ହାଥରସ ମାମଲା: ଗଣମାଧ୍ୟମକୁ ମିଳିଲା ପୀଡ଼ିତାଙ୍କ ପରିବାର ସହ ଭେଟିବାକୁ ଅନୁମତି
ହାଥରସ,୩ ।୧୦: ଉତ୍ତର ପ୍ରଦେଶ ହାଥରସରେ ହୋଇଥିବା ବଳାତ୍କାର ମାମଲାକୁ ନେଇ ଏବେ ସାରା ଦେଶରେ ଚାପା ଗୁଞ୍ଜରଣ ସୃଷ୍ଟି ହୋଇଛି । ଏହାକୁ ନେଇ ରାଜନୀତି ବି ଆରମ୍ଭ ହୋଇ ଗଲାଣି । ମିଳିଥିବା ସୂଚନାରୁ ଜଣାପଡିଛି କି ମୁଖ୍ୟ…
ପ୍ରକଳ୍ପ ପାଇଁ ଉଜୁଡୁଛି ସବୁଜ ବଳୟ
ଭୁବନେଶ୍ୱର,୩।୧୦(ବ୍ୟୁରୋ): ବିକାଶ ନାଁରେ ରାଜ୍ୟରେ ଜଙ୍ଗଲ ସମ୍ପଦ ଛାରଖାର ହୋଇଯାଉଛି । ପ୍ରତିବର୍ଷ ବିଭିନ୍ନ ପ୍ରକଳ୍ପ ପାଇଁ ଜଙ୍ଗଲ ଜମିକୁ ଅଣଜଙ୍ଗଲ କିସମରେ ପରିଣତ କରିବା କାର୍ଯ୍ୟ ଦ୍ରୁତଗତିରେ ଚାଲିଛି। ଏପରି ଧାରା ବଜାୟ ରହିଲେ ରାଜ୍ୟରେ ଜଙ୍ଗଲ ଲୋପ ପାଇବା…
କରୋନା ଭାଇରସ କେତେ ଭୟଙ୍କର ତାହା ଏବେ ଟ୍ରମ୍ପ ବୁଝିଯିବା ଉଚିତ: ବେଡେନ
ୱାଶିଂଟନ,୩ ।୧୦: ଠିକ୍ ରାଷ୍ଟପତି ନିର୍ବାଚନ ପୂର୍ବରୁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ଫାଷ୍ଟ ଲେଡି ମେଲାନିଆ ଟ୍ରମ୍ପ କରୋନାରେ ଆକ୍ରାନ୍ତ ହୋଇଛନ୍ତି । ଏହି ସମୟରେ ଆମେରିକା ରାଷ୍ଟ୍ରପତି ନିର୍ବାଚନରେ ଟ୍ରମ୍ପଙ୍କ ବିପକ୍ଷରେ ଲଢୁଥିବା ଡେମୋକ୍ରାଟିକ୍ ପାର୍ଟିର ପ୍ରାର୍ଥି…
୭ ଭାରତୀୟଙ୍କୁ ଅପହରଣ କଲେ ଆତଙ୍କବାଦୀ
ତ୍ରିପୋଲି, ୩।୧୦: ଭାରତରୁ ଳିବିୟାକୁ କାମ କରିବାକୁ ଯାଇଥିବା ୭ ଜଣ ଭାରତୀୟଙ୍କୁ ଆତଙ୍କବାଦୀମାନେ ଅପହରଣ କରି ନେଇଛନ୍ତି। ଆତଙ୍କବାଦୀମାନେ ଭାରତୀୟଙ୍କ ମୁଣ୍ଡ ଜାମିନ ରଖିଛନ୍ତି। ୨୦ ହଜାର ଡଲାର ଦେଲେ ଭାରତୀୟଙ୍କୁ ମୁକ୍ତ କରାଯିବ ବୋଲି ଆତଙ୍କବାଦୀ ସଂଗଠନ ପକ୍ଷରୁ…
ଶିକ୍ଷକଙ୍କଠାରୁ ୧୪ ଛାତ୍ରୀଛାତ୍ରଙ୍କୁ ବ୍ୟାପିଲା କରୋନା ସଂକ୍ରମଣ
ହାଇଦ୍ରାବାଦ୍, ୩।୧୦: ଆନ୍ଧ୍ରପ୍ରଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଇତିମଧ୍ୟରେ ୭ ଲକ୍ଷରୁ ଅଧିକ ରହିଛି। ସ୍ଥାନୀୟ ଗୁଣ୍ଟୁର ଜିଲାରେ ଜଣେ କରୋନା ପଜିଟିଭ୍ ଶିକ୍ଷକଙ୍କଠାରୁ ୧୪ ଜଣ ଛାତ୍ରୀଛାତ୍ର ସଂକ୍ରମିତ ହୋଇଛନ୍ତି। ଛାତ୍ରୀଛାତ୍ରମାନେ ଶିକ୍ଷକଙ୍କ ପାଖକୁ ଟ୍ୟୁସନ ହେବାକୁ ଯାଉଥିଲେ। ସମସ୍ତ…
୧୨ ଘଣ୍ଟାରେ ନୂଆ ରେକର୍ଡ ସୃଷ୍ଟି କଲେ ପ୍ରିୟଙ୍କା ଚୋପ୍ରା
ବଲିଉଡ୍ ଅଭିନେତ୍ରୀ ତଥା ଗ୍ଲୋବାଲ ଆଇକ୍ ପ୍ରିୟଙ୍କା ଚୋପ୍ରା ସଫଳତାର ଆଉ ପାଦେ ଆଗରେ ପହଞ୍ଚିଛନ୍ତି। ଅଭିନୟ ଦୁନିଆରେ ନିଜର ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିସାରିଥିବା ଏହି ଦେଶୀଗର୍ଲ ଲେଖା ଜଗତରେ ପଧ୍ୟ ପଛରେ ପଡ଼ି ନାହାନ୍ତି। ପ୍ରିୟଙ୍କାଙ୍କର ପ୍ରଥମ…
ଖୁସି ଖବର: କରୋନା ଚିକିତ୍ସାର ନୂଆ ପଦ୍ଧତି ଖୋଜି ପାଇଲା ଆଇସିଏମ୍ଆର୍
ମହାମାରୀ କରୋନା ସମଗ୍ର ବିଶ୍ୱରେ କାୟା ବିସ୍ତାର କରିସାରିଛି। ଏହା ଦ୍ୱାରା ବର୍ତ୍ତମାନ ପର୍ଯ୍ୟନ୍ତ ଦେଶରେ ୧ ଲକ୍ଷରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ହୋଇସାରିଛି। ତେବେ ଏହାରି ମଧ୍ୟରେ ଏକ ଖୁସି ଖବର ସାମ୍ନାକୁ ଆସିଛି। ଇଣ୍ଡିଆନ୍ କାଉନ୍ସିଲ ଅଫ୍ ମେଡିକାଲ…
ମାମଲା ଲଢ଼ିବେ ନିର୍ଭୟା ଓକିଲ
ଲକ୍ଷ୍ନୌ,୩।୧୦: ହାଥ୍ରସ ଗଣ ବଳାତ୍କାର ଓ ହତ୍ୟା ଘଟଣାରେ ପୀଡ଼ିତାଙ୍କ ପରିବାର ସପକ୍ଷରେ ମାମଲା ଲଢ଼ିବେ ସୀମା କୁଶଓ୍ବାହ। ୨୦୧୨ ଦିଲ୍ଲୀ ନିର୍ଭୟା ଗଣବଳାତ୍କାର ଓ ହତ୍ୟା ମାମଲା ଲଢ଼ିଥିବା ଓକିଲ ସୀମା ଏନେଇ ସ୍ପଷ୍ଟ କରିଛନ୍ତି। ପ୍ରକାଶଥାଉ କି ନିର୍ଭୟା…
ୟୁପି ସରକାରଙ୍କୁ ହାଇକୋର୍ଟ ନୋଟିସ
ଲକ୍ଷ୍ନୌ,୩।୧୦: ହାଥ୍ରସ ଗଣବଳାତ୍କାର ଓ ହତ୍ୟା ଘଟଣାରେ ଆଲ୍ଲାହାବାଦ ହାଇକୋର୍ଟଙ୍କ ଲକ୍ଷ୍ନୌ ଖଣ୍ଡପୀଠ ପକ୍ଷରୁ ଉତ୍ତରପ୍ରଦେଶ ସରକାରଙ୍କୁ ନୋଟିସ ଜାରି କରାଯାଇଛି। ଘଟଣା ସମ୍ପର୍କରେ ରିପୋର୍ଟ ଦେବା ଲାଗି ନିର୍ଦ୍ଦେଶ ଦିଆଯାଇଛି। ଏହି ଘଟଣାରେ ରାଜ୍ୟ ସରକାର ଓ ପୋଲିସ ପ୍ରଶାସନକୁ…
ଅରୁଣାଚଳ ଭାରତର: ଆମେରିକା
ଓ୍ବାଶିଂଟନ, ୩।୧୦:ଭାରତ ଉପରେ ଚାଇନାର ଆକ୍ରମଣାତ୍ମକ ମନୋଭାବ ଏବଂ ସୀମାନ୍ତରେ ବିସ୍ତାରବାଦୀ ନୀତିକୁ ନେଇ କ୍ଷୁବ୍ଧ ହୋଇଛି ଆମେରିକା। ଦୀର୍ଘ ୬ ଦଶନ୍ଧି ଧରି ଲଦାଖ, ଅରୁଣାଚଳ ପ୍ରଦେଶ ଉପରେ ଚାଇନା କୁଦୃଷ୍ଟି ପକାଇଥିବାବେଳେ ବେଜିଂକୁ କଡ଼ା ଭାଷାରେ ଅକ୍ଷେପ କରିଛି…
ବିପର୍ଯ୍ୟସ୍ତ ରାସ୍ତା: ଅଧକିମି ଚାଲି ଚାଲି ଆସିଲେ ଗର୍ଭବତୀ
କେଗାଁ, ୩ା୧୦(ଡି.ଏନ.ଏ.) କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକ କେଗାଁ ପଞ୍ଚାୟତ ଅନ୍ତର୍ଗତ ସାନଚେର କର୍ଲାପଡା ଗଁା ରାସ୍ତା ବିପର୍ଯ୍ୟସ୍ତ ଅବସ୍ଥାରେ ରହିଛି। ଏଥିଯୋଗୁ ଗାଁକୁ ଆମ୍ବୁଲାନ୍ସ ଆସି ନ ପାରିବାରୁ ୧ କିଲୋମିଟର ଚାଲି ଚାଲି ଜଣେ ଗର୍ଭବତୀ ଆମ୍ବୁଲାନ୍ସ ପାଖକୁ…
ଫିଟ୍ ଇଣ୍ଡିଆ ଅଭିଯାନରେ ଅଂଶଗ୍ରହଣ କରିଛନ୍ତି ୧୦ କୋଟି
ନୂଆଦିଲ୍ଲୀ,୩।୧୦(ପି.ଟି.): ଏପର୍ଯ୍ୟନ୍ତ ୧୦ କୋଟିରୁ ଊର୍ଦ୍ଧ୍ୱ ଲୋକ ‘ଫିଟ୍ ଇଣ୍ଡିଆ’ ଅଭିଯାନରେ ସାମିଲ ହୋଇଛନ୍ତି ବୋଲି କେନ୍ଦ୍ର କ୍ରୀଡ଼ାମନ୍ତ୍ରୀ କିରେନ ରିଜିଜୁ କହିଛନ୍ତି। ଦେଶବାସୀଙ୍କ ଶାରୀରିକ ଓ ମାନସିକ ସ୍ବାସ୍ଥ୍ୟର ଉନ୍ନତି ପାଇଁ ଏହି ଅଭିଯାନ ଆରମ୍ଭ କରାଯାଇଛି। ସିଆରପିଏଫ୍ର ଏକ…
Archives


