Home Left

ଓଜେଇଇ ପାଇଁ ଏସ୍‌ଓପି ଜାରି

ଭୁବନେଶ୍ୱର, ୬।୧୦(ବ୍ୟୁରୋ): ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ) ଆସନ୍ତା ୧୨ ତାରିଖରୁ ଆରମ୍ଭ ହେବ। ୧୯ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ପରୀକ୍ଷା ୩ଟି ସିଫ୍ଟରେ ହେବ। ତେବେ କରୋନା ମହାମାରୀ ସମୟରେ ପରୀକ୍ଷାର ସୁପରିଚାଳନା ପାଇଁ ଏସ୍‌ଓପି…

ବିଶ୍ୱର ୧୦% ଲୋକ ହୋଇପାରନ୍ତି ସଂକ୍ରମିତ

ଜେନିଭା,୬।୧୦: ମହାମାରୀ କରୋନା ବୋଲ ମାନୁନି। ସଂକ୍ରମିତଙ୍କ ସଂଖ୍ୟା ବଢ଼ାଇବା ସହ ନିରୀହ ଲୋକଙ୍କ ଜୀବନ ନେଉଛି। ବିିଶ୍ୱର ପ୍ରାୟ ୧୦% ଲୋକ ଏହା ଦ୍ୱାରା ଆକ୍ରାନ୍ତ ହୋଇପାରନ୍ତି ବୋଲି ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ (ଡବ୍ଲ୍ୟୁଏଚ୍‌ଓ)ର ଇମର୍ଜେନ୍ସି ମୁଖ୍ୟ ଡାକ୍ତର ମିଚେଲ…

ଲକ୍ଷଣହୀନ, ଗର୍ଭବତୀ, ଶିଶୁଙ୍କ ପାଇଁ ବାରଣ

ଭୁବନେଶ୍ୱର, ୬।୧୦(ବ୍ୟୁରୋ): ହୋମ୍‌ ଆଇସୋଲେଶନରେ ରହୁଥିବା କରୋନା ଆକ୍ରାନ୍ତ କିପରି ଫାଭିପିରାଭିର ଔଷଧ ଖାଇବେ, ସେନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ସ୍ବାସ୍ଥ୍ୟ ବିଶେଷଜ୍ଞମାନେ ଆବଶ୍ୟକ ପରାମର୍ଶ ଦେଇଛନ୍ତି। ସୋମବାର ଆୟୋଜିତ ଖବରଦାତା ସମ୍ମିଳନୀରେ କଟକ ଏସ୍‌ସିବିର ମେଡିସିନ ବିଭାଗ ମୁଖ୍ୟ ଡା. ଜୟନ୍ତ…

ଭକ୍ତଙ୍କ ଲାଗି ଶ୍ରୀମନ୍ଦିର ଖୋଲିବାକୁ ଦାବି

ପୁରୀ ଅଫିସ,୬।୧୦: ଭକ୍ତଙ୍କ ଲାଗି ଶ୍ରୀମନ୍ଦିର ଖୋଲିବା ଦାବିରେ ମଙ୍ଗଳବାର ଧାରଣାରେ ବସିଛନ୍ତି ସୁଆର ମହାସୁଆର ନିଯୋଗର ପୂର୍ବତନ ସଭାପତି ଦାମୋଦର ମହାସୁଆର। ସେ ଅନ୍ୟ କେତେଜଣ ସେବାୟତଙ୍କ ସହ ଶ୍ରୀମନ୍ଦିର ସମ୍ମୁଖ ଅରୁଣ ସ୍ତମ୍ଭ ନିକଟରେ ଧାରଣା ଦେଇଛନ୍ତି। ଧାରଣାକାରୀମାନେ…

୧୩ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୬।୧୦(ବ୍ୟୁରୋ): ଉତ୍ତର ପଶ୍ଚିମ ବଙ୍ଗୋପସାଗର ଏବଂ ଓଡିଶା ଉପକୂଳରେ ସୃଷ୍ଟି ହୋଇଥିବା ଲଘୁଚାପ ଏବଂ ଏହାକୁ ଲାଗି ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଯୋଗୁ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୧୩ ଜିଲା ଗଜପତି, ଗଞ୍ଜାମ,…

ଋଣ ଶୁଝିବାକୁ ବ୍ୟାଙ୍କ ଲୁଟ୍‌

ଭୁବନେଶ୍ୱର,୬।୧୦ (ବ୍ୟୁରୋ): ରାଜଧାନୀ ଉପକଣ୍ଠ ନନ୍ଦନବିହାର ଓ ବରିମୁଣ୍ଡା ବ୍ୟାଙ୍କ୍‌ ଲୁଟ୍‌ ଘଟଣା ପର୍ଦ୍ଦାଫାଶ କରିଛି କମିଶନରେଟ ପୋଲିସ। ଏହି ଦୁଇ ଘଟଣାରେ ଜଣେ ହିଁ ସମ୍ପୃକ୍ତ ଥିବା ଜଣାପଡିଛି। ସେ ହେଲେ ମଞ୍ଚେଶ୍ୱର ଥାନା ଅନ୍ତର୍ଗତ ଟାଙ୍ଗୀବନ୍ତ ଗଁାର ଶିକ୍ଷିତ…

ଶିବାଶିଷ ରାଉତ ଓଡ଼ିଶା ଟପ୍ପର

ଭୁବନେଶ୍ୱର, ୬।୧୦(ବ୍ୟୁରୋ): ଜେଇଇ ଆଡଭାନ୍ସଡ ୨୦୨୦ର ଫଳାଫଳ ସୋମବାର ଆଇଆଇଟି-ଦିଲ୍ଲୀ ପକ୍ଷରୁ ଘୋଷଣା କରାଯାଇଛି। ସାରା ଦେଶରେ ପ୍ରାୟ ୧.୫ ଲକ୍ଷ ଛାତ୍ରୀଛାତ୍ର ଏହି ପରୀକ୍ଷା ଦେଇଥିବାବେଳେ ୪୩,୨୦୪ଜଣ ପାସ୍‌ କରିଛନ୍ତି। କମନ୍‌ ର଼୍ୟାଙ୍କ୍‌ ଲିଷ୍ଟ (ସିଆର୍‌ଏଲ୍‌)ରେ ଚିରାଗ ଫାଲୋର ୩୯୬…

ଏମ୍‌ଏସ୍‌ପି ଚାଷୀଙ୍କ ଆଇନଗତ ଅଧିକାର: ନରସିଂହ

ଭୁବନେଶ୍ୱର,୬।୧୦(ବ୍ୟୁରୋ): କୃଷି ଆଇନକୁ ନେଇ ଭାଜପା ଓ ବିଜେଡିକୁ ସମାନଭାବେ ସମାଲୋଚନା କରିଛି କଂଗ୍ରେସ। ବିଧାନସଭାରେ କୃଷି ଆଇନକୁ ଦୃଢ଼ ବିରୋଧ କରି ଭାଜପା ଉପରେ ବର୍ଷିଛନ୍ତି କଂଗ୍ରେସର ବରିଷ୍ଠ ନେତା ନରସିଂହ ମିଶ୍ର। କୃଷି ଓ କୃଷକଙ୍କ ସମସ୍ୟା ସମ୍ପର୍କିତ…

ଖଣି ଦୁର୍ନୀତି: ଘେରିଲେ ବିରୋଧୀ

ଭୁବନେଶ୍ୱର,୬।୧୦(ବ୍ୟୁରୋ): ଖଣି ଦୁର୍ନୀତି ପ୍ରସଙ୍ଗକୁ ନେଇ ବିରୋଧୀ ପୁଣି ସରକାରଙ୍କୁ ଘେରିଛନ୍ତି। ଖଣି ମାଫିଆ ଓ ଅଫିସର ଲକ୍ଷେ କୋଟି ଟଙ୍କା ଲୁଟି ନେଇଛନ୍ତି। ସରକାର ଜାଣିଶୁଣି କୋଟି କୋଟି ଟଙ୍କା ରାଜସ୍ବ ହରାଇଛନ୍ତି। କରୋନା ମହାମାରୀ ବେଳେ ରାଜ୍ୟର ଆର୍ଥିକ…

ପ୍ରେମରେ ପଡ଼ିଲେ କାଜଲ: ଶୀଘ୍ର କରିବାକୁ ଯାଉଛନ୍ତି ବିବାହ

ସିଂଘମ ଷ୍ଟାର ଅଜୟ ଦେବଗନଙ୍କ ହିରୋଇନ୍‌ କାଜଲ ଅଗ୍ରଓ୍ବାଲ ଏବେ ପ୍ରେମରେ ପଡ଼ିଛନ୍ତି। ଖୁବ୍‌ଶୀଘ୍ର ସେ ବିବାହ ମଧ୍ୟ କରିବାକୁ ଯାଉଥିବା ଶୁଣିବାକୁ ମିଳୁଛି। ଏଥିପାଇଁ ବିବାହ ପ୍ରସ୍ତୁତି ମଧ୍ୟ ଜୋର୍‌ସୋର୍‌ରେ ଆରମ୍ଭ ହୋଇଯାଇଛି। ମୁମ୍ବାଇରେ କାଜଲ ବିବାହ କରିବେ ବୋଲି…

ସ୍ପେନିଶ ଶିଖୁଛନ୍ତି ତୈମୁର

ବଲିଉଡ୍‌ ଅଭିନେତ୍ରୀ କରୀନା କପୁର ଖାନ୍‌ଙ୍କ ପୁଅ ତୈମୁର ଏବେ ସ୍ପେନିଶ ଭାଷା ଶିଖୁଛନ୍ତି। ବର୍ତ୍ତମାନ ସେ ମାତ୍ର ୩ ବର୍ଷର। ତେବେ ଲକ୍‌ଡାଉନ୍‌ରେ ନିଜକୁ ବ୍ୟସ୍ତ ରଖିବା ପାଇଁ ଏହା ଏକ ଭଲ ଉପାୟ। ଅନ୍‌ଲାଇନ୍‌ କ୍ଲାସ୍‌ ମାଧ୍ୟମରେ ତୈମୁର…

ଯୁବକଙ୍କ ପେଟରୁ ବାହାରିଲା ଏମିତି କିଛି, ଡାକ୍ତର ଦେଖି ହେଲେ ଆଶ୍ଚର୍ଯ୍ୟ

ଉତ୍ତର ପ୍ରଦେଶ ଉନ୍ନାଓ ଜିଲାର ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଚନ୍ଦ୍ର କୁସୁମ ନାମକ ଜଣେ ଯୁବକ ପେଟରେ ଯନ୍ତ୍ରଣା ଅନୁଭବ କରିବାରୁ ଡାକ୍ତରଙ୍କ ପାଖକୁ ଯାଇଥିଲେ। ଡାକ୍ତର ତାଙ୍କର ପରୀକ୍ଷା କରିବା ପରେ ରିପୋର୍ଟ ଦେଖି ଆଶ୍ଚର୍ଯ୍ୟ ହୋଇଗଲେ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri