ବଳାତ୍କାର ଅଭିଯୁକ୍ତଙ୍କୁ ୨୦ ବର୍ଷ ଜେଲଦଣ୍ଡ
କଟକ ଅଫିସ, ୬।୧୦: ଏକ ନାବାଳିକା ବଳାତ୍କାର ମାମଲାର ଶୁଣାଣି କରି ଅଭିଯୁକ୍ତ କରୁଣାକର କାଣ୍ଡିଙ୍କୁ ୨୦ବର୍ଷ କାରାଦଣ୍ଡାଦେଶ ଦେଇଛନ୍ତି କଟକ ପୋକ୍ସୋ କୋର୍ଟ। ଏଥିସହ ଦୋଷୀଙ୍କୁ ୧୦ ହଜାର ଟଙ୍କା ଜରିମାନା କରାଯାଇଛି। ଯଦି ଦୋଷୀ ଏହି ଜରିମାନା ନ…
ବିଧାନସଭା ଖବର
୨୮ ସରକାରୀ ଉଦ୍ୟୋଗରେ ତାଲା ରାଜ୍ୟରେ ୨୮ସରକାରୀ ଉଦ୍ୟୋଗରେ ତାଲା ପଡ଼ିଛି। କଂଗ୍ରେସ ବିଧାୟକ ତାରାପ୍ରସାଦ ବାହିନୀପତିଙ୍କ ଏକ ପ୍ରଶ୍ନର ଉତ୍ତର ଦେଇ ସୋମବାର ଏହି ତଥ୍ୟ ରଖିଛନ୍ତି ସରକାରୀ ଉଦ୍ୟୋଗ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା। ୨୮ ଉଦ୍ୟୋଗରେ ତାଲା…
କାର୍ ଦୁର୍ଘଟଣାରେ ଆଖିବୁଜିଲେ ଏହି ଲୋକପ୍ରିୟ କ୍ରିକେଟର୍
କାବୁଲ,୬।୧୦: ଆଫଗାନିସ୍ତାନ କ୍ରିକେଟ ଦଳର ବ୍ୟାଟ୍ସମ୍ୟାନ୍ ନାଜିବ ତର୍କାଇଙ୍କ ପରଲୋକ ଘଟିଛି। କିଛି ଦିନ ପୂର୍ବରୁ ଏକ କାର ଦୁର୍ଘଟଣାରେ ସେ ଗୁରୁତର ଆହତ ହୋଇଥିଲେ। ଆଫଗାନିସ୍ତାନ କ୍ରିକେଟ ବୋର୍ଡ ତାଙ୍କ ମୃତ୍ୟୁ ନେଇ ସୋସିଆଲ ମିଡିଆ ମାଧ୍ୟମରେ ଏ ବିଷୟରେ…
ୟୁଜିସି ଅବହେଳା ପ୍ରସଙ୍ଗ ଉଠାଇଲା ବିଜେଡି
ଭୁବନେଶ୍ୱର,୬।୧୦(ବ୍ୟୁରୋ): ଓଡ଼ିଶା ବିଶ୍ୱବିଦ୍ୟାଳୟ(ସଂଶୋଧନ) ବିଲ୍ ପ୍ରସଙ୍ଗ ଆଲୋଚନା ଛିଣ୍ଡୁନି। ସୋମବାରକୁ ମିଶାଇ ଲଗାତର ୩ଦିନ ପାଇଁ ଗୃହରେ ଏହି ବିଲ୍କୁ ନେଇ ଆଲୋଚନା ହୋଇଛି। ପୁଣିଥରେ ବିରୋଧୀ ଦଳ କଂଗ୍ରେସ ନେତା ନରସିଂହ ମିଶ୍ର ବିଲ୍କୁ ବିରୋଧ କରିବା ସହ ଏଥିରେ…
ରାଜେଶଙ୍କୁ ‘ପ୍ରାଣୀମିତ୍ର’ ସମ୍ମାନ
ଭୁବନେଶ୍ୱର, ୬।୧୦(ବ୍ୟୁରୋ): ନନ୍ଦନକାନନର ବାୟୋଲୋଜିଷ୍ଟ ଡ. ରାଜେଶ କୁମାର ମହାପାତ୍ରଙ୍କୁ ଜାତୀୟ ସ୍ତରୀୟ ‘ପ୍ରାଣୀମିତ୍ର’ ସମ୍ମାନ ମିଳିଛି। ସୋମବାର ଅନୁଷ୍ଠିତ ଭର୍ଚୁଆଲ କାର୍ଯ୍ୟକ୍ରମରେ କେନ୍ଦ୍ର ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ପ୍ରକାଶ ଜାଭଡ଼େକର ରାଜେଶଙ୍କୁ ପ୍ରାଣୀବିଜ୍ଞାନୀ/ଶିକ୍ଷାବିତ୍ ବିଭାଗରେ ଏହି…
ବାପ, ପୁଅଙ୍କ ସମେତ ୩ଜଣଙ୍କୁ ଉଠାଇନେଲା ପୋଲିସ
ଭୁବନେଶ୍ୱର,୬।୧୦(ବ୍ୟୁରୋ)/ ପୁରୁଣା ଭୁବନେଶ୍ୱର: ଭୁବନେଶ୍ୱର ସାମନ୍ତରାପୁର ଛକ ଜାତୀୟ ରାଜପଥରେ ମିଠା ଦୋକାନୀ ପ୍ରଭାକର ବେହେରା ଓରଫ ଜମ୍ବୁଙ୍କୁ ରବିବାର ଅପରାହ୍ନରେ ହତ୍ୟା କରିଥିଲେ ଦୁର୍ବୃତ୍ତ। ଏହି ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଭୟର ବାତାବରଣ ଲାଗି ରହିଥିବାବେଳେ ସୋମବାର ପୁଣି…
ଦେବୋତ୍ତର କମିଶନରଙ୍କୁ ସ୍ମାରକପତ୍ର ଦେଲେ ନାଗା ସାଧୁ
ପୁରୀ ଅଫିସ, ୬।୧୦: ଲଙ୍ଗୁଳି ମଠରେ ଧୁନି ପରମ୍ପରାକୁ ବଜାୟ ରଖିବା ପାଇଁ ଭାରତର ବିଭିନ୍ନ ସ୍ଥାନରୁ ନାଗା ସାଧୁମାନେ ଆସି ପୁରୀରେ ଏକାଠି ହୋଇଛନ୍ତି। ମାତ୍ର ସେମାନଙ୍କୁ ଲଙ୍ଗୁଳି ମଠ ନିକଟକୁ ଛଡ଼ା ନ ଯିବାରୁ ନାଗା ସାଧୁମାନେ ଗତ…
ଟ୍ରମ୍ପ୍ଙ୍କୁ ହସ୍ପିଟାଲରୁ ଛୁଟି: ଫେରିଲେ ହ୍ବାଇଟ୍ ହାଉସ୍
ଓ୍ବାଶିଂଟନ, ୬।୧୦: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ୍ ଟ୍ରମ୍ପ୍ଙ୍କୁ ହସ୍ପିଟାଲରୁ ଛୁଟି ମିଳିଛି। ସେ କରୋନାରୁ ସୁସ୍ଥ ହୋଇ ହ୍ବାଇଟ୍ ହାଉସ୍ ଫେରିଛନ୍ତି। ଶୀଘ୍ର କାମରେ ଯୋଗଦେବେ ବୋଲି ଟ୍ରମ୍ପ୍ ସୂଚନା ଦେଇଛନ୍ତି। ଶୁକ୍ରବାର ତାଙ୍କଠାରେ କରୋନା ଲକ୍ଷଣ ପ୍ରକାଶ ପାଇଥିଲା। ତାଙ୍କ…
ବିବାହ ଦିନ କନ୍ୟାଙ୍କ ଏପରି ଅବସ୍ଥା କଲେ ବର
ବିବାହ ଦିନ କନ୍ୟାଙ୍କୁ ପିଟିପିଟି ହତ୍ୟା କରିଛନ୍ତି ବର। ରୁଷିଆର ନୋଭୋସିବିରସ୍କରେ ଏହି ଘଟଣା ଘଟିଛି। ପୋଲିସ ଅଭିଯୁକ୍ତ ଯୁବକଙ୍କୁ ଗିରଫ କରିଛି। ଷ୍ଟିଫନ୍ ଡୋଲଗିଖ ନାମକ ଜଣେ ଯୁବକ(୩୩)ଙ୍କ ବିବାହ ଓକସାନା ନାମ୍ନୀ ଯୁବତୀଙ୍କ ସହ ହୋଇଥିଲା। ବିବାହ ପରେ…
ଜେଡିୟୁ, ଆର୍ଜେଡି ପ୍ରାର୍ଥୀ ତାଲିକା ଘୋଷିତ
ପାଟନା,୬।୧୦: ବିହାର ବିଧାନସଭା ନିର୍ବାଚନରେ ପ୍ରଥମ ପର୍ଯ୍ୟାୟ ଭୋଟ ଲାଗି ନାମାଙ୍କନ ପତ୍ର ଦାଖଲ ଆରମ୍ଭ ହୋଇଥିବାବେଳେ ସୋମବାର ଜେଡିୟୁ ଓ ଆର୍ଜେଡି ପକ୍ଷରୁ ପ୍ରାର୍ଥୀତାଲିକା ଘୋଷଣା କରାଯାଇଛି। ଆର୍ଜେଡି ପକ୍ଷରୁ ୧୫ ଜଣଙ୍କ ନାମ ଘୋଷଣା କରାଯାଇଛି। ଏଥିରେ ଦଳର…
ଯୁକ୍ତ୨ ଦ୍ୱିତୀୟ କଟ୍ ଅଫ୍ ମାର୍କ ପ୍ରକାଶ
ଭୁବନେଶ୍ୱର, ୬।୧୦(ବ୍ୟୁରୋ): ଯୁକ୍ତ୨ ନାମଲେଖା ପାଇଁ ଦ୍ୱିତୀୟ କଟ୍ ଅଫ୍ ମାର୍କ ତାଲିକା ସୋମବାର ପ୍ରକାଶ ପାଇଛି। କଳାରେ ବିଜେବି, ବିଜ୍ଞାନରେ ରେଭେନ୍ଶା, ବାଣିଜ୍ୟରେ ବ୍ୟାସନଗର ଉଚ୍ଚ ମାଧ୍ୟମିକ ସ୍କୁଲ ପ୍ରଥମ ସ୍ଥାନରେ ରହିଛନ୍ତି। କଳାରେ ବିଜେବି ଉଚ୍ଚ ମାଧ୍ୟମିକ ସ୍କୁଲ…
ରଶିଦ ମାସୁଦଙ୍କ ଦେହାନ୍ତ
ନୂଆଦିଲ୍ଲୀ,୬।୧୦: ପୂର୍ବତନ କେନ୍ଦ୍ରମନ୍ତ୍ରୀ କାଜି ରଶିଦ ମାସୁଦଙ୍କ ଉତ୍ତରାଖଣ୍ଡର ରୁର୍କିସ୍ଥିତ ଏକ ଘରୋଇ ହସ୍ପିଟାଲରେ ସୋମବାର ସକାଳେ ଦେହାନ୍ତ ହୋଇଯାଇଛି। ତାଙ୍କୁ ୭୩ ବର୍ଷ ବୟସ ହୋଇଥିଲା। ଏ ସମ୍ପର୍କରେ ତାଙ୍କ ପୁତୁରା ତଥା କଂଗ୍ରେସ ନେତା ଇମ୍ରାନ ମାସୁଦ ସୂଚନା…
Archives


