୮ ମାସର ଗର୍ଭବତୀ ବୋହୂଙ୍କୁ ବଞ୍ଚାଇବାକୁ ଯାଇ ଶ୍ୱଶୁରଙ୍କ ଜୀବନ ଗଲା
ରାୟଗଡା ଅଫିସ,୧୦।୧୦: ରାୟଗଡ଼ା ଜିଲା ବିଷମ କଟକ ଥାନା ଅନ୍ତର୍ଗତ ଡଙ୍ଗପଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଶ୍ୱଶୁର ବୋହୂଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ବୋହୂ ସୁମିତ୍ରା ମାଣ୍ଡାଙ୍ଗି (୨୪) ରୋଷଇ…
ବିବାହ ବାର୍ଷିକୀ ପାଳନ କରିବେନି ସାୟରା-ଦିଲ୍ଲିପ
ମୁମ୍ବାଇ: ବଲିଉଡ୍ର ବରିଷ୍ଠ କଳାକାର ଦିଲ୍ଲିପ କୁମାର ଓ ତାଙ୍କ ପତ୍ନୀ ସାୟରା ବାନୋ ଏକ ବଡ ନିଷ୍ପତ୍ତି ନେଇଛନ୍ତି । ଅକ୍ଟୋବର ୧୧ରେ ଏମାନଙ୍କର ବିବାହ ବାର୍ଷିକୀ ଥିବା ବେଳେ ଚଳିତ ବର୍ଷ ଏମାନେ ଏହାକୁ ପାଳନ କରିବେ ନାହିଁ…
ରେଖାଙ୍କ ଓଢ଼ଣୀରେ ଆତ୍ମହତ୍ୟା କରିଥିଲେ ଏହି ବ୍ୟକ୍ତି, ଜାଣନ୍ତୁ ଏଥିରେ ଜଡ଼ିତ ଥିବା ଆଉ କିଛି ରହସ୍ୟ
ମୁମ୍ବାଇ: ବଲିଉଡ୍ ଇଣ୍ଡଷ୍ଟ୍ରିରେ ରେଖା ଏମିତି ଜଣେ ଅଭିନେତ୍ରୀ ଯାହାଙ୍କ ଜୀବନ ଅତ୍ୟନ୍ତ ରହସ୍ୟମୟ। ଆଜି ବି ଲୋକେ ତାଙ୍କ ରହସ୍ୟମୟ ଜୀବନୀ ବିଷୟରେ ଜାଣିବାକୁ ଇଚ୍ଛୁକ। ରେଖା ହେଉଛନ୍ତି ବଲିଉଡ୍ର ଜଣେ ଦକ୍ଷ ଅଭିନେତ୍ରୀ। ଏକଥା କେହି ବି ଅସ୍ବୀକାର…
ମଣିଷଙ୍କଠାରୁ ମିଙ୍କ ପର୍ଯ୍ୟନ୍ତ ପହଞ୍ଚିଲାଣି କରୋନା ଭାଇରସ
ଉଟାହ,୧୦ ।୧୦: କରୋନା ଭାଇରସ ଏବେ ଆମେରିକାରେ ତା’ର କାୟା ବିସ୍ତାର କରିଥିବା ବେଳେ ଏହା ମଣିଷଠାରୁ ପଶୁଙ୍କୁ ବ୍ୟାପିବା ଚିନ୍ତାର କାରଣ ପାଲଟି ଯାଇଛି । ଆମେରିକାର ଉଟାହ ଓ ୱିସକନସିନରେ ପାଖାପାଖି ୧୦ ହଜାର ମିଙ୍କ(ନେଉଳ ପ୍ରଜାତିର ପ୍ରାଣୀ)ଙ୍କ…
କମଲନାଥଙ୍କୁ ଟାର୍ଗେଟ କଲେ ଶିବରାଜ
ଭୋପାଳ,୧୦ ।୧୦: ମଧ୍ୟପ୍ରଦେଶରେ ଆଗକୁ ବାକି ଅଛି ଉପ ନିର୍ବାଚନ । ହେଲେ ଏବେଠାରୁ ଭାରତୀୟ ଜନତା ପାର୍ଟି(ଭାଜପା) ଓ କଂଗ୍ରେସ ମଧ୍ୟରେ କଥା କଟାକଟି ଆରମ୍ଭ ହୋଇ ଗଲାଣି । ଶନିବାର ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ପୂର୍ବତନ…
ରାକେଶ ରୋଶନଙ୍କୁ ଆକ୍ରମଣ ଘଟଣାରେ ସମ୍ପୃକ୍ତ ସାର୍ପସୁଟର ଗିରଫ
ମୁମ୍ବାଇ,୧୦ ।୧୦: ବଲିଉଡ୍ ନିର୍ଦ୍ଦେଶକ ରାକେଶ ରୋଶନଙ୍କ ଉପରେ ୨୦୦୦ମସିହାରେ ଆକ୍ରମଣ କରିବା ଘଟଣାରେ ଗିରଫ ହୋଇ ପାରୋଲରେ ଥିବା ଜଣେ ସାର୍ପ ସୁଟର ପାରୋଲ ଅବଧି ପୂରଣ ହେବା ପରେ ମଧ୍ୟ ଧରା ଛୁଆଁ ଦେଉ ନ ଥିଲେ ।…
ବିବାହର ୫ ମାସ ମଧ୍ୟରେ ମା’ ହେଲେ ଏହି ଅଭିନେତ୍ରୀ
ମୁମ୍ବାଇ,୧୦ା୧୦: ଅଭିନେତ୍ରୀ ପୂଜା ବାନାର୍ଜୀ ବିବାହର ୫ ମାସ ମଧ୍ୟରେ ମା’ ହେବାର ସୌଭାଗ୍ୟ ଅର୍ଜନ କରିଛନ୍ତି। ସ୍ବାମୀ କୁଣାଳ କହିଛନ୍ତି, ‘ପୂଜା ଏବଂ ମୁଁ ବହୁତ ଖୁସି। କାରଣ ଆଜି ଆମେ ଦୁଇଜଣ ମା’-ବାପା ହୋଇଗଲୁ। ସେ କହିଛନ୍ତି, ଅପରରେଶନ…
ପାକିସ୍ତାନରେ ଟିକ୍ଟକ୍ ଉପରେ ପ୍ରତିବନ୍ଧକ
ଇସଲାମାବାଦ, ୧୦।୧୦: ଶେଷରେ ପାକିସ୍ତାନ ସରକାର ଟିକ୍ଟକ୍କୁ ବ୍ୟାନ୍ କରିଛନ୍ତି। ବାଇଟ୍ ଡ୍ୟାନ୍ସର ଶର୍ଟ ଭିଡ଼ିଓ ଆପ୍ ଟିକ୍ଟକ୍ ଉପରେ ପ୍ରଧାନମନ୍ତ୍ରୀ ଇମ୍ରାନ୍ ଖାଁଙ୍କ ସରକାର ପ୍ରତିବନ୍ଧକ ଲଗାଇଛନ୍ତି। ଟିକ୍ଟକ୍ ପକେିସ୍ତାନ ଦୂର ସଞ୍ଚାର ପ୍ରାଧିକରଣ ପକ୍ଷରୁ ଜାରି ହୋଇଥିବା ନିର୍ଦ୍ଦେଶକୁ…
ଦିନକ ପାଇଁ ପ୍ରଧାନମନ୍ତ୍ରୀ ହେଲେ ୧୬ ବର୍ଷ ବୟସ୍କା ବାଳିକା
ହେଲସିଙ୍କି, ୧୦।୧୦: ଫିନଲାଣ୍ଡ୍ରେ ଜଣେ ୧୬ ବର୍ଷ ବୟସ୍କା ବାଳିକାଙ୍କୁ ଦିନକ ପାଇଁ ଦେଶର ପ୍ରଧାନମନ୍ତ୍ରୀ ଭାର ସମ୍ଭାଳିବାକୁ ପଡ଼ିଛି। ଏନେଇ ପ୍ରଧାନମନ୍ତ୍ରୀ ସନା ମରିନ୍ ପଦବୀ ଖାଲି କରିଥିଲେ। ତାଙ୍କ ସ୍ଥାନରେ ଦିନକ ଲାଗି ଆଭା ମୁତ୍ତୋଙ୍କୁ ପ୍ରଧାନମନ୍ତ୍ରୀ ଭାବେ…
ରାଜଭବନ ପରିସରରେ ପଡ଼ିଥିଲା ଏକାଧିକ ଲୁହାଖଣ୍ଡ
ଭୁବନେଶ୍ୱର, ୧୦ । ୧୦(ବ୍ୟୁରୋ): ଭୁବନେଶ୍ୱରରେ ଗତ ୭ତାରିଖ ଦିନ ରାଜଭବନ ନିକଟ ଇଣ୍ଡିଆନ ଅଏଲ ପେଟ୍ରାଲ ପମ୍ପରେ ଶକ୍ତିଶାଳୀ ବିସ୍ଫୋରଣ ହୋଇଥିଲା। ଏହା ଏତେ ଭୟଙ୍କର ଥିଲା ଯେ, ଏଥିରେ ପେଟ୍ରୋଲ ପମ୍ପ୍ ସମେତ ଆଖପାଖ ଅଞ୍ଚଳରେ ବ୍ୟାପକ କ୍ଷତି…
ପ୍ରତି ଶୁକ୍ରବାର ସାଇକେଲ ଚଲାଇବାକୁ ଆହ୍ବାନ
ଭୁବନେଶ୍ୱର, ୧୦ । ୧୦(ବ୍ୟୁରୋ): ସାଇକେଲ ଚଲାଇଲେ ଶରୀର ସୁସ୍ଥ ରହିବା ସହ ପରିବେଶ ଉପରେ ସୁପ୍ରଭାବ ପଡ଼ିବ। ସାଇକେଲ ପ୍ରତି ଲୋକଙ୍କ ଉତ୍ସାହ ବୃଦ୍ଧି ନିମନ୍ତେ ଭୁବନେଶ୍ୱର ସ୍ମାର୍ଟ ସିଟି ଲିମିଟେଡ୍ ଓ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଅଭିନବ…
୧୧୨୦ ଦୋକାନରେ ମିଳିବ ଫାଭିପିରାଭିର୍
ଭୁବନେଶ୍ୱର, ୧୦ । ୧୦(ବ୍ୟୁରୋ): କରୋନା ଆକ୍ରାନ୍ତ ଚିକିତ୍ସା କ୍ଷେତ୍ରରେ ଫାଭିପିରାଭିର୍ ଔଷଧ ବ୍ୟବହାର କରାଯାଉଛି। ବିଶେଷକରି ହାମ୍ କ୍ୱାରାଣ୍ଟାଇନରେ ଥିବା ସଂକ୍ରମିତମାନେ ଏହି ଔଷଧ ଖାଇବା ପାଇଁ ରାଜ୍ୟ ସରକାର ଅନୁମତି ଦେଇଛନ୍ତି। ସରକାରୀ ସ୍ତରରେ ଫାଭିପିରାଭିର୍ ଟାବଲେଟ୍ ଦିଆଯାଉଥିବାବେଳେ…
Archives


