Home Left

ଆଜି ରାଜ୍ୟରେ ୧୦୦ ତଳେ କରୋନା, ସୁନ୍ଦରଗଡ଼ରୁ ସର୍ବାଧିକ

ଭୁବନେଶ୍ୱର,୪।୨(ବ୍ୟୁରୋ): ଗୁରୁବାର ୧୦୦ ତଳେ ରହିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ତେବେ ଆଜି ୮୭ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୫,୩୬୯ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ…

କରୋନା ଟିକାକରଣ: ବ୍ରିଟେନ, ଆମେରିକାକୁ ପଛରେ ପକାଇଲା ଭାରତ

ନୂଆଦିଲ୍ଲୀ,୪ ।୨: ସାରା ଦେଶରେ ଜାନୁୟାରୀ ୧୬ରେ କରୋନା ଭାଇରସ ବିରୋଧରେ ଲଢିବାକୁ ଆରମ୍ଭ କରାଗଲା ଟିକାକରଣ କାର୍ଯ୍ୟକ୍ରମ । ଏବେ ମିଳିଥିବା ସୂଚନା ଅନୁଯାୟୀ ଦେଶରେ ପାଖାପାଖି ୪୫ ପ୍ରତିଶତ ଲୋକଙ୍କୁ କୋଭିଡ-୧୯ ଟିକା ଦିଆଯାଇ ସାରିଲାଣି । ଏହାସହ…

ରାଜଧାନୀ ଉପକଣ୍ଠରେ ପଡ଼ିଛି ମହିଳାଙ୍କ ମୁଣ୍ଡବିହୀନ ମୃତଦେହ 

ଭୁବନେଶ୍ୱର,୪।୨(ବ୍ୟୁରୋ): ରମାଦେବୀ ଛାତ୍ରୀ ଝରାଫୁଲଙ୍କ ମୃତ୍ୟୁ ରହସ୍ୟରୁ ପରଦା ହଟି ନ ଥିବା ବେଳେ ରାଜଧାନୀ ଉପକଣ୍ଠ ତଥା ଚନ୍ଦକା ଥାନା ଅନ୍ତର୍ଗତ ଦାସପୁର ନିକଟରେ ପୁଣି ଜଣେ ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ପଡ଼ିବା ପୋଲିସ ପାଇଁ ଏକ ଚ୍ୟାଲେଞ୍ଜ ସୃଷ୍ଟି…

କୁକୁରକୁ ଗୋଡାଇ ଗୋଡାଇ ଶୌଚାଳୟ ଭିତରକୁ ପଶିଗଲା ଚିତାବାଘ, ଦୀର୍ଘ ୭ ଘଣ୍ଟା ପରେ..

ବେଙ୍ଗାଲୁରୁ,୪।୧: କର୍ନାଟକର ଦକ୍ଷିଶ କନ୍ନଡ ଜିଲାରେ ଏକ ବିଚିତ୍ର ଘଟଣା ଘଟିଛି। ଏଠାରେ ଗୋଟିଏ ଶୌଚାଳୟରେ କୁକୁର ଏବଂ ଚିତା ବାଘ ପଶି ଯାଇଥିଲେ। ପାଖାପାଖି ୭ ଘଣ୍ଟାର ପରିଶ୍ରମ ପରେ ଉଭୟଙ୍କୁ ବାହରକୁ ଅଣାଯାଇଥିଲା। ସୂଚନାଯୋଗ୍ୟ, ଏକ ଗ୍ରାମରେ ସକାଳୁ…

ଉଠିଲା ଗାଜିପୁର ସୀମାରେ ପୋତା ଯାଇଥିବା କଣ୍ଟା

ନୂଆଦିଲ୍ଲୀ,୪ ।୨: ରାଜଧାନୀ ଦିଲ୍ଲୀର ଗାଜିପୁର ସୀମାରେ ପୋତାଯାଇଥିବା କଣ୍ଟା ଗୁଡିକୁ ଗୁରୁବାର ଉଠାଇ ଦିଆଯାଇଛି । ବାରିକେଡ ନିକଟରେ ଏହି କଣ୍ଟା ଗୁଡିକ ପୋତା ଯାଇଥିଲା । ସୂଚନାଯୋଗ୍ୟ, କେନ୍ଦ୍ର ସରକାରଙ୍କ ନୂଆ କୃଷି ଆଇନକୁ ବିରୋଧ କରି ବିଭିନ୍ନ…

ଗଣତନ୍ତ୍ର ସୂଚକାଙ୍କ: ଭାରତ ସ୍ଥାନ ଖସିଲା

ନୂଆଦିଲ୍ଲୀ, ୪ା୨: ଗଣତନ୍ତ୍ର ସୂଚକାଙ୍କ-୨୦୨୦ରେ ବିଶ୍ୱସ୍ତରୀୟ ର଼୍ୟାଙ୍କିଙ୍ଗ୍‌ରେ ଭାରତ ୨ଟି ସ୍ଥାନ ତଳକୁ ଖସିଛି। ପୂର୍ବରୁ ଭାରତ ୫୧ ନମ୍ବରରେ ଥିବାବେଳେ ଏବେ ନଂ. ୫୩ରେ ରହିଥିବା ଇକୋନୋମିଷ୍ଟ ଇଣ୍ଟେଲିଜେନ୍ସ ୟୁନିଟ୍‌ ପକ୍ଷରୁ ପ୍ରକାଶ ପାଇଛି। ୧୬୭ ଦେଶ ମଧ୍ୟରୁ ୨୩ଟି…

ଖବରଦାତାଙ୍କ ଉପରେ ପୋଲିସ କାର୍ଯ୍ୟାନୁଷ୍ଠାନ: ନିନ୍ଦା କଲା ଆଇଏନ୍‌ଏସ୍‌

ନୂଆଦିଲ୍ଲୀ,୪ା୨(ପି.ଟି./ଆଇଏଏନ୍‌ଏସ୍‌): ଚାଷୀ ଆନ୍ଦୋଳନ ଉପରେ ରିପୋର୍ଟିଂ କରୁଥିବା ବରିଷ୍ଠ ସମ୍ପାଦକ ଓ ଖବରଦାତାଙ୍କ ବିରୋଧରେ ଦିଲ୍ଲୀ, ଉତ୍ତରପ୍ରଦେଶ ଏବଂ ମଧ୍ୟପ୍ରଦେଶ ପୋଲିସ ପକ୍ଷରୁ ଏଫ୍‌ଆଇଆର୍‌ କରାଯାଇଛି। ଇଣ୍ଡିଆନ୍‌ ନ୍ୟୁଜ୍‌ପେପର ସୋସାଇଟି (ଆଇଏନ୍‌ଏସ୍‌) ଅଧ୍ୟକ୍ଷ ଏଲ୍‌. ଅଡିମୁଲାମ୍‌ ଏକ ବିବୃତି ଜାରି କରି…

ଆଉ ଏକ ଶାହିନ୍‌ବାଗ କରନାହିଁ: ଭାଜପା

ନୂଆଦିଲ୍ଲୀ,୪ା୨(ପି.ଟି.): ପାର୍ଲାମେଣ୍ଟରେ ବ୍ୟାପକ ବିଚାର ବିମର୍ଶ ପରେ ନୂଆ କୃଷି ଆଇନ ଗୃହୀତ ହୋଇଛି। ଆପୋସ ଆଲୋଚନାରେ ସମସ୍ୟାର ସମାଧାନ ଲାଗି କୃଷକମାନଙ୍କ ପାଇଁ ବାଟ ସବୁବେଳେ ଖୋଲା ଅଛି। ବିରୋଧୀ ଦଳଗୁଡ଼ିକ କୃଷକ ଆନ୍ଦୋଳନକୁ ଆଉ ଏକ ଶାହିନବାଗରେ ପରିଣତ…

ମାତ୍ର ୧୨ଟି ବଲ୍‌ ଖେଳି ଇତିହାସ ରଚିଲେ ଏହି ବିସ୍ଫୋରକ କ୍ରିକେଟର୍‌

ଆବୁଧାବି,୪।୧: ଆବୁଧାବି ଟି-୨୦ ଲିଗ୍‌ରେ କ୍ରିସ୍‌ ଗେଲ୍‌ ମରାଠା ଆରବିଆନ୍ସ ବିପକ୍ଷରେ ଇତିହାସ ରଚିଛନ୍ତି। ଆବୁଧାବିର ଓପନର୍‌ ଗେଲ୍‌ ମାତ୍ର ୨୨ଟି ବଲ୍‌ରୁ ୮୪ ରନ୍‌ର ଇନିଂଶ ଖେଳିଥିଲେ। ପ୍ରଥମେ ବ୍ୟାଟିଂ କରି ମରାଠା ଆରବିଆନ୍ସ ନିର୍ଦ୍ଧାରିତ ୧୦ ଓଭରରେ ୪…

ଭାରତ ସହ ୨୦ ଦେଶକୁ ବିମାନ ବାତିଲ କଲା ସାଉଦି

ରିୟାଦ୍‌, ୪ା୨: ସାଉଦି ଆରବରେ କରୋନା ସଂକ୍ରମଣ ବ୍ୟାପିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ସାଉଦିି ପକ୍ଷରୁ ବୁଧବାରଠାରୁ ଭାରତ, ଆମେରିକା ସମେତ ମୋଟ ୨୦ ଦେଶକୁ ବିମାନ ଚଳାଚଳ ବାତିଲ କରାଯାଇଛି। ଅନ୍ୟ ଦେଶଗୁଡ଼ିକ ମଧ୍ୟରେ ପାକିସ୍ତାନ, ବ୍ରାଜିଲ, ଜାପାନ,…

ମୋଦିଙ୍କୁ ପତ୍ର ଲେଖିଲେ କ୍ୟାନସର ପୀଡ଼ିତ ଶିଶୁ

ନୂଆଦିଲ୍ଲୀ,୪ ।୨: ପାଳନ କରାଯାଉଛି ବିଶ୍ୱ କର୍କଟ ଦିବସ ବା ୱାର୍ଲଡ କ୍ୟାନସର ଡେ । ଏହି ଅବସରରେ ଜଣେ କୋମଳମତି ଶିଶୁ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଚିଠି ଲେଖି ଚିକିତ୍ସା ପାଇଁ ଅନୁରୋଧ କରିଛନ୍ତି । ଶିଖା ନାମକ ଏହି ଶିଶୁ…

ମୋଦିଙ୍କୁ ପ୍ରଶଂସାରେ ପୋତି ପକାଇଲେ ଏହି ବିଦେଶୀ କ୍ରିକେଟର୍‌

ପୂର୍ବତନ ଅନ୍ତର୍ଜାତୀୟ କ୍ରିକେଟର କେଭିନ ପିଟରସେନ ଦକ୍ଷିଣ ଆଫ୍ରିକାକୁ କରୋନା ଭ୍ୟାକ୍ସିନ ପଠାଇବାରେ ଭାରତର ପଦକ୍ଷେପକୁ ‘ଉଦାରତା ଏବଂ ଦୟା’ ବୋଲି କହିଛନ୍ତି। ସେ ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। ଭାରତରେ ନିର୍ମିତ କୋଭିଡ -୧୯ ଟିକା ଆଲଜେରିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?