Home Left

ରାଷ୍ଟ୍ରପତିଙ୍କ ପାଖରେ ଛାଇ ଭଳି ରହୁଥିବା ମେଜର ରିଷଭ ହଠାତ୍‌ ନେଲେ ଅବସର, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ, ୩୧।୮: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ସହ ବିଭିନ୍ନ ସରକାରୀ ଓ ଆଧିକାରିକ କାର୍ଯ୍ୟକ୍ରମରେ ନଜର ଆସି ଚର୍ଚ୍ଚାରେ ଥିବା ମେଜର ରିଷଭ ସିଂହ ସାମ୍ବ୍ୟାଲ ଏବେ ଭାରତୀୟ ସେନାରୁ ଅବସର ନେଇଛନ୍ତି। ପ୍ରାୟ ୧୨ ବର୍ଷ ସେନାରେ ସେବା ଦେବା…

ଅମରନାଥଙ୍କୁ ପିଟିଲା କାର୍‌, ଚାଲିଗଲା ଜୀବନ

ଗୁଣପୁର,୩୧।୮ ( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ସହର ବଳରାମ ନଗର ପୋଲାକି ଅମରନାଥ ପାତ୍ର(୨୭) (ପିତା- ମୋହନ ରାଓ ପାତ୍ର)ଙ୍କ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଅକାଳ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ରବିବାର ରାତିରେ ଅମରନାଥ…

ଦମ୍‌ଦାର ଜବାବ ଦେଲେ ବୈଭବ ସୂର୍ଯ୍ୟବଂଶୀ: କିଛି କହିବା ପୂର୍ବରୁ ୧୦୦୦ ଥର ଭାବିବେ କ୍ରିକେଟ ପଣ୍ଡିତ!

ନୂଆଦିଲ୍ଲୀ, ୩୧।୮: ଦୁଲୀପ ଟ୍ରଫି ଡେବ୍ୟୁ ମ୍ୟାଚରେ ବୈଭବ ସୂର୍ଯ୍ୟବଂଶୀ ମାତ୍ର ୮ ରନ କରି ଆଉଟ ହେବା ପରେ ତାଙ୍କ ରେଡ ବଲ ଟେମ୍ପରାମେଣ୍ଟକୁ ନେଇ ଅନେକ ପ୍ରଶ୍ନ ଉଠିଥିଲା। କିନ୍ତୁ ସେମିଫାଇନାଲରେ ୮୧ ବଲରେ ୯୨ ରନର ଧୂଆଁଧାର…

ପୁଷ୍ଟିହୀନ ଶିଶୁଙ୍କ ସନ୍ଧାନରେ ଯିବେ ୬୦୦୦ ଏନଏସଏସ ଛାତ୍ରୀ: ଦୁଇଜଣିଆ ଟିମ କରିବେ ସର୍ଭେ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ସୁପୋଷିତ ଓଡ଼ିଶା ମିଶନ ଅଧୀନରେ ପୁଷ୍ଟିହୀନ ଶିଶୁଙ୍କ ସର୍ଭେ କାର୍ଯ୍ୟରେ ସାମିଲ ହେବାକୁ ଥିବା ଜାତୀୟ ସେବା ଯୋଜନା (ଏନଏସଏସ) ସ୍ବେଚ୍ଛାସେବୀଙ୍କୁ ନେଇ ସୋମବାର ଗଞ୍ଜାମ ଜିଲା କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ତାଲିମ ଶିବିର ଅନୁଷ୍ଠିତ…

ବୈଭବଙ୍କ ବୋଲିଂ ଆକ୍ସନ ଦେଖି ଯୁବରାଜଙ୍କ ମଜାଦାର କମେଣ୍ଟ, କହିଲେ ଏମିତି…ପଡିଗଲା ଚହଳ

ନୂଆଦିଲ୍ଲୀ, ୩୧।୮: ଭାରତୀୟ କ୍ରିକେଟର ଯୁବ ତାରକା ବୈଭବ ସୂର୍ଯ୍ୟବଂଶୀ ଏବେ ୨୦୨୬ ଦୁଲୀପ ଟ୍ରଫିରେ ନିଜ ପ୍ରତିଭାର ଝଲକ ଦେଖାଉଛନ୍ତି। ମାତ୍ର ୧୫ ବର୍ଷ ବୟସର ବୈଭବଙ୍କୁ ଇଷ୍ଟ ଜୋନ୍‌ର ଉପଅଧିନାୟକ ଦାୟିତ୍ୱ ମିଳିଛି। ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚରେ ବ୍ୟାଟିଂରେ…

ରାତିରେ ହେଲା ସ୍ବାମୀ-ସ୍ତ୍ରୀ ପାଟିତୁଣ୍ଡ: ସକାଳୁ ମିଳିଲା…

ଲାଞ୍ଜିଗଡ, ୩୧।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ଥାନା ଅନ୍ତର୍ଗତ ଭାଟଗୁଡ଼ା ଗ୍ରାମରେ ଏକ ଘରୁ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଥିବାବେଳେ ମୃତ୍ୟୁର କାରଣ ଅସ୍ପଷ୍ଟ I ମୃତ ମହିଳା ଜଣକ ହେଲେ ଛତ୍ରପୁର ପଞ୍ଚାୟତ ଅନ୍ତର୍ଗତ…

ଝିଆରୀଙ୍କୁ ଲିଫ୍ଟ ଦେଇ ବଳାତ୍କାର ଉଦ୍ୟମ କଲେ ଦାଦା: ବାନ୍ଧିଲା ପୋଲିସ

ପାଟଣା,୩୧।୮(ବୀର କିଶୋର ଦାଶ): ଯୁକ୍ତ୨ ପଢୁଥିବା ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ସମ୍ପର୍କୀୟ ଦାଦା ବଳାତ୍କାର ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ସୋମବାର ପାଟଣା ପୋଲିସ ଦାଦାଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ଗିରଫ ଯୁବକ ଜଣକ ହେଉଛନ୍ତି ହେଇଛନ୍ତି ପାଟଣା…

ଭଞ୍ଜନଗର ସହରର ବିକାଶ ଉପରେ ଗୁରୁତ୍ୱ: ବିଧାୟକ କହିଲେ, ମିଳିତ ପ୍ରୟାସ ଆବଶ୍ୟକ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ଭଞ୍ଜନଗର ମ୍ୟୁନିସିପାଲିଟି ପକ୍ଷରୁ ସୋମବାର ସ୍ବାୟତ୍ତ ଶାସନ ଦିବସ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଛି। ଏହି ଅବସରରେ ମ୍ୟୁନିସିପାଲିଟି କାର୍ଯ୍ୟାଳୟ ପରିସରରେ ଅତିଥିମାନେ ପତାକା ଉତ୍ତୋଳନ କରିଥିଲେ। ପରେ ଭଞ୍ଜନଗର ମେଡିକାଲରେ ରୋଗୀମାନଙ୍କୁ ଫଳ ବଣ୍ଟନ…

ପ୍ରକାଶ ପାଇଲା ଚିଠା ଭୋଟର ତାଲିକା: ଦିଲ୍ଲୀରେ ବାଦ୍‌ ପଡିଛନ୍ତି ୪୭ ଲକ୍ଷରୁ ଊର୍ଦ୍ଧ୍ୱ ଭୋଟର

ନୂଆଦିଲ୍ଲୀ,୩୧ା୮: ଦିଲ୍ଲୀରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ଚାଲିଥିବାବେଳେ ଚିଠା ଭୋଟର ତାଲିକା ପ୍ରକାଶ ପାଇଛି। ଏହି ତାଲିକାରେ ଦିଲ୍ଲୀର ମୋଟ ୧.୪୫ କୋଟି ଭୋଟରଙ୍କ ମଧ୍ୟରୁ ୪୭ ଲକ୍ଷରୁ ଊର୍ଦ୍ଧ୍ୱ ବାଦ୍‌ ପଡ଼ିଛନ୍ତି। ପ୍ରତି ୩ ଜଣ…

ମହଙ୍ଗା ମଧ୍ୟରେ ବଡ଼ ଆଶ୍ୱସ୍ତି: କମିଲା ଚିନି ଦର, ଜାଣନ୍ତୁ କେତେ…

ନୂଆଦିଲ୍ଲୀ, ୩୧।୮: ବଢ଼ୁଥିବା ମହଙ୍ଗା ମଧ୍ୟରେ ଚିନି ଦରକୁ ନେଇ ଚିନ୍ତିତ ଥିବା ଲୋକଙ୍କ ପାଇଁ ଆସିଛି ଆଶ୍ୱସ୍ତିର ଖବର। ମିଲ୍‌ରୁ ବାହାରୁଥିବା ଚିନିର ଦାମ ଅର୍ଥାତ୍‌ ଏକ୍ସ-ମିଲ ମୂଲ୍ୟରେ ପ୍ରାୟ ୩୦ ପ୍ରତିଶତ ହ୍ରାସ ଦେଖିବାକୁ ମିଳିଛି। ଏହା ପରେ…

ମୋଦିଙ୍କୁ ଏଭଳି କହିଦେଲେ ଛାତ୍ରୀଛାତ୍ର, ଭାବବିହ୍ୱଳ ହୋଇଗଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୩୧।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉଜବେକିସ୍ତାନ ଗସ୍ତ ସମୟର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି । ଉଜବେକିସ୍ତାନର ଛାତ୍ରୀଛାତ୍ରମାନେ ମୋଦିଙ୍କ ଦ୍ୱାରା ଲିଖିତ କବିତାକୁ ହିନ୍ଦୀ ଓ ଉଜବେକ୍ ଭାଷାରେ ପାଠ କରିବା ସହ ଗାନ କରିଥିଲେ।…

ନିଶାମୁକ୍ତ ସମାଜ, ସାଇବର ଠକେଇ ରୋକିବାକୁ ପୋଲିସର …

କେସିଙ୍ଗା, ୩୧ା୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଆଦର୍ଶ ଥାନା ପକ୍ଷରୁ ଉତ୍‌କେଲା ଫାଣ୍ଡି ଅଧୀନସ୍ଥ କିକିଆ ଗ୍ରାମରେ ନିଶାମୁକ୍ତ ଅଭିଯାନ ଓ ସାଇବର କ୍ରାଇମ୍‌ ସମ୍ପର୍କିତ ଏକ ସଚେତନତା କାର୍ଯ୍ୟକ୍ରମ ସୋମବାର ଅନୁଷ୍ଠିତ ହୋଇଯାଇଛି। କେସିଙ୍ଗା ଆଦର୍ଶ ଥାନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?