୨୪ ଘଣ୍ଟା ମଧ୍ୟରେ କ୍ୟାପଶନ ଦେଲେ ମିଳିବ କାର: ଆନନ୍ଦ ମହିନ୍ଦ୍ରା
ନୂଆଦିଲ୍ଲୀ,୧୧ ।୧୦: ମହିନ୍ଦ୍ରା ଆଣ୍ଡ ମହିନ୍ଦ୍ରା କମ୍ପାନୀର ଅଧ୍ୟକ୍ଷ ଆନନ୍ଦ ମହିନ୍ଦ୍ରା ସୋସିଆଲ ମିଡିଆରେ ସବୁବେଳେ ରହିଥାଆନ୍ତି ଆକ୍ଟିଭ । ସମୟ ସମୟରେ ଲୋକଙ୍କ ମନୋବଳ ବୃଦ୍ଧି କରିବାକୁ କିଛି ଭିଡିଓ ମଧ୍ୟ ଶେୟାର କରିଥାଆନ୍ତି । ନିକଟରେ ଆନନ୍ଦ ମହିନ୍ଦ୍ରା…
ଦୀପାବଳି ପୂର୍ବରୁ ଖୋଲିବନି ସ୍କୁଲ !
ମୁମ୍ବାଇ, ୧୧।୧୦: ମହାରାଷ୍ଟ୍ରରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟର ସ୍କୁଲ ଗୁଡ଼ିକୁ ବନ୍ଦ ରଖାଯାଇଛି। ତେବେ ଦୀପାବଳି ପୂର୍ବରୁ ସ୍କୁଲ ଖୋଲିବାର ସମ୍ଭାବନା ନାହିଁ ବୋଲି ରାଜ୍ୟ ସ୍କୁଲ ଶିକ୍ଷାମନ୍ତ୍ରୀ ବର୍ଷା ଗାଏକ୍ୱାଡେ ସୂଚନା…
ଟଏଲେଟ୍ ରେଷ୍ଟୁରାଣ୍ଟ
ପୃଥିବୀରେ ବହୁ ସଂଖ୍ୟକ ଛୋଟ ବଡ଼ ରେଷ୍ଟୁରାଣ୍ଟ ରହିଛି। ହେଲେ ସେସବୁ ମଧ୍ୟରେ କିଛି ଏମିତି ରେଷ୍ଟୁରାଣ୍ଟ ବି ରହିଛି, ଯାହାର ଅଜବ ଥିମ୍ ପାଇଁ ତାହା ସାରା ଦୁନିଆରେ ଚର୍ଚ୍ଚିତ। ଆସନ୍ତୁ ଜାଣିବା ଏଭଳି କିଛି ରେଷ୍ଟୁରାଣ୍ଟ ସମ୍ପର୍କରେ… ଟଏଲେଟ୍…
ରେନ୍ବୋ ଫ୍ୟାଶନ
କଲରଫୁଲ୍ ଗେଟ୍ଅପ୍ ଯୁବପିଢିଙ୍କର ସବୁବେଳେ ପସନ୍ଦ। ଏମିତିରେ କିଛିଦିନ ହେବ ସପ୍ତରଙ୍ଗୀ ବା ରେନ୍ବୋ କଲର ଆଉଟଫିଟ୍ କଲେକ୍ସନ୍ ସେମାନଙ୍କ ଲାଗି ଲାଟେଷ୍ଟ ଫ୍ୟାଶନ୍ ଷ୍ଟେଟ୍ମେଣ୍ଟ ପାଲଟିଛି…ବର୍ତ୍ତମାନ ଉଭୟ ଯୁବତୀଯୁବକ ରେନ୍ବୋ କଲର ଡ୍ରେସ୍ ପିନ୍ଧୁଥିବା ଦେଖିବାକୁ ମିଳୁଛି। ଯୁବକମାନେ କାଜୁଆଲ୍…
ଯୋଗୀ ସରକାରଙ୍କ ସମୟରେ ରାଜ୍ୟରେ ୨୦ ସାଧୁ-ସନ୍ଥଙ୍କ ହତ୍ୟା: କଂଗ୍ରେସ
ଲକ୍ଷ୍ନୌ, ୧୧।୧୦: ଉତ୍ତରପ୍ରଦେଶର ଗୋଣ୍ଡାରେ ରାମ ଜାନକୀ ମନ୍ଦିର ପୂଜାରୀ ସମ୍ରାଟ ଦାସଙ୍କୁ ଗୁଳି ମାଡ଼ ହେବା ଘଟଣାରେ ବିରୋଧୀ ଦଳଙ୍କ ପକ୍ଷରୁ ଶାସକ ଭାଜପାକୁ ଘେରିବା ଆରମ୍ଭ ହୋଇଛି। ସମ୍ରାଟଙ୍କୁ ଜମିମାଫିଆ ଗୁଳି କରିଥିବା କୁହାଯାଉଛି। କଂଗ୍ରେସର ରାଜ୍ୟ ଅଧ୍ୟକ୍ଷ…
କଳାର ପୂଜାରୀ
ସେମାନଙ୍କ ହାତର ଯାଦୁଗରି ସ୍ପର୍ଶ ମାଟି, ପଥରକୁ ଦେଇପାରେ ଏକ ସୁନ୍ଦର ମନଲୋଭା ରୂପ। ଏକ ଅଦରକାରୀ ବସ୍ତୁ ବି ତାଙ୍କ ହାତରେ ଲାଗିଲେ ପାଲଟିଯାଏ ମୂଲ୍ୟବାନ୍। ଆଉ ତାଙ୍କ ନିଖୁଣ କାରୁକାର୍ଯ୍ୟ ଦ୍ୱାରା ଯେକୌଣସି ଜିନିଷ ଲାଗିଥାଏ ଜୀବନ୍ତ। ତେବେ…
କୋଭିଡ୍ ଗାଇଡ୍ଲାଇନରେ ଚାଲିଗଲା ଜୀବନ
କଟକ ଅଫିସ,୧୧।୧୦: କରୋନା ମହାମାରୀକୁ ନିୟନ୍ତ୍ରଣ କରିବା ପାଇଁ ରାଜ୍ୟ ସରକାର ଗୁରୁତ୍ୱ ଦେଉଛନ୍ତି। ଏପଟେ କିନ୍ତୁ ରାଜ୍ୟରେ ସ୍ବାସ୍ଥ୍ୟ ସେବା ବିଗିଡିବାରେ ଲାଗିଛି। କୋଭିଡ୍ ଗାଇଡ୍ଲାଇନ୍ ଆଳରେ ହସ୍ପିଟାଲଗୁଡ଼ିକରେ ଡାକ୍ତର ଓ ସ୍ବାସ୍ଥ୍ୟ କର୍ମୀମାନେ ଚିକିତ୍ସାରେ ଅବହେଳା ପ୍ରଦର୍ଶନ କରୁଥିବାରୁ…
ପୂର୍ବତଟ ରେଳପଥରେ ଗଡ଼ିବ ଆଉ ୪ ସ୍ବତନ୍ତ୍ର ଟ୍ରେନ୍
ଭୁବନେଶ୍ୱର, ୧୧।୧୦(ବ୍ୟୁରୋ): ପୂର୍ବତଟ ରେଳପଥ ଅଧୀନରେ ଆଉ ୪ଟି ସ୍ବତନ୍ତ୍ର ଟ୍ରେନ୍ ଚାଲିବ। ଯାତ୍ରୀଙ୍କ ସୁବିଧାକୁ ଦୃଷ୍ଟିରେ ରଖି ରେଳ ମନ୍ତ୍ରଣାଳୟ ପକ୍ଷରୁ ଏଭଳି ନିଷ୍ପତ୍ତି ନିଆଯାଇଛି। ଏହି ସ୍ବତନ୍ତ୍ର ଟ୍ରେନ୍ଗୁଡ଼ିକ ପୁରୀରୁ ଭଲ୍ସାଦ, ସିକନ୍ଦରାବାଦରୁ ଶାଲିମାର, ବିଶାଖାପାଟଣାରୁ ତିରୁପତି ଓ…
‘ବିଜେଡି ନେତାଙ୍କ ବିରୋଧରେ କେବେ ହେବ କାର୍ଯ୍ୟାନୁଷ୍ଠାନ’
ଭୁବନେଶ୍ୱର, ୧୧।୧୦(ବ୍ୟୁରୋ): କୋଭିଡ୍ ନିୟମ ଉଲ୍ଲଂଘନ ଅଭିଯୋଗରେ ବିଏମ୍ସି ଅଧିକାରୀ ଭୁବନେଶ୍ୱର ଏମ୍ପିଙ୍କ ଦଳୀୟ କାର୍ଯ୍ୟାଳୟକୁ ଶନିବାର ସିଲ୍ କରିବା ପରେ ଅପରାଜିତା ଷଡ଼ଙ୍ଗୀ ବେଶ୍ ପ୍ରତିକ୍ରିୟାଶୀଳ ହୋଇଛନ୍ତି। ଶାସକ ଦଳ ବିଜେଡି ଉପରେ ବର୍ଷିଛନ୍ତି। ସିଲ୍ ପରେ କାର୍ଯ୍ୟାଳୟ ବାହାରେ…
ଭଙ୍ଗା କୁଡୁଆରେ ଅବଢ଼ା ଖାଇଲେ
ପୁରୀ ଅଫିସ,୧୧।୧୦: ଶ୍ରୀମନ୍ଦିରକୁ ଯାଇ ମହାପ୍ରଭୁଙ୍କୁ ଆଖି ପୂରେଇ ଦେଖିବାର ସୁଯୋଗ ନାହିଁ। ସାତଦରିଆ ପାରି ହୋଇ ଶ୍ରୀକ୍ଷେତ୍ରକୁ ଆସିଥିଲେ ବି ବାଇଶ ପାହାଚରେ ସେମାନଙ୍କୁ ପାଦ ପକାଇବା ମନା। ଚକାଆଖି ସହ ଆଖି ମିଶାଇବା ସୁଯୋଗ ନ ଥାଉ ବରଂ…
୧୧ ଜିଲାରେ ବର୍ଷା ସମ୍ଭାବନା
ଭୁବନେଶ୍ୱର,୧୧।୧୦(ବ୍ୟୁରୋ): ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଗଜପତି, ଗଞ୍ଜାମ, କୋରାପୁଟ, ମାଲକାନଗରି, ରାୟଗଡ଼ା, ପୁରୀ, ଜଗତ୍ସିଂହପୁର, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼ ଏବଂ କେନ୍ଦୁଝର ଜିଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ…
ଲକ୍ଡାଉନ୍ରେ ଚାକିରି ଚାଲିଯିବାରୁ ଯୁବକ ବାଛିନେଲେ ଏହି ପଥ, କଲେଜ ଛାତ୍ରଙ୍କୁ ଯୋଗାଉଥିଲେ…
ବେଙ୍ଗାଲୁରୁ,୧୧ା୧୦: କରୋନା ମହମାରୀ ଯୋଗୁ ହୋଇଥିବା ଲକ୍ଡାଉନ୍ରେ ଜଣେ ଯୁବକ ଚାକିରି ହରାଇଥିଲେ। ପେଟଭୋକରୁ ନିସ୍ତାର ପାଇବା ପାଇଁ ସେ ଡ୍ରଗ୍ସ କାରବାରକୁ ଆପଣାଇ ନେଲେ। ତେବେ ଏହି ଅଭିଯୋଗରେ ପୋଲିସ ତାଙ୍କୁ ଗିରଫ କରିଛି। ୨୮ ବର୍ଷୀୟ ଯୁବକ ଅମିର…
Archives


