ବିବାହ ପାଇଁ ଏମିତି ସର୍ତ୍ତ ରଖିଲେ ବର ସୋସିଆଲ ମିଡିଆରେ ଭାଇରାଲ ହେଲା ବିଜ୍ଞାପନ
କୋଲକାତା,୫ ।୧୦: ବିବାହ ପାଇଁ ଏବେ ବିଭିନ୍ନ ପ୍ରକାର ମ୍ୟାଟ୍ରିମୋନିଆଲ ସାଇଟରେ ଖୋଜା ଚାଲିଛି ବରକନ୍ୟା । ଏଥିରେ ସାଧାରଣତଃ ଅନେକ ଲୋକ ସୁନ୍ଦର, ଗୋରା ଓ ପତଳା ଝିଅ ଖୋଜୁଥିବା ଲକ୍ଷ୍ୟ କରାଯାଇଛି । ହେଲେ ନିକଟରେ ଏମିତି ଏକ…
ଅବକାରୀ ବିଭାଗକୁ ବଡ ସଫଳତା: ୭ କୁଇଣ୍ଟାଲ ଗଞ୍ଜେଇ ଜବତ
ମାଲକାନଗିରି,୫।୧୦(ଡି.ଏନ.ଏ): ମାଲକାନଗିରି ଜିଲା ଅବକାରୀ ବିଭାଗକୁ ମିଳିଛି ବଡ ସଫଳତା। ରବିବାର ରାତିରେ ପାଣ୍ଡ୍ରିପାଣି ପଦ୍ମଗିରି ଅଞ୍ଚଳରେ ପାଟ୍ରୋଲିଂ କରୁଥିବା ସମୟରେ ଗୁପ୍ତ ସୂଚନା ପାଇ ପଦ୍ମଗିରିର ସର୍ଗିଗୁଡା ଗ୍ରାମ ନିକଟରେ ଏକ ପିକ୍ଅପ୍ ଭ୍ୟାନ୍(ଓଡି୧୦ ଏନ ୦୮୦୧ )ରୁ ୭…
ଯେ କୌଣସି ପରିସ୍ଥିତି ପାଇଁ ପ୍ରସ୍ତୁତ ଅଛି ବାୟୁସେନା: ଭଦୌରିଆ
ନୂଆଦିଲ୍ଲୀ,୫ ।୧୦: ଲଦ୍ଦାଖ ସୀମାରେ ଚାଇନା ସହ ଲାଗି ରହିଥିବା ବିବାଦ ମଧ୍ୟରେ ସୋମବାର ବାୟୁସେନା ମୁଖ୍ୟ ଆର୍କେଏସ୍ ଭଦୌରିଆ କହିଛନ୍ତି ଭାରତ ଦୁଇ ପଟରୁ ଯୁଦ୍ଧ କରିବାକୁ ପ୍ରସ୍ତୁତ ରହିଛି । ଏଥିରୁ ସ୍ପଷ୍ଟ ହୋଇଛି ଯେ ଭାରତୀୟ ବାୟୁସେନା…
ଫେସ୍ବୁକ୍ରୁ ପ୍ରେମ, ବିବାହ ପାଇଁ ପ୍ରେମିକ ମନା କରିବାରୁ ଘଟିଲା ଏମିତି
ଡେରାଡୁନ୍,୫ା୧୦: ଉତ୍ତରାଖଣ୍ଡର ରାଜଧାନୀ ଡେରାଡୁନ୍ର ଜଣେ ଯୁବତୀ ଏବଂ ଝାଡ଼ଖଣ୍ଡର ଗରଓ୍ବା ଜିଲାର ଜଣେ ଯୁବକଙ୍କ ମଧ୍ୟରେ ଫେସ୍ବୁକ୍ରୁ ବନ୍ଧୁତା ଏବଂ ପରେ ପ୍ରେମ ସମ୍ପର୍କ ଗଢ଼ି ଉଠିଥିଲା। ତେବେ ଯୁବକଙ୍କ ପରିବାର ଲୋକେ ଯୁବତୀଙ୍କୁ ତାଙ୍କ ପୁଅ ବିବାହ କରିବ…
କୋଭାକ୍ସିନ୍ରେ ମିଶାଯିବ ଆଲହାଇଡ୍ରୋକ୍ସିକ୍ୟୁଇମ୍-୨
ନୂଆଦିଲ୍ଲୀ, ୫।୧୦: କରୋନା ମହାମାରୀ ସଂକ୍ରମଣକୁ ରୋକିବା ପାଇଁ ଭାରତ ବାୟୋଟେକ୍ ପକ୍ଷରୁ କୋଭାକ୍ସିନ୍ ପ୍ରତିଷେଧକ ଟିକା ପ୍ରସ୍ତୁତ କରାଯାଇଛି। ଅଧିକ ସୁଫଳ ମିଳିବା ପାଇଁ କୋଭାକ୍ସିନ୍ରେ ଆଲହାଇଡ୍ରୋକ୍ସିକ୍ୟୁଇମ୍-୨ ନାମକ ଏକ ବୁଷ୍ଟର ମିଶ୍ରିତ କରାଯିବ। ଏହି ବୁଷ୍ଟର ଟିକାର ହ୍ୟୁମାନ…
କୋଭିଡ୍ ନିୟମ ଉଲ୍ଲଂଘନ ଅଭିଯୋଗ: ମନ୍ତ୍ରୀ ସମୀର ରଞ୍ଜନ ଦାଶ, ବିଧାୟକ ଉମାକାନ୍ତ ସାମନ୍ତରାୟଙ୍କ ନାଁରେ ଏତଲା
ପୁରୀ ଅଫିସ,୫ା୧୦: ସ୍ବର୍ଗଦ୍ୱାରରେ ରବିବାର ପୂର୍ବତନ ମନ୍ତ୍ରୀ ତଥା ପିପିଲି ବିଧାୟକ ପ୍ରଦୀପ ମହାରଥୀଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଥିଲା। ଏଥିରେ ମନ୍ତ୍ରୀ ସମୀର ରଞ୍ଜନ ଦାଶ ଏବଂ ବିଧାୟକ ଉମାକାନ୍ତ ସାମନ୍ତରାୟ ଯୋଗଦେଇ କୋଭିଡ୍ ଗାଇଡ୍ଲାଇନ୍ ଉଲ୍ଲଘଂନ କରିଛନ୍ତି ବୋଲି ଶ୍ରୀ…
ଅଭିନେତା ବିଶାଲ ଆନନ୍ଦଙ୍କ ପରଲୋକ
ମୁମ୍ବାଇ,୫ା୧୦: ବଲିଉଡ୍ ଅଭିନେତା ବିଶାଲ ଆନନ୍ଦଙ୍କ ପରଲୋକ ହୋଇଛି। ବିଶାଲ ‘ଚଲ୍ତେ ଚଲ୍ତେ’, ‘ସାରେ ଗାମା’ ‘ଦିଲ୍ ସେ ମିଲେ ଦିଲ୍’ ଏବଂ ‘ଟ୍ୟାକ୍ସି ଡ୍ରାଇଭର’ ପରି କେତେକ ଫିଲ୍ମରେ ନିଜ ଅଭିନୟର ଯାଦୁ ଦେଖାଇ ଦର୍ଶକଙ୍କ ହୃଦୟ ଜିତିଥିଲେ। ତେବେ…
ମୁଁ ବଞ୍ଚିଛି, କାହିଁକି ଏମିତି କହିଲେ ଅଭିନେତ୍ରୀ ମିଷ୍ଟି ଚକ୍ରବର୍ତ୍ତୀ
ନିକଟରେ ଅଭିନେତ୍ରୀ ମିଷ୍ଟି ମୁଖାର୍ଜୀ ପରଲୋକ ଘଟିଛି। ସୋସିଆଲ ମିଡିଆରେ ମିଷ୍ଟି ମୁଖାର୍ଜୀଙ୍କ ବଦଳରେ ପ୍ରସିଦ୍ଧ ବଙ୍ଗୀୟ ଅଭିନେତ୍ରୀ ତଥା ମଡେଲ ମିଷ୍ଟି ଚକ୍ରବର୍ତ୍ତୀଙ୍କ ଦେହାନ୍ତ ହେବାର ଖବର ବ୍ୟାପିବାରେ ଲାଗିଛି। ପ୍ରଶଂସକମାନେ ସୋସିଆଲ ମିଡିଆରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଦେବା ଆରମ୍ଭ…
ନ୍ୟାୟ ଦେବ କିଏ: ରାଜସ୍ଥାନରେ ଭାଜପା,ଉତ୍ତରପ୍ରଦେଶରେ କଂଗ୍ରେସର ପ୍ରଦର୍ଶନ
ବାରାଂ/ହାଥରସ, ୫।୧୦: ଉତ୍ତରପ୍ରଦେଶର ହାଥରସ୍ ଏବଂ ରାଜସ୍ଥାନର ବାରାଂରେ ଘଟିଥିବା ବଳାତ୍କାର ଘଟଣା ନେଇ ଏବେ ଦେଶରେ ରାଜନୈତିକ ସ୍ଥିତି ସରଗରମ ହେବାରେ ଲାଗିଛି। ଭାଜପା ଏବଂ କଂଗ୍ରେସ ଏନେଇ ମୁହାଁମୁହିଁ ହେବାରେ ଲାଗିଛନ୍ତି। ଉତ୍ତରପ୍ରଦେଶରେ କଂଗ୍ରେସ ପକ୍ଷରୁ ଭାଜପା ବିରୋଧରେ…
ବିହାର ନିର୍ବାଚନ:୩୫ ଲକ୍ଷ ସାଇଲେଣ୍ଟ ଭୋଟରଙ୍କ ଉପରେ ସମସ୍ତଙ୍କ ନଜର!
ପାଟନା,୫ ।୧୦: ବିହାର ବିଧାନସଭା ନିର୍ବାଚନ ୨୦୨୦ ପାଇଁ ବିଗୁଲ ବାଜି ସାରିଛି । ସମସ୍ତେ ସମସ୍ତଙ୍କ ହିସାବରେ ଏହି ଖେଳରେ ବିଜୟ ଲାଭ କରିବାକୁ ଚେଷ୍ଟା ଚଳାଇଛନ୍ତି । କେଉଁଠି ଜାତିଗତ ଦୃଷ୍ଟିକୋଣ ଓ ଆଉ କେଉଁଠି ବିକାଶକୁ ମାଧ୍ୟମ…
ହାଇଟେକ୍ ରୋବୋ
ଏବେ ବିଭିନ୍ନ କ୍ଷେତ୍ରରେ ରୋବୋର ବ୍ୟବହାର କରାଯାଉଛି। ନିକଟରେ ଟୋକିଓ ୟୁନିଭର୍ସିଟିର ବିଶେଷଜ୍ଞମାନେ ଏପରି ଏକ ରୋବୋ ପ୍ରସ୍ତୁତ କରିଛନ୍ତି ଯାହା ଏକୁଟିଆପଣକୁ ଦୂର କରିପାରିବ। ବିଶେଷଭାବରେ ବୟସ୍କ ବ୍ୟକ୍ତିଙ୍କ ପାଇଁ ଏହା ଅନେକାଂଶରେ ସହାୟକ ହୋଇପାରିବ ବୋଲି ଜଣାପଡିଛିି। ବୟସ୍କ…
ବାହୁବଳୀଙ୍କ ପାଇଁ ‘ବିଏଫ୍’ ଫର୍ମୂଲା ଆଣିବେ ନୀତିଶ
ପାଟନା, ୫।୧୦: ଆଗକୁ ବିହାର ବିଧାନସଭା ନିର୍ବାଚନ। ତେବେ ଏଥରକ ନିର୍ବାଚନରେ ଆପରାଧିକ ମାମଲା ଥିବା ବାହୁବଳୀ ନେତାଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନୀତିଶ କୁମାର ଜେଡ଼ିୟୁରେ ନୂଆ ‘ବିଏଫ୍’ ଫର୍ମୂଲା ଅର୍ଥାତ୍ ବାହୁବାଳୀ ଫ୍ୟାମିଲି ଫର୍ମୂଲା ଆଣିବାକୁ ଯାଉଛନ୍ତି। ଏହା ଅନ୍ତର୍ଗତ…
Archives


