Home Left

ସ୍ବାମୀଙ୍କଠାରୁ ଛାଡ଼ପତ୍ର ନେଲେ ଆଉ ଜଣେ ଅଭିନେତ୍ରୀ, ବିବାହର ୪ ବର୍ଷ ପରେ…

ମୁମ୍ବାଇ: ଏବେ ସେଲିବ୍ରିଟି ଛାଡ଼ପତ୍ର ତାଲିକାରେ ଯୋଡ଼ି ହୋଇଛନ୍ତି ଆଉ ଜଣେ ଅଭିନେତ୍ରୀ। ସେ ତାଙ୍କ ବ୍ୟବସାୟୀ ସ୍ବାମୀଙ୍କୁ ଛାଡ଼ପତ୍ର ଦେଇଛନ୍ତି। ସେମାନଙ୍କ ବିବାହରେ ଫାଟ ହେବାର ଗୁଜବ ବହୁତ ଦିନ ଧରି ଚାଲିଥିଲା କିନ୍ତୁ ଏବେ ସତ୍ୟତା ପ୍ରମାଣିତ ହୋଇଛି।…

ରେଳବାଇ ଉପରେ LPG ସଙ୍କଟ! ମାଇକ୍ରୋୱେଭ୍-ଇଣ୍ଡକ୍ସନ ବ୍ୟବହାର କରିବାକୁ IRCTCର ନିର୍ଦ୍ଦେଶ

ନୂଆଦିଲ୍ଲୀ,୧୧ା୩: ଦେଶବ୍ୟାପୀ ଏଲପିଜି ସିଲିଣ୍ଡରର ଅଭାବ ଏବେ ଭାରତୀୟ ରେଳବାଇର କ୍ୟାଟରିଂ ସେବାକୁ ପ୍ରଭାବିତ କରୁଛି। ଏହି ସଙ୍କଟ ଯୋଗୁଁ, ଭାରତୀୟ ରେଳବାଇ କ୍ୟାଟରିଂ ଏବଂ ପର୍ଯ୍ୟଟନ ନିଗମ (IRCTC) ର ଟ୍ରେନଗୁଡ଼ିକରେ ଖାଦ୍ୟ ଯୋଗାଇବା ବ୍ୟବସ୍ଥା ପ୍ରଭାବିତ ହେଉଛି ।…

ଏୟାର ଇଣ୍ଡିଆ ଏକ୍ସପ୍ରେସର ହାର୍ଡ ଲ୍ୟାଣ୍ଡିଂ; ଭାଙ୍ଗିଲା ନୋଜ୍ ଗିୟର, ୧୩୩ ଯାତ୍ରୀ…..

ନୂଆଦିଲ୍ଲୀ,୧୧ା୩: ବୁଧବାର ଦିନ ଥାଇଲ୍ୟାଣ୍ଡର ଫୁକେଟ୍ ଅନ୍ତର୍ଜାତୀୟ ବିମାନବନ୍ଦରରେ ଏୟାର ଇଣ୍ଡିଆ ଏକ୍ସପ୍ରେସର ହାର୍ଡ ଲ୍ୟାଣ୍ଡିଂ ।ବିମାନ IX ୯୩୮ ହାର୍ଡ ଲ୍ୟାଣ୍ଡିଂ କରିବା ପରେ ଏକ ବଡ଼ ଦୁର୍ଘଟଣା ଟଳି ଯାଇଛି । ବିମାନର ନୋଜ ହ୍ବିଲ ଭାଙ୍ଗିଯିବାରୁ ଏହା…

ନିଲମ୍ବିତ ହେଲେ ଫରେଷ୍ଟଗାର୍ଡ, ଏହି କାର୍ଯ୍ୟ ପାଇଁ ହେଡ୍‌ କ୍ୱାର୍ଟର୍ସରେ…

ପାଟଣା,୧୧ା୩(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ପାଟଣା ସେକ୍ସନର ଫରେଷ୍ଟଗାର୍ଡ ହୃଦାନନ୍ଦ ମହାନ୍ତିଙ୍କୁ ମଙ୍ଗଳବାର ଡିଏଫ୍‌ଓ ଧନରାଜ ସରକାରୀ କାର୍ଯ୍ୟରେ ଅବହେଳା, ନିଆଁ ନିୟନ୍ତ୍ରଣରେ ବିଫଳ, ଟ୍ରେନିଙ୍ଗ ନ ଯିବା, ହାତୀ ନଷ୍ଟ କରିଥିବା ଫସଲର କ୍ଷୟ କ୍ଷତି ଆକଳନ…

ଯୁଦ୍ଧ ପାଇଁ ବଢ଼ିବ ବିମାନ ଟିକେଟ୍‌ର ଦାମ୍‌, ଜାଣନ୍ତୁ କେତେ…

ନୂଆଦିଲ୍ଲୀ,୧୧ା୩: ଯଦି ବିମାନ ଯାତ୍ରା ପାଇଁ ଯୋଜନା କରୁଛନ୍ତି, ତେବେ ଆପଣଙ୍କୁ ଟିକେଟ୍‌ ପାଇଁ ଟିକେ ଅଧିକ ଦେୟ ଦେବାକୁ ପଡ଼ିପାରେ। ବିମାନ କମ୍ପାନୀଗୁଡ଼ିକର ବର୍ଦ୍ଧିତ ମୂଲ୍ୟ ଏବେ ଯାତ୍ରୀଙ୍କ ପକେଟ୍‌କୁ ପ୍ରଭାବିତ କରୁଛି। ବିମାନ କମ୍ପାନୀଗୁଡ଼ିକ ବିମାନ ଟର୍ବାଇନ ଇନ୍ଧନର…

ଭୁଶୁଡୁଛି ମାଓବାଦୀଙ୍କ ଗଡ଼, ଏକାଥରେ ଆତ୍ମସମର୍ପଣ କଲେ ୧୦ ଦୁର୍ଦ୍ଦାନ୍ତ….

ଫୁଲବାଣୀ,୧୧।୩(ରାକେଶ କୁମାର ରାଉତ): ଫୁଲବାଣୀ ରିଜର୍ଭ ପୋଲିସ୍ ପଡ଼ିଆରେ ଆତ୍ମସମର୍ପଣ କଲେ ୧୦ ମାଓବାଦୀ । ପାଖେଇ ଆସୁଛି ମାର୍ଚ୍ଚ ୩୧ ତାରିଖ। ସେପଟେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଓଡିଶା ଆସି ଫେରି ଯାଇଛନ୍ତି । ପୋଲିସ ମାଓବାଦୀ…

ଏପ୍ରିଲ ୨୬ରୁ ଭଞ୍ଜନଗର ଠାକୁରାଣୀ ଯାତ୍ରା: ବିଧାୟକ କହିଲେ, ଏଥର ଲେଖାଯିବ ନୂଆ ଇତିହାସ

ଭଞ୍ଜନଗର,୧୧/୩(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଐତିହାସିକ ଠାକୁରାଣୀ ଯାତ୍ରା ପାଇଁ ବୁଧବାର ଶୁଭ ସ୍ତମ୍ଭ ସ୍ଥାପନ ହୋଇଛି। ଏନେଇ ଠାକୁରାଣୀ ମନ୍ଦିର ଏବଂ କୁଲାଡ ବ୍ୟାଘ୍ର ଦେବୀ ମନ୍ଦିରରୁ ଶୋଭାଯାତ୍ରାରେ ବରଣମାଳା ଶୁଭ ସ୍ତମ୍ଭ ସ୍ଥାପନସ୍ଥଳକୁ ଅଣାଯାଇଥିଲା। ଏହାପରେ ପୂଜାର୍ଚ୍ଚନା ପରେ…

ଜାରକା ବଜାରରେ ନକଲି ଡାକ୍ତର! ରୋଗୀଙ୍କ ଜୀବନ ସହ ଖେଳୁଛନ୍ତି ନକଲି….

ଧର୍ମଶାଳା,୧୧।୩(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅଧୀନ ବିଭିନ୍ନ ଛକ ବଜାରରେ ମାଳମାଳ ଔଷଧ ଦୋକାନ ସହିତ ରୋଗୀ ଦେଖିବା ପାଇଁ ଡାକ୍ତର ଚାମ୍ବର କରାଯାଇଛି । ଏହି ଚମ୍ବାରକୁ ବିଭିନ୍ନ ବିଭାଗର ଡାକ୍ତରମାନେ ଆସି ରୋଗୀମାନଙ୍କୁ ଦେଖିଥାନ୍ତି…

ବର୍ଷାରେ ଭିଜିଲା ସହର, ଘଡ଼ଘଡ଼ି ସହ ପ୍ରବଳ ବର୍ଷା, ଆସନ୍ତା ୧୬ ପର୍ଯ୍ୟନ୍ତ…

ଚେନ୍ନାଇ,୧୧ା୩: ବୁଧବାର ତାମିଲନାଡୁରେ ପ୍ରବଳ ବର୍ଷା ହୋଇଛି। ପାଣିପାଗ ବିଭାଗ ମାର୍ଚ୍ଚ ୧୬ ପର୍ଯ୍ୟନ୍ତ ତାମିଲନାଡୁର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହେବାର ପୂର୍ବାନୁମାନ କରିଛି, ଯାହା ଗ୍ରୀଷ୍ମ ପ୍ରବାହରୁ କିଛି ଆଶ୍ୱସ୍ତି ଆଣିବ। ଆଇଏମ୍‌ଡି ରିପୋର୍ଟ ଅନୁଯାୟୀ, ଥୁଥୁକୁଡି,…

କୋରିଆକୁ ସେନା ପଠାଇଲେ ଟ୍ରମ୍ପ, ତାତିଲେ କିମ୍‌… ଯୁଦ୍ଧ ଘୋଷଣା!

ନୂଆଦିଲ୍ଲୀ,୧୧।୩: ମଧ୍ୟପ୍ରାଚ୍ୟରେ ଚାଲିଛି ମହାଯୁଦ୍ଧ। ଇରାନ୍ ଉପରେ ଏକକାଳୀନ ଆଟାକ୍ କରୁଛି ଇସ୍ରାଏଲ ଓ ଆମେରିକା। ପାଲଟା ଜବାବ ଦେଉଛି ତେହରାନ। ମଧ୍ୟପ୍ରାଚ୍ୟର ଯୁଦ୍ଧରେ ଗୋଟେ ପରେ ଆଉ ଗୋଟିଏ ଦେଶକୁ ବ୍ୟାପିବାରେ ଲାଗିଛି। ଏବେ କୋରିଆ ଉପଦ୍ୱୀପରେ ବଢ଼ୁଛି ଟେନସନ।…

୫ ମାସ ପରେ ମିଳିଲା ଚୋରି ଟ୍ରାକ୍ଟର, ୫ ଜଣଙ୍କୁ ବାନ୍ଧିଲା ପୋଲିସ

ଲୋଇସିଂହା,୧୧।୩(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅନ୍ତର୍ଗତ ସାହାଜଛାପର ଗାଁରୁ ୨୦୨୫ ଅକ୍ଟୋବର ମାସରେ ଚୋରି ହୋଇଥିବା ଏକ ଟ୍ରାକ୍ଟରକୁ ଲୋଇସିଂହା ପୋଲିସ ଆନ୍ଧ୍ରରୁ ଉଦ୍ଧାର କରିଛି। ଏହି ଚୋରି ଘଟଣାରେ ୫ ଜାଣଙ୍କୁ ଗିରଫ କରାଯାଇଛି। ଗିରଫ ଅଭିଯୁକ୍ତମାନେ…

ଛତିଶଗଡ଼ରୁ ଟିଟିଲାଗଡ଼ ଆସୁଥିବାବେଳେ ଗଛରେ ପିଟିହେଲା ପିକ୍‌ଅପ୍‌ ଭ୍ୟାନ୍‌: ତା’ପରେ…

ବଲାଙ୍ଗୀର,୧୧।୩ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଟିଟିଲାଗଡ଼ ୨୬ନମ୍ବର ଜାତୀୟ ରାଜପଥ ରାସ୍ତା ବିଜୟାନନ୍ଦ ଚିନିକଲ କଲୋନୀର ନିକଟରେ ବୁଧବାର ସକାଳେ ଏକ ସଡକ ଦୁର୍ଘଟଣା ଘଟିଛି। ପିକ୍‌ଅପ୍‌ ଗାଡି ଧରି ରାସ୍ତାରେ ଆସୁଥିବାବେଳେ ଗାଡ଼ି ଚାଳକଙ୍କ ଆଖି ଲାଗିଯିବାରୁ ଭାରସାମ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?