Home Left

ଆବାସ ଯୋଜନାରେ ମିଳୁନି ଘର

ନୟାଗଡ଼ ଅଫିସ,୧୨ା୧୦: ସରକାର ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଓ ବିଜୁ ପକ୍କାଘର ଯୋଜନାରେ ଗରିବ ପରିବାରଙ୍କୁ ମାଗଣାରେ ଘର ଯୋଗାଇ ଦେଉଛନ୍ତି। ହେଲେ ଅନେକ ଯୋଗ୍ୟ ପରିବାର ଏହି ତାଲିକାରେ ସାମିଲ ହୋଇପାରୁ ନାହାନ୍ତି। ଗଣିଆ ବ୍ଲକ ଆଡକଟା ପଞ୍ଚାୟତ ଜଗନ୍ନାଥପ୍ରସାଦର…

ଚିଙ୍ଗୁଡି ଘେରି ଯୋଗୁ ଅପରାଧ ବଢୁଛି

କେନ୍ଦ୍ରାପଡା ଅଫିସ/ ରାଜକନିକା, ୧୨। ୧୦: କେନ୍ଦ୍ରାପଡ଼ା ଜିଲାରେ ଦିନକୁ ଦିନ ବେଆଇନ ଚିଙ୍ଗୁଡି ଘେରି ବଢ଼ି ଚାଲିଛି। ଏହି ଘେରି ନିର୍ମାଣ ଜିଲାର ସମୁଦ୍ର ଉପାନ୍ତ ଅଞ୍ଚଳ ମହାକାଳପଡା ଓ ରାଜନଗର ବ୍ଲକରେ ଆଉ ସୀମିତ ନାହିଁ। ରାଜକନିକା ବ୍ଲକରେ…

ଦାନ୍ତମୂଳ ବିନ୍ଧୁଥିଲେ…

ଦାନ୍ତମୂଳ ବିନ୍ଧିବାରୁ ଉପଶମ ପାଇବାକୁ ଚାହୁଁଛନ୍ତି କି? ଯଦି ହଁ, ତେବେ ଏହାର କେତୋଟି ଘରୋଇ ଉପଚାର ରହିଛି। ପ୍ରଥମ କଥା ହେଲା, ଯଦି ଏହି ସମସ୍ୟା ଜଟିଳ ତେବେ ଡାକ୍ତରଙ୍କ ସହ ପରାମର୍ଶ କରନ୍ତୁ ଏବଂ ସେ ଲେଖିଥିବା ଔଷଧ…

ଘର ନାହିଁ, ଖୋଲା ଆକାଶ ତଳେ ବନ୍ୟା ବିପନ୍ନ

ବରୀ,୧୨ା୧୦(ଡି.ଏନ୍‌.ଏ.): ଗତ ଅଗଷ୍ଟରେ ହୋଇଥିବା ବନ୍ୟାକୁ ଇତିମଧ୍ୟରେ ଦେଢ଼ ମାସରୁ ଊର୍ଦ୍ଧ୍ୱ ସମୟ ବିତିଥିଲେ ବି ବରୀ ବ୍ଲକରେ ତ୍ରୁଟିପୂର୍ଣ୍ଣ ତାଲିକା ଯୋଗୁ ବହୁ ବିପନ୍ନ ପରିବାର ସରକାରୀ ସହାୟତାରୁ ବଞ୍ଚତ୍ତ ହୋଇଛନ୍ତି। ଅନେକ ପରିବାର ରିଲିଫ ଚାଉଳ, ଟଙ୍କା ପାଇ…

ରାଜଧାନୀରେ ହେବ ଦୁର୍ଗାପୂଜା, ରାମଲିଳା

ନୂଆଦିଲ୍ଲୀ,୧୨ ।୧୦: ବେଶ୍ କିଛି ସମୟର ସଂଶୟ ପରେ ଶେଷରେ ଏହାର ସମାଧାନ ବାହାରିଛି । ରାଜଧାନୀ ଦିଲ୍ଲୀର ବିପର୍ଯ୍ୟୟ ପରିଚାଳନା ପ୍ରାଧିକରଣ(ଡିଡିଏମ୍‌ଏ) ସେଠାରେ ଦଶହରା ପାଳନ ଓ ରାମଲିଳା କରିବାକୁ ଅନୁମତି ପ୍ରଦାନ କରିଛନ୍ତି । ଏଥିପାଇଁ ଏକ ସ୍ୱତନ୍ତ୍ର…

ଦେଢ଼ ମାସ ପୂରିଲାଣି, ସହାୟତା ମିଳୁନି

ରସୁଲପୁର,୧୨।୧୦ (ଡି.ଏନ୍‌.ଏ.): ସର୍ବସ୍ବ ଧୋଇ ନେଲା ବନ୍ୟା। ପୁରୁଷ ପୁରୁଷ ଧରି ରହିଆସୁଥିବା ଭିଟାମାଟି ଖଣ୍ଡକ ବ୍ରାହ୍ମଣୀ ନଦୀ ଗର୍ଭରେ ଲୀନ ହୋଇଥିବା ବେଳେ ଦୀର୍ଘ ବର୍ଷ ଧରି ସାଇତି ରଖିଥିବା ସବୁ ସ୍ମୃତି ବନ୍ୟା ପାଣିରେ ଭାସିଗଲା। ହେଲେ ଦେଢ଼…

ଚର୍ବି ପରିମାଣ କମାଏ ଟମାଟୋ

ଟମାଟୋରେ ଅନେକ ପ୍ରକାର ସ୍ବାସ୍ଥ୍ୟୋପକାରୀ ଗୁଣ ଭରି ରହିଛି। ଏହାକୁ ନିୟମିତ ଖାଇଲେ ତାହା ଆମ ଶରୀରରେ ଚର୍ବି ପରିମାଣକୁ କମାଇଥାଏ। ଏଥିରେ ଆଣ୍ଟିଅକ୍ସିଡାଣ୍ଟ ଗୁଣ ଭରି ରହିଛି। ଟମାଟୋ ଖାଇବା ଦ୍ୱାରା ହାର୍ଟ ବେଶ୍‌ ସକ୍ରିୟ ଭାବରେ କାମ କରିଥାଏ…

ବିରାଟ କୋହଲି ନୁହେଁ, ଗୁଗଲ ସର୍ଚ୍ଚ କହୁଛି ଏହି କ୍ରିକେଟରଙ୍କ ସ୍ତ୍ରୀ ହେଉଛନ୍ତି ଅନୁଷ୍କା ଶର୍ମା

ଭାରତୀୟ କ୍ରିକେଟ୍‌ ଦଳର ଅଧିନାୟକ ବିରାଟ କୋହଲିଙ୍କ ସ୍ତ୍ରୀ ତଥା ଅଭିନେତ୍ରୀ ଅନୁଷ୍କା ଶର୍ମା ଏବେ ଗର୍ଭବତୀ ଅଛନ୍ତି। ଏସମୟରେ ସ୍ବାମୀଙ୍କ ସହ ସେ ୟୁଏଇରେ ସମୟରେ ବିତାଉଛନ୍ତି। ବେଳେବେଳେ ଫଟୋ ଶେୟାର କରି ପ୍ରଶଂସକଙ୍କ ସହ ଗର୍ଭବସ୍ଥାର ଅନୁଭବ ବାଣ୍ଟୁଛନ୍ତି।…

ଆଜି ବିଶ୍ୱ ସନ୍ଧିପ୍ରଦାହ ଦିବସ: ଗଣ୍ଠିର ହେପାଜତ

ଆଜି ଅର୍ଥାତ୍‌ ଅକ୍ଟୋବର ୧୨ ହେଉଛି ଓ୍ବାଲର୍‌ଡ ଆର୍ଥ୍ରାଇଟିସ୍‌ ଡେ’ (ବିଶ୍ୱ ସନ୍ଧିପ୍ରଦାହ ଦିବସ)। ସେ ବିଷୟରେ ଉପସ୍ଥାପନା… ଗଣ୍ଠିରୋଗ ବିଷୟରେ ଡାକ୍ତରମାନେ ବହୁ ସମୟରେ ଦୁଇଟି ଡାକ୍ତରୀ ଶବ୍ଦ-ଆର୍ଥ୍ରାଇଟିସ୍‌ ଓ ରିଉମାଟିଜ୍‌ମ ଉଚ୍ଚାରଣ କରିଥାଆନ୍ତି। ଗ୍ରୀକ୍‌ ଶବ୍ଦ ‘ଆର୍ଥ୍ରନ’ର ଅର୍ଥ…

ହେପାଟାଇଟିସ୍‌ ‘ସି’ର ଇତିବୃତ୍ତ

କିଏ ପାଇଛନ୍ତି : ୨୦୨୦ ମସିହାର ଶରୀର ବିଜ୍ଞାନ, ଭେଷଜ ବିଜ୍ଞାନ କିମ୍ବା ଚିକିତ୍ସା ବିଜ୍ଞାନ ନୋବେଲ ପୁରସ୍କାର ପାଇବାର ଗୌରବ ଅର୍ଜନ କରିଛନ୍ତି ତିନି ଜଣ ଭୂତାଣୁ ବିଜ୍ଞାନୀ। ଏମାନେ ହେଲେ ଯୁକ୍ତରାଷ୍ଟ୍ର ଆମେରିକାର ହାର୍ଭେ ଜେ. ଅଲଟର, ଚାର୍ଲସ…

ଅକ୍ଟୋବରରେ ବିବାହ କରିବେ ନେହା!

ମୁମ୍ବାଇ: ବଲିଉଡ୍ ଗାୟିକା ନେହା କକ୍କଡଙ୍କ ବିବାହକୁ ନେଇ ଏବେ ଚାଲିଛି ଚର୍ଚ୍ଚା । ପୂର୍ବ ପ୍ରେମିକଙ୍କଠାରୁ ଅଲଗା ହେବା ପରେ ଏବେ ନେହା ପଡିଛନ୍ତି ଗାୟକ ରୋହନପ୍ରୀତ ସିଂଙ୍କ ପ୍ରେମରେ । କିଛିଦିନ ତଳେ ନେହା ଏହାକୁ ନେଇ ଇନ୍‌ଷ୍ଟାଗ୍ରାମରେ…

ଲୁଟେରାଙ୍କ କବ୍‌ଜାରେ ସୁନାମୁହିଁ ପର୍ଯ୍ୟଟନସ୍ଥଳୀ

ଖଣ୍ଡପଡ଼ା,୧୨।୧୦(ସ୍ବ.ପ୍ର.): ଖଣ୍ଡପଡ଼ା ସହର ଉପକଣ୍ଠରେ ଅବସ୍ଥିତ ସୁନାମୁହିଁ ପରିବେଶ ପର୍ଯ୍ୟଟନସ୍ଥଳୀ ଏବେ ଲୁଟେରାଙ୍କ କବ୍‌ଜାରେ ଥିବା ଦେଖିବାକୁ ମିଳିଛି। ୨ ବର୍ଷ ତଳେ ଉକ୍ତ ସ୍ଥାନରେ ଅନେକ ଉନ୍ନୟନମୂଳକ କାର୍ଯ୍ୟ କରାଯାଇଥିଲା। ଶାରୀରିକ ବ୍ୟାୟାମ ନିମନ୍ତେ ଅନେକ ଉପକରଣ ସ୍ଥାପନ କରାଯାଇଥିଲା।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri