Home Left

୨୦ ଓଏଫ୍‌ଏସ୍‌ ଅଫିସରଙ୍କୁ ଆଇଏଫ୍‌ଏସ୍‌ ପାହ୍ୟା

ଭୁବନେଶ୍ୱର, ୬।୨(ବ୍ୟୁରୋ): ରାଜ୍ୟର ମୋଟ ୨୦ଜଣ ଓଏଫ୍‌ଏସ୍‌ (ଓଡ଼ିଶା ବନ ସେବା) ଅଫିସରଙ୍କୁ ଆଇଏଫ୍‌ଏସ୍‌ (ଭାରତୀୟ ବନ ସେବା) ପାହ୍ୟାକୁ ପଦୋନ୍ନତି ମିଳିଛି। ପରିବେଶ, ଜଙ୍ଗଲ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରଣାଳୟ ପକ୍ଷରୁ ଏହି ପଦୋନ୍ନତି ତାଲିକା ପ୍ରକାଶ ପାଇଛି। ୟୁପିଏସ୍‌ସି…

ବାଲେଶ୍ୱରରେ ହେବ ବଜ୍ରପାତ ଗବେଷଣା କେନ୍ଦ୍ର

ଭୁବନେଶ୍ୱର,(ବ୍ୟୁରୋ)/ବାଲେଶ୍ୱର ଅଫିସ, ୬।୨: ଦେଶର ପ୍ରଥମ ବଜ୍ରପାତ ଗବେଷଣା କେନ୍ଦ୍ର (ଥଣ୍ଡରଷ୍ଟର୍ମ ରିସର୍ଚ୍ଚ ଟେଷ୍ଟ ବେଡ୍‌) ବାଲେଶ୍ୱରରେ ପ୍ରତିଷ୍ଠା ହେବ। ଶୁକ୍ରବାର ଭାରତୀୟ ପାଣିପାଗ ବିଭାଗ ଡାଇରେକ୍ଟର ଜେନେରାଲ ମୃତ୍ୟୁଞ୍ଜୟ ମହାପାତ୍ର ଏହି ସୂଚନା ଦେଇଛନ୍ତି। ଖୁବ୍‌ଶୀଘ୍ର ଏ ଦିଗରେ ଭୂ-ବିଜ୍ଞାନ…

ମାର୍ଚ୍ଚରେ ବରିଷ୍ଠ ନାଗରିକଙ୍କୁ ମିଳିବ କରୋନା ଟିକା!

ନୂଆଦିଲ୍ଲୀ,୬ ।୨: କେନ୍ଦ୍ର ସ୍ୱାସ୍ଥ ମନ୍ତ୍ରୀ ହର୍ଷବର୍ଦ୍ଧନ ଶୁକ୍ରବାର ଲୋକ ସଭାରେ କହିଥିଲେ କି ସାଧାରଣ ବଜେଟରେ କରୋନା ଟିକାକରଣ ପାଇଁ ୩୫ ହଜାର କୋଟି ଟଙ୍କା ଆବଣ୍ଟନ କରାଯାଇଛି । ଯଦି ଆବଶ୍ୟକ ପଡେ ତେବେ ଏଥିପାଇଁ ଆହୁରି ଅଧିକ…

ଜେଲକୁ ଫେରିଲେ ରାକେଶ

ଯାଜପୁର ଅଫିସ/ରସୁଲପୁର/ଯାଜପୁର ଟାଉନ(ଡି.ଏନ.ଏ.),୬।୨: ଭୁବନେଶ୍ୱର ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ ଛାତ୍ରୀ ଝରାଫୁଲ ନାୟକ (୨୧)ଙ୍କ ସନ୍ଦେହଜନକ ମୃତ୍ୟୁ ମାମଲା ଦିନକୁ ଦିନ ଭିନ୍ନମୋଡ ନେଉଛି। ଘଟଣାର ୧୦ ଦିନ ଅତିକ୍ରାନ୍ତ ହୋଇ ସାରିଥିଲେ ହେଁ ପୋଲିସ ମୃତ୍ୟୁର କାରଣ ଖୋଜିବାରେ ବିଫଳ…

ଆଜିଠୁ ପୋଲିସ ନେବେ କରୋନା ଟିକା

ଭୁବନେଶ୍ୱର,୬।୨(ବ୍ୟୁରୋ): କରୋନା ଲଢେଇରେ ନିଜ ଜୀବନକୁ ବାଜି ଲଗାଇ ଆଗ ଧାଡିର ଯୋଦ୍ଧା ସାଜିଥିବା ପୋଲିସଙ୍କୁ ଟିକାକରଣରେ ସାମିଲ କରାଯାଇଛି। ରାଜ୍ୟରେ କାର୍ଯ୍ୟରତ ସମସ୍ତ ପୋଲିସ କର୍ମଚାରୀଙ୍କୁ କରୋନା ଟିକା ଦିଆଯିବ। ଶନିବାର ସକାଳ ୯ଟାରେ କଟକ ନେତାଜୀ ଇନ୍‌ଡୋର ଷ୍ଟାଡିୟମ…

ଟିକା ନ ନେଲେ କଟିପାରେ ଦରମା

ଭୁବନେଶ୍ୱର, ୬।୨(ବ୍ୟୁରୋ): ରାଜ୍ୟରେ ବର୍ତ୍ତମାନ ପ୍ରଥମ ପର୍ଯ୍ୟାୟ କରୋନା ଟିକାକରଣ ଚାଲିଛି। ସ୍ବାସ୍ଥ୍ୟକର୍ମୀ ଓ ଅଙ୍ଗନଓ୍ବାଡ଼ି କର୍ମୀଙ୍କୁ ଟିକା ଦିଆଯାଉଛି। ତେବେ ଅଧିକାଂଶ କୋଓ୍ବିନ୍‌ ଆପ୍‌ରେ ପଞ୍ଜୀକରଣ କରି ଆସୁ ନ ଥିବାରୁ ଟିକାଦାନ ହାର ବଢ଼ୁନି। କଟକ ସମେତ କେତେକ…

ମୁଣ୍ଡ ପାଇଁ ମୁଣ୍ଡବିନ୍ଧା

ଭୁବନେଶ୍ୱର,୬।୨(ବ୍ୟୁରୋ): ରାଜଧାନୀ ଉପକଣ୍ଠ ଚନ୍ଦକା ଥାନାର ଅନ୍ଧାରୁଆ ଦାସପୁର ରାସ୍ତା ପାର୍ଶ୍ୱରୁ ଗୁରୁବାର ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ଘଟଣାକୁ ନେଇ ପୋଲିସ ତଦନ୍ତକୁ ଜୋର୍‌ଦାର କରିଛି। ଅପରାଧୀମାନେ ମୁଣ୍ଡକୁ କାଟି ନେଇଯାଇଥିବାରୁ ମହିଳାଙ୍କ ପରିଚୟ ମିଳିପାରୁନି। ଏଥିସହ ଅଭିଯୁକ୍ତଙ୍କୁ ଧରି…

ଘର ବଜେଟ ବି ବିଗାଡ଼ି ଦେଲେ ମୋଦି ସରକାର

ନୂଆଦିଲ୍ଲୀ, ୬।୨: ଦେଶରେ ବଢୁଥିବା ମହଙ୍ଗା ସ୍ଥିତିକୁ ନେଇ କଂଗ୍ରେସ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ ଘେରିବା ଆରମ୍ଭ କରିଛି। ଏସମ୍ପର୍କରେ କଂଗ୍ରେସ ପକ୍ଷରୁ ରାହୁଲ ଗାନ୍ଧୀ ଲଗାତାର କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରୁଛନ୍ତି। ଏହି ମର୍ମରେ ଶନିବାର ଟୁଇଟ୍‌ କରି…

୮ରୁ ଇଗ୍ନୋ ପରୀକ୍ଷା

ଭୁବନେଶ୍ୱର, ୬।୨(ବ୍ୟୁରୋ): ଇନ୍ଦିରା ଗାନ୍ଧୀ ଜାତୀୟ ମୁକ୍ତ ବିଶ୍ବ ବିଦ୍ୟାଳୟ (ଇଗ୍ନୋ)ର ଡିସେମ୍ବର-୨୦୨୦ ଟର୍ମ ଶେଷ ପରୀକ୍ଷା ଆସନ୍ତା ୮ରୁ ଆରମ୍ଭ ହେବ। ଏହା ମାର୍ଚ୍ଚ ୧୩ରେ ସରିବ। ଇଗ୍ନୋ ଆଞ୍ଚଳକ କେନ୍ଦ୍ରର ନିର୍ଦ୍ଦେଶକ ଡ. ଏସ୍‌.କେ. ତ୍ରିପାଠୀଙ୍କ ସୂଚନାନୁସାରେ, ଏଥର…

କୃଷକ ଆନ୍ଦୋଳନ: ପ୍ରଧାନମନ୍ତ୍ରୀଙ୍କ ଟେଲିଫୋନ ନମ୍ବର ମାଗୁଛନ୍ତି କୃଷକ ନେତା

ନୂଆଦିଲ୍ଲୀ,୬ ।୨: କେନ୍ଦ୍ର କୃଷି ଆଇନର ବିରୋଧ କରି ଆଜକୁ ପ୍ରାୟ ୨ ମାସରୁ ଊର୍ଦ୍ଧ୍ୱ ସମୟ ହେବ ଆନ୍ଦୋଳନରେ ବସିଛନ୍ତି କୃଷକ । କେନ୍ଦ୍ର ସରକାରଙ୍କ ସହ କଥା ହୋଇଥିଲେ ବି ଏହାର କୌଣସି ସମାଧାନ ଏପର୍ଯ୍ୟନ୍ତ ବାହାରି ପାରୁ…

ଗଞ୍ଜା ଥାନା ହାଜତରେ ଅଟକ

ହାଇଦ୍ରାବାଦ, ୬।୨: କୌଣସି ଅଭିଯୋଗ ହେଲେ ଅଭିଯୁକ୍ତଙ୍କୁ ଥାନା ହାଜତରେ ଅଟକ ରଖାଯାଇଥାଏ। ତେବେ ତେଳଙ୍ଗାନାରେ ୨ ଗଞ୍ଜାଙ୍କୁ ୨୫ ଦିନ ଥାନା ହାଜତରେ ରହିବାକୁ ପଡ଼ିଛି। ଏହି ଘଟଣା ଏବେ ସୋସିଆଲ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ଗଞ୍ଜା ଲଢ଼େଇ…

ଟ୍ରମ୍ପ୍‌ଙ୍କୁ ମିଳିବନି ସୁରକ୍ଷା ସୂଚନା

ଓ୍ବାଶିିଂଟନ,୬।୨: ଆମେରିକା ଇତିହାସରେ ପ୍ରଥମ ଥର ପାଇଁ ଏକ ଘଟଣା ଘଟିବାକୁ ଯାଉଛି। ପୂର୍ବତନ ରାଷ୍ଟ୍ରପତିଙ୍କୁ ଦେଶର ସୁରକ୍ଷା ସମ୍ପର୍କିତ ସୂଚନା ଯୋଗାଇ ଦିଆଯିବା ଏକ ପ୍ରକାର ସୌଜନ୍ୟତା। ମାତ୍ର ବିଦାୟୀ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ସୁରକ୍ଷା ସମ୍ପର୍କିତ କୌଣସି ସୂଚନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?