Home Left

ଏମ୍‌.ରାଜେଶ୍ୱର ରାଓ ଆର୍‌ବିଆଇ ଡେପୁଟି ଗଭର୍ନର

ମୁମ୍ବାଇ: ଏମ୍‌.ରାଜେଶ୍ୱର ରାଓଙ୍କୁ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ)ର ଡେପୁଟି ଗଭର୍ନର ଭାବେ ସରକାର ବୁଧବାର ନିଯୁକ୍ତି ପ୍ରଦାନ କରିଛନ୍ତି। ରିଜର୍ଭ ବ୍ୟାଙ୍କରେ କାର୍ଯ୍ୟରତ କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ(ଇଡି)ଙ୍କ ମଧ୍ୟରୁ ସେ ସବୁଠାରୁ ବରିଷ୍ଠ। ଏନ୍‌.ଏସ୍‌.ବିଶ୍ୱନାଥନଙ୍କ ସ୍ଥାନରେ ତାଙ୍କୁ ନିଯୁକ୍ତି ଦିଆଯାଇଛି। ସ୍ବାସ୍ଥ୍ୟଗତ କାରଣରୁ କାର୍ଯ୍ୟକାଳ…

ଅମିରଙ୍କ ଝିଅ ଇରା ଶିଖୁଛନ୍ତି ଟାଟୁ

ବଲିଉଡ୍‌ ଅଭିନେତ୍ରୀ ଅମିର ଖାଁଙ୍କ ଝିଅ ଇରା ଖାଁ ନୂଆ ନୂଆ ଜିନିଷ ଶିଖିବାକୁ ଭଲ ପାଆନ୍ତି। ସୋସିଆଲ ମିଡିଆରେ ସକ୍ରିୟ ଥିବା ଇରା ଏବେ ଟାଟୁ ଆର୍ଟିଷ୍ଟ ସାଜିଛନ୍ତି। ଏବେ ସେ ତାଙ୍କର କିଛି ଟାଟୁର ଫଟୋ ଇନ୍‌ଷ୍ଟାଗ୍ରାମ୍‌ରେ ଶେୟାର…

ଏମାନେ ହେଉଛନ୍ତି ବଲିଉଡ୍‌ର ସବୁଠାରୁ ବିପଜ୍ଜନକ କଳାକାର!

ଇଣ୍ଟରନେଟ୍‌ ସମଗ୍ର ବିଶ୍ୱକୁ ଏକାଠି ବାନ୍ଧି ରଖିଛି। ଜଣେ ବ୍ୟକ୍ତି ଦୂରରେ ଥିବା ଅନ୍ୟ ବ୍ୟକ୍ତିଙ୍କ ସହ ଯେକୌଣସି ମୁହୂର୍ତ୍ତରେ ଅତି ସହଜରେ କଥା ହୋଇ ପାରୁଛି। ଅନ୍ୟ ଜଣଙ୍କ ବିଷୟରେ ଜାଣିିବା, ସେମାନଙ୍କୁ ଦେଖିବା ଅତି ସହଜ ହୋଇପାରିଛି। ହେଲେ…

ବାହାରିବ ୧ ଲକ୍ଷ ଟଙ୍କିଆ ନୋଟ୍‌: ଏଥିରେ ମିଳିବ କେବଳ ୨ କେଜି ଆଳୁ

ଏକଦା ଭେନେଜୁଏଲା ସବୁଠାରୁ ଧନୀ ଦେଶ ତାଲିକାରେ ରହିଥିଲା। କିନ୍ତୁ ଏବେ ଏହି ଦେଶର ମୁଦ୍ରାର ମୂଲ୍ୟ ବହୁତ କମ୍‌। ତେଣୁ ଏଠାରେ ଏକ କପ୍‌ ଚା ବା କଫି ପିଇବା ପାଇଁ ବହୁତ ଟଙ୍କା ଦେବାକୁ ପଡ଼ିଥାଏ। ବର୍ତ୍ତମାନ ଏହି…

ଓଡ଼ିଶାରେ ୨ ନକଲି ବିଶ୍ୱ ବିଦ୍ୟାଳୟ

ଭୁବନେଶ୍ୱର, ୭।୧୦(ବ୍ୟୁରୋ)- ୟୁଜିସି ପକ୍ଷରୁ ବୁଧବାର ନକଲି ବିଶ୍ୱବିଦ୍ୟାଳୟର ତାଲିକା ପ୍ରକାଶ ପାଇଛି। ସମଗ୍ର ଦେଶରେ ସରକାରଙ୍କୁ ଭୂଆଁ ବୁଲାଇ ୨୪ଟି ‘ଆତ୍ମଘୋଷିତ’ ଓ ‘ଅଣସ୍ବୀକୃତ’ ବିଶ୍ୱବିଦ୍ୟାଳୟ ସେମାନଙ୍କର ବ୍ୟବସାୟ ଚଲାଇଥିବା ବୁଧବାର ୟୁଜିସି ପକ୍ଷରୁ ପ୍ରକାଶିତ ଏକ ବିଜ୍ଞପ୍ତିରେ କୁହାଯାଇଛି।…

ପୂର୍ବତନ ମଣିପୁର ରାଜ୍ୟପାଳ ତଥା ସିବିଆଇ ନିର୍ଦ୍ଦେଶକଙ୍କ ଆତ୍ମହତ୍ୟା

ସିମ୍‌ଲା, ୭।୧୦: ମଣିପୁରର ପୂର୍ବତନ ରାଜ୍ୟପାଳ ତଥା ସିବିଆଇର ପ୍ରାକ୍ତନ ନିର୍ଦ୍ଦେଶକ ଅଶ୍ୱିନୀ କୁମାର ସିମ୍‌ଲାସ୍ଥିତ ନିଜ ବାସଭବନରେ ଆତ୍ମହତ୍ୟା କରିଛନ୍ତି। ମୃତ୍ୟୁବେଳକୁ ତାଙ୍କୁ ୬୯ ବର୍ଷ ହୋଇଥିଲା। ସିମଲା ଏସ୍‌ପି ମୋହିତ୍‌ ଚାଓ୍ବଲା କହିଛନ୍ତି, ମଣିପୁର ତଥା ନାଗାଲାଣ୍ଡର ପୂର୍ବତନ…

ଧୋନୀଙ୍କ ସାମ୍ନାରେ ୧୬୮ ରନ ବିଜୟ ଲକ୍ଷ୍ୟ ରଖିଲା କେକେଆର୍‌

ଆବୁଧାବି, ୭।୧୦: ଚଳିତ ଆଇପିଏଲ୍‌ର ୨୧ତମ ମୁକାବିଲାରେ ବୁଧବାର ଚେନ୍ନାଇ ସୁପର୍‌ କିଙ୍ଗ୍ସ (ସିଏସ୍‌କେ) ପ୍ରତିପକ୍ଷ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର୍‌)କୁ ଭେଟିଛି। ଏହି ମ୍ୟାଚ୍‌ରେ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିଥିବା କେକେଆର୍‌ ନିର୍ଦ୍ଧାରିତ ୨୦ ଓଭରରେ ୧୬୭ ରନ୍‌…

ଏପରି ବୁଦ୍ଧି ଖଟାଇ ଓଟ ଉପରେ ପାଣି ଛିଞ୍ଚୁଛି ହାତୀ: ଭିଡିଓ ଭାଇରାଲ

ପ୍ରତିଦିନ ସୋସିଆଲ ମିଡିଆରେ ଅନେକ ଭିଡିଓ ଭାଇରାଲ ହେଉଛି। ବର୍ତ୍ତମାନ ଗୋଟିଏ ହାତୀ ଓଟ ଉପରେ ପାଣି ଛିଞ୍ଚୁଥିବା ଭିଡିଓ ଭାଇରାଲ ହୋଇଛି। ଭିଡିଓରେ ଦେଖାଯାଇଛି, ହାତୀଟି ଏକ ପାଣି କୁଣ୍ଡରୁ ଶୁଣ୍ଢରେ ପାଣି ନେଇ ନିକଟରେ ଥିବା ଓଟ ଉପରେ…

ହରିୟାଣା ସରକାରଙ୍କ ଚାକିରି ଛାଡ଼ିଲେ ରେସ୍‌ଲର ବବିତା ଫୋଗତ୍‌

ଚଣ୍ଡିଗଡ଼, ୭।୧୦: ଜଣାଶୁଣା ରେସ୍‌ଲର ବବିତା ଫୋଗତ୍‌ ବୁଧବାର ହରିୟାଣା ସରକାରଙ୍କ କ୍ରୀଡ଼ା ବିଭାଗ ଉପନିର୍ଦ୍ଦେଶକ ପଦରୁ ଇସ୍ତଫା ଦେଇଛନ୍ତି। ଗତ ଜୁଲାଇ ୩୦ରେ ହରିୟାଣା ସରକାର ବବିତାଙ୍କ ସମେତ କବାଡ଼ି ଖେଳାଳି କବିତା ଦେବୀଙ୍କୁ ରାଜ୍ୟ କ୍ରୀଡ଼ା ବିଭାଗରେ ଉପନିର୍ଦ୍ଦେଶକ…

କରୋନା ଆକ୍ରାନ୍ତ ସତ୍ତ୍ୱେ ହାଥରସ୍‌ ଯାଇଥିଲେ ଏହି ଦଳର ବିଧାୟକ

ହାଥରସ୍‌, ୭।୧୦: ବହୁଚର୍ଚ୍ଚିତ ହାଥରସ୍‌ କେସ୍‌ରେ ପୀଡ଼ିତାଙ୍କ ପରିବାରକୁ ଭେଟିବାକୁ ଆମ୍‌ ଆଦ୍‌ମୀ ପାର୍ଟି (ଆପ୍‌)ର ଏକ ପ୍ରତିନିଧି ମଣ୍ଡଳ ଯାଇଥିଲା। ଯେଉଁଥିରେ ବିଧାୟକ କୁଲଦୀପ କୁମାର ସାମିଲ ଥିଲେ। ତେବେ କରୋନା ଆକ୍ରାନ୍ତ ସତ୍ତ୍ୱେ କୁଲଦୀପ ପୀଡ଼ିତାଙ୍କ ପରିବାରକୁ ଭେଟିବାକୁ…

ରାମମନ୍ଦିର ପାଇଁ ଅଯୋଧ୍ୟାରେ ପହଞ୍ଚିଲା ୬୧୩ କିଲୋଗ୍ରାମ ଓଜନର ଘଣ୍ଟି; ୮ କିମି ପର୍ଯ୍ୟନ୍ତ ଶୁଭିବ ଧ୍ୱନି

ଅଯୋଦ୍ଧା, ୭।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ଅବସରରେ ରାମେଶ୍ୱରମରୁ ବାହାରିଥିବା ରାମରଥ ଯାତ୍ରା ୪,୫୫୫ କିଲୋମିଟର ଅତିକ୍ରମ କରି ଅଯୋଧ୍ୟାରେ ପହଞ୍ଚିଛି। ଏହି ଯାତ୍ରାରେ ୧୮ ଜଣିଆ ଏକ ଦଳ ସାଥୀରେ ୬୧୩ କିଲୋଗ୍ରାମ ଓଜନର ଏକ ବିଶାଳ ଘଣ୍ଟି…

୪୨ ବର୍ଷରେ ପଦାର୍ପଣ କଲେ ଜାହିର ଖାନ୍‌; ଜନ୍ମଦିନରେ କିଛି ରୋଚକ ତଥ୍ୟ

ନୂଆଦିଲ୍ଲୀ, ୭।୧୦: ଭାରତୀୟ କ୍ରିକେଟ୍‌ ଇତିହାସର ଅନ୍ୟତମ ଶ୍ରେଷ୍ଠ ଦ୍ରୁତ ବୋଲର ଜାହିର ଖାନ ବୁଧବାର ୪୨ ବର୍ଷରେ ପଦାର୍ପଣ କରିଛନ୍ତି। ଶିରିଡିଠାରୁ ୪୦ କିମି ଦୂର ଶ୍ରୀରାମପୁରରେ ୭ ଅକ୍ଟୋବର ୧୯୭୮ରେ ଜାହିର ଏକ ମରାଠୀ ମୁସଲିମ ମଧ୍ୟବିତ୍ତ ପରିବାରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri