Home Left

ମହିଳା ଡାଟା ଏଣ୍ଟ୍ରି ଅପରେଟରଙ୍କ ଆତ୍ମହୁତି ଉଦ୍ୟମ, ଫିନାଇଲ୍ ପିଇ ଦେହରେ ନିଆଁ….

ରାୟଗଡ଼ା,୮ା୩(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାର ଅଧିଷ୍ଟାତ୍ରୀ ଦେବୀ ମା ମଝିଘରିଆଣିଙ୍କ ମନ୍ଦିର ନିକଟରେ ଅଘଟଣ । ନିଜ ଦେହରେ ନିଆଁ ଲଗାଇ ଜଣେ ମହିଳାଙ୍କ ଆତ୍ମହତ୍ୟା ଉଦ୍ଯମ କରିଛନ୍ତି । ମହିଳା ଜଣକ ରାୟଗଡା ସହରର ଇନ୍ଦିରାନଗର ଅଞ୍ଚଳର ଶୁଭଦ୍ରା ମାଝୀ…

ଧରିତ୍ରୀରେ ଖବର ପ୍ରକାଶ ପରେ ପୌର ପ୍ରଶାସନର ତତ୍ପରତା, ବିଜ୍ଞାପନ ବୋର୍ଡ଼….

ରାୟଗଡ଼ା,୮ା୩(ଆଶିଷ ରଞ୍ଜନ ପଣ୍ଡା): ଧରିତ୍ରୀରେ ‘ପରିବେଶ ନଷ୍ଟ କରୁଛି ସୁନା ଋଣ ସଂସ୍ଥା ଆଇଆଇଏଫଏଲ୍‌’ ଶୀର୍ଷକ ରବିବାର ପ୍ରକାଶ ପାଇବା ପରେ ତତ୍ପରତା ଦେଖାଇଛି ପୌର ପ୍ରଶାସନ । ରବିବାର ପୌର ନିର୍ବାହୀ ଅଧିକାରୀ କୁଲଦୀପ କୁମାରଙ୍କ ନିର୍ଦ୍ଦେଶକ୍ରମେ ପୌର କର୍ମଚାରୀ…

ଦିନିକିଆରୁ ଅବସର ନେଲେ ନ୍ୟୁଜିଲାଣ୍ଡର ଏହି ଭେଟେରାନ ଫାଷ୍ଟ ବୋଲର

ଓ୍ବେଲିଂଟନ, ୮ା୩: ନ୍ୟୁଜିଲାଣ୍ଡର ଭେଟେରାନ ଫାଷ୍ଟ ବୋଲର ଲିଆ ଟାହୁହୁ ରବିବାର ଅନ୍ତର୍ଜାତୀୟ ମହିଳା ଦିନିକିଆ କ୍ରିକେଟରୁ ତାଙ୍କର ଅବସର ଘୋଷଣା କରିଛନ୍ତି। ଫଳରେ ୩୫ ବର୍ଷୀୟାଙ୍କ ଦୀର୍ଘ ୧୫ ବର୍ଷ କ୍ୟାରିୟରର ଅନ୍ତ ଘଟିଛି। ସେ ନ୍ୟୁଜିଲାଣ୍ଡ ଅନ୍ତର୍ଜାତୀୟ ମହିଳା…

ପାରିବାରିକ ହିଂସା, ବାପାଙ୍କ ବେକ କାଟିଦେଲେ ପୋଷ୍ୟ ପୁଅ

ଦିଗପହଣ୍ଡି,୮ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମରେ ରବିବାର ଅପରାହ୍ନ ପ୍ରାୟ ୧ ଟାରେ ଏକ ଅଭାବନୀୟ ଘଟଣା ଘଟିଛି । ପାରିବାରିକ ହିଂସା କାରଣରୁ ପୋଷ୍ୟପୁଅ କୁନା ସାହୁ ଉତ୍ତେଜିତ ହୋଇ ତାଙ୍କ ବୃଦ୍ଧ ବାପା…

ଅନ୍ତର୍ଜାତୀୟ ମହିଳା ଦିବସରେ ପୁରସ୍କୃତ ହେଲେ ସିଡିପିଓ

ଦାରିଙ୍ଗବାଡ଼ି,୮ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସମ୍ମନ୍ବିତ ଶିଶୁ ଓ ମହିଳା ବିକାଶ କାର୍ଯ୍ୟାଳୟର ସିଡିପିଓ ସନ୍ଧ୍ୟାରାଣୀ ପଣ୍ଡାଙ୍କ ସରକାରୀ କାର୍ଯ୍ୟରେ ଉତ୍ତମ ପ୍ରଦର୍ଶନ ପାଇଁ ଅନ୍ତର୍ଜାତୀୟ ମହିଳା ଦିବସରେ ଜିଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧିତ ହୋଇଛନ୍ତି। ଏହି ପୁରସ୍କାର…

କେନ୍ଦୁଝରରେ ବଜେଟ୍‌ ପରବର୍ତ୍ତୀ ରୂପରେଖ ଉପସ୍ଥାପନ କଲେ ମନ୍ତ୍ରୀ ଗଣେଶରାମ ସିଂଖୁଣ୍ଟିଆ

କେନ୍ଦୁଝର,୮ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ଓଡ଼ିଶା ସରକାରଙ୍କ ୨୦୨୬-୨୭ ଆର୍ଥିକ ବର୍ଷର ରାଜ୍ୟ ବଜେଟ୍‌ ସମ୍ପର୍କରେ ସୂଚନା ପ୍ରଦାନ କରିବା ନିମନ୍ତେ କେନ୍ଦୁଝରଠାରେ ଏକ ଖବରଦାତା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଏହି ସମ୍ମିଳନୀରେ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶରାମ ସିଂଖୁଣ୍ଟିଆ ଯୋଗଦେଇ…

ତପ୍ତପାଣି ଘାଟିରେ ଓଲଟିଲା ଅଟୋ, ୭ ଗୁରୁତର ଆହତ 

ଦିଗପହଣ୍ଡି,୮।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ତପ୍ତପାଣି ଘାଟିରେ ରବିବାର ମଧ୍ୟାହ୍ନ ପ୍ରାୟ ସାଢ଼େ ୧୨ ଟାରେ ଏକ ଯାତ୍ରୀବାହୀ ଅଟୋ ଦୁର୍ଘଟଣା । ଅଟୋ ଓଲଟି ପଡ଼ିବାରୁ ୭ ଜଣ ଗୁରୁତର ଆହାତ ହୋଇଛନ୍ତି । ଆହତମାନେ ହେଲେ ଗଞ୍ଜାମ…

ମ୍ୟାଚ ପୂର୍ବରୁ ବଡ଼ ନିଷ୍ପତ୍ତି, T20 ବିଶ୍ୱକପ୍ ଫାଇନାଲରେ ଖେଳିବେନି ଏହି ୪ ଖେଳାଳି

ନୂଆଦିଲ୍ଲୀ,୮।୩: ଟି-୨୦ ବିଶ୍ୱକପର ଫାଇନାଲରେ ଭାରତ ଏବଂ ନ୍ୟୁଜିଲାଣ୍ଡ ମୁହାଁମୁହିଁ ହେବାକୁ ଯାଉଛନ୍ତି । ଭାରତର ପ୍ଲେଇଂ ଇଲେଭେନରେ କିଏ କିଏ ରହିବେ, ତାହା ଏବେ ବଡ଼ ପ୍ରଶ୍ନ । ବିଶ୍ୱର ନମ୍ବର ୧ ବ୍ୟାଟ୍ସମ୍ୟାନ୍ ଅଭିଷେକ ଶର୍ମା ଏବଂ ନମ୍ବର…

ଦ୍ରୁତ ଗତିରେ ଗାଡ଼ି ଚଳାଇବା ହେଲା କାଳ

ବଲାଙ୍ଗୀର,୮।୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ସଦର ବ୍ଲକ ଡୁଡୁକାଶିରା ରୋଡ଼ ଏକ ବୁଲାଣିଆ ରାସ୍ତାରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଜଣେ ଯୁବକ ଗୁରୁତର ହୋଇ ବଲାଙ୍ଗୀର ଭୀମ ଭୋଇ ମେଡ଼ିକାଲ କଲେଜ ଓ ହସ୍ପିଟାଲରେ ଭର୍ତ୍ତି…

ମାଇକେଲ କ୍ଲାର୍କଙ୍କ ବଡ଼ ଭବିଷ୍ୟବାଣୀ, ଟି-୨୦ ବିଶ୍ୱକପ୍ ଫାଇନାଲରେ ଏହି ଖେଳାଳି ହେବେ ପ୍ଲେୟର ଅଫ….

ନୂଆଦିଲ୍ଲୀ,୮।୩:  ପୂର୍ବତନ ଅଷ୍ଟ୍ରେଲିୟ ଅଧିନାୟକ ମାଇକେଲ କ୍ଲାର୍କ ୨୦୨୬ ଟି- ୨୦ ବିଶ୍ୱକପ୍ ପାଇଁ ଏକ ଭବିଷ୍ୟବାଣୀ କରିଛନ୍ତି । କ୍ଲାର୍କ ସେହି ଖେଳାଳିଙ୍କ ବିଷୟରେ କହିଥିଲେ ଯିଏ ବିଶ୍ୱକପ୍ ଫାଇନାଲରେ ପ୍ଲେୟାର ଅଫ୍ ଦି ମ୍ୟାଚ୍ ପୁରସ୍କାର ଜିତିବାରେ ସଫଳ ହେବେ…

ଅନ୍ତର୍ଜାତୀୟ ମହିଳା ଦିବସରେ ଯାତାୟାତ ପାଇଁ ସଂଘର୍ଷ କରୁଛନ୍ତି ମହିଳା

ଦାରିଙ୍ଗବାଡ଼ି,୮ା୩(ଅରୁଣ ସାହୁ): ଆଜି ବିଶ୍ୱ ପାଳୁଛି ମହିଳା ଦିବସ। ଏହି କ୍ରମରେ ଦାରିଙ୍ଗବାଡ଼ିଠାରେ ଏହି ଦିନରେ ଏକାଧିକ ସ୍ଥାନରେ ଏହି ଦିବସ ବଡ଼ ଧୂମ୍‌ଧାମରେ ପାଳନ କରାଯାଉଛି। ଏଥିପାଇଁ ଉକ୍ତ ଦାରିଙ୍ଗବାଡ଼ି ଚଳଚଞ୍ଚଳ ହୋଇପଡ଼ିଛି। ଏହି କାର୍ଯ୍ୟକ୍ରମରେ ଯୋଗଦେବାକୁ ବ୍ଲକର ୨୫…

କଇଁଚିରେ ଶାଶୁଙ୍କ ନାକ କାଟି ଦେଲେ ଜ୍ବାଇଁ, କଟା ନାକ ଧରି ଫେରାର….

ଜୟପୁର,୮।୩: ରାଜସ୍ଥାନର ଜାଲୋର ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ପାରିବାରିକ ବିବାଦକୁ ନେଇ ଜଣେ ବ୍ୟକ୍ତି ତାଙ୍କ ଶାଶୁଙ୍କୁ ଆକ୍ରମଣ କରିଛନ୍ତି । କଇଁଚି ସାହାଯ୍ୟରେ ନାକ କାଟିବା ପରେ କଟା ନାକକୁ ନେଇ ଘଟଣାସ୍ଥଳରୁ ଫେରାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri