ମହାରାଷ୍ଟ୍ରରେ କରୋନାକୁ ହରାଇଛନ୍ତି ୮୭ ପ୍ରତିଶତ ପୋଲିସ କର୍ମଚାରୀ
ମୁମ୍ବାଇ, ୪।୧୦: ମହାମାରୀ କରୋନା ଭାଇରସ୍ ଦ୍ୱାରା ଭାରତରେ ସବୁଠାରୁ ଅଧିକ ପ୍ରଭାବିତ ରାଜ୍ୟ ତାଲିକାରେ ମହାରାଷ୍ଟ୍ର ସର୍ବାଗ୍ରେ ରହିଛି। ମହାରାଷ୍ଟ୍ର ପୋଲିସ ଲାଗି କରୋନା କେତେ ମାରାତ୍ମକ ସାବ୍ୟସ୍ତ ହୋଇଛି ତାହା ଗତ ୨୪ ଘଣ୍ଟାର ରିପୋର୍ଟରୁ ଜଣାପଡ଼ିଛି। ଶନିବାର…
ଭାଜପାରେ ସାମିଲ ହେଲେ ଏହି ସ୍ବର୍ଣ୍ଣ ବିଜୟିନୀ ମହିଳା ଶୁଟର୍
ନୂଆଦିଲ୍ଲୀ, ୪।୧୦: ବିହାର ନିର୍ବାଚନ ପୂର୍ବରୁ ଦିଗଂବତ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦିଗ୍ବିଜୟ ସିଂଙ୍କ ଝିଅ ତଥା ଜାତୀୟସ୍ତରର ମହିଳା ଶୁଟର୍ ଶ୍ରେୟାସୀ ସିଂ ଭାଜପାରେ ସାମିଲ ହୋଇଛନ୍ତି। ରବିବାର ନୂଆଦିଲ୍ଲୀସ୍ଥିତ ଭାଜପା ମୁଖ୍ୟାଳୟରେ ଦଳର ନେତା ଭୂପେନ୍ଦ୍ର ଯାଦବଙ୍କ ଉପସ୍ଥିତିରେ ଶ୍ରେୟାସୀ…
ଅପରେସନ ନ ହେଲେ କଟା ହେବ ହାତ କହି ସାହାଯ୍ୟ ମାଗିଲେ ଯୁବକ: ସୋନୁ ଦେଲେ ଏମିତି ଉତ୍ତର
ପୁଣି ଚର୍ଚ୍ଚାରେ ବଲିଉଡ ଅଭିନେତା ସୋନୁ ସୁଦ। ବର୍ତ୍ତମାନ ସୋନୁ ଜଣେ ଯୁବକଙ୍କ ହାତ ଅପରେସନ ପାଇଁ ସାହାଯ୍ୟ କରି ଚର୍ଚ୍ଚାକୁ ଆସିଛନ୍ତି। କୁନାଲ ସିଂହ ରାଜପୁତ ନାମକ ଜଣେ ଯୁବକ ସୋନୁ ସୁଦ ଓ ନୀତି ଗୋୟଲଙ୍କୁ ଟ୍ୟାଗ କରି…
ଓ୍ବାର୍ନରଙ୍କ ଅର୍ଦ୍ଧଶତକ ବେକାର; ହାଇଦ୍ରାବାଦ୍କୁ ହରାଇ ଶୀର୍ଷରେ ମୁମ୍ବାଇ ଇଣ୍ଡିଆନ୍ସ
ଶାରଜା, ୪।୧୦: ଚଳିତ ଆଇପିଏଲ୍ର ୧୭ତମ ମୁକାବିଲାରେ ରବିବାର ମୁମ୍ବାଇ ଇଣ୍ଡିଆନ୍ସ ୩୪ ରନରେ ସନ୍ରାଇଜର୍ସ ହାଇଦ୍ରାବାଦ୍କୁ ପରାସ୍ତ କରିଛି। ସ୍ଥାନୀୟ ଶାରଜା କ୍ରିକେଟ୍ ଷ୍ଟାଡିୟମରେ ଅପରାହ୍ନରେ ଖେଳାଯାଇଥିବା ଏହି ହାଇସ୍କୋରିଂ ମ୍ୟାଚ୍ରେ ପ୍ରଥମେ ବ୍ୟାଟିଂ କରିଥିବା ମୁମ୍ବାଇ ଇଣ୍ଡିଆନ୍ସ ୫…
ସିଏସ୍କେ ବିପକ୍ଷରେ ଟସ୍ ଜିତି ପ୍ରଥମେ ବ୍ୟାଟିଂ କରିବ ପଞ୍ଜାବ
ଦୁବାଇ, ୪।୧୦: ଚଳିତ ଆଇପିଏଲ୍ର ଅଷ୍ଟାଦଶ ତଥା ରବିବାର ଅନୁଷ୍ଠିତ ୨ୟ ମୁକାବିଲାରେ ଚେନ୍ନାଇ ସୁପର୍ କିଙ୍ଗ୍ସ (ସିଏସ୍କେ) ଓ କିଙ୍ଗ୍ସ ଇଲେଭେନ ପଞ୍ଜାବ ପରସ୍ପର ସାମ୍ନାସାମ୍ନି ହୋଇଛନ୍ତି। ସ୍ଥାନୀୟ ଦୁବାଇ ଇଣ୍ଟରନ୍ୟାଶନାଲ କ୍ରିକେଟ୍ ଷ୍ଟାଡିୟମରେ ଖେଳାଯାଇଥିବା ଏହି ମ୍ୟାଚ୍ରେ ଟସ୍…
କଟକ ସହରୁ ଆଜି ୧୪୭ କରୋନା ପଜିଟିଭ ଚିହ୍ନଟ
କଟକ ଅଫିସ,୪।୧୦-କଟକ ସହରରୁ ରବିବାର ମୋଟ୍ ୧୪୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିରେ କ୍ୱାରାଣ୍ଟାଇନରୁ ୮୧ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୬୬ ଜଣ ଅଛନ୍ତି। ଏ ନେଇ କଟକ ମହାନଗର ନିଗମ (ସିଏମସି) ପକ୍ଷରୁ ଟୁଇଟ କରି…
କୋହଲିଙ୍କଠାରୁ ସ୍ବତନ୍ତ୍ର ଉପହାର ପାଇଲେ ରାହୁଲ
ଆବୁଧାବି, ୪।୧୦: ଚଳିତ ଆଇପିଏଲ୍ର ୧୫ତମ ମ୍ୟାଚ୍ରେ ଶନିବାର ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆର୍ସିବି) ୮ ଉଇକେଟ୍ରେ ରାଜସ୍ଥାନ ରୟାଲ୍ସକୁ ପରାସ୍ତ କରିଛି। ବିରାଟ କୋହଲିଙ୍କ ନେତୃତ୍ୱାଧୀନ ବାଙ୍ଗାଲୋରର ଏହା ଚଳିତ ସିଜନରେ ୩ୟ ବିଜୟ ଥିଲା। ଏହି ବିଜୟ ସହ…
ବଲିଉଡ ଅଭିନେତ୍ରୀ ତମନ୍ନା ଭାଟିଆଙ୍କୁ କରୋନା
ମୁମ୍ବାଇ, ୪।୧୦-ମହାମାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି ବଲିଉଡ ଅଭିନେତ୍ରୀ ତମନ୍ନା ଭାଟିଆ। ଗତ କିଛିଦିନ ତଳେ ହାଇଦ୍ରାବାଦରେ ତମନ୍ନା ଏକ ୱେବ ସିରିଜ ପାଇଁ ସୁଟିଂ କରୁଥିଲେ। ଏହାପରେ ତାଙ୍କଠାରେ କରୋନା ଲକ୍ଷଣ ଦେଖାଯାଇଥିଲା। ସେ କୋଭିଡ ଟେଷ୍ଟ କରିବା ପରେ…
୩ ଅର୍ଦ୍ଧଶତକ ସହ ଦେବଦତ୍ତ ପଡିକ୍କଲ ଆଇପିଏଲ୍ରେ ରଚିଲେ ଏହି କୀର୍ତ୍ତିମାନ
ଆବୁଧାବି, ୪।୧୦: କୁହାଯାଏ ବିଶ୍ୱର ସବୁଠାରୁ ବ୍ୟୟବହୁଳ ଟି୨୦ କ୍ରିକେଟ୍ ଟୁର୍ନାମେଣ୍ଟ ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ୍) ଯୁବ ଖେଳାଳିଙ୍କୁ ସର୍ବଦା ସୁଯୋଗ ଦେଇଆସିଛି। ଏହି ପ୍ଲାଟଫର୍ମରେ ଯୁବ କ୍ରିକେଟର୍ମାନେ ସେମାନଙ୍କ ପ୍ରତିଭା ଦେଖାଇବାର ସୁଯୋଗ ପାଇଥାନ୍ତି। ୟୁଏଇରେ ଚାଲିଥିବା ଚଳିତ…
ହାଇଦ୍ରାବାଦ ସାମ୍ନାରେ ୨୦୯ ରନର ବିଶାଳ ଟାର୍ଗେଟ୍ ରଖିଲା ମୁମ୍ବାଇ ଇଣ୍ଡିଆନ୍ସ
ଶାରଜା, ୪।୧୦: ଚଳିତ ଆଇପିଏଲ୍ ରବିବାର ଖେଳାଯାଇଥିବା ପ୍ରଥମ ମୁକାବିଲାରେ ଡିଫେଣ୍ଡିଂ ଚାମ୍ପିୟନ ମୁମ୍ବାଇ ଇଣ୍ଡିଆନ୍ସ ଓ ସନ୍ରାଇଜର୍ସ ହାଇଦ୍ରାବାଦ୍ ପରସ୍ପର ସାମ୍ନା ସାମ୍ନି ହୋଇଛନ୍ତି। ସ୍ଥାନୀୟ ଶାରଜା କ୍ରିକେଟ୍ ଗ୍ରାଉଣ୍ଡରେ ଖେଳାଯାଇଥିବା ଏହି ମ୍ୟାଚ୍ରେ ପ୍ରଥମେ ବ୍ୟାଟିଂ କରି ମୁମ୍ବାଇ…
ଏପରି କଥାରେ ନିଜର ହୋଇଥାଏ କ୍ଷତି, ଜାଣନ୍ତୁ କାହିଁକି କହିଲେ ଚାଣକ୍ୟ
ଜଣେ ବ୍ୟକ୍ତିଙ୍କ ଜୀବନକୁ ସଫଳ ଏବଂ ସମୃଦ୍ଧ କରିବା ପାଇଁ ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ନୀତିଶାସ୍ତ୍ରରେ ଅନେକ କିଛି ବର୍ଣ୍ଣନା କରିଛନ୍ତି। ଯେଉଁଠାରେ ସେ ମଣିଷ କଥାକୁ ଅମୃତ ବୋଲି ବର୍ଣ୍ଣନା କରିଛନ୍ତି। ସେଠାରେ ଏହାକୁ ବିଷ ବୋଲି ମଧ୍ୟ କହିଛନ୍ତି।…
ଏମିତି ଏକ ରୋବଟ, ଯାହା କରୋନା ରୋଗୀଙ୍କୁ କରିବ ସହାୟତା
ରାଞ୍ଚି,୪ା୧୦: ଝାଡ଼ଖଣ୍ଡର ଜାମସେଦପୁରରେ ରହୁଥିବା ଦୁଇ ଭାଇ ଏମିତି ଏକ ରୋବଟ ପ୍ରସ୍ତୁତ କରିଛନ୍ତି, ଯାହା ୩୬୦ ଡିଗ୍ରୀରେ ଘୂରୁଛି। ଖାଲି ଘୂରୁନି ଘରଠୁ ଆରମ୍ଭ କରି ଅଫିସ ପର୍ଯ୍ୟନ୍ତ କେତେ କାମ ସହଜରେ କରିପାରୁଛି। କୋଭିଡ୍ କେୟାର ସେଣ୍ଟର, ରେଷ୍ଟୁରାଣ୍ଟ…
Archives


