Home Left

ରାଗିଲେ ତାପସୀ

ମୁମ୍ବାଇ: ବଲିଉଡ୍ ଅଭିନେତ୍ରୀ ତାପସୀ ପନ୍ନୁ ତାଙ୍କ ଅଭିନୟ ପାଇଁ ଖୁବ୍ ଚର୍ଚ୍ଚିତ । ସବୁବେଳେ ସେ ଭିନ୍ନ ଭିନ୍ନ ଚରିତ୍ରରେ ଅଭିନୟ କରିବାକୁ ପସନ୍ଦ କରିଥାଆନ୍ତି । ଆଉ ସୋସିଆଲ ମିଡିଆରେ ଆକ୍ଟିଭ ରହୁଥିବା ଏହି ନାୟିକା ବେଳେ ବେଳେ…

ବୟ ଫ୍ରେଣ୍ଡ୍‌ଙ୍କୁ ପ୍ରୋବେଶନ୍‌ରେ ରଖିଲେ ଯୁବତୀ

ଲଣ୍ଡନ,୯।୨: ଚାକିରିରେ ପ୍ରୋବେଶନ ନିଯୁକ୍ତି ବ୍ୟବସ୍ଥା ରହିଥାଏ। ତେବେ ବୟଫ୍ରେଣ୍ଡ୍‌ଙ୍କୁ ପ୍ରୋବେଶନ୍‌ରେ ରଖାଯିବା ଶୁଣିଲେ ଆଶ୍ଚର୍ଯ୍ୟ ଲାଗିବା ସ୍ବାଭାବିକ। କରୋନା ମହାମାରୀ ଲକ୍‌ଡାଉନ ସମୟରେ ଜଣେ ଯୁବତୀ ତାଙ୍କ ବୟ ଫ୍ରେଣ୍ଡ୍‌ଙ୍କୁ ପ୍ରୋବେଶନ୍‌ରେ ରଖିଥିବା ନେଇ ସୋସିଆଲ ମିଡ଼ିଆରେ ସୂଚନା ଦେଇଛନ୍ତି।…

କପୁର ପରିବାର ପାଇଁ ଅଶୁଭ ଏହି ଦିନ: ହୃଦ୍‌ଘାତରେ ଆଖି ବୁଜିଲେ ରାଜ କୁପରଙ୍କ ପୁଅ

ରାଜ କପୁରଙ୍କ ସାନ ପୁଅ ରାଜୀବ କପୁରଙ୍କର ମଙ୍ଗଳବାର ମୁମ୍ବାଇରେ ମୃତ୍ୟୁ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୫୮ ବର୍ଷ ହୋଇଥିଲା। ମୃତ୍ୟୁର କିଛି ସମୟ ପୂର୍ବରୁ ତାଙ୍କର ହୃଦ୍‌ଘାତ ହୋଇଥିଲା। ଡାକ୍ତରଖାନାରେ ଭର୍ତ୍ତି କରାଯିବା ପରେ ଡାକ୍ତର ତାଙ୍କୁ ମୃତ…

ଭିଜିଲାନ୍ସ ଜାଲରେ ମ୍ୟୁନିସିପାଲିଟି କ୍ୟାସିୟର

ନୟାଗଡ ଅଫିସ,୯।୨: ନୟାଗଡ଼ ଜିଲା ମ୍ୟୁନିସିପାଲିଟି କ୍ୟାସିୟର ସାଥୁଆ ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି। ବିଲ୍‌ ପାସ୍‌ କରାଇ ଦେବା ପାଇଁ ସେ ଠିକାଦାରଙ୍କ ଠାରୁ ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ବିଭାଗ ତାଙ୍କୁ ଗିରଫ କରିଛି।

ମଣ୍ଡିରୁ ଉଠୁନି ଧାନ, ବ୍ଲକ ଅଫିସରେ ଧାନ ଗଦାଇଲେ ଚାଷୀ

ବରଗଡ଼ ଅଫିସ,୯।୨: ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ପ୍ରାୟ ତିନି ମାସ ବିତି ଗଲାଣି। ମାତ୍ର ଧାନ ବିକ୍ରି ସମସ୍ୟା ତୁଟି ନାହିଁ। ଚାଷୀମାନେ ଧାନ ବିକ୍ରି କରି ସାରି ନ ଥିବାବେଳେ ବିଭିନ୍ନ ମଣ୍ଡିଗୁଡିକୁ ବନ୍ଦ କରି…

ପଣ୍ୟାଗାର କାର୍ଯ୍ୟକ୍ଷମ ଦାବି: ଜିଲାପାଳଙ୍କ ଅଫିସ ଆଗରେ ଧାରଣାରେ ବସିଲେ ଶ୍ରମିକ

ବରଗଡ଼ ଅଫିସ,୯।୨: ବରଗଡ଼ ସହର ଉପକଣ୍ଠ କେନ୍ଦପାଲିସ୍ଥିତ ପଣ୍ୟାଗାର ଗତବର୍ଷ ଜୁନ ମାସରୁ ବନ୍ଦ ରହିଛି। ଫଳରେ ଏହି ପଣ୍ୟାଗାରରେ କାର୍ଯ୍ୟ କରି ପରିବାର ପୋଷଣ କରୁଥିବା ଶ୍ରମିକ (ହେମାଲି)ମାନେ ବେରୋଜଗାରକ୍ଷମ ହୋଇ ପଡିଛନ୍ତି। ଏ ନେଇ ସେମାନେ ଓଡ଼ିଶା ରାଜ୍ୟ…

ଚୁଡ଼ା ଉତ୍ତପମ୍‌

ଆବଶ୍ୟକ ସାମଗ୍ରୀ ଚୁଡା- ଅଧା କପ୍‌ ସୁଜି- ଅଧା କପ୍‌ ଦହି- ଅଧା କପ୍‌ ଆବଶ୍ୟକ ଅନୁସାରେ ଲୁଣ, ପାଣି ଓ ତେଲ ଷ୍ଟପିଂ ନିମନ୍ତେ- ପିଆଜ- ଅଧାକପ୍‌ ଛୋଟ କଟା ହୋଇଥିବା ବିନ୍ସ, ଗାଜର ଓ କ୍ୟାପ୍ସିକମ୍‌- ଛୋଟ ଛୋଟ…

ଟିକା ନେଲେ ଏନ୍‌ଏସି କୋଭିଡ୍‌ ନୋଡାଲ ଅଫିସର

ଗଞ୍ଜାମ, ୯।୨(ଡି.ଏନ୍‌.ଏ.): ରାଜ୍ୟ ସରକାର ପ୍ରଥମେ କୋଭିଡ୍‌ ଯୋଦ୍ଧାଙ୍କୁ ଟିକା ଦିଆଯିବ ବୋଲି ଘୋଷଣା କରିଥିଲେ। ଏହି ଅବସରରେ ଗଞ୍ଜାମ ଏନ୍‌ଏସି କୋଭିଡ୍‌ ନୋଡାଲ ଅଫିସର ବିପିନ କୁମାର ବାରିକି କୋଭିଡ୍‌ ଟିକା ନେଇଛନ୍ତି । ଟିକା ନେବା ପରେ ସେ…

ଘର ସଜାନ୍ତୁ ଏମିତି

ଘରକୁ ସୁନ୍ଦରଭାବେ ସଜାଇବା ପାଇଁସମସ୍ତଙ୍କର ଇଚ୍ଛାରହିଥାଏ। ଏଥିପାଇଁ କିଏ ଇଣ୍ଡୋର ପ୍ଲାଣ୍ଟ ଉପରେ ଗୁରୁତ୍ୱ ଦିଅନ୍ତି ତ କିଏ ବିଭିନ୍ନ ଆସବାବପତ୍ର କିଣି ଘରେ ରଖନ୍ତି। ତେବେ କେଉଁଭଳି ଉପାୟ କଲେ ଘରକୁ ଅନ୍ୟମାନଙ୍କଠାରୁ ଟିକିଏ ଭିନ୍ନ ଲୁକ୍‌ ଦେଇପାରିବେ ସେ…

ଘରକରଣା

ଗନ୍ଧ ହେଉଥିବା ପାତ୍ରରେ ଏକ କପ୍‌ ଭିନେଗାର ପକାଇ ତାକୁ ୧୦ ମିନିଟ୍‌ ଫୁଟାନ୍ତୁ। ଯେତେ ଖରାପ ଗନ୍ଧ ହୋଇଥିଲେ ବି ଚାଲିଯିବ। ରୋଷେଇ ଘରେ ଭିନେଗାରକୁ ଫ୍ଲେବରିଂ ଏଜେଣ୍ଟ ଭଳି ବ୍ୟବହାର କରିବା ସହିତ କ୍ଲିନର ଭଳି ମଧ୍ୟ ବ୍ୟବହାର…

କାନ୍ଥରୁ ଶୁଭୁଛି ଭୟଙ୍କର ଶବ୍ଦ: ପୋଲିସ ଟିମ୍‌ ବି ଅସଫଳ

ଲକ୍ଷ୍ନୌ,୯।୨: ଉତ୍ତରପ୍ରଦେଶର ଲକ୍ଷ୍ନୌସ୍ଥିତ ଅଲୀଗଞ୍ଜ ଅଞ୍ଚଳରେ ଜଣେ ଲୋକଙ୍କ ଘର କାନ୍ଥରୁ ଭୟଙ୍କର ଶବ୍ଦ ଶୁଭୁଛି। ଏନେଇ ଘର ଲୋକେ ଭୟଭୀତ ହୋଇ ପୋଲିସର ସହାୟତା ଲୋଡ଼ିଛନ୍ତି। ତେବେ ପୋଲିସ ଟିମ୍‌ ମଧ୍ୟ ଏହାର ସମାଧାନ କରି ପାରିନାହିଁ। ଗତ ୨…

ତୃତୀୟଥର ପିତା ହେବାକୁ ଯାଉଛନ୍ତି ଏହି ପ୍ରସିଦ୍ଧ କ୍ରିକେଟର୍‌, ମାଗିଲେ ପୈତୃକ ଛୁଟି

ବାଂଲାଦେଶର ଷ୍ଟାର କ୍ରିକେଟର୍‌ ସାକିବ ଉଲ୍‌ ହାସନ ଖୁବ୍‌ଶୀଘ୍ର ପିତା ହେବାକୁ ଯାଉଛନ୍ତି। ସେ ବାଂଲାଦେଶ କ୍ରିକେଟ୍‌ ବୋର୍ଡକୁ ପୈତୃକ ଛୁଟି ଦେବାକୁ ଆବେଦନ କରିଛନ୍ତି। ଆଗାମୀ ନ୍ୟୁଜିଲାଣ୍ଡ ଗସ୍ତ ପାଇଁ ତାଙ୍କୁ ଟିମ୍‌ରେ ସାମିଲ ନ କରାଯାଉ ବୋଲି ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?