଳିଲା କରୋନା ଭୂତାଣୁ
ବେଜିଂ,୧୨।୧୦: ସାଧାରଣତଃ କରୋନା ଜୀବାଣୁ ନାକ ଏବଂ ପାଟି ଦେଇ ଶରୀରକୁ ପ୍ରବେଶ କରିଥାଏ। ଏବେ ଏକ ଅନୁସନ୍ଧାନରୁ ଜଣାପଡିଛି ଯେ ଏହା ଆଖି ମାଧ୍ୟମରେ ଶରୀରକୁ ମଧ୍ୟ ପ୍ରବେଶ କରିପାରିବ। ଚାଇନାରେ ଆଖିରେ କରୋନା ଜୀବାଣୁ ଥିବା ଏକ ମାମଲା…
ପାର୍ଲେ-ଜି ଏସବୁ ଚ୍ୟାନେଲକୁ ଦେବନି ବିଜ୍ଞାପନ
ମୁମ୍ବାଇ,୧୨।୧୦: ବଜାଜ କମ୍ପାନୀ ପରେ ଏବେ ବିସ୍କୁଟ ତିଆରି କରୁଥିବା କମ୍ପାନୀ ପାର୍ଲେ-ଜି ନିଜ ବିଜ୍ଞାପନକୁ ନେଇ ଏକ ବଡ଼ ନିଷ୍ପତ୍ତି ନେଇଛି। ସମାଜରେ ବିଷ ଘୋଳୁଥିବା ଏବଂ ଭ୍ରମାତ୍ମକ ଖବର ପ୍ରସାରଣ କରୁଥିବା ନ୍ୟୁଜ ଚ୍ୟାନେଲଗୁଡ଼ିକୁ ବିଜ୍ଞାପନ ନ ଦେବାକୁ…
ଟଙ୍କା-ମୋବାଇଲ ସ୍କ୍ରିନ୍ରେ ୨୮ ଦିନ ଜୀବିତ ରୁହେ କରୋନା ଭୂତାଣୁ
ସିଡ୍ନୀ, ୧୨।୧୦: ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ସଂକ୍ରମିତଙ୍କଠାରୁ ଭିନ୍ନ ଭିିନ୍ନ ମାଧ୍ୟମରେ କରୋନା ଭୂତାଣୁ ସୁସ୍ଥ ଲୋକଙ୍କ ପାଖକୁ ଆସିଥାଏ। କରୋନା ଭୂତାଣୁ ଟଙ୍କା ଏବଂ ମୋବାଇଲ୍ ସ୍କ୍ରିନ୍ରେ ୨୮ ଦିନ ପର୍ଯ୍ୟନ୍ତ ଜୀବିତ ରହିଥାଏ।…
ସମ୍ଭାବ୍ୟ ବାତ୍ୟା ନେଇ ସମୁଦ୍ରକୂଳିଆ ଲୋକେ ଭୟଭୀତ
ଗଞ୍ଜାମ,୧୨ା୧୦(ଡି.ଏନ୍.ଏ.): ଫାଇଲିନକୁ ପୂରିଛି ଆଠ ବର୍ଷ। ଏହିପରି ପ୍ରତ୍ୟେକ ବର୍ଷ ଅକ୍ଟୋବରରେ କିଛି ନା କିଛି ବନ୍ୟା, ବାତ୍ୟା ତଥା ପ୍ରାକୃତିକ ବିପର୍ଯ୍ୟୟ ଯୋଗୁ ଅନେକ ଧନ ସମ୍ପତ୍ତି ନଷ୍ଟ ହେଉଛି। ପୂର୍ବ ବାତ୍ୟାର କ୍ଷୟକ୍ଷତି ଲୋକଙ୍କ ମନରୁ ଲିଭି ନ…
ପିତା ହେବାକୁ ଯାଉଛନ୍ତି ଏହି ପ୍ରସିଦ୍ଧ କ୍ରିକେଟର୍
ନିକଟରେ ଭାରତୀୟ କ୍ରିକେଟର୍ ବିରାଟ୍ କୋହଲି ପିତା ହେବା କଥା ଘୋଷଣା କରିଥିଲେ। ଏବେ ଆଉ ଜଣେ ଲୋକପ୍ରିୟ କ୍ରିକେଟର୍ ପିତା ହେବାକୁ ଯାଉଛନ୍ତି। ସେ ହେଉଛନ୍ତି ଭାରତୀୟ କ୍ରିକେଟ ଦଳର ପୂର୍ବତନ ବୋଲର୍ ଜାହିର୍ ଖାନ। ଜାହିରଙ୍କ ସ୍ତ୍ରୀ ତଥା…
ନୂଆ ୧୦୦ ଟଙ୍କିଆ କଏନ୍ର ଲୋକାର୍ପଣ କଲେ ମୋଦି
ନୂଆଦିଲ୍ଲୀ, ୧୨।୧୦: ରାଜମାତା ବିଜୟା ରାଜେ ସିନ୍ଧିଆଙ୍କ ସ୍ମୃତିରେ ଏକ ନୂଆ ୧୦୦ ଟଙ୍କିଆ କଏନ୍ର ଲୋକାର୍ପଣ କରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଏହାର ଲୋକାର୍ପଣ ଭିଡ଼ିଓ କନଫରେନ୍ସିଂ ମାଧ୍ୟମରେ କରିଛନ୍ତି। ରାଜମାତାଙ୍କ ଶହେତମ ଜନ୍ମ ବାର୍ଷିକୀ ଅବସରରେ ଏହାକୁ…
ଗୋଟିଏ ଦିନ ପାଇଁ ଜିଲାପାଳ ଆସନରେ ବସିଲେ ଆନ୍ଧ୍ରପ୍ରଦେଶର ଦ୍ୱାଦଶ ଶ୍ରେଣୀ ଛାତ୍ରୀ
ଅମରାବତୀ,୧୨ ।୧୦: ଅନ୍ତରାଷ୍ଟ୍ରୀୟ ବାଳିକା ଦିବସ ଅବସରରେ ଦ୍ୱାଦଶ ଶ୍ରେଣୀର ଜଣେ ଛାତ୍ରୀଙ୍କୁ ଆନ୍ଧ୍ରପ୍ରଦେଶ ଅନନ୍ତପୁର ଜିଲାର ଜିଲାପାଳ ଭାବେ ନିଯୁକ୍ତି ମିଳିଛି । ରାଜ୍ୟପାଳ ଗନ୍ଧମ ଚନ୍ଦ୍ରଦୁ ରାଜ୍ୟରେ ଏହା ପ୍ରଥମ କରି ଆରମ୍ଭ କରିଛନ୍ତି । ସରକାରୀ ସ୍କୁଲର…
Archives


