ଗଲଓ୍ବାନ ଶହୀଦ୍ଙ୍କ ପାଇଁ ସ୍ମୃତି ସ୍ମାରକୀ
ଗଲଓ୍ବାନ, ୩।୧୦: ଗଲଓ୍ବାନ ଘଟିରେ ଜୁନ୍ ୧୫ରେ ଚାଇନା ସୈନ୍ୟ ଏବଂ ଭାରତୀୟ ଯବାନଙ୍କ ମଧ୍ୟରେ ସଂଘର୍ଷ ଘଟିଥିଲା। ଏଥିରେ ୨୦ ଜଣ ଭାରତୀୟ ଯବାନ ଶହୀଦ୍ ହୋଇଥିଲେ। ଏଥିରେ ସମସ୍ତ ଶହୀଦ୍ ଯବାନଙ୍କ ନାମ ଏବଂ ସେମାନଙ୍କର ରେଜିମେଣ୍ଟ ସମ୍ପର୍କରେ…
ସୁଶାନ୍ତଙ୍କ ମୃତ୍ୟୁ ହତ୍ୟା ନୁହେଁ ଆତ୍ମହତ୍ୟା!
ମୁମ୍ବାଇ:୩ ।୧୦: ବଲିଉଡ୍ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁକୁ ଦୀର୍ଘ ୩ ମାସ ବିତି ଯାଇଥିବା ବେଳେ ଏହା ହତ୍ୟା ନା ଆତ୍ମହତ୍ୟା ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇପାରି ନାହିଁ । ଏହାର କାରଣ ଖୋଜିବାକୁ ଦେଶର ୩ ବଡ…
୧୧୫ ବର୍ଷ ହେବ ବନ୍ଦ ରହିଛି ରଘୁନାଥ ବେଶ
ପୁରୀ ଅଫିସ, ୩।୧୦: ମହାପ୍ରଭୁଙ୍କ ବିଭିନ୍ନ ବେଶ ମଧ୍ୟରେ ନାଗାର୍ଜୁନ ଓ ରଘୁନାଥ ବେଶ୍ ଅତ୍ୟନ୍ତ ଦୁଲର୍ଲଭ ଏବଂ ମନୋମୁଗ୍ଧକର। ପରମ୍ପରା ମୁତାବକ ତିଥି ଅନୁସାରେ ଶ୍ରୀମନ୍ଦିରରେ ନାଗାର୍ଜୁନ ବେଶ ଅନୁଷ୍ଠିତ ହୋଇଆସୁଛି। ହେଲେ ରଘୁନାଥ ବେଶ ହେଉନାହିିଁ। ତଥ୍ୟ ଅନୁସାରେ…
ଡେଲାଙ୍ଗରେ ଚୋରି ଗାଡ଼ି ର଼୍ୟାକେଟ ପର୍ଦ୍ଦାଫାଶ
ଡେଲାଙ୍ଗ,୩।୧୦(ଡି.ଏନ୍.ଏ.): ଗତ ଏକ ମାସର ବ୍ୟବଧାନ ପରେ ପୁରୀ ଜିଲା ଡେଲାଙ୍ଗ ପୋଲିସ ପୁଣି ଏକ ଚୋରି ଗାଡ଼ି ର଼୍ୟାକେଟର ପର୍ଦ୍ଦାଫାଶ କରିଛି। ଏହା ପଛରେ ଥିବା ଏକ ଗ୍ୟାଙ୍ଗର ୬ଜଣ ସଦସ୍ୟକୁ ପୋଲିସ ଗିରଫ କରିବା ସହ କୋର୍ଟଚାଲଣ କରିଛି।…
ବିଜେଡି ସଚେତନତା ଯାତ୍ରାକୁ ବିରୋଧୀଙ୍କ ସମାଲୋଚନା
ଭୁବନେଶ୍ୱର, ୩।୧୦(ବ୍ୟୁରୋ): ବିଜେଡି ପକ୍ଷରୁ ଶୁକ୍ରବାର ଅର୍ଥାତ୍ ଗାନ୍ଧୀ ଜୟନ୍ତୀଠାରୁ ମାସେବ୍ୟାପୀ କରୋନା ସଚେତନତା କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ବିଜେଡି ଗାଁକୁ ଯାଇ ଲୋକମାନଙ୍କୁ କରୋନା ସଚେତନତା ସମ୍ପର୍କରେ ବାର୍ତ୍ତା ଦେବା ସହିତ ମାସ୍କ ବଣ୍ଟନ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…
ବର୍ଷା: ଦୁଇଦିନରେ କଟକ ଅବସ୍ଥା ସଙ୍ଗିନ
କଟକ ଅଫିସ,୩।୧୦: ଗତ ଦୁଇଦିନ ଧରି ଲଘୁଚାପ ବର୍ଷାରେ କଟକ ସହରର ସ୍ଥିତି ସଙ୍ଗିନ ହୋଇପଡ଼ିଛି। ଡ୍ରେନଗୁଡିକ ଜାମ୍ ହୋଇପଡିଥିବାରୁ ବର୍ଷାଜଳ ଠିକ ଭାବେ ନିଷ୍କାସନ ହୋଇ ନ ପାରି ରାସ୍ତାକୁ ଉଦ୍ବୃତ୍ତ ହୋଇଆସିବା ସହ କେତେଜଣଙ୍କ ଘରେ ପଶିଥିଲା। ରାସ୍ତାରେ…
ଜରିମାନାରେ ଜାଲିଆତି
କଟକ ଅଫିସ,୩।୧୦: ଜରିମାନା ଆଦାୟରେ ଜାଲିଆତି ହେଉଛି। ପୋଲିସ ଯେତିକି ଟଙ୍କାର ଚାଲାଣ କାଟୁଛି, ସରକାରଙ୍କ ନିକଟରେ ଏହାଠୁ କମ୍ ରାଶି ଦର୍ଶାଯାଉଛି। ଏଭଳି ଏକ ଘଟଣା ଚାଉଳିଆଗଞ୍ଜ ଥାନା ଅଧୀନରେ ହୋଇଥିବା ଅଭିଯୋଗ ହୋଇଛି। ଗତ ଜୁଲାଇ ୨୦ ତାରିଖରେ…
ଅଧା କର୍ମଚାରୀରେ ଷ୍ଟେଟ୍ ଫିଙ୍ଗର ପ୍ରିଣ୍ଟ ବ୍ୟୁରୋ
ଭୁବନେଶ୍ୱର,୩।୧୦(ବ୍ୟୁରୋ): ରାଜ୍ୟରେ ଏବେ ଅପରାଧ ବଢ଼ି ଚାଲିଛି। କିନ୍ତୁ ତଦନ୍ତରେ ବୈଜ୍ଞାନିକ ତଥା ଅତ୍ୟାଧୁନିକ ଜ୍ଞାନକୌଶଳର ଠିକ୍ ଉପଯୋଗ ହୋଇପାରୁ ନ ଥିବାରୁ ଅଧିକାଂଶ ମାମଲାରେ ଅପରାଧୀଙ୍କ ସୁରାକ ପାଇପାରୁନି ପୋଲିସ। ତେବେ ପୋଲିସକୁ ଅପରାଧୀଙ୍କ ସମ୍ପର୍କରେ ସୁରାକ ଦେଇଥାଏ ଅଙ୍ଗୁଠି…
ଦୁଇ ବର୍ଷ ପରେ ମା’ କୋଳକୁ ଫେରିଲା ପୁଅ
ଖୋର୍ଦ୍ଧା ଅଫିସ,୩।୧୦: ଦୁଇ ବର୍ଷ ପରେ ଜଣେ ନାବାଳକ ତାଙ୍କ ମା’ଙ୍କ କୋଳକୁ ଫେରିଛନ୍ତି। ହଜିଯାଇଥିବା ପୁଅକୁ ଫେରିପାଇ ପରିବାରଲୋକଙ୍କ ମଧ୍ୟରେ ଖୁସିର ଲହରି ଖେଳିଯାଇଛି। ସୂଚନା ଅନୁଯାୟୀ, ୨୦୧୮ ମେ’ ମାସରେ ବାଣପୁର ବଜାରରୁ ସ୍ଥାନୀୟ ପୋଲିସ ଜଣେ ୮ବର୍ଷର…
ଯାନବାହନ ବିକ୍ରି ୨୨ % ବଢ଼ିଲା
ଭୁବନେଶ୍ୱର,୩।୧୦ (ବ୍ୟୁରୋ): ଲକ୍ଡାଉନ ଓ ଶଟ୍ଡାଉନ ଯୋଗୁ ଯାନବାହନ ବିକ୍ରି ଅତି ମାତ୍ରାରେ ପ୍ରଭାବିତ ହୋଇଥିଲା। ତେବେ ସେପ୍ଟେମ୍ବରରେ ୨୨ ପ୍ରତିଶତ ଅଧିକ ଯାନ ବିକ୍ରି ହୋଇଥିବା ରାଜ୍ୟ ପରିବହନ କର୍ତ୍ତୃପକ୍ଷ(ଏସ୍ଟିଏ) ପକ୍ଷରୁ ସୂଚନା ଦିଆଯାଇଛି। ମିଳିଥିବା ସୂଚନା ଅନୁଯାୟୀ ସେପ୍ଟେମ୍ବରରେ…
୧୧ ଜିଲାରେ ବର୍ଷା ସମ୍ଭାବନା
ଭୁବନେଶ୍ୱର,୩।୧୦ (ବ୍ୟୁରୋ): ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ଦକ୍ଷିଣ ଓଡ଼ିଶା ଉପକୂଳରେ ସୃଷ୍ଟି ହୋଇଥିବା ଲଘୁଚାପ ଶୁକ୍ରବାର ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ଓଡ଼ିଶା ଉପକୂଳରେ ରହିଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା,…
ଅଂଶୁପ୍ରଜ୍ଞାଙ୍କୁ ‘ଆର୍ଥ ହିରୋ ପୁରସ୍କାର’
ଭୁବନେଶ୍ୱର, ୩।୧୦(ବ୍ୟୁରୋ): ଓଡ଼ିଶାର ବନ ଅଧିକାରୀ ଅଂଶୁପ୍ରଜ୍ଞା ଦାସ ନାଟ୍ୱେଷ୍ଟ ଗ୍ରୁପ୍ ଆର୍ଥ ହିରୋ ପୁରସ୍କାର ପାଇବା ପାଇଁ ମନୋନୀତ ହୋଇଛନ୍ତି। ଅଂଶୁପ୍ରଜ୍ଞା ସାତକୋଶିଆର ମହାନଦୀ ବନ୍ୟପ୍ରାଣୀ ବନଖଣ୍ଡରେ ୫ବର୍ଷ କାମ କରୁଥିବା ସମୟରେ ବାଘର ବାସସ୍ଥାନ ସୁରକ୍ଷା, ମହାନଦୀ କୂଳରେ…
Archives


