Home Left

ବରଗଡ଼ରୁ ୬୮ ନୂଆ କରୋନା ପଜିଟିଭ୍‌: ଆକ୍ରାନ୍ତଙ୍କ ସଂଖ୍ୟା ୬୯୮୫ରେ ପହଞ୍ଚିଲା

ବରଗଡ଼ ଅଫିସ,୬।୧୦: ବରଗଡ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି। ମଙ୍ଗଳବାର ଜିଲାରେ ପୁଣି ୬୮ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରେ ବରଗଡ଼ ପୌରାଞ୍ଚଳର ସର୍ବାଧିକ ୧୮ ଜଣ ରହିଛନ୍ତି । ସେହିପରି ଭେଡେନ ବ୍ଲକର…

ସମଲୀଙ୍ଗି ସମ୍ପର୍କ: ପରିବାର ପକ୍ଷରୁ ଅଭିଯୋଗ ପରେ ସାଥି ଗିରଫ

ହରଭଙ୍ଗା,୬।୧୦(ଡି.ଏନ୍‌.ଏ.): ଜଣେ ନାବାଳିକାଙ୍କ ସହ ସମଲୀଙ୍ଗି ସମ୍ପର୍କ ରଖିଥିବା ଅଭିଯୋଗରେ ପୁରୁଣାକଟକ ଅଞ୍ଚଳର ଜଣେ ଯୁବତୀଙ୍କୁ କନ୍ଧମାଳ ଜିଲା ପୋଲିସ ଗିରଫ କରି କୋର୍ଟଚାଲାଣ କରିଥିବା ଜଣାପଡ଼ିଛି। ସୂଚନା ଅନୁଯାୟୀ, ଥାନା ଅଞ୍ଚଳର ଜଣେ ଯୁବତୀ ନିଜ ଅଞ୍ଚଳର ଏକ ନାବାଳିକାଙ୍କ…

ସିନେମା ହଲରେ ଉପସ୍ଥିତ ରହିବେ ୫୦ ପ୍ରତିଶତ ଦର୍ଶକ

ନୂଆଦିଲ୍ଲୀ,୬ ।୧୦: କେନ୍ଦ୍ର ସରକାରଙ୍କ ଅନ୍‌ଲକ୍‌-୫ ନିୟମ ଅନୁଯାୟୀ ଅକ୍ଟୋବର ୧୫ରେ ଖୋଲିବାକୁ ଯାଉଛି ସିନେମା ହଲ୍ ଓ ଥିଏଟର । ଏବେ ଏହାକୁ ନେଇ କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଡ୍ୟୁଅର(ଏସ୍‌ଓପି) ଜାରି କରିଛନ୍ତି ।…

ନକଲି ଜର୍ଦ୍ଦା କାରଖାନାରେ ଚଢ଼ାଉ: ଲକ୍ଷାଧିକ ଟଙ୍କାର ସାମଗ୍ରୀ ଜବତ, ଜଣେ ଅଟକ

ଭଦ୍ରକ ଅଫିସ,୬।୧୦(ଡି.ଏନ୍‌.ଏ.): ଭଦ୍ରକ ପୁରୁଣାବଜାର ପୋଲିସ ସୋମବାର ଲକ୍ଷାଧିକ ଟଙ୍କାର ନକଲି ଜର୍ଦ୍ଦା ଜବତ କରିବା ସହ ଜଣକୁ ଅଟକ ରଖିଛି। ସୂଚନାନୁସାରେ, ପୁରୁଣାବଜାର ଥାନା ଅଧୀନ ପଠାନମହଲାଠାରେ ଏକ ଘରେ ବିପୁଳ ପରମାଣର ନକଲି ଜର୍ଦ୍ଦା କାରଖାନା ଚାଲିଥିବା ଥିବା…

ପ୍ରତି ୧୦ ଜଣରେ ଜଣେ ହେବେ କରୋନା ପଜିଟିଭ!

ଜେନେଭା,୬ ।୧୦: ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ(ଡବ୍ଲୁଏଚ୍‌ଓ)ସୋମବାର ଏକ ବୟାନରେ କହିଛି ବିଶ୍ୱରେ ପ୍ରତି ୧୦ ଜଣରେ ଜଣେ କରୋନା ଭାଇରସ ଦ୍ୱାରା ସଂକ୍ରମିତ ହେବେ । ଡବ୍ଲୁଏଚ୍‌ଓର ଏହି ବୟାନକୁ ଲକ୍ଷ୍ୟ କଲେ ଏବେ ବିଶ୍ୱରେ କରୋନା ସଂକ୍ରମଣ ବଢିବାରେ ଲାଗିଛି…

ଅକ୍ଟୋବର ୨୦ ପର୍ଯ୍ୟନ୍ତ ନ୍ୟାୟିକ ହାଜତରେ ରହିବେ ଭଉଣୀ ଭାଇ ରିଆ-ଶୌଓ୍ବିକ୍‌

ମୁମ୍ବାଇ, ୬।୧୦: ବବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟା ମାମଲାରେ ରିଆ ଚକ୍ରବର୍ତ୍ତୀ ଏବଂ ଶୌଓ୍ବିକ୍‌ ଚକ୍ରବର୍ତ୍ତୀଙ୍କୁ ପଚରା ଉଚରା ଜାରି ରହିଛି। ସେମାନଙ୍କର ନ୍ୟାୟିକ ହାଜତର ସମୟ ସୀମାକୁ ମଙ୍ଗଳବାର ଅକ୍ଟୋବର ୨୦ ପର୍ଯ୍ୟନ୍ତ ବଢ଼ାଇ ଦିଆଯାଇଛି। ଏହା…

ଷ୍ଟିମ୍‌ ପାଇପ୍‌ ବେଲ୍‌ ଫାଟି ଇଞ୍ଜିନିୟର ସମେତ ତିନି ଶ୍ରମିକ ଗୁରୁତର: କ୍ଷତି ପୂରଣ ଦାବିରେ ଆନ୍ଦୋଳନ

ଗଞ୍ଜାମ,୬।୧୦(ଡି.ଏନ୍‌.ଏ.): ଗଞ୍ଜାମ ସହରସ୍ଥିତ ଗ୍ରାସୀମ କମ୍ପାନୀରେ ମଙ୍ଗଳବାର ସକାଳେ ଏକ ଅଘଟଣ ଘଟିଛି ।କମ୍ପାନୀର ଷ୍ଟିମ ପାଇପ୍‌ ବେଲ୍‌ ଫାଟିଯିବା ଫଳରେ ସେଠାରେ କାର୍ଯ୍ୟରତ ଜଣେ ଇଞ୍ଜିନିୟର ସମେତ ତିନି ଜଣ ଠିକା କର୍ମଚାରୀ ଗୁରୁତର ହୋଇଛନ୍ତି । ସେମାନେ ହେଲେ…

ପ୍ରଥମ ପ୍ରେମଠାରୁ ଦୂରେଇ ଯାଇଥିଲେ ଏହି ପ୍ରସିଦ୍ଧ ଅଭିନେତା

ବଲିଉଡ୍‌ ଅଭିନେତା ବିନୋଦ ଖାନ୍ନା ଅନେକ ହିଟ୍‌ ଫିଲ୍ମରେ ଅଭିନୟ କରିଛନ୍ତି। ଯଦିଓ ସେ ଆମ ଗହଣରେ ନାହାନ୍ତି, କିନ୍ତୁ ଅଭିନୟ ଦ୍ୱାରା ଦର୍ଶକଙ୍କ ହୃଦୟରେ ସର୍ବଦା ଜୀବନ୍ତ ରହିଛନ୍ତି। ବିନୋଦ ଖାନ୍ନା ୧୯୪୬, ଅକ୍ଟୋବର ୬ରେ ପାକିସ୍ତାନର ପେଶାୱାରରେ (ଏବେ…

ଗାଁ ମଶାଣିରେ ପଡିରହିଛି ପିପିଇ କିଟ୍‌ : କରୋନା ସଂକ୍ରମଣ ଭୟରେ ଅଞ୍ଚଳବାସୀ

ପାଟଣା,୬।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ପଞ୍ଚାୟତ ଡୁମୁରିଗୁଡା ଗ୍ରାମର ନେଉଳିଜୁଳି ନାଳ ନିକଟ ଗାଁ ଶ୍ମଶାନରେ ମଙ୍ଗଳବାର ପିପିଇ କିଟ୍‌, ଫେସ ସିଲଡ଼, ବ୍ୟବହୃତ ହୋଇଥିବା କିଛି ମାସ୍କ ଓ ହେଡକ୍ୟାପ ପଡିଥିବା ଦେଖିବାକୁ ମିଳିଛି। ମଶାଣିରେ ଏସବୁ…

କବାଟର ହ୍ୟାଣ୍ଡେଲ ଛୁଇଁଲେ ଅବା ବଟନ ଦବାଇଲେ ହେବନାହିଁ କରୋନା!

ୱାଶିଂଟନ,୬ ।୧୦: କରୋନା ସଂକ୍ରମଣ ବଢି ଚାଲିଥିବା ବେଳେ ପୂର୍ବରୁ କୁହାଯାଉଥିଲା ଯେ କୌଣସି ସ୍ଥାନକୁ ଅବା ବସ୍ତୁକୁ ଛୁଇଁବା ପରେ ପ୍ରଥମେ ହାତକୁ ସାନିଟାଇଜ କରିବା ଦରକାର । ନଚେତ୍ କରୋନା ସଂକ୍ରମଣ ଭୟ ରହିଛି । ହେଲେ ଏବେ…

ପଞ୍ଜାବୀ ଡାଲ୍‌ ମଖାନୀ

ଆବଶ୍ୟକ ସାମଗ୍ରୀ:ବିରି ଡାଲି- ୧ କପ୍‌ (ରାତିରୁ ଭିଜା ହୋଇଥିବା), ରାଜମା- ୧ କପ୍‌ (ରାତିରୁ ଭିଜା ହୋଇଥିବା), ପିଆଜ- ୨ଟି (କଟା), ଟମାଟୋ- ୨ଟି, ଲଙ୍କାଗୁଣ୍ଡ- ୧ ଚାମଚ, ଧନିଆ ଗୁଣ୍ଡ- ୧ ଚାମଚ, ଅଦା ପେଷ୍ଟ- ୧ ଚାମଚ,…

ଡ୍ୟାନ୍ସ ଜରିଆରେ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କଲେ ଏହି କ୍ରିକେଟରଙ୍କ ଭାବି ସ୍ତ୍ରୀ

ଭାରତୀୟ କ୍ରିକେଟର ୟୁଜବେନ୍ଦ୍ର ଚହଲଙ୍କ ଭାବି ସ୍ତ୍ରୀ ତଥା ପ୍ରସିଦ୍ଧ ୟୁଟ୍ୟୁବର୍‌ ଧନଶ୍ରୀ ବର୍ମା ଆଜିକାଲି ବେଶ୍‌ ଚର୍ଚ୍ଚାରେ ଅଛନ୍ତି। ପ୍ରତିଦିନ ତାଙ୍କ ଭିଡିଓ ଭାଇରାଲ ହେଉଛି ଧନଶ୍ରୀ ଜଣେ କୋରିଓଗ୍ରାଫର ସହ ଜଣେ ଡାକ୍ତର ମଧ୍ୟ। ନିକଟରେ ଧନଶ୍ରୀଙ୍କ ଏକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri