Home Left

ମନୋରଞ୍ଜନ ଜଗତରେ ପାଦ ଦେବାକୁ ଯାଉଛନ୍ତି ଏହି କ୍ରିକେଟର

ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନି ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେବା ପରେ ଏବେ ମନୋରଞ୍ଜନ ଜଗତରେ ପାଦ ଦେବାକୁ ନିଷ୍ପତ୍ତି ନେଇଛନ୍ତି। ଏହାକୁ ନେଇ ଏବେ ସେ ଖୁବ୍‌ ଚର୍ଚ୍ଚାରେ ରହିଛନ୍ତି। ତେବେ ମାହି ଅଭିନେତା…

କରୋନା ପରେ ଆସୁଛି କଙ୍ଗୋ ଜ୍ୱର: ସତର୍କ ସୂଚନା ଜାରି

ସମସ୍ତ ବିଶ୍ୱ ଏବେ ମହାମାରୀ କରୋନା ସହ ଲଢ଼େଇ କରୁଛି। ଏହାରି ମଧ୍ୟରେ ଆଉ ଏକ ରୋଗ ‘କଙ୍ଗୋ ଜ୍ୱର’ ବ୍ୟାପିବା ଆଶଙ୍କାରେ ସତର୍କ ସୂଚନା ଜାରି କରାଯାଇଛି। ଏ ନେଇ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ଗୁଜୁରାଟର କିଛି ଅଞ୍ଚଳରେ ପଶୁ,…

କରୋନାରୁ ସୁସ୍ଥ ହେବାପରେ ଦେଖାଦେଉଛି ପାର୍ଶ୍ୱ ପ୍ରତିକ୍ରିୟା: ୧୦ରୁ ୯ ଜଣଙ୍କର ରହିଛି ଏହି ସମସ୍ୟା

ମହାମାରୀ କରୋନା ସମଗ୍ର ବିଶ୍ୱରେ କାୟା ବିସ୍ତାର କରିସାରିଛି। ଲକ୍ଷ ଲକ୍ଷ ଲୋକ ଏଥିରେ ଆକ୍ରାନ୍ତ ହେଉଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ିଚାଲିଛି। ମାତ୍ର କୋଟି କୋଟି ସଂଖ୍ୟାର ଲୋକ ଏହି ମରାମାରୀରୁ ସୁସ୍ଥ ହୋଇସାରିଛନ୍ତି। କିନ୍ତୁ ଏଥିରୁ ସୁସ୍ଥ…

ମାଛର ମୂଲ୍ୟ ୩ ଲକ୍ଷ ଟଙ୍କା; ମାଲାମାଲ୍‌ ହେଲେ ମହିଳା

କୋଲକାତା, ୩୦।୯: ପଶ୍ଚିମବଙ୍ଗର ଜଣେ ମହିଳା ରାତାରାତି ଧନୀ ପାଲଟିଯାଇଛନ୍ତି। ଯାହାର କାରଣ ଶୁଣିଲେ ଆପଣ ଆଶ୍ଚର୍ଯ୍ୟ ହୋଇଯିବେ। ବାସ୍ତବରେ ଏହି ମହିଳାଜଣଙ୍କ ଏକ ବିଶାଳକାୟ ମାଛ ଧରିଥିଲେ। ଯାହାର ମୂଲ୍ୟ ବାବଦକୁ ତାଙ୍କୁ ୩ ଲକ୍ଷ ଟଙ୍କା ମିଳିଥିଲା। ଅନୁଯାୟୀ…

ରାଜସ୍ଥାନ ସାମ୍ନାରେ ୧୭୫ ରନ୍‌ ବିଜୟ ଲକ୍ଷ୍ୟ ରଖିଲା କେକେଆର୍‌

ଦୁବାଇ, ୩୦।୯: ଆଇପିଏଲ୍‌-୧୩ତମ ସିଜନର ଏକ ମୁକାବିଲାରେ ବୁଧବାର ରାଜସ୍ଥାନ ରୟାଲ୍ସ ଓ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର୍‌) ସାମ୍ନାସାମ୍ନି ହୋଇଛନ୍ତି। ଏହି ମ୍ୟାଚ୍‌ରେ ଟସ୍‌ ହାରି ପ୍ରଥମେ ବ୍ୟାଟିଂ ଆମନ୍ତ୍ରଣ ପାଇଥିବା କେକେଆର୍‌ ନିର୍ଦ୍ଧାରିତ ୨୦ ଓଭରରେ ୬ ଉଇକେଟ୍‌…

ଏହି ୨ ରାଜ୍ୟରେ ୩୧ ଅକ୍ଟୋବର ପର୍ଯ୍ୟନ୍ତ ବଢ଼ିଲା ଲକ୍‌ ଡାଉନ୍‌

ନୂଆଦିଲ୍ଲୀ, ୩୦।୯: କରୋନା ଭାଇରସ୍‌ର ପ୍ରକୋପକୁ ନଜରରେ ରଖି ମହାରାଷ୍ଟ୍ର ଓ ତାମିଲନାଡ଼ୁରେ ଲକ୍‌ ଡାଉନ୍‌ ଅବଧିକୁ ୩୧ ଅକ୍ଟୋବର ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ମହାରାଷ୍ଟ୍ର ସରକାର ଅକ୍ଟୋବର ୫ରୁ ହୋଟେଲ, ଫୁଡ୍‌ କୋର୍ଟ ଓ ରେଷ୍ଟୁରାଣ୍ଟଗୁଡ଼ିକୁ ୫୦ ପ୍ରତିଶତ କ୍ଷମତା…

ମଣିଷଖିଆ ବାଘକୁ ହତ୍ୟା କଲା ବନ ବିଭାଗ

ଡେରାଡୁନ, ୩୦।୯: ଉତ୍ତରାଖଣ୍ଡ ପିଥୋରଗଡ଼ ଜିଲାରେ ବୁଧବାର ସକାଳେ ବନ ବିଭାଗ ନିଯୁକ୍ତ ଜଣେ ଶିକାରୀ ଦ୍ୱାରା ଏକ ଚିତା ବାଘକୁ ଗୁଳି କରି ହତ୍ୟା କରାଯାଇଛି। ଏହି ବାଘର ଆକ୍ରମଣରେ ଜିଲାରେ ୨ଜଣ ଲୋକଙ୍କ ମୃତ୍ୟୁ ହୋଇଥିବାବେଳେ ଜଣେ ଗୁରୁତର…

 ଶନିବାର ସମସ୍ତ ସରକାରୀ କାର୍ଯ୍ୟାଳୟ ବନ୍ଦ ରହିବ

ଭୁବନେଶ୍ୱର,୩୦ା୯(ବ୍ୟୁରୋ)-ରାଜ୍ୟର ସମସ୍ତ ସରକାରୀ ଅଫିସ ଶନିବାର ବନ୍ଦ ରହିବ । ତେବେ ଅକ୍ଟୋବର ମାସରେ କଟକ ଓ ଭୁବନେଶ୍ୱର ଥିବା ସମସ୍ତ ସରକାରୀ ବିଭାଗ ଓ ଅନ୍ୟାନ୍ୟ କାର୍ଯ୍ୟାଳୟ ୫୦ ପ୍ରତିଶତ କର୍ମଚାରୀଙ୍କୁ ନେଇ ଚାଲିବ। ସରକାରୀ କାର୍ଯ୍ୟ ଯେପରି ପ୍ରଭାବିତ…

ଏକ କୋଟି କରୋନା ଟେଷ୍ଟ କରାଇବାରେ ଭାରତର ପ୍ରଥମ ରାଜ୍ୟ ହେଲା ଉତ୍ତର ପ୍ରଦେଶ

ଲକ୍ଷ୍ନୌ, ୩୦।୯: ସାରା ଦେଶରେ କରୋନା ଏହାର କାୟା ମେଲାଇ ସାରିଛି। ଭାରତରେ ବର୍ତ୍ତମାନ ସୁଦ୍ଧା ୬୨ ଲକ୍ଷରୁ ଊର୍ଦ୍ଧ୍ୱ ଲୋକ ଏହି ଭାଇରସ୍‌ରେ ଆକ୍ରାନ୍ତ ହୋଇସାରିଛନ୍ତି। ଏଭଳି ଏକ ସମୟରେ କରୋନା ଟେଷ୍ଟକୁ ନେଇ ଉତ୍ତର ପ୍ରଦେଶରୁ ଏକ ବଡ଼…

ଆଇପିଏଲ୍‌: ଟସ୍‌ ଜିତି ପ୍ରଥମେ କେକେଆର୍‌କୁ ବ୍ୟାଟିଂ ପାଇଁ ଆମନ୍ତ୍ରଣ କଲା ରାଜସ୍ଥାନ

ଦୁବାଇ, ୩୦।୯: ଆଇପିଏଲ୍‌-୧୩ତମ ସିଜନର ଦ୍ୱାଦଶ ମୁକାବିଲାରେ ବୁଧବାର ରାଜସ୍ଥାନ ରୟାଲ୍ସ ଓ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର୍‌) ପରସ୍ପର ସାମ୍ନାସାମ୍ନି ହୋଇଛନ୍ତି। ସ୍ଥାନୀୟ ଦୁବାଇ ଇଣ୍ଟରନ୍ୟାଶନାଲ କ୍ରିକେଟ୍‌ ଷ୍ଟାଡିୟମରେ ଖେଳାଯାଇଥିବା ଏହି ମୁକାବିଲାରେ ଟସ୍‌ ଜିତି ରାଜସ୍ଥାନ ପ୍ରଥମେ କେକେଆର୍‌କୁ…

ଆଇପିଏଲ୍‌ରେ ଏହି ବିରଳ ସଫଳତା ପାଇବାରେ ରାବାଡା ପ୍ରଥମ ବୋଲର

ଦୁବାଇ, ୩୦।୯: ଆଇପିଏଲ୍‌-୧୩ତମ ସିଜନର ଏକାଦଶ ମ୍ୟାଚ୍‌ରେ ମଙ୍ଗଳବାର ସନ୍‌ରାଇଜର୍ସ ହାଇଦ୍ରାବାଦ୍‌ ୧୫ ରନରେ ଦିଲ୍ଲୀ କ୍ୟାପିଟାଲ୍ସକୁ ପରାସ୍ତ କରିଛି। ଏହି ମ୍ୟାଚ୍‌ରେ ଦିଲ୍ଲୀ ପରାସ୍ତ ହୋଇଥିଲେ ମଧ୍ୟ ଦ୍ରୁତ ବୋଲର କାଗିସୋ ରାବାଡା ଏଭଳି ଏକ ରେକର୍ଡ ପ୍ରତିଷ୍ଠା କରିଛନ୍ତି,…

ଆଇପିଏଲ୍‌ ଲାଗି ଘୁଞ୍ଚିଲା ଏହି ଦେଶର ଟି୨୦ ଲିଗ୍‌

କଲମ୍ବୋ, ୩୦।୯: ଶ୍ରୀଲଙ୍କା କ୍ରିକେଟ୍‌ (ଏସ୍‌ଏଲ୍‌ସି) ପକ୍ଷରୁ ଲଙ୍କା ପ୍ରିମିୟର ଲିଗ୍‌ (ଏଲ୍‌ପିଏଲ୍‌) ଟି୨୦ ଟୁର୍ନାମେଣ୍ଟର କାର୍ଯ୍ୟସୂଚୀରେ ପରିବର୍ତ୍ତନ କରାଯାଇଛି। ଏହି ଟୁର୍ନାମେଣ୍ଟ ଏବେ ୨୧ ନଭେମ୍ବରରୁ ଆରମ୍ଭ ହେବ। ଏଥିରେ ଅଂଶଗ୍ରହଣ କରିବାକୁ ଥିବା ଖେଳାଳିଙ୍କ ନିକଟରେ କ୍ୱାରାଣ୍ଟାଇନରେ ରହିବାକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri