ଚାଷୀଙ୍କୁ ଓଡ଼ିଶାର ସମର୍ଥନ
ଭୁବନେଶ୍ୱର,୧୦।୨(ବ୍ୟୁରୋ): କେନ୍ଦ୍ରରେ ଭାଜପା ପରିଚାଳିତ ଏନ୍ଡିଏ ସରକାର ଆଣିଥିବା ୩ ନୂଆ କୃଷି ଆଇନକୁ ବିରୋଧ କରି ସାରା ଦେଶରେ ଚାଷୀ ଆନ୍ଦୋଳନ ଉଗ୍ରରୂପ ଧାରଣ କରିଛି। ଏହି ଆଇନକୁ ପ୍ରତ୍ୟାହାର କରିବା ଦାବିରେ ଚାଷୀମାନେ ଅଡି ବସିଛନ୍ତି। ବହୁ ପର୍ଯ୍ୟାୟ…
ବ୍ୟବହାର କରନ୍ତୁ ଏଭଳି ସାନିଟାଇଜର
କରୋନା ଭାଇରସ ସାରା ବିଶ୍ୱରେ ବ୍ୟାପିଯିବା ପରେ ଏବେ ସାନିଟାଇଜର ଆମ ନିତିଦିନ ଜୀବନର ଏକ ମୁଖ୍ୟ ଉପାଦାନ ପାଲଟି ଯାଇଛି । ଛୋଟଠାରୁ ବଡ ପ୍ରାୟ ସମସ୍ତେ ଏବେ ସାନିଟାଇଜର ବ୍ୟବହାର କରୁଥିବା ଦେଖାଯାଇଛି । କାରଣ ବିଶେଷଜ୍ଞଙ୍କ କହିବା…
ଭାରତୀୟ ମୁସଲମାନ ହୋଇଥିବାରୁ ମୁଁ ଗର୍ବିତ – ଆଜାଦ
ନୂଆଦିଲ୍ଲୀ, ୧୦ା୨- ଆସନ୍ତା ୧୫ ତାରିଖରେ ରାଜ୍ୟ ସଭାରୁ ବିଦାୟ ନେବାକୁ ଯାଉଛନ୍ତି କଂଗ୍ରେସ ନେତା ଗୁଲାମ ନବି ଆଜାଦ। ପାକିସ୍ତାନ ନ ଯାଇ ଭାରତରେ ରହିଥିବାରୁ ମୁଁ ନିଜକୁ ଅତ୍ୟନ୍ତ ଭାଗ୍ୟବାନ ମନେ କରେ। ଆଉ ଭାରତୀୟ ମୁସଲମାନ ହୋଇଥିବାରୁ…
ଟେଡି ଡେ’: ସାଥୀଙ୍କୁ ଦିଅନ୍ତୁ ଏହି ରଙ୍ଗର ଟେଡି, ଜଣାପଡ଼ିବ ପ୍ରେମର ଗଭୀରତା
ପ୍ରେମୀଯୁଗଳଙ୍କ ପାଇଁ ବର୍ତ୍ତମାନ ଚାଲିଛି ଭାଲେଣ୍ଟାଇନ୍ସ ଓ୍ବିକ୍ ବା ପ୍ରେମ ସପ୍ତାହ। ପ୍ରଥମ ଦିନଟି ରୋଜ୍ ଡେ’ରୁ ଆରମ୍ଭ ହୋଇଥିବା ବେଳେ ଦ୍ୱିତୀୟ ଦିନଟି ହେଉଛି ପ୍ରପୋଜ୍ ଡେ’ ବା ପ୍ରେମ ନିବେଦନ ଦିବସ। ସେହିପରି ତୃତୀୟ ଦିବସରେ ଚକୋଲେଟ୍ ଦେଇ…
ଜୀବିକା ଲାଗି ଚାକିରି, ଦୁଃଖ ଲାଘବ ପାଇଁ କବିତା ଲେଖା
ଖଇରା, ୧୦।୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ଅଞ୍ଚଳରେ କପିଳ ଦାସ ଏକ ଜଣାଶୁଣା ନାଁ। ସେ ସକାଳୁ ସକାଳୁ ନିତ୍ୟ କର୍ମ ସାରି ସାଇକେଲ ଧରିବା ମାତ୍ରେ ତାଙ୍କ କାନରେ ବାଜେ କପିଳ ଭାଇ ମୋ ଆଧାର କାର୍ଡ ଆସିଛି କି ।…
ଅଦା ଚାଷ କରିଛି ସ୍ବାବଲମ୍ବୀ
କେନ୍ଦୁଝର,୧୦ା୨ (ସ୍ବ.ପ୍ର.)-ଦେଶୀ ଅଦାର ଚାହିଦା ସବୁଠି ରହିଛି । ଏହାର ଔଷଧୀୟ ଗୁଣ ମଧ୍ୟ ରହିଛି । ଚା’ଠାରୁ ଆରମ୍ଭ କରି ତରକାରୀ, ଔଷଧ ପ୍ରସ୍ତୁତିରେ ଏହାର ବ୍ୟବହାର ରହିଛି। ଲୋକ ମାନେ ଏହାକୁ ନିତିଦିନିଆ ସାମଗ୍ରୀ ଭାବରେ ବ୍ୟବହାର କରିଆସୁଛନ୍ତି।…
ନାଗାର୍ଜୁନଙ୍କ ଫେରିବା ବାଟକୁ ଚାହିଁ ବସିଛନ୍ତି ପରିବାର: ଉତ୍ତରାଖଣ୍ଡ ହିମସ୍ଖଳନ
ଭଦ୍ରକ ଅଫିସ, ୧୦ା୨- ଉତ୍ତରାଖଣ୍ଡରେ ହିମସ୍ଖଳନ ଯୋଗୁ ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ବାଂଶଡ଼ା ଥାନା ଅନ୍ତର୍ଗତ ଯଶିପୁର ପଞ୍ଚାୟତ କୁଦକାନ୍ଥି ଗ୍ରାମର ରବୀନ୍ଦ୍ର ଦାସଙ୍କ ପୁଅ ନାଗାର୍ଜୁନ ନିଖୋଜ ଥିବା ସୂଚନା ମିଳିଛି। ଏନେଇ ପରିବାର ଲୋକେ ନାନା ଆଶା…
ଏଟିକେ ମୋହନବାଗାନ ବିଜୟୀ
ମାର୍ଗାଓ, ୧୦ା୨: ସ୍ଥାନୀୟ ଫାତୋର୍ଡା ଷ୍ଟାଡିୟମରେ ମଙ୍ଗଳବାର ଖେଳାଯାଇଥିବା ଇଣ୍ଡିଆ ସୁପର ଲିଗ୍ (ଆଇଏସ୍ଏଲ) ଫୁଟ୍ବଲ ଟୁର୍ନାମେଣ୍ଟର ଏକ ମ୍ୟାଚରେ ଏଟିକେ ମୋହନବାଗାନ ୨-୦ ଗୋଲରେ ବେଙ୍ଗାଲୁରୁ ଏଫ୍ସିକୁ ପରାସ୍ତ କରିଛି। ଦଳ ପକ୍ଷରୁ ରୟ କ୍ରିଷ୍ଣା ୩୭ତମ ମିନିଟରେ ଏକ…
‘ଦ୍ୱିତୀୟ ଟେଷ୍ଟରେ ପରାସ୍ତ ହେଲେ ବଡ଼ ନିଷ୍ପତ୍ତି ନେଇପାରନ୍ତି କୋହଲି’
ଚେନ୍ନାଇ, ୧୦ା୨- ଇଂଲଣ୍ଡ ବିପକ୍ଷ ପ୍ରଥମ ଟେଷ୍ଟରେ ବୃହତ୍ ପରାଜୟ ବରଣ କରିଛି ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଭାରତୀୟ ଦଳ। ଅଷ୍ଟ୍ରେଲିଆ ବିପକ୍ଷ ପ୍ରଥମ ଟେଷ୍ଟରେ ଟିମ୍ ଇଣ୍ଡିଆର ଅବସ୍ଥା କ’ଣ ହୋଇଥିଲା, ତାହା ସଭିଙ୍କୁ ଜଣା। ସେତେବେଳେ ଭାରତୀୟ ଦଳର…
ବୟସର ତାରତମ୍ୟ ପ୍ରେମରେ ସାଜିନି ବାଧକ…
ଏବେ ଭାଲେଣ୍ଟାଇନ୍ ସପ୍ତାହ ଜାରି ରହିଛି। ଏହା ପ୍ରେମୀଯୁଗଳଙ୍କୁ ପ୍ରେମର ପରିଭାଷା ସମ୍ପର୍କରେ ଅବଗତ କରାଇଥାଏ। ପ୍ରେମ ଆଗରେ ଜାତି-ଧର୍ମ-ବର୍ଣ୍ଣ ବାଧା ସୃଷ୍ଟି କରି ନ ଥାଏ। ଏପରିସ୍ଥଳେ ବୟସର ତାରତମ୍ୟ ଅବା କିବା କଥା। ବଲିଉଡ୍ରେ ବହୁ ସେଲିବ୍ରିଟିଙ୍କ କ୍ଷେତ୍ରରେ…
ଶରୀର ପାଇଁ ଉପକାରୀ ଗୋଲମରିଚ
ଭୋଜନରେ ଗୋଲମରିଚର ବ୍ୟବହାର ଯେ କେବଳ ସ୍ବାଦ ବଢ଼ାଇବା ପାଇଁ ହୁଏ ଭାବିବା ସମ୍ପୂର୍ଣ୍ଣ ଭୁଲ୍। ଅନେକ କ୍ଷେତ୍ରରେ ଏହାର ବ୍ୟବହାର ସ୍ବାସ୍ଥ୍ୟ ପାଇଁ ଲାଭଦାୟକ ହୋଇଥାଏ। ଗୋଲମରିଚକୁ କୌଣସି ଔଷଧ ସହ ସେବନ କଲେ ତାହା ଔଷଧର ପ୍ରଭାବକୁ ବୃଦ୍ଧି…
ଏହି ହସ୍ପିଟାଲରେ ଝିଅ ଜନ୍ମ ହେଲେ ଖର୍ଚ୍ଚ କରିବାକୁ ପଡ଼ିବନି ଟଙ୍କାଟିଏ
ଛତିଶଗଡ଼ର ରାଜଧାନୀ ରାୟପୁରରେ ଏମିତି ଏକ ଡାକ୍ତରଖାନା ରହିଛି ଯେଉଁଠାରେ ଝିଅ ଜନ୍ମ ହେଲେ ଟଙ୍କାଟିଏ ମଧ୍ୟ ଖର୍ଚ୍ଚ କରିବାକୁ ପଡ଼ିବ ନାହିଁ। ‘ଶ୍ରୀ ବାଲାଜୀ ସୁପର ସ୍ପେଶାଲିଟି ହସ୍ପିଟାଲ’ ଏହି ବଡ଼ ନିଷ୍ପତ୍ତି ନେଇଛି। ଏହି ହସ୍ପିଟାଲରେ ଝିଅ ଜନ୍ମ…

