Home Left

ହରିୟାଣା ଉପମୁଖ୍ୟମନ୍ତ୍ରୀଙ୍କୁ କରୋନା

ଚଣ୍ଡିଗଡ଼, ୬।୧୦: ହରିୟାଣା ଉପମୁଖ୍ୟମନ୍ତ୍ରୀ ଦୁଶ୍ୟନ୍ତ ଚୌତଲା କରୋନା ଆକ୍ରାନ୍ତ ହୋଇଛନ୍ତି। କରୋନା ପଜିଟିଭ ହୋଇଥିବା ନେଇ ଦୁଶ୍ୟନ୍ତ ନିଜେ ସୂଚନା ଦେବା ସହ ଭଲ ଅନୁଭବ କରୁଥିବା କହିଛନ୍ତି। ‘ଜ୍ୱର ଭଳି ଲକ୍ଷଣ ନାହିଁ। କିନ୍ତୁ ରିପୋର୍ଟ ପଜିଟିଭ ଆସିଛି।…

ବିହାର ନିର୍ବାଚନ ପାଇଁ ଆସନ ଭାଗବଣ୍ଟା: ଜାଣନ୍ତୁ ଜେଡିୟୁ, ଭାଜପା କେତେ ଆସନରେ ଲଢ଼ିବେ

ପାଟନା, ୬।୧୦: ବିହାର ବିଧାନସଭା ନିର୍ବାଚନ ଲାଗି ମହାମେଣ୍ଟ ଗଠନ ହେବାପରେ ଏବେ ଏନ୍‌ଡିଏ ପକ୍ଷରୁ ମଙ୍ଗଳବାର ଆସନ ଭାଗବଣ୍ଟା ହୋଇଛି। ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଆସନ ଭାଗବଣ୍ଟା ଘୋଷଣା କରିବା ଅବସରରେ କହିଛନ୍ତି, ମୋଟ୍‌ ୨୪୩ ଆସନରୁ ଜେଡିୟୁ…

କରୋନା ଆକ୍ରାନ୍ତ ହେଲେ ଆଉ ଜଣେ ବଲିଉଡ୍‌ ଅଭିନେତା

ନୂଆଦିଲ୍ଲୀ, ୬।୧୦: ବଲିଉଡ୍‌ ଅଭିନେତା ହର୍ଷବର୍ଦ୍ଧନେ ରାଣେ କରୋନା ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି। ବର୍ତ୍ତମାନ ସେ ହୋମ୍‌ ଆଇସୋଲେଶନରେ ରହିଛନ୍ତି। ୩୬ ବର୍ଷୀୟ ହର୍ଷବର୍ଦ୍ଧନେ ନିଜେ ଟୁଇଟ୍‌ ଯୋଗେ ଏହି ସୂଚନା ଦେଇଛନ୍ତି। ହର୍ଷବର୍ଦ୍ଧନ କହିଛନ୍ତି, ‘ଯେତେବେଳେ ଜ୍ୱର ଓ ପେଟ…

ଓଡ଼ିଶାରୁ ସୁସ୍ଥ ହେଲେ ଆଉ ୩,୮୧୭ କରୋନା ଆକ୍ରାନ୍ତ

ଭୁବନେଶ୍ୱର, ୬।୧୦ (ବ୍ୟୁରୋ): ଓଡ଼ିଶାରୁ ମଙ୍ଗଳବାର ୩ ହଜାର ୮୧୭ ଜଣ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି। ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ଦିଆଯାଇଥିବା ସୂଚନା ଅନୁଯାୟୀ, ମଙ୍ଗଳବାର ଖୋର୍ଦ୍ଧା ଜିଲାରୁ ସର୍ବାଧିକ…

ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିବ ମୁମ୍ବାଇ ଇଣ୍ଡିଆନ୍ସ

ଆବୁଧାବି, ୬।୧୦: ଚଳିତ ଆଇପିଏଲ୍‌ର ବିଂଶତମ ମ୍ୟାଚରେ ମଙ୍ଗଳବାର ମୁମ୍ବାଇ ଇଣ୍ଡିଆନ୍ସ ଓ ରାଜସ୍ଥାନ ରୟାଲ୍ସ ସାମ୍ନାସାମ୍ନି ହୋଇଛନ୍ତି। ସ୍ଥାନୀୟ ଶେଖ୍‌ ଜାୟେଦ ଷ୍ଟାଡିୟମରେ ଅନୁଷ୍ଠିତ ଏହି ମ୍ୟାଚ୍‌ରେ ଟସ୍‌ ଜିତି ମୁମ୍ବାଇ ଇଣ୍ଡିଆନ୍ସ ଅଧିନାୟକ ରୋହିତ ଶର୍ମା ପ୍ରଥମେ ବ୍ୟାଟିଂ…

ରାଇନାଙ୍କୁ ପଛରେ ପକାଇବା ଲାଗି ରୋହିତ୍‌ଙ୍କ ନିକଟରେ ସୁଯୋଗ

ଆବୁଧାବି, ୬।୧୦: ଚଳିତ ଆଇପିଏଲ୍‌ର ବିଂଶତମ ମ୍ୟାଚରେ ମଙ୍ଗଳବାର ମୁମ୍ବାଇ ଇଣ୍ଡିଆନ୍ସର ମୁକାବିଲା ରାଜସ୍ଥାନ ରୟାଲ୍ସ ସହ ହେବ। ଏହି ଅବସରରେ ମୁମ୍ବାଇ ଅଧିନାୟକ ରୋହିତ୍‌ ଶର୍ମାଙ୍କ ନିକଟରେ ସୁରେଶ ରାଇନାଙ୍କ ଏକ ଆଇପିଏଲ୍‌ ରେକର୍ଡକୁ ପଛରେ ପକାଇବାର ସୁଯୋଗ ରହିଛି।…

ଆରୋନ୍‌ ଫିଞ୍ଚ୍‌ଙ୍କୁ ଚେତାବନୀ ଦେଇ ଛାଡ଼ିଲେ ଅଶ୍ୱିନୀ

ଦୁବାଇ, ୬।୧୦: ଆଇପିଏଲ୍‌ ଚଳିତ ସଂସ୍କରଣରେ ସୋମବାର ଅନୁଷ୍ଠିତ ଏକ ହାଇସ୍କୋରିଂ ମୁକାବିଲାରେ ଦିଲ୍ଲୀ କ୍ୟାପିଟାଲ୍ସ ୫୯ ରନରେ ବିରାଟ କୋହଲିଙ୍କ ନେତୃତ୍ୱାଧୀନ ରୟାଲ୍‌ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋରକୁ ପରାସ୍ତ କରିଛି। ମ୍ୟାଚ୍‌ରେ ପ୍ରଥମେ ବ୍ୟାଟିଂ କରି ଦିଲ୍ଲୀ ୧୯୫ ରନ କରିଥିଲା।…

କଟକ ସହରରୁ ଚିହ୍ନଟ ହେଲେ ଆଉ ୧୧୭ ନୂଆ ଆକ୍ରାନ୍ତ

କଟକ ଅଫିସ, ୬।୧୦: କଟକ ସହରରୁ ମଙ୍ଗଳବାର ୧୧୭ ଜଣ ନୂତନ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୫୪ ଜଣ ଏବଂ ୬୩ ଜଣ ଲୋକାଲ୍‌ କେସ୍‌ ଥିବା କଟକ ମହାନଗର ନିଗମ (ସିଏମ୍‌ସି) ପକ୍ଷରୁ ଟୁଇଟ୍‌ ଯୋଗେ…

ବଲିଉଡ୍‌ ଅଭିନେତା ଅଜୟ ଦେବଗନଙ୍କ ଭାଇ ଅନିଲଙ୍କ ପରଲୋକ

ମୁମ୍ବାଇ, ୬।୧୦: ବଲିଉଡ୍‌ ସୁପର୍‌ଷ୍ଟାର୍‌ ଅଜୟ ଦେବଗନଙ୍କ ଭାଇ ଅନିଲ ଦେବଗନଙ୍କ ଦେହାନ୍ତ ହୋଇଛି। ନିଜେ ଅଜୟ ଟୁଇଟ୍‌ କରି ଏହି ସୂଚନା ଦେଇଛନ୍ତି। ତେବେ କେଉଁ କାରଣରୁ ଅନିଲଙ୍କ ପରଲୋକ ଘଟିଲା ସେ ସମ୍ବନ୍ଧରେ କିଛି ସୂଚନା ଏ ପର୍ଯ୍ୟନ୍ତ…

ହାଇଦ୍ରାବାଦ ଦଳରେ ଭୁବନେଶ୍ୱର କୁମାରଙ୍କ ସ୍ଥାନ ନେଲେ ଏହି ଯୁବ ଦ୍ରୁତ ବୋଲର

ଦୁବାଇ, ୬।୧୦: ଆଘାତଜନିତ ସମସ୍ୟା ଲାଗି ସନ୍‌ରାଇଜର୍ସ ହାଇଦ୍ରାବାଦ୍‌ ଦଳର ଅଭିଜ୍ଞ ଦ୍ରୁତ ବୋଲର ଭୁବନେଶ୍ୱର କୁମାର ଚଳିତ ଆଇପିଏଲ୍‌ରୁ ବାହାର ହୋଇଯାଇଛନ୍ତି। ତାଙ୍କ ସ୍ଥାନରେ ଆନ୍ଧ୍ର ପ୍ରଦେଶର ବାମହାତୀ ଦ୍ରୁତ ବୋଲର ପୃଥ୍ବୀରାଜ ୟାରାଙ୍କୁ ହାଇଦ୍ରାବାଦ୍‌ ଦଳରେ ସାମିଲ କରାଯାଇଛି।…

ପଞ୍ଜାବ ସ୍ୱାସ୍ଥ୍ୟମନ୍ତ୍ରୀ କରୋନା ପଜିଟିଭ: ଗୋଟିଏ ଦିନ ପୂର୍ବରୁ ରାହୁଲଙ୍କ ସହ କରିଥିଲେ ରାଲି

ଚଣ୍ଡିଗଡ଼,୬ ।୧୦: ପଞ୍ଜାବର ସ୍ୱାସ୍ଥ୍ୟମନ୍ତ୍ରୀ ବଲବୀର ସିଂ ସିଦ୍ଧୁ କରୋନାରେ ପୀଡ଼ିତ ହୋଇଥିବା ଜଣାପଡିଛି । ଏହାକୁ ନେଇ ସାରା ପଞ୍ଜାବ ସମେତ କଂଗ୍ରେସ ଦଳରେ ଭୟର ବାତାବରଣ ସୃଷ୍ଟି ହୋଇଛି । କାରଣ ବଲବୀର ସିଂ ସୋମବାର ରାହୁଲ ଗାନ୍ଧୀଙ୍କ…

କରୋନାରେ ମୃତ ୪ଶହ ଲୋକଙ୍କ ଅନ୍ତିମ ସଂସ୍କାର କରିଛନ୍ତି ଏହି ବ୍ୟକ୍ତି

କରୋନା ସମୟରେ ଅନେକ ଘଟଣା ଶୁଣିବାକୁ ମିଳିଛି। ଅନେକ ଲୋକଙ୍କର କାମଧନ୍ଦା ବନ୍ଦ ହୋଇଯାଇଛି ତ ଆଉ କେହି ଶହରରୁ ଜୀବିବା ହରାଇ ଗାଁକୁ ଚାଲିଆସିଛନ୍ତି। ଅଧିକାଂଶ ଲୋକେ ନିଜ ଆତ୍ମୀୟଙ୍କୁ ମଧ୍ୟ ହରାଇବାର ଦୁଃଖ ସହିଛନ୍ତି। ଏହି ଖରାପ ସମୟରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri