ନ୍ୟୁଜିଲାଣ୍ଡକୁ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ ଫାଇନାଲ ଟିକେଟ୍ ଦେଲା ଅଷ୍ଟ୍ରେଲିଆ
ନୂଆଦିଲ୍ଲୀ,୨।୨: ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ ଫାଇନାଲ ମୁକାବିଲା ପ୍ରାୟତଃ ସ୍ପଷ୍ଟ ହୋଇଯାଇଛି। ଟେଷ୍ଟ ଭିତ୍ତିକ ଟୁର୍ନାମେଣ୍ଟର ପ୍ରଥମ ସଂସ୍କରଣର ଫାଇନାଲରେ ସ୍ଥାନ ପକ୍କା କରିଛି ନ୍ୟୁଜିଲାଣ୍ଡ। ତେବେ ନ୍ୟୁଜିଲାଣ୍ଡକୁ ଏହି ସୁଯୋଗ ଦେଇଛି ପଡୋଶୀ ଅଷ୍ଟ୍ରେଲିଆ। କାରଣ ଦକ୍ଷିଣ ଆଫ୍ରିକା ବିପକ୍ଷ…
ନେଟ୍ ସେସନ ଆରମ୍ଭ କଲା ଭାରତୀୟ ଦଳ, ଖେଳାଳିଙ୍କୁ ସ୍ବାଗତ କଲେ କୋଚ୍ ଶାସ୍ତ୍ରୀ
ଚେନ୍ନାଇ,୨।୨: ଆସନ୍ତା ୫ ତାରିଖରୁ ଇଂଲଣ୍ଡ ବିପକ୍ଷରେ ଆରମ୍ଭ ହେବାକୁ ଯାଉଥିବା ୪ ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ ଦଳର ଖେଳାଳିମାନେ ମଙ୍ଗଳବାରଠାରୁ ନେଟ୍ ସେସନ ଆରମ୍ଭ କରିଛନ୍ତି। ଉତ୍ସାହ ଭରା ବକ୍ତବ୍ୟ ସହ ଟିମ୍ ଇଣ୍ଡିଆର ସ୍ବାଗତ…
କମିଗଲା କ୍ରିତିଙ୍କ ଓଜନ
ମୁମ୍ବାଇ: ଅଭିନେତ୍ରୀ କ୍ରିତି ଖରବନ୍ଦାଙ୍କ ପାଇଁ ୨୦୨୦ ମସିହା ଆଦୌ ଭଲ ନ ଥିଲା ବୋଲି ସେ କହିଛନ୍ତି । ଗତବର୍ଷ ନଭେମ୍ବରରେ ସେ ମ୍ୟାଲେରିଆରେ ପୀଡ଼ିତ ହୋଇଥିଲେ । ଆଉ ତାଙ୍କୁ ୩ ସପ୍ତାହ ପାଇଁ ବେଡ୍ ରେଷ୍ଟ ନେବାକୁ…
‘ଲୁପ ଲପେଟା’ରେ ତାପସୀଙ୍କ ଫାଷ୍ଟ ଲୁକ୍
ମୁମ୍ବାଇ: ବଲିଉଡ୍ ନାୟିକା ତାପସୀ ପନ୍ନୁ ଜଣେ ଏମିତି କଳାକାର ଯେ ସବୁବେଳେ କିଛି ନା କିଛି ଭିନ୍ନ ଚରିତ୍ରରେ ନଜର ଆସିବାକୁ ପସନ୍ଦ କରିଥାଆନ୍ତି । ସେଥିପାଇଁ ଏବେ ବଲିଉଡ୍ରେ ତାଙ୍କର ରହିଛି ଏକ ଭିନ୍ନ ପରିଚୟ । ‘ପିଙ୍କ’ଠାରୁ…
ଜିଦ୍ରେ ଅଡି ବସିଛନ୍ତି କୃଷକ ନେତା !
ନୂଆଦିଲ୍ଲୀ,୨ ।୨: କେନ୍ଦ୍ର ସରକାରଙ୍କ ୩ କୃଷି ଆଇନକୁ ବିରୋଧ କରି ମଙ୍ଗଳବାର ବି କୃଷକଙ୍କ ବିରୋଧ ପ୍ରଦର୍ଶନ ଜାରି ରହିଛି । ଏହି ସମୟରେ ଭାରତୀୟ କୃଷକ ୟୁନିୟନର ଅଧ୍ୟକ୍ଷ ରାକେଶ ଟିକାଏତ୍ ଗାଜିପୁର ସୀମାରେ ଧାରଣ ପ୍ରଦର୍ଶନ କରିବା…
ଫିଲ୍ମ ଛାଡି କ୍ରିକେଟ ଖେଳିଲେ ଏହି ଅଭିନେତା
ରାଜକୁମାର ରାଓ ବଲିଉଡ୍ର ଏମିତି ଜଣେ ଅଭିନେତା ଯାହାଙ୍କ ନାମ ପସନ୍ଦର କଳାକାରଙ୍କ ତାଲିକାରେ ରହିଛି। ଖୁବ୍ କମ୍ ସମୟ ମଧ୍ୟରେ ସେ ସମସ୍ତଙ୍କର ପ୍ରିୟ ପାଲଟି ପାରିଛନ୍ତି। ନିକଟରେ ଅଭିନେତା ନିଜର ଏକ ଫଟୋ ସୋସିଆଲ ମିଡିଆରେ ଶେୟାର କରିଛନ୍ତି।…
ପୂରଣ ହେଲା ଆତ୍ମନିର୍ଭର ଭାରତର ସଂକଳ୍ପ: ପ୍ରତିରକ୍ଷା ମନ୍ତ୍ରୀ
ନୂଆଦିଲ୍ଲୀ,୨ ।୨: ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂ ମଙ୍ଗଳବାର ବେଙ୍ଗାଲୁରୁ ଗସ୍ତ କରିଛନ୍ତି । ହିନ୍ଦୁସ୍ତାନ ଏରୋନଟିକ୍ସ ଲିମିଟେଡ(ଏଚ୍ଏଏଲ୍)ର ଦ୍ୱିତୀୟ ଏଲ୍ସିଏ(ଲାଇଟ୍ କମ୍ବାଟ୍ ଏୟାରକ୍ରାପ୍ଟ)ର ପ୍ରଡକ୍ସନ ଲାଇନର ଉଦ୍ଘାଟନ କରିଛନ୍ତି । ଚୁକ୍ତି ଅନୁଯାୟୀ ବାୟୁସେନାକୁ ତେଜସ ଏଲ୍ସିଏର ଡେଲିଭରି ମାର୍ଚ୍ଚ ୨୦୨୪ରେ…
ଦାୟିତ୍ୱକୁ ନେଇ ବିବାଦ: କୋର୍ଟ ଅଫ୍ ଇନକ୍ୱାରୀ ନିର୍ଦ୍ଦେଶ ଦେଲେ ସେନାଧ୍ୟକ୍ଷ
ନୂଆଦିଲ୍ଲୀ, ୨।୨: ଭାରତୀୟ ସେନାର ଦୁଇ ଉଚ୍ଚ ଅଧିକାରୀଙ୍କ ମଧ୍ୟରେ ଦାୟିତ୍ୱକୁ ନେଇ ସୃଷ୍ଟି ହୋଇଥିବା ମାମଲାରେ ସେନାଧ୍ୟକ୍ଷ ମନୋଜ ମୁକୁନ୍ଦ ନରାଓ୍ବଣେ କୋର୍ଟ ଅଫ୍ ଇନକ୍ୱାରୀ ନିର୍ଦ୍ଦେଶ ଦେଇଛନ୍ତି। ଏଭଳି ଉଚ୍ଚ ଅଧିକାରୀଙ୍କ ମଧ୍ୟରେ ଏଭଳି ବିବାଦ ବିରଳ ଘଟଣା…
ରାଜଧାନୀରେ ନକଲି ମୃଦୁ ପାନୀୟ କାରଖାନା: ଚଢ଼ାଉ କଲା ପୋଲିସ
ଭୁବନେଶ୍ୱର, ୨।୨(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ମଙ୍ଗଳବାର ଏକ ନକଲି କାରଖାନା ଠାବ ହୋଇଛି। ମଞ୍ଚେଶ୍ୱର ଶିଳ୍ପାଞ୍ଚଳରୁ ଠାବ ହୋଇଥିବା ଏହି କାରଖାନା ଉପରେ ପୋଲିସ ଚଢ଼ାଉ ଜାରି ରଖିଛି। ସୂଚନାଯୋଗ୍ୟ ଯେ, କିଛିଦିନ ହେବ ଭୁବନେଶ୍ବର ମଞ୍ଚେଶ୍ବର ଶିଳ୍ପାଞ୍ଚଳରେ ନକଲି ମୃଦୁ…
ମୃତକଙ୍କୁ ୨ କିମି କାନ୍ଧରେ ବୋହି ନେଲେ ମହିଳା ଏସ୍ଆଇ
ବିଶାଖାପଟ୍ଟନମ୍, ୨।୨: ଆନ୍ଧ୍ରପ୍ରଦେଶର ଶ୍ରୀକାକୁଲମ୍ ଜିଲାର କାସିବୁଗାରେ ଅଞ୍ଚଳରେ କାର୍ଯ୍ୟ କରୁଥିବା ମହିଳା ଏସ୍ଆଇ କୋଟ୍ଟୁରୁ ଶ୍ରୀଷା ଏବେ ସୋସିଆଲ୍ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛନ୍ତି। ସୋମବାର ଜଣେ ଅଜଣାବ୍ୟକ୍ତିଙ୍କ ମୃତଦେହ ଅଦାଭି କୋଟୁଟୁ ଗାଁରେ ପଡ଼ି ରହିଥିବା ଖବର ମିଳିଥିଲା।…
୭ ମାସ ପରେ ଭିଜିଲାନ୍ସ କୋର୍ଟରେ ହାଜର ହେଲେ ମହିଳା ଆଇଆଇସି
ବାଲେଶ୍ୱର ଅଫିସ, ୨।୨: ବାଲେଶ୍ୱର ଟାଉନ ଥାନାର ପୂର୍ବତନ ଆଇଆଇସି ସରୋଜିନୀ ନାୟକ ମଙ୍ଗଳବାର ଭିଜିଲାନ୍ସ କୋର୍ଟରେ ଆତ୍ମସମର୍ପଣ କରିଛନ୍ତି। ଥାନା ଅଧିକାରୀ ଭାବେ ଦାୟିତ୍ୱରେ ଥିବା ବେଳେ ସରୋଜିନୀ, ଏକ ଜମିଜମା ଗଣ୍ଡଗୋଳର ସମାଧାନ ପାଇଁ ୨୫ ହଜାର ଟଙ୍କା…
ଅଣ୍ଡା ଭିତରୁ ହେବ ଲିଙ୍ଗ ପରିବର୍ତ୍ତନ !
ଜେରୁଜେଲମ, ୨।୨: ପ୍ରତିବର୍ଷ ମାଂସ ପାଇଁ ପୃଥିବୀରେ ୭୦୦ କୋଟିରୁ ଅଧିକ ଅଣ୍ଡିରା ଚିଆଁଙ୍କୁ ମାରି ଦିଆଯାଇଥାଏ। ମାଈ ଚିଆଁ ବଡ଼ ହୋଇ ଅଣ୍ଡା ଦେଇଥାଏ। ପରେ ଏହା ଅଣ୍ଡାଦେବା ବନ୍ଦ କରିଲେ ତାକୁ ମାଂସ ଲାଗି ହତ୍ୟା କରାଯାଇଥାଏ। ତେଣୁ…

