Home Left

ପାରାଦୀପ-ବଡ଼ବିଲ ୮ ଲେନ୍‌ ରାସ୍ତା ହେବ

ଭୁବନେଶ୍ୱର,୩ା୨(ବ୍ୟୁରୋ): ପାରାଦୀପ-ବଡ଼ବିଲ ମଧ୍ୟରେ ନିର୍ମାଣ ହେବ ଅର୍ଥନୈତିକ କରିଡର। ଏହି ରାସ୍ତାକୁ ୮ ଲେନ୍‌ ବିଶିଷ୍ଟ କରାଯିବ। ମଙ୍ଗଳବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କେନ୍ଦ୍ର ସଡ଼କ ଓ ପରିବହନ ମନ୍ତ୍ରୀ ନୀତିନ ଗଡ୍‌କରୀଙ୍କ ସହ ଭିଡିଓ କନ୍‌ଫରେନ୍ସରେ ଏ ନେଇ ଆଲୋଚନା…

ଅଣଧାନ ଫସଲକୁ ଅଣଦେଖା

ଭୁବନେଶ୍ୱର,୩ା୨(ବ୍ୟୁରୋ): ଚାଷୀଙ୍କଠାରୁ ଆରମ୍ଭ କରି ସରକାରୀ କଳ ଯାଏ ସମସ୍ତେ କେବଳ ଧାନ ଚାଷ ପଛରେ ଗୋଡ଼ାଇଛନ୍ତି। ରାଜ୍ୟରେ ଧାନ ଉତ୍ପାଦନ ବଢ଼ି ଚାଲିଥିବା ବେଳେ ଅଣଧାନ ଫସଲ ଚୁଲିିକି ଗଲାଣି। ଆଳୁ, ପିଆଜ, ଡାଲି, ତୈଳବୀଜ ଆଦି ପାଇଁ ଅନ୍ୟ…

ନେତାଜୀ ବସ୍‌ ଟର୍ମିନାଲ ନିର୍ମାଣରେ ସ୍ଥଗିତାଦେଶ

କଟକ ଅଫିସ୍‌, ୩।୨: କଟକ ଖାନ୍‌ନଗରଠାରେ ନିର୍ମାଣ ହେବାକୁ ଥିବା ଆନ୍ତଃରାଜ୍ୟ ବସ୍‌ ଟର୍ମିନାଲ୍‌ ପ୍ରକଳ୍ପ ନିର୍ମାଣରେ ଲାଗିଛି ରୋକ୍‌। ପ୍ରସ୍ତାବିତ ୧୨ଏକର ପରିମିତ ବସ୍‌ ଟର୍ମିନାଲ ପ୍ରକଳ୍ପ ମଧ୍ୟରେ ଥିବା କାଳୀ ମନ୍ଦିରକୁ ନ ଭାଙ୍ଗିବା ପାଇଁ ମଙ୍ଗଳବାର ହାଇକୋର୍ଟ…

ସିବିଏସ୍‌ଇ ଦଶମ, ଦ୍ୱାଦଶ ପରୀକ୍ଷା କାର୍ଯ୍ୟସୂଚୀ ଘୋଷିତ

ଭୁବନେଶ୍ୱର, ୩।୨(ବ୍ୟୁରୋ): କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ଦଶମ ଓ ଦ୍ୱାଦଶ ପରୀକ୍ଷା ମେ’ ୪ତାରିଖରୁ ଆରମ୍ଭ ହେବ। ପରୀକ୍ଷା ପାଇଁ ମଙ୍ଗଳବାର କାର୍ଯ୍ୟସୂଚୀ ଘୋଷଣା କରାଯାଇଛି। ସିବିଏସ୍‌ଇ ଦଶମ ପରୀକ୍ଷା ମେ ୪ରୁ ଜୁନ୍‌ ୭ତାରିଖ ପର୍ଯ୍ୟନ୍ତ ଚାଲିବ।…

ଲୋକେଶ ରାହୁଲ ଫିଟ୍‌

ମୁମ୍ବାଇ,୩।୨: ଆହତ ସମସ୍ୟା ପାଇଁ ଅଷ୍ଟ୍ରେଲିଆରେ ଟେଷ୍ଟ ସିରିଜ ଖେଳିପାରି ନ ଥିବା ଲୋକେଶ ରାହୁଲ ଏବେ ଫିଟ୍‌। ରିହାବିଲିଟେଶନ ଶେଷ ହୋଇଥିବାରୁ ସେ ଆଗାମୀ ଇଂଲଣ୍ଡ ବିପକ୍ଷ ସିରିଜରେ ଖେଳିବାକୁ ଉତ୍ସାହିତ ଅଛନ୍ତି। ୨୮ ବର୍ଷୀୟ ରାହୁଲ ଅଷ୍ଟ୍ରେଲିଆରେ ଦିନିକିଆ…

୩ ବିଶ୍ୱବିଦ୍ୟାଳୟର କୁଳପତି ନିଯୁକ୍ତି ପାଇଁ ବିଜ୍ଞପ୍ତି

ଭୁବନେଶ୍ୱର, ୩।୨: ରାଜ୍ୟର ୩ ବିଶ୍ୱବିଦ୍ୟାଳୟରେ କୁଳପତି ନିଯୁକ୍ତି ପାଇଁ ମଙ୍ଗଳବାର ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ସେଗୁଡ଼ିକ ହେଲା କଟକ ମଧୁସୂଦନ ଲ’ ୟୁନିଭର୍ସିଟି, ଭବାନୀପାଟଣାର କଳାହାଣ୍ଡି ବିଶ୍ୱବିଦ୍ୟାଳୟ ଓ ବଲାଙ୍ଗୀରସ୍ଥିତ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ। ପ୍ରାର୍ଥୀମାନେ ଆସନ୍ତା…

ଏକତରଫା ପ୍ରେମ: ନାବାଳିକାଙ୍କ ଗଳା କାଟିଦେଲେ ଯୁବକ

ବାଲେଶ୍ୱର ଅଫିସ, ୩।୨- ବାଲେଶ୍ବର ସହଦେବଖୁଣ୍ଟା ଥାନା ଅଧୀନ ନୂଆବଜାର ଅଞ୍ଚଳର ଜଣେ ଯୁବକ ଏକ ନାବାଳିକାଙ୍କୁ ବାରମ୍ବାର ପ୍ରେମ ନିବେଦନ କରି ବିଫଳ ହେବା ପରେ ଉନ୍ମତ୍ତକାଣ୍ଡ ଘଟାଇଛନ୍ତି। ସୋମବାର ସାରେ ନାବାଳିକାଜଣକ ଟ୍ୟୁଶନରୁ ଫେରୁଥିବା ବେଳେ ଉକ୍ତ ଯୁବକ…

୪ ଜଣଙ୍କୁ ଫ୍ଲାଟ୍‌ ଉପହାର ଦେଲେ କଙ୍ଗନା

ଗତ କିଛି ମାସ ହେବ ନିଜର କଠୋର ବକ୍ତବ୍ୟ ପାଇଁ ବଲିଉଡ୍‌ ଅଭିିନେତ୍ରୀ କଙ୍ଗନା ରଣାଓ୍ବତ୍‌ ଚର୍ଚ୍ଚାରେ ରହିଛନ୍ତି। ନିକଟରେ ସେ ନିଜର ଭାଇ ଅକ୍ଷତ, ଭଉଣୀ ରଙ୍ଗୋଲୀ ଏବଂ ଅନ୍ୟ ୨ ସମ୍ପର୍କୀୟଙ୍କୁ ଚଣ୍ଡିଗଡରେ ଫ୍ଲାଟ୍‌ ଉପହାର ରୂପେ ଦେଇଛନ୍ତି।…

କ୍ରିକେଟକୁ ଅଲବିଦା କହିଲେ ଅଶୋକ ଦିଣ୍ଡା

କୋଲକାତା, ୩।୨ -ଭେଟେରାନ ପେସର ଆଶୋକ ଦିଣ୍ଡା ମଙ୍ଗଳବାର କ୍ରିକେଟର ସମସ୍ତ ଫର୍ମାଟରୁ ଅବସର ଘୋଷଣା କରିଛନ୍ତି। ଏଥିସହ ଦେଢ ଦଶନ୍ଧିର ଲମ୍ବା କ୍ରିକେଟ କ୍ୟାରିୟରରେ ପୂର୍ଣ୍ଣଛେଦ ପଡ଼ିଛି। ଏହି ୩୬ ବର୍ଷୀୟ କ୍ରିକେଟର ଭାରତ ତରଫରୁ ୧୩ ଅନ୍ତର୍ଜାତୀୟ ଦିନିକିଆ…

ସାଇକେଲ ଚୋରି କରି ଜେଲ ଗଲେ

ଦିଗପହଣ୍ଡି,୨।୨ (ଡି.ଏନ.ଏ.)- ଗଞ୍ଜାମ ଜିଲାର ଦିଗପହଣ୍ଡି ଥାନା ଅନ୍ତର୍ଗତ ପଦ୍ମନାଭପୁର ଗ୍ରାମର ସଞ୍ଜୀବ କୁମାର ପଣ୍ଡା ନାମକ ଜଣେ ବ୍ୟକ୍ତିଙ୍କ ସାଇକେଲ ଚୋରି କରିବା ମାମଲାରେ ପୋଲିସ ଜଣଙ୍କୁ ଗିରଫ କରିଛି। ଗିରଫ ହୋଇଥିବା ଯୁବକଙ୍କ ନାମ ଭଗବାନ ପ୍ରଧାନ। ସେ…

ଭାରତୀୟ ସେନା ଗାଡ଼ିରେ ଶିଶୁକନ୍ୟା ଜନ୍ମ ଦେଲେ ମହିଳା

ଶ୍ରୀନଗର,୨।୨: କେନ୍ଦ୍ର ଶାସିତ ଅଞ୍ଚଳ କଶ୍ମୀରରେ ଜାରି ରହିଥିବା ତୁଷାର ପାତ ଯୋଗୁ ଜଣେ ଗର୍ଭବତି ମହିଳା ମେଡିକାଲ ଯାଇପାରି ନ ଥିଲେ। ଭାରତୀୟ ସେନା ତାଙ୍କୁ ଉଦ୍ଧାର କରି ମେଡିକାଲ ନେଉଥିବାବେଳେ ଉକ୍ତ ମହିଳା ଜଣକ ସେନା ଗାଡ଼ିରେ ହିଁ…

ଟେଲି ଅଭିନେତ୍ରୀଙ୍କ ପିଛା କଲେ ମଦ୍ୟପ, ଆଉ ତା ପରେ..

ନୂଆଦିଲ୍ଲୀ,୨।୨: ପରିବାର ସହ ରାତ୍ରିଭୋଜନ କରି ସ୍ବାମୀଙ୍କ ସହ ଫେରୁଥିବା ଜଣେ ଜଣାଶୁଣା ଟେଲି ଅଭିନେତ୍ରୀଙ୍କ ପଛରେ ପଡ଼ିଗଲେ ୪ ମଦ୍ୟପ ବ୍ୟକ୍ତି। ଅଭିନେତ୍ରୀଙ୍କ ଘର ପର୍ଯ୍ୟନ୍ତ କାରରେ ପିଛା କଲେ। ଏ ନେଇ ସୋମବାର ସନ୍ଧ୍ୟାରେ ଅଭିଯୋଗ ପରେ ସେମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?