Home Left

ସୁପ୍ରିମକୋର୍ଟ ଗଲେ ରିପବ୍ଲିକ ଟିଭି ସିଏଫ୍‌ଓ

ନୂଆଦିଲ୍ଲୀ,୧୧।୧୦: ଟିଭି ରେଟିଂ ପଏଣ୍ଟ (ଟିଆର୍‌ପି) ଦୁର୍ନୀତିକୁ ନେଇ ମୁମ୍ବାଇ ପୋଲିସ ପକ୍ଷରୁ ଅକ୍ଟୋବର ୯ରେ ସମନ ଜାରି କରାଯିବା ପରେ ଏହାକୁ ବିରୋଧ କରି ରିପବ୍ଲିକ ଟିଭିର ସିଏଫ୍‌ଓ ଶିବ ସୁନ୍ଦରମ୍‌ ସୁପ୍ରିମକୋର୍ଟ ଯାଇଛନ୍ତି। ମୁମ୍ବାଇ ପୋଲିସକୁ ଅଟକାଇବା ସହ…

ପର୍ଯ୍ୟଟକ ଅପେକ୍ଷାରେ ପର୍ଯ୍ୟଟନସ୍ଥଳୀ

କେନ୍ଦୁଝର,୧୧।୧୦ (ସ୍ବ.ପ୍ର.)-କେନ୍ଦୁଝର ଜିଲାର ପ୍ରାକୃତିକ ଝରଣା, ଜଳପ୍ରପାତ ପର୍ଯ୍ୟଟକଙ୍କୁ ଅଧିକ ଆକୃଷ୍ଟ କରିଥାଏ। ଆଉ ଏଠାରେ ବର୍ଷ ତମାମ ପର୍ଯ୍ୟଟକଙ୍କ ଭିଡ ଲାଗିଥାଏ । କିନ୍ତୁ କରୋନା ମହାମାରୀ ପାଇଁ ଚଳିତ ବର୍ଷ ପ୍ରକୃତିପ୍ରେମୀ ପର୍ଯ୍ୟଟକ କଟକଣା ଯୋଗୁ ନିରାଶ ହେଉଛନ୍ତି…

ଓଡ଼ିଶା ଏଫ୍‌ସିରେ କୋଲ୍‌ : ଆଲେକ୍‌ଜାଣ୍ଡର

ଭୁବନେଶ୍ୱର, ୧୧ା୧୦ (ସ୍ପୋଟର୍‌ସ ବ୍ୟୁରୋ)-ହିରୋ ଇଣ୍ଡିଆନ ସୁପର ଲିଗ୍‌ର ୭ମ ସଂସ୍କରଣ ପୂର୍ବରୁ ଦକ୍ଷିଣ ଆଫ୍ରିକୀୟ ମିଡ୍‌ଫିଲ୍ଡର କୋଲ୍‌ ଆଲେକ୍‌ଜାଣ୍ଡର ଓଡ଼ିଶା ଏଫ୍‌ସି ସହ ୨ବର୍ଷିଆ ଚୁକ୍ତି କରିଛନ୍ତି। କ୍ଲବ ତରଫରୁ ଶନିବାର ଘୋଷଣା କରାଯାଇଛି। କେପ୍‌ଟାଉନ୍‌ରେ ଜନ୍ମଗ୍ରହଣ କରିଥିବା ଆଲେକ୍‌ଜାଣ୍ଡର…

ଏହି ରାଜ୍ୟରେ ମଦ୍ରାସା ବନ୍ଦ କରିବାକୁ ସରକାରଙ୍କ ନିଷ୍ପତ୍ତି

ଗୁଆହାଟୀ, ୧୦।୧୦: ଆସାମରେ ଶାସକ ଭାଜପା ସରକାରଙ୍କ ଶିକ୍ଷା ମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମା କହିଛନ୍ତି, ରାଜ୍ୟରେ ସମସ୍ତ ସରକାରୀ ମଦ୍ରାସା ବନ୍ଦ କରାଯିବ। ଏହି ପ୍ରକ୍ରିୟା ଆସନ୍ତା ମାସ ଅର୍ଥାତ୍‌ ନଭେମ୍ବରରୁ ଆରମ୍ଭ ହେବ। ଧାର୍ମିକ ଶିକ୍ଷା ଦେବା ସରକାରଙ୍କ…

‘ସୌଭାଗ୍ୟବତୀ ଯୋଜନା’ରେ ଗର୍ଭବତୀ ମହିଳା, ନବଜାତ ଶିଶୁଙ୍କୁ ମିଳିବ ସ୍ବତନ୍ତ୍ର କିଟ୍‌

ଡେରାଡୁନ, ୧୦।୧୦: ଉତ୍ତରାଖଣ୍ଡ ସରକାର ଖୁବ୍‌ ଶୀଘ୍ର ଏକ ଯୋଜନା ଆରମ୍ଭ କରିବାକୁ ଯାଉଛନ୍ତି। ଯାହାର ନାମ ‘ସୌଭାଗ୍ୟବତୀ’ ଯୋଜନା ରଖିଛନ୍ତି। ଏହି ଯୋଜନାରେ ରାଜ୍ୟର ଗର୍ଭବତୀ ମହିଳା ଓ ନବଜାତ ଶିଶୁମାନଙ୍କ ‘ଉପଯୁକ୍ତ ଯତ୍ନ ଓ ପୋଷଣ’ ପାଇଁ ଅତ୍ୟାବଶକୀୟ…

ପ୍ରଥମ ଆର୍‌ସିବି ବ୍ୟାଟ୍ସମ୍ୟାନ ଭାବେ ଏହି ସଫଳତା ପାଇଲେ ବିରାଟ

ଦୁବାଇ, ୧୦।୧୦: ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆର୍‌ସିବି) ଅଧିନାୟକ ବିରାଟ କୋହଲି ତାଙ୍କ କ୍ୟାରିୟରରେ ଆଉ ଏକ କୀର୍ତ୍ତିମାନ ଯୋଡ଼ିଛନ୍ତି। ଆଇପିଏଲ୍‌ର ବାଙ୍ଗାଲୋର ଫ୍ରାଞ୍ଚାଇଜ ପାଇଁ ପ୍ରଥମ ବ୍ୟାଟ୍ସମ୍ୟାନ ଭାବେ କୋହଲି ୬ ହଜାର ରନ୍‌ ପୂରଣ କରିଛନ୍ତି। ଶନିବାର ଖେଳାଯାଇଥିବା…

ଧୋନୀଙ୍କ ସାମ୍ନାରେ ୧୭୦ ରନ୍‌ ଟାର୍ଗେଟ୍‌ ରଖିଲେ ବିରାଟ

ଦୁବାଇ, ୧୦।୧୦: ଚଳିତ ଆଇପିଏଲ୍‌ ୨୫ତମ ମୁକାବିଲାରେ ଶନିବାର ସନ୍ଧ୍ୟାରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆର୍‌ସିବି) ଓ ଚେନ୍ନାଇ ସୁପର୍‌ କିଙ୍ଗ୍ସ (ସିଏସ୍‌କେ) ମଧ୍ୟରେ ମ୍ୟାଚ୍‌ ଅନୁଷ୍ଠିତ ହୋଇଯାଇଛି। ଏହି ମ୍ୟାଚ୍‌ରେ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିଥିବା ବିରାଟ କୋହଲିଙ୍କ…

କରୋନାରେ ପ୍ରାଣ ହରାଇଲେ ୩୫ ବର୍ଷୀୟ ଯୁବ ଆଇଏଏସ୍‌ ଅଫିସର

ମୁମ୍ବାଇ, ୧୦।୧୦: ୨୦୧୫ ବ୍ୟାଚ୍‌ର ଯୁବ ଆଇଏଏସ୍‌ ଅଧିକାରୀ ସୁଧାକର ସିନ୍ଧେ କରୋନାରେ ପ୍ରାଣ ହରାଇଛନ୍ତି। କରୋନା ଆକ୍ରାନ୍ତ ଜଣାପଡ଼ିବା ପରେ ୩୫ ବର୍ଷୀୟ ସୁଧାକରଙ୍କୁ ପ୍ରଥମେ ନାନ୍ଦେଡରୁ ଔରଙ୍ଗାବାଦ୍‌ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଥିଲା। ସେଠାରେ ମଧ୍ୟ ସ୍ବାସ୍ଥ୍ୟବସ୍ଥା ଆହୁରି ବିଗିଡ଼ିଯିବାରୁ…

ବାପାଙ୍କୁ ମୁଖାଗ୍ନି ଦେଲାବେଳେ ଚେତା ବୁଡ଼ିଗଲେ ଚିରାଗ ପାଶ୍ୱାନ

ପାଟନା, ୧୦।୧୦: ଦିଗଂବତ କେନ୍ଦ୍ରମନ୍ତ୍ରୀ ତଥା ବିହାରର ଲୋକ ଜନଶକ୍ତି ପାର୍ଟି (ଏଲ୍‌ଜେପି)ର ପ୍ରତିଷ୍ଠାତା ରାମବିଳାସ ପାଶ୍ୱାନଙ୍କ ଅନ୍ତିମ ସଂସ୍କାର ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶନିବାର ଶେଷ ହୋଇଛି। ସ୍ଥାନୀୟ ଜର୍ଦାନ ଘାଟରେ ଅନୁଷ୍ଠିତ ଅନ୍ତିମ ସଂସ୍କାର କାର୍ଯ୍ୟକ୍ରମ ଅବସରରେ ରାମବିଳାସଙ୍କ…

ଆତ୍ମହତ୍ୟା କଲେ ପୂର୍ବତନ ଭାରତୀୟ କ୍ରିକେଟର୍‌

କୋଚି, ୧୦।୧୦: ୧୯ ବର୍ଷରୁ କମ୍‌ ଭାରତୀୟ ଦଳର ପୂର୍ବତନ ସଦସ୍ୟ ତଥା କେରଳ ରଣ୍‌ଜୀ ଟ୍ରଫି ଖେଳାଳି ଏମ୍‌. ସୁରେଶ କୁମାରଙ୍କ ବିୟୋଗ ଘଟିଛି। ୪୭ ବର୍ଷ ବୟସରେ ସୁରେଶ ଆତ୍ମହତ୍ୟା କରିଥିବା ପୋଲିସ ପକ୍ଷରୁ କୁହାଯାଇଛି। ସୁରେଶଙ୍କ ଘରୁ…

କିଙ୍ଗ୍ସ ଇଲେଭେନକୁ ହରାଇଲା ଶାହରୁଖ ଖାନଙ୍କ କେକେଆର୍‌

ଆବୁଧାବି, ୧୦।୧୦: ଆଇପିଏଲ୍‌ ତ୍ରୟୋଦଶ ସଂସ୍କରଣରେ ଶନିବାର ଅନୁଷ୍ଠିତ ୨୪ତମ ମୁକାବିଲାରେ ବଲିଉଡ୍‌ ସୁପର୍‌ଷ୍ଟାର ଶାହରୁଖ ଖାନଙ୍କ ମାଲିକାନାରେ ଥିବା କୋଲକାତା ନାଇଟ୍‌ ରାଇଡର୍ସ (କେକେଆର୍‌) ବିଜୟ ଲାଭ କରିଛି। ସ୍ଥାନୀୟ ଶେଖ୍‌ ଜାୟେଦ ଷ୍ଟାଡିୟମରେ ଅନୁଷ୍ଠିତ ଏହି ମ୍ୟାଚ୍‌ରେ କୋଲକାତା…

ଟସ୍‌ ଜିତି କୋହଲିଙ୍କ ବ୍ୟାଟିଂ ନିଷ୍ପତ୍ତି; ପ୍ରଥମେ ବୋଲିଂ କରିବ ସିଏସ୍‌କେ

ଦୁବାଇ, ୧୦।୧୦: ଚଳିତ ଆଇପିଏଲ୍‌ର ୨୫ତମ ମୁକାବିଲାରେ ଶନିବାର ସନ୍ଧ୍ୟାରେ ବିରାଟ କୋହଲିଙ୍କ ନେତୃତ୍ୱାଧୀନ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଓ ଚେନ୍ନାଇ ସୁପର୍‌ କିଙ୍ଗ୍ସ (ସିଏସ୍‌କେ) ମଧ୍ୟରେ ମ୍ୟାଚ୍‌ ଅନୁଷ୍ଠିତ ହୋଇଛି। ସ୍ଥାନୀୟ ଦୁବାଇ ଇଣ୍ଟରନ୍ୟାଶନାଲ କ୍ରିକେଟ୍‌ ଷ୍ଟାଡିୟମରେ ଅନୁଷ୍ଠିତ ଏହି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri