ମୁଖ୍ୟମନ୍ତ୍ରୀ ଘରୁ ବାହାରନ୍ତୁ: ସୁର
ଭୁବନେଶ୍ୱର, ୧ା୧୦ (ବ୍ୟୁରୋ):ରାଜ୍ୟରେ କରୋନା ପରିସ୍ଥିତି ମେ’ ପର୍ଯ୍ୟନ୍ତ ଠିକ୍ଠାକ୍ ଚାଲିଥିଲା। ହେଲେ ରାଜ୍ୟ ସରକାର ପ୍ରବାସୀ ଓଡ଼ିଆଙ୍କୁ ଆଣି ଭୁଲ୍ କଲେ। ବିଭିନ୍ନ ଷ୍ଟେଶନରେ ସେମାନେ ଓହ୍ଲାଇବା ଫଳରେ ରାଜ୍ୟ ସାରା ସଂକ୍ରମଣ ବ୍ୟାପିଲା। ଗଞ୍ଜାମ ଓ ଖୋର୍ଦ୍ଧା ଜିଲା…
ଯୁକ୍ତିଯୁକ୍ତ ଉପସଂହାର: ଜଷ୍ଟିସ ଯାଦବ
ନୂଆଦିଲ୍ଲୀ, ୧।୧୦:ବାବ୍ରି ମସ୍ଜିଦ୍ ଭଙ୍ଗ ମାମଲାର ରାୟ ପ୍ରକାଶ ପାଇବା ପରେ ଚର୍ଚ୍ଚାର ପରିଧିକୁ ଆସିଛନ୍ତି ସ୍ବତନ୍ତ୍ର ସିବିଆଇ ଜଜ୍ ସୁରେନ୍ଦ୍ର କୁମାର ଯାଦବ। ଜଷ୍ଟିସ୍ ଯାଦବ ୨୦୧୯ରେ ଅବସର ଗ୍ରହଣ କରିବାର ଥିଲା। ହେଲେ ମାମଲାର ଗୁରୁତ୍ୱକୁ ଉପଲବ୍ଧି କରି…
ଓଡ଼ିଶାରେ କୋଭିଡ୍ ସ୍ଥିତି ନିୟନ୍ତ୍ରଣରେ ଅଛି
ଭୁବନେଶ୍ୱର, ୧ା୧୦ (ବ୍ୟୁରୋ):ମହାମାରୀ ପରିଚାଳନାରେ ରାଜ୍ୟ ସରକାର ଉତ୍କୃଷ୍ଟ ପଦକ୍ଷେପ ନେଇଥିବାରୁ ଅନ୍ୟରାଜ୍ୟ ତୁଳନାରେ ଓଡ଼ିଶାରେ କୋଭିଡ୍ ସ୍ଥିତି ନିୟନ୍ତ୍ରଣରେ ରହିଛି। ବୁଧବାର ବିଧାନସଭାରେ ବିରୋଧୀଙ୍କ କୋଭିଡ୍ ସଂକ୍ରାନ୍ତ ମୁଲତବୀ ନୋଟିସ୍ ପରେ ବୁଧବାର ସ୍ବାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସ ନିଜ ବିବୃତିରେ…
ଅକ୍ଟୋବର ୧୫ରୁ ଖୋଲିବ ସିନେମା ହଲ୍
ନୂଆଦିଲ୍ଲୀ,୧।୧୦: ଅନ୍ଲକ୍ ୫.୦ ଲାଗି ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ବୁଧବାର ଗାଇଡ୍ଲାଇନ୍ ଜାରି କରାଯାଇଛି। ଅକ୍ଟୋବର ୧୫ରୁ ସର୍ତ୍ତମୂଳକ ଭାବେ ସିନେମା ହଲ୍ ଓ ଥିଏଟର ଖୋଲିବା ଲାଗି ଅନୁମତି ପ୍ରଦାନ କରାଯାଇଛି। ଅଧା ଦର୍ଶକଙ୍କୁ ନେଇ ସିନେମା, ଥିଏଟର ଚଲାଇବାକୁ…
ପ୍ରକାଶ ପାଇଲା ପ୍ରଥମ ପର୍ଯ୍ୟାୟ କଟ୍ ଅଫ୍ ମାର୍କ
କଟକ ଅଫିସ, ୧ା୧୦:ରେଭେନ୍ଶା ବିଶ୍ୱବିଦ୍ୟାଳୟରେ ଚଳିତ ଶିକ୍ଷାବର୍ଷ ପାଇଁ ଯୁକ୍ତ ୩ ନାମଲେଖାର ପ୍ରଥମ ପର୍ଯ୍ୟାୟ ଆରମ୍ଭ ହୋଇଛି। ପ୍ରଥମ ପର୍ଯ୍ୟାୟ କଟ୍ ଅଫ୍ ମାର୍କ ପ୍ରକାଶ ପାଇଥିବାବେଳେ ଚଳିତବର୍ଷ ଅନ୍ଲାଇନ ମାଧ୍ୟମରେ ନାମଲେଖା ପ୍ରକ୍ରିୟା ହେବ ବୋଲି ବିଶ୍ୱବିଦ୍ୟାଳୟ ପକ୍ଷରୁ…
‘ମସ୍ଜିଦ୍ ଭଙ୍ଗା ମ୍ୟାଜିକ୍ ଥିଲା କି’
ହାଇଦ୍ରାବାଦ,୧ା୧୦: ବାବ୍ରି ମସ୍ଜିଦ ଧ୍ୱଂସ ମାମଲାରେ ସ୍ବତନ୍ତ୍ର ସିବିଆଇ କୋର୍ଟ ସମସ୍ତ ଅଭିଯୁକ୍ତଙ୍କୁ ନିର୍ଦ୍ଦୋଷରେ ଖଲାସ କରିଛନ୍ତି। ମସ୍ଜିଦ ଭଙ୍ଗା ଘଟଣା ଯୋଜନାବଦ୍ଧ ନ ଥିଲା, ଆକସ୍ମିକ ଥିଲା ବୋଲି କୋର୍ଟ କହିଛନ୍ତି। ଏହାକୁ ନେଇ ହାଇଦ୍ରାବାଦ ଏମ୍ପି ତଥା ଏଆଇଏମ୍ଆଇଏମ୍…
ଏସ୍ସିବି ଆଇସୋଲେଶନ ଓ୍ବାର୍ଡ ପାଇଁ ଏସ୍ଓପି
କଟକ ଅଫିସ, ୧ା୧୦: ଏସ୍ସିବିର କୋଭିଡ ଆଇସୋଲେଶନ ୱାର୍ଡ ଓ ପ୍ରସ୍ତାବିତ କୋଭିଡ ହସ୍ପିଟାଲ ପାଇଁ ନୂଆ ଏସ୍ଓପି ଜାରି କରାଯାଇଛି। ତ୍ରୁଟି ବିହୀନ ସେବା ଯୋଗାଇବା ପାଇଁ ଏପରି ନିଷ୍ପତ୍ତି ନିଆଯାଇଛି। ନୂଆ ଏସ୍ଓପି ଅନୁଯାୟୀ, ପ୍ରତ୍ୟେକ ଫ୍ଲୋର ପାଇଁ…
ନାରୀ ନିର୍ଯାତନାରେ ଓଡ଼ିଶା ଦେଶରେ ପ୍ରଥମ
ଭୁବନେଶ୍ୱର, ୧ା୧୦ (ବ୍ୟୁରୋ):ରାଜ୍ୟ ସରକାର ମହିଳାଙ୍କୁ ସମ୍ମାନ ଦେବା ସହ ସେମାନଙ୍କ ସୁରକ୍ଷା ଉପରେ ସର୍ବାଧିକ ଗୁରୁତ୍ୱ ଦେଉଛନ୍ତି। ଏହା ସତ୍ତ୍ୱେ ମହିଳାଙ୍କ ଉପରେ ନିର୍ଯାତନା ବଢ଼ିବାରେ ଲାଗିଛି। ଏକ୍ଷେତ୍ରରେ ଓଡ଼ିଶା ଦେଶରେ ପ୍ରଥମ ସ୍ଥାନକୁ ଚାଲି ଆସିଥିବା ସଦ୍ୟ ପ୍ରକାଶି…
ଗବେଷଣା କ୍ଷେତ୍ରରେ ଉତ୍ସାହ ସୃଷ୍ଟି କରିବ ନୂଆ ଶିକ୍ଷାନୀତି : ଧର୍ମେନ୍ଦ୍ର
ଭୁବନେଶ୍ୱର, ୧ା୧୦ (ବ୍ୟୁରୋ):ନୂଆ ଶିକ୍ଷାନୀତି ଦେଶରେ ବିଶ୍ୱସ୍ତରୀୟ ଶିକ୍ଷା ତିଆରି କରିବ। ସମସ୍ତଙ୍କୁ ଗୁଣାତ୍ମକ ଶିକ୍ଷା ମିଳିବା ସହ ଶିକ୍ଷାର ସ୍ବାଧୀନତା ଓ ସ୍ବାୟତ୍ତତା ବଢ଼ିବ। ଏହା ଗବେଷଣା କ୍ଷେତ୍ରରେ ଛାତ୍ରୀଛାତ୍ରଙ୍କ ମଧ୍ୟରେ ନୂଆ ଉତ୍ସାହ ସୃଷ୍ଟି କରିବ। ତେବେ ଶିକ୍ଷାବିତ୍,…
କୋଭିଡ୍ ପରିଚାଳନା:ଓଡ଼ିଶାକୁ ଡବ୍ଲ୍ୟୁଏଚ୍ଓର ପ୍ରଶଂସା
ଭୁବନେଶ୍ୱର, ୧ା୧୦ (ବ୍ୟୁରୋ):କୋଭିଡ୍ ପରିଚାଳନାରେ ଭଲ ପ୍ରଦର୍ଶନ ପାଇଁ ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ (ଡବ୍ଲ୍ୟୁଏଚ୍ଓ) ଓଡ଼ିଶାକୁ ପ୍ରଶଂସା କରିଛି। ଡବ୍ଲ୍ୟୁଏଚ୍ଓ କହିଛି, ଓଡ଼ିଶା ଠିକ୍ ଭାବେ କୋଭିଡ୍ ମୁକାବିଲା କରିପାରିଛି। ଠିକ୍ ପରିଚାଳନା ଯୋଗୁ ରାଜ୍ୟରେ ମୃତ୍ୟୁ ହାର କମ୍ ଓ…
ବଲିଉଡ୍ର ଏହି ସୁପରଷ୍ଟାରଙ୍କୁ ଡ୍ରଗ୍ସ ଯୋଗାଉଥିଲେ ଅର୍ଜୁନ ରାମପାଲ!
ବଲିଉଡ୍ରେ ଡ୍ରଗ୍ସ ମାମଲାର ଆଉ ଏକ ବଡ଼ କଥା ସାମ୍ମାକୁ ଆସିଛି। ବର୍ତ୍ତମାନ ପର୍ଯ୍ୟନ୍ତ କେବଳ ଅଭିନେତ୍ରୀଙ୍କ ନାମ ସମ୍ମୁଖକୁ ଆସୁଥିବା ବେଳେ ଗତ ୨ ଦିନ ହେବ ଅଭିନେତା ମାନେ ମଧ୍ୟ ଏଥିରେ ସାମିଲ ଥିବା ଜଣାପଡ଼ିଥିଲା। ତେବେ ଅଭିନେତାଙ୍କ…
ରାଷ୍ଟ୍ରପତିଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି
ନୂଆଦିଲ୍ଲୀ,୧।୧୦: ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପ୍ରଧାନମନ୍ତ୍ରୀ ଟୁଇଟ୍ ଯୋଗେ କହିଛନ୍ତି ଯେ, ରାଷ୍ଟ୍ରପତି ଜୀଙ୍କୁ ଜନ୍ମଦିନର ଶୁଭେଚ୍ଛା। ତାଙ୍କର ସମୃଦ୍ଧ ଜ୍ଞାନ ଏବଂ ନୀତି ସମ୍ବନ୍ଧୀୟ ବୁଝାମଣା ଆମ ଦେଶ ପାଇଁ ମହତ୍ୱପୂର୍ଣ।…
Archives


