Home Left

ରାହୁଲ, ରିୟାନଙ୍କ କମାଲ; ସଂଘର୍ଷପୂର୍ଣ୍ଣ ମ୍ୟାଚ୍‌ରେ ଜିତିଲା ରାଜସ୍ଥାନ

ଦୁବାଇ, ୧୧।୧୦: ଚଳିତ ଆଇପିଏଲ୍‌ରେ ରବିବାର ଖେଳାଯାଇଥିବା ୨୬ତମ ମୁକାବିଲାରେ ସନ୍‌ରାଇଜର୍ସ ହାଇଦ୍ରାବାଦ୍‌କୁ ୫ ଉଇକେଟ୍‌ରେ ପରାସ୍ତ କରିଛି ରାଜସ୍ଥାନ ରୟାଲ୍ସ। ସ୍ଥାନୀୟ ଦୁବାଇ ଇଣ୍ଟରନ୍ୟାଶନାଲ କ୍ରିକେଟ୍‌ ଷ୍ଟାଡିୟମରେ ଖେଳାଯାଇଥିବା ଏହି ମ୍ୟାଚ୍‌ରେ ପ୍ରଥମେ ବ୍ୟାଟିଂ କରି ହାଇଦ୍ରାବାଦ୍‌ ୨୦ ଓଭରରେ…

ପାକିସ୍ତାନରେ ଜଣେ ମୌଲାନାଙ୍କୁ ହତ୍ୟା, ବିନା ପ୍ରମାଣରେ ଭାରତ ଉପରେ ଦୋଷ ଲଦିଲେ ଇମ୍ରାନ ଖାନ୍‌

ଇସଲମାବାଦ,୧୧।୧୦: ପାକିସ୍ତାନର କରାଚିରେ ଜଣେ ପ୍ରଭାବଶାଳୀ ସୁନ୍ନି ମୌଲାନା ଆଦିଲ ଖାନଙ୍କୁ ଦୁର୍ବୃତ୍ତମାନେ ଗୁଳି କରି ହତ୍ୟା କରିଛନ୍ତି। ଏହି ହତ୍ୟାକୁ ସବୁଆଡେ ସମାଲୋଚନା କରାଯାଉଛି। ଏହି ଘଟଣା ଦେଶରେ ଶିଆ ଏବଂ ସୁନ୍ନି ସମ୍ପ୍ରଦାୟ ମଧ୍ୟରେ ହିଂସା ସୃଷ୍ଟି କରିବାର…

ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିବ ଦିଲ୍ଲୀ କ୍ୟାପିଟାଲ୍ସ

ଆବୁଧାବି, ୧୧।୧୦: ଆଇପିଏଲ୍‌ ଚଳିତ ସଂସ୍କରଣର ୨୭ତମ ମୁକାବିଲାରେ ରବିବାର ଡିଫେଣ୍ଡିଂ ଚାମ୍ପିୟନ ମୁମ୍ବାଇ ଇଣ୍ଡିଆନ୍ସର ମୁକାବିଲା ଦିଲ୍ଲୀ କ୍ୟାପିଟାଲ୍ସ ସହ ହୋଇଛି। ସ୍ଥାନୀୟ ଶେଖ୍‌ ଜାୟେଦ ଷ୍ଟାଡିୟମରେ ଅନୁଷ୍ଠିତ ଏହି ମ୍ୟାଚ୍‌ରେ ଟସ୍‌ ଜିତି ଦିଲ୍ଲୀ ଅଧିନାୟକ ଶ୍ରେୟାସ ଆୟାର…

ମୋଦିଙ୍କୁ ଧନ୍ୟବାଦ ଦେଲେ ଚିରାଗ: କହିଲେ, ଆପଣଙ୍କ ଆଶୀର୍ବାଦ ସର୍ବଦା ଥାଉ

ପାଟନା,୧୧।୧୦: ଲୋକ ଜନଶକ୍ତି ପାର୍ଟି (ଏଲଜେପି)ର ଜାତୀୟ ସଭାପତି ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ରାମବିଳାଶ ପାଶ୍ୱାନଙ୍କ ପୁଅ ଚିରାଗ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଏକ ଟୁଇଟ୍‌ କରି ସେ କହିଛନ୍ତି ପିତାଙ୍କ ଶେଷ ଯାତ୍ରା ସମୟରେ ବିନା…

ରାଇନା, କୋହଲିଙ୍କୁ ପଛରେ ପକାଇବା ଲାଗି ରୋହିତ୍‌ଙ୍କ ନିକଟରେ ସୁଯୋଗ

ଆବୁଧାବି, ୧୧।୧୦: ଆଇପିଏଲ୍‌ ଚଳିତ ସଂସ୍କରଣର ୨୭ତମ ମୁକାବିଲାରେ ରବିବାର ଡିଫେଣ୍ଡିଂ ଚାମ୍ପିୟନ ମୁମ୍ବାଇ ଇଣ୍ଡିଆନ୍ସର ମୁକାବିଲା ଦିଲ୍ଲୀ କ୍ୟାପିଟାଲ୍ସ ସହ ହେବ। ସ୍ଥାନୀୟ ଶେଖ୍‌ ଜାୟେଦ ଷ୍ଟାଡିୟମରେ ଖେଳାଯିବାକୁ ଥିବା ଏହି ମୁକାବିଲାରେ ମୁମ୍ବାଇ ଅଧିନାୟକ ରୋହିତ୍‌ ଶର୍ମାଙ୍କ ନିକଟରେ…

ଏହି କ୍ରିକେଟରଙ୍କୁ ରୋମାଣ୍ଟିକ୍‌ ପୋଷ୍ଟ ଲେଖିଲେ ସ୍ତ୍ରୀ

କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ଆଜି ନିଜର ୨୭ତମ ଜନ୍ମଦିନ ପାଳନ କରୁଛନ୍ତି। ଜନ୍ମଦିନରେ ସେ ପରିବାରଠାରୁ ଦୂରରେ ଅଛନ୍ତି। ଏଭଳି ପରିସ୍ଥିତିରେ ହାର୍ଦ୍ଦିକଙ୍କ ସ୍ତ୍ରୀ ନତାଶା ଷ୍ଟାନକୋଭିକ ରୋମାଣ୍ଟିକ ଫଟୋ ଶେୟାର କରି ତାଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି। ଏହି ଫଟୋ…

ଟି୨୦ରେ ବିରାଟ, ରୋହିତ୍‌ କରି ନ ଥିବା କୀର୍ତ୍ତିମାନ କଲେ ସୋଏବ ମଲିକ

ନୂଆଦିଲ୍ଲୀ, ୧୧।୧୦: ପାକିସ୍ତାନ କ୍ରିକେଟ୍‌ ଦଳର ପୂର୍ବତନ ଅଧିନାୟକ ତଥା ସିନିୟର ଖେଳାଳି ସୋଏବ ମଲିକ ଟି୨୦ରେ ଏମିତି ଏକ କୀର୍ତ୍ତିମାନ ସ୍ଥାପନ କରିଛନ୍ତି, ଯାହା ପୂର୍ବରୁ କୌଣସି ଏସୀୟ କ୍ରିକେଟର୍‌ ହାସଲ କରିପାରି ନାହାନ୍ତି। ଏପରିକି ବିରାଟ କୋହଲି ଓ…

୬୮ ବର୍ଷରେ ପାହାଡ ଚଢିଲେ ବୃଦ୍ଧା: ଦେଖନ୍ତୁ ଭିଡିଓ

ପ୍ରତିଦିନ ସୋସିଆଲ ମିଡିଆରେ ଅନେକ ଭିଡିଓ ଭାଇରାଲ ହେଉଛି। ବର୍ତ୍ତମାନ ଜଣେ ୬୮ ବର୍ଷିୟା ବୃଦ୍ଧା ପାହାଡ ଚଢୁଥିବା ଭିଡିଓ ଭାଇରାଲ ହୋଇଛି। ଭିଡିଓରେ ଦେଖାଯାଇଛି, ଧିରେ ଧିରେ ସିଡିରେ ବୃଦ୍ଧା ଜଣକ ପାହାଡରେ ଚଢୁଛନ୍ତି। ତାଙ୍କ ପଛରେ ଜଣେ ଯୁବକ…

ଗତ ୪ ବର୍ଷ ହେଲା ଡିପ୍ରେସନ୍‌ରେ ଅଛନ୍ତି ଏହି ପ୍ରସିଦ୍ଧ ଅଭିନେତାଙ୍କ ଝିଅ

ଅଭିନେତା ଅମିର ଖାଁଙ୍କ ଝିଅ ଇରା ଏବେ ଡିପ୍ରେସନ୍‌ରେ ଅଛନ୍ତି। ସୋସିଆଲ ମିଡିଆରେ ଏକ ଭିଡିଓ ଶେୟାର କରି ସେ ଏହି ସୂଚନା ଦେଇଛନ୍ତି। ଏହି ଭିଡିଓ ଦେଖିବା ପରେ ପ୍ରଶଂସକ ବିବ୍ରତ ହୋଇଥିଲେ। ଭିଡିଓ ମାଧ୍ୟମରେ ଇରା କହିଛନ୍ତି ଗତ…

ମିଥାଲି ରାଜଙ୍କ ଦଳରେ ସ୍ଥାନ ପାଇଲେ ଏହି ଓଡ଼ିଆ କ୍ରିକେଟର୍‌

ନୂଆଦିଲ୍ଲୀ, ୧୧।୧୦: ମହିଳା ଟି୨୦ ଚ୍ୟାଲେଞ୍ଜ ପ୍ରତିଯୋଗିତା ନଭେମ୍ବର ୪ରୁ ୯ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଭାରତୀୟ କ୍ରିକେଟ୍‌ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ପକ୍ଷରୁ ଏଥିଲାଗି ରବିବାର ୩ଟି ଦଳ ଲାଗି ଖେଳାଳି ଘୋଷଣା କରାଯାଇଛି। ଏହି ପ୍ରତିଯୋଗିତାରେ ଭାଗ…

ୟେଦୁରପ୍ପାଙ୍କ ପ୍ରସଙ୍ଗରେ ଚୌକିଦାର ଚୁପ୍‌ କାହିଁକି: କଂଗ୍ରେସ

ବେଙ୍ଗାଲୁରୁ,୧୧।୧୦: କର୍ନାଟକର ମୁଖ୍ୟମନ୍ତ୍ରୀ ତଥା ଭାଜପାର ବରିଷ୍ଠ ନେତା ବିଏସ ୟେଦୁରପ୍ପାଙ୍କ ପରିବାର ନାଁରେ ପରିବାର ନାଁରେ ଦୁର୍ନୀତି ଅଭିଯୋଗ ହୋଇଛି। ଏନେଇ ରବିବାର କଂଗ୍ରେସ ନେତା ଅଭିଷେକ ମନୁ ସିଂଘଭି କହିଛନ୍ତି ୟେଦୁରପ୍ପାଙ୍କ ଇସ୍ତଫା ଦେବା ଉଚିତ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ପୁରୀର ଗୋଲ୍ଡେନ୍‌ ବିଚ୍‌କୁ ବ୍ଲୁ ଫ୍ଲାଗ୍‌ ମାନ୍ୟତା

ପୁରୀ ଅଫିସ,୧୧।୧୦: ପୁରୀ ବେଳାଭୂମିକୁ ମିଳିଛି ଅନ୍ତର୍ଜାତୀୟ ସଫଳତା। ବହୁ ପ୍ରତୀକ୍ଷିତ ବ୍ଲୁ ଫ୍ଲାଗ୍‌ ମାନ୍ୟତା ପାଇଛି ପୁରୀର ଗୋଲ୍ଡେନ୍‌ ବିଚ୍‌ । ଡେନ୍‌ମାର୍କର ଫି’ ସଂସ୍ଥା ପକ୍ଷରୁ ଏହି ମାନ୍ୟତା ମିଳିଛି। ଦିଗବାରିଣୀ ଖୁଣ୍ଟିଠାରୁ ମେ ଫାୟାର ହୋଟେଲ୍‌ ପର୍ଯ୍ୟନ୍ତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri