ଅନ୍ୟ ରାଜ୍ୟରୁ ଆସୁଥିବା ଟ୍ରକ୍ ଯୋଗୁ ପଶ୍ଚିମବଙ୍ଗରେ ବ୍ୟାପୁଛି କରୋନା: ମମତା
କୋଲକାତା,୮ ।୧୦: ପଶ୍ଚିମବଙ୍ଗରେ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଥିବା କରୋନା ମହାମାରୀକୁ ଦେଖି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଦିନକୁ ଦିନ ନୂଆ ଦାବି ଉଠାଉଛନ୍ତି । ନିକଟରେ ସେ ମାନିଥିଲେ ଯେ ପଶ୍ଚିମବଙ୍ଗରେ କରୋନା ମହାମାରୀ ଗୋଷ୍ଠୀ ସଂକ୍ରମଣର ରୂପ…
୧୬ ମୁଣ୍ଡ ନେଲା କରୋନା
ଭୁବନେଶ୍ୱର,୮।୧୦(ବ୍ୟୁରୋ): ରାଜ୍ୟରେ ଗୁରୁବାର କରୋନା ଆଉ ୧୬ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୯୭୪ କୁ ବୃଦ୍ଧି ହୋଇଛି। ଏ ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍ ଯୋଗେ ସୂଚନା ଦିଆଯାଇଛି।…
୫୫ ବର୍ଷ ବୟସ୍କ ଅଭିଯୁକ୍ତଙ୍କୁ ମିଳିବ ବାଳ ଅପରାଧୀଙ୍କ ଦଣ୍ଡ: ଜୁଭେନାଇଲ୍ ବୋର୍ଡକୁ ନିର୍ଦ୍ଦେଶ ଦେଲେ ସୁପ୍ରିମ୍କୋର୍ଟ
ନୂଆଦିଲ୍ଲୀ, ୮।୧୦: ଜଣେ ୫୫ ବର୍ଷ ବୟସ୍କ ଅଭିଯୁକ୍ତଙ୍କୁ ବାଳ ଅପରାଧୀଙ୍କ ଲାଗି ଧାର୍ଯ୍ୟ ହୋଇଥିବା ଦଣ୍ଡାଦେଶ କରିବାକୁ ସୁପ୍ରିମ୍କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ବ୍ୟକ୍ତି ଜଣଙ୍କ ନାମରେ ୧୯୮୧ରେ ଏକ ହତ୍ୟା ଅଭିଯୋଗ ହୋଇଥିଲା। ସେତେବେଳେ ସେ ନାବାଳକ ଥିଲେ। ତାଙ୍କ…
ମଝି ଆକାଶରେ ପୁତ୍ର ସନ୍ତାନଙ୍କୁ ଜନ୍ମଦେଲେ ମହିଳା: ଲାଇଫ୍ ଟାଇମ୍ ମାଗଣା ଫ୍ରି ଟିକଟ ଉପହାର ଦେଲା ଇଣ୍ଡିଗୋ
ନୂଆଦିଲ୍ଲୀ, ୮।୧୦: ଦିଲ୍ଲୀରୁ ବେଙ୍ଗାଲୁରୁ ଉଡ଼ାଣ କରୁଥିବା ଇଣ୍ଡିଗୋ ବିମାନରେ ଜଣେ ମହିଳା ପୁତ୍ର ସନ୍ତାନଙ୍କୁ ଜନ୍ମଦେଇଛନ୍ତି। ମଝି ଆକାଶରେ ହଠାତ୍ ମହିଳାଙ୍କର ପ୍ରସବ ଯନ୍ତ୍ରଣା ଆରମ୍ଭ ହୋଇଥିଲା। ବାଧ୍ୟ ହୋଇ ଡାକ୍ତରଙ୍କ ସହାୟତାରେ ମହିଳାଙ୍କ ପ୍ରସବ କରାଯାଇଥିଲା। ବେଙ୍ଗାଲୁରୁରେ ବିମାନ…
ରାଜଭବନ ପେଟ୍ରୋଲ ପମ୍ପ ଅଞ୍ଚଳ ଏବେ ବିପଦମୁକ୍ତ
ଭୁବନେଶ୍ୱର,୮।୧୦(ବ୍ୟୁରୋ): ରାଜଭବନ ନିକଟସ୍ଥ ପେଟ୍ରୋଲ ପମ୍ପ ଅଞ୍ଚଳ ଏବେ ବିପଦମୁକ୍ତ ହୋଇଛି। ଏନେଇ ଅଗ୍ନିଶମ ଡିଜି ସତ୍ୟଜିତ ମହାନ୍ତି ଟୁଇଟ୍ ଯୋଗେ ସୂଚନା ଦେଇଛନ୍ତି। ଆଇଓସିଏଲ ଅଧିକାରୀ ବିଳମ୍ବିତ ରାତିରେ ଫାଟିଥିବା ଗ୍ୟାସ ଟାଙ୍କି ଖାଲି କରିଦେଇଥିବା ସେ କହିଛନ୍ତି। ସୂଚନାଯୋଗ୍ୟ,…
ଚାଇନାକୁ ଟ୍ରମ୍ପ୍ଙ୍କ ଚେତାବନୀ: ଭୋଗିବାକୁ ପଡ଼ିବ କୁକର୍ମର ଫଳ
ଓ୍ବାଶିଂଟନ, ୮।୧୦:କରୋନା ମହାମାରୀ ସଂକ୍ରମଣର ଏନ୍ତୁଡ଼ିଶାଳ ପାଲଟି ଥିବା ଚାଇନାକୁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ପୁଣି ଚେତାବନୀ ଦେଇଛନ୍ତି। ଟ୍ରମ୍ପ୍ କହିଛନ୍ତି ଚାଇନାକୁ କୁକର୍ମର ଫଳ ଭୋଗିବାକୁ ପଡ଼ିବ। ରାଷ୍ଟ୍ର ଉଦ୍ଦେଶ୍ୟରେ ଜାରି ହୋଇଥିବା ୪ ମିନିଟ୍ ୫୩ ସେକେଣ୍ଡର…
କେଶ କାଟି ଫସିଲେ ପ୍ରଧାନମନ୍ତ୍ରୀଙ୍କ ସ୍ତ୍ରୀ
ଜେରୁସେଲମ,୬।୧୦: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁଙ୍କ ସ୍ତ୍ରୀ ସାରା ନେତାନ୍ୟାହୁ ଲକଡାଉନ ନିୟମ ଉଲ୍ଲଂଘନ କରିଥିବା ଅଭିଯୋଗ ହୋଇଛି। ଦେଶରେ ଲକ୍ଡାଉନ୍ ଚାଲିଥିବାବେଳେ ପ୍ରଧାନମନ୍ତ୍ରୀଙ୍କ ବାସଭବନକୁ ହେୟାର ଡ୍ରେସର୍କୁ ଡକାଇ ଡାକି ସେ କେଶ କାଟିଥିଲେ। ଏହାକୁ ନେଇ ବିରୋଧୀ ତାଙ୍କୁ…
ଦଳୀୟ ଶୃଙ୍ଖଳାକୁ ଚେଲ୍ଲାକୁମାରଙ୍କ ଗୁରୁତ୍ୱ
ଭୁବନେଶ୍ୱର, ୮ା୧୦(ବ୍ୟୁରୋ):କଂଗ୍ରେସ ଓଡ଼ିଶା ପ୍ରଭାରୀ ଏ. ଚେଲ୍ଲାକୁମାର ୬ ଦିନିଆ ଓଡ଼ିଶା ଗସ୍ତରେ ଆସି ବୁଧବାର ଦଳୀୟ ନେତାଙ୍କ ସହ ସାଙ୍ଗଠନିକ ସ୍ଥିତି ସମ୍ପର୍କରେ ଆଲୋଚନା କରିଛନ୍ତି। ବୈଠକରେ ଗତ ନିର୍ବାଚନରେ ବିଧାୟକ ଏବଂ ଏମ୍ପି ପ୍ରାର୍ଥୀ ହୋଇଥିବା ନେତା ଏବଂ…
ରାଜ୍ୟପାଳଙ୍କୁ ଭେଟିଲା ଭାଜପା
ଭୁବନେଶ୍ୱର, ୮ା୧୦(ବ୍ୟୁରୋ):ଓଡିଶା ବିଶ୍ୱବିଦ୍ୟାଳୟ ସଂଶୋଧନ ଅଧିନିୟମ-୨୦୨୦କୁ ବିଧାନସଭାରେ ଉଭୟ ଭାଜପା ଓ କଂଗ୍ରେସର ବିରୋଧ ସତ୍ତ୍ୱେ ଏହି ବଲ୍ ପାସ୍ ହୋଇଛି। ଅନ୍ୟପଟେ ଭାଜପା ବର୍ତ୍ତମାନ ସୁଦ୍ଧା ଏହି ବିଲ୍କୁ ବିରୋଧ କରବା ସହିତ ଏହା ଏକ କଳା ଆଇନ ବୋଲି…
ଜାତୀୟ ହାରଠୁ ଓଡ଼ିଶାରେ ୨୪% ଅଧିକ ବନାଞ୍ଚଳ
ଭୁବନେଶ୍ୱର,୮ା୧୦(ବ୍ୟୁରୋ):ଗୃହପାଳିତ ପ୍ରାଣୀଙ୍କୁ ଯେଉଁଭଳି ଭାବେ ଆମେ ସ୍ନେହ ଓ ଆଦର କରିଥାଉ, ବନ୍ୟପ୍ରାଣୀଙ୍କ ପ୍ରତି ସେହିଭଳି ଆଦର, ଦୟା, କରୁଣା ଭାବ ଆମ ଭିତରେ ରହିବା ଉଚିତ। ବନ୍ୟପ୍ରାଣୀ ସୁରକ୍ଷା ଓ ସଂରକ୍ଷଣ ସମସ୍ତଙ୍କ ଧ୍ୟେୟ ହେଉ। ଆମର ବିରଳ ଜୈବବିବିଧତା…
ଅପରାଧୀ ମଞ୍ଜୁ ବର୍ମାଙ୍କୁ ଜେଡିୟୁ ଟିକେଟ
ପାଟନ,୮ ।୧୦: ତିନୋଟି ପର୍ଯ୍ୟାୟରେ ହେବାକୁ ଥିବା ବିହାର ବିଧାନସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟ ପାଇଁ ନାମାଙ୍କନ ପାଇଁ ଶେଷ ତାରିଖର ଠିକ୍ ଗୋଟିଏ ଦିନ ପୂର୍ବରୁ ବହୁ ଟଣାଭିଡା ପରେ ଜନତା ଦଳ ୟୁନାଇଟେଡ(ଜେଡିୟୁ) ବୁଧବାର ତା’ର ସମସ୍ତ ୧୧୫…
ପରିବାରର ବିରୋଧ ସତ୍ତ୍ୱେ ଶାହରୁଖଙ୍କ ହାତ ଧରିଥିଲେ ଗୌରୀ
ମୁମ୍ବାଇ,୮।୧୦: କିଙ୍ଗ୍ ଖାଁ ଶାହରୁଖ୍ଙ୍କ ସ୍ତ୍ରୀ ଗୌରୀ ଖାଁ ଗୁରୁବାର ୫୦ ବର୍ଷରେ ପାଦ ଥାପିିଛନ୍ତି। ୧୯୭୦ ଅକ୍ଟୋବର ୮ରେ ସେ ନୂଆଦିଲ୍ଲୀରେ ଏକ ପଞ୍ଜାବୀ ବ୍ରାହ୍ମଣ ପରିବାରରେ ଜନ୍ମଗ୍ରହଣ କରିଥିଲେ। ତାଙ୍କର ପ୍ରକୃତ ନାମ ଗୌରୀ ଚିବର ଥିଲା। ତାଙ୍କ…
Archives


