ଫେକ୍ ନ୍ୟୁଜ ଜାଲରେ ସିଏମ୍ଓ ଟୁଇଟର ହ୍ୟାଣ୍ଡେଲ
ଭୁବନେଶ୍ୱର,୧୧। ୧୦(ବ୍ୟୁରୋ): ଓଡ଼ିଶାର ଗଞ୍ଜାମ ଜିଲା ଏବଂ ମୁମ୍ବାଇର ଧରାବୀ ବସ୍ତିର କୋଭିଡ୍-୧୯ ମୁକାବିଲାକୁ ଅକ୍ସଫୋର୍ଡ ୟୁନିଭର୍ସିଟି ପ୍ରଶଂସା କରିଥିବା ନେଇ ଗତ ୮ ତାରିଖରେ ଗଣମାଧ୍ୟମରେ ଖବର ପ୍ରକାଶ ପାଇଥିଲା। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ(ସିଏମ୍ଓ) ଟୁଇଟର ହ୍ୟାଣ୍ଡେଲରେ ମଧ୍ୟ ଏହାକୁ ପୋଷ୍ଟ…
ମହାବିନାଶକାରୀ ଅସ୍ତ୍ରଶସ୍ତ୍ର ପ୍ରଦର୍ଶନ କଲେ କିମ୍ ଜୋଙ୍ଗ୍
ପୋୟାଙ୍ଗ୍ୟଙ୍ଗ, ୧୧।୧୦: ଉତ୍ତରକୋରିଆର ଏକଛତ୍ରବାଦୀ ଶାସକ କିମ୍ ଜୋଙ୍ଗ୍ ଉନ୍ ମହାବିନାଶକାରୀ ଅସ୍ତ୍ରଶସ୍ତ୍ର ପ୍ରଦର୍ଶନ କରିଛନ୍ତି। ଆମେରିକା ରାଷ୍ଟ୍ରପତି ନିର୍ବାଚନ ପୂର୍ବରୁ କିମ୍ ଏଭଳି କରିଛନ୍ତି। ଏହା ସହିତ ସେ ଆମେରିକା ନାମ ନ ନେଇ ଚେତାବନୀ ବି ଦେଇଛନ୍ତି। କିମ୍…
ବିହାର ନିର୍ବାଚନ: ଲଢିବା ପୂର୍ବରୁ ମଉଳିଗଲା ୭ ପ୍ରାର୍ଥୀଙ୍କ ସ୍ୱପ୍ନ
ପାଟନା, ୧୧ ।୧୦: ବିହାର ବିଧାନସଭା ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟ ପ୍ରାର୍ଥିପତ୍ର ଦାଖଲ ହୋଇଛି । ହେଲେ ଏଥିରେ ୭ ଜଣ ପ୍ରାର୍ଥୀଙ୍କ ସ୍ୱପ୍ନ ନିର୍ବାଚନ ଲଢିବା ପୂର୍ବରୁ ମଉଳି ଯାଇଛି । ବକ୍ସର ନିର୍ବାଚନ ମଣ୍ଡଳୀର ପ୍ରାର୍ଥିପତ୍ର ଯାଞ୍ଚ…
ବରଗଡ଼ରେ ୯୨ ନୂଆ ପଜିଟିଭ୍, ଆକ୍ରାନ୍ତଙ୍କ ମଧ୍ୟରେ ଅଛନ୍ତି ୬ ଶିଶୁ
ବରଗଡ଼ ଅଫିସ,୧୧ା୧୦: ବରଗଡ଼ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ରବିବାର ଜିଲାରେ ପୁଣି ୯୨ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୩୭ ଜଣ ମହିଳା ଓ ୫୫ ଜଣ ପୁରୁଷ ଅଛନ୍ତି। ସେହିପରି ନୂଆ…
କରୋନା ଭାଇରସକୁ ସବୁଦିନ ପାଇଁ ହଟାଇ ଦେବି: ଟ୍ରମ୍ପ
ୱାଶିଂଟନ,୧୧ ।୧୦: ଆମେରିକା ରାଷ୍ଟ୍ରପତି ଡୋନାଲ୍ଟ ଟ୍ରମ୍ପ କରୋନାରେ ପୀଡ଼ିତ ହେବା ପରେ ଚିକିତ୍ସିତ ହୋଇ ଘରକୁ ଫେରି ଆସିଛନ୍ତି । ଏତିବି ବେଳେ ସେ ପୁଣିଥରେ କରୋନାର ଉତ୍ପତ୍ତି ସ୍ଥଳ ଚାଇନାକୁ ଟାର୍ଗେଟ କରିଛନ୍ତି । ଟ୍ରମ୍ପ ଶନିବାର ହ୍ୱାଇଟ…
ଭାରତମାଳା ପରିଯୋଜନାରେ ୧୨ ହଜାରରୁ ଅଧିକ କିମିର ସଡ଼କ ପଥର କାର୍ଯ୍ୟ ଶେଷ ହୋଇଛି: କେନ୍ଦ୍ର ସରକାର
ନୂଆଦିଲ୍ଲୀ, ୧୧।୧୦: ଭାରତମାଳା ପରିଯୋଜନା ଅନ୍ତର୍ଗତ ଦେଶରେ ୧୨ ହଜାର ୪୧୩ କିମିର ସଡ଼କ ପଥର କାର୍ଯ୍ୟ ୨୦୨୦ ଅଗଷ୍ଟ ସୁଦ୍ଧା ଶେଷ ହୋଇଥିବା କେନ୍ଦ୍ର ସରକାର କହିଛନ୍ତି। ଏସମ୍ପର୍କରେ ସଡ଼କ ପରିବହନ ଏବଂ ରାଜପଥ ମନ୍ତ୍ରଣାଳୟ ପକ୍ଷରୁ ରବିବାର ସୂଚନା…
ହାଥରସ ମାମଲାକୁ ନେଇ ଟୁଇଟ୍ କରି ବର୍ଷିଲେ ରାହୁଲ
ନୂଆଦିଲ୍ଲୀ,୧୧ ।୧୦: କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ହାଥରସ ଘଟଣାକୁ ନେଇ ରବିବାର ଏକ ଟୁଇଟ୍ କରିଛନ୍ତି । ଉକ୍ତ ଟୁଇଟ୍ରେ ସେ କହିଛନ୍ତି ଦେଶରେ ଦଳିତ, ମୁସ୍ଲିମ ଓ ଆଦିବାସୀଙ୍କୁ ଆଜିବି ଅନେକ ଲୋକ ମାନବ ଭଳି ଭାବନ୍ତି…
ପଶ୍ଚିମବଙ୍ଗ: ମୁଖ୍ୟମନ୍ତ୍ରୀ-ରାଜ୍ୟପାଳଙ୍କ ମଧ୍ୟରେ ବିବାଦ ବଢ଼ିଲା
କୋଲକାତା, ୧୧।୧୦: ପଶ୍ଚିମବଙ୍ଗରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏବଂ ରାଜ୍ୟପାଳ ଜଗଦୀପ୍ ଧନଖରଙ୍କ ମଧ୍ୟରେ ବିବାଦ ବଢ଼ିବାରେ ଲାଗିଛି। ରାଜ୍ୟରେ ଆଇନ ବ୍ୟବସ୍ଥାର ଭୟାବହ ସ୍ଥିତି ନେଇ ରାଜ୍ୟପାଳ ମମତାଙ୍କୁ ସୂଚନା ଦେବାକୁ କହିଥିଲେ। ତେବେ ସଚିବାଳୟ ପକ୍ଷରୁ ଏସମ୍ପର୍କରେ କୌଣସି…
ରେଖାଙ୍କ ପୂର୍ବରୁ ବି ପ୍ରେମ କରି ବସିଥିଲେ ବିଗ୍ ବି
ମୁମ୍ବାଇ: ବଲିଉଡ୍ ମେଗାଷ୍ଟାର ଅମିତାଭ ବଚ୍ଚନ ୭୮ ବର୍ଷରେ ପାଦ ରଖିଛନ୍ତି । ଏହି ଅବସରରେ ସବୁ ମହଲରୁ ତାଙ୍କ ନିକଟକୁ ଶୁଭେଚ୍ଛାର ସୁଅ ଛୁଟିଛି । ହେଲେ ଏଥର କରୋନା ମହାମାରୀ ଓ ‘କୌନ ବନେଗା କରୋଡ ପତି’ର ଶୁଟିଂରେ…
ମଝି ଆକାଶରେ ୨ ବିମାନ ମଧ୍ୟରେ ଧକ୍କା: ୫ ମୃତ
ପ୍ୟାରିସ୍, ୧୧।୧୦: ଫ୍ରାନ୍ସରେ ମଝି ଆକାଶରେ ୨ ଛୋଟ ବିମାନ ମଧ୍ୟରେ ଧକ୍କା ଘଟିଛି। ଏଥିରେ ୫ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ଥାନୀୟ ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ପ୍ୟାରିସର ଦକ୍ଷିଣ-ପୂର୍ବ ଅଞ୍ଚଳରେ ଏହି ଅଭାବନୀୟ ଘଟଣା ଘଟିଛି। ଆକାଶରେ ଧକ୍କା…
ବିଚାରପତି ରମନାଙ୍କ ବିରୋଧରେ ୮ ପୃଷ୍ଠାର ଅଭିଯୋଗ ଭରା ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ ଜଗନମୋହନ
ହାଇଦ୍ରାବାଦ, ୧୧।୧୦: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଓ୍ବାଇ.ଏସ୍, ଜଗନମୋହନ ରେଡ୍ଡୀ ସୁପ୍ରିମ୍କୋର୍ଟର ବରିଷ୍ଠ ବିଚାରପତି ଏନ.ଭି. ରମନାଙ୍କ ବିରୋଧ ଅଭିଯୋଗ ଆଣିଛନ୍ତି। ସେ ଏନେଇ ସୁପ୍ରିମ୍କୋର୍ଟର ପ୍ରଧାନ ବିଚାରପତି ଶରଦ ଅରବିନ୍ଦ ବୋବ୍ଡେଙ୍କ ପାଖକୁ ୮ ପୃଷ୍ଠାର ଅଭିଯୋଗ ଭରା ଚିଠି ଲେଖିଛନ୍ତି।…
ଅସ୍ତ୍ରବିରତି ଲାଗି ଆର୍ମେନିଆ, ଆଜରବୈଜାନ୍ ରାଜି
ମସ୍କୋ,୧୧।୧୦: କିଛିଦିନର ଯୁଦ୍ଧ ପରେ ଶନିବାର ଅସ୍ତ୍ରବିରତି ଲାଗି ରାଜି ହୋଇଛନ୍ତି ଆର୍ମେନିଆ ଓ ଆଜରବୈଜାନ୍। ଦୁଇଦେଶର କୂଟନୀତିଜ୍ଞ ଏନେଇ ଘୋଷଣା କରିଛନ୍ତି। ଅସ୍ତ୍ରବିରତି ସହ ଦୁଇଦେଶ ବନ୍ଦୀଙ୍କୁ ପ୍ରତ୍ୟର୍ପଣ କରିବା ଲାଗି ଚୁକ୍ତି କରିଛନ୍ତି। ମସ୍କୋରେ ଦୁଇଦେଶର କୂଟନୀତିଜ୍ଞଙ୍କ ମଧ୍ୟରେ…
Archives


