Home Left

ପ୍ରେମରେ ଅସଫଳ ରହିବାରୁ ଏମିତି ନିଷ୍ପତ୍ତି ନେଇଥିଲେ ଏହି ପ୍ରସିଦ୍ଧ ଅଭିନେତ୍ରୀ

ପ୍ରଖ୍ୟାତ ଅଭିନେତ୍ରୀ ଆଶା ପାରେଖ ଅକ୍ଟୋବର ୨, ୧୯୪୨ରେ ମୁମ୍ବାଇରେ ଜନ୍ମଗ୍ରହଣ କରିଥିଲେ। ଆଶା ହିନ୍ଦୀ ସିନେମାର ଏକ ବଡ ନାମ। ସମୟ ଥିଲା ଯେତେବେଳେ ବର୍ଶକ ଆଶା ପାରେଖଙ୍କ ପାଇଁ ପାଗଳ ଥିଲେ। ଆଶା ପାରେଖ ୧୯୫୯ରୁ ୧୯୭୩ ପର୍ଯ୍ୟନ୍ତ…

ଆଉନାହାନ୍ତି ଜହ୍ନମାମୁ ପତ୍ରିକାର କାର୍ଟୁନିଷ୍ଟ କେ.ସି ଶିବଶଙ୍କର

ଚେନ୍ନାଇ,୩୦।୯:: ପ୍ରସିଦ୍ଧ ଚିତ୍ରକର ତଥା କାର୍ଟୁନିଷ୍ଟ କେ.ସି ଶିବଶଙ୍କର ଆଉନାହାନ୍ତି। ୯୭ ବର୍ଷ ବୟସରେ ଚେନ୍ନାଇରେ ତାଙ୍କର ପରଲୋକ ଘଟିଛି। ସେ ଲୋକପ୍ରିୟ ଜହ୍ନମାମୁ ପତ୍ରିକାର କାର୍ଟୁନିଷ୍ଟ ଭାବେ କାର୍ଯ୍ୟ କରିଥିଲେ। ୧୯୨୪ରେ ଜନ୍ମିତ ଶିବଶଙ୍କର ଅଶି ଓ ନବେ ଦଶକରେ…

୧୦ ପରିବର୍ତ୍ତେ ୧୨ରୁ ପିଜି ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର, ୩୦ା୯:ସ୍ନାତକୋତ୍ତର(ପିଜି) ନାମଲେଖା ପାଇଁ ରାଜ୍ୟରେ ହେବାକୁ ଥିବା ଏକକ ପ୍ରବେଶିକା ପରୀକ୍ଷା ତାରିଖରେ ପରିବର୍ତ୍ତନ ହୋଇଛି। କରୋନା କଟକଣା ଭିତରେ ଚଳିତ ବର୍ଷ ପିଜି ପ୍ରବେଶିକା ପରୀକ୍ଷା ଅକ୍ଟୋବର ୧୦ ପରିବର୍ତ୍ତେ ୧୨ ତାରିଖରୁ ଆରମ୍ଭ ହୋଇ ୨୨ ତାରିଖ…

ଅଭିନୟ କଲେ ଛାଡି ଚାଲିଯିବାକୁ ଧମକ ଦେଇଥିଲେ ଏହି ସଫଳ ଗାୟକଙ୍କ ସ୍ତ୍ରୀ

ବଲିଉଡ୍‌ର ସଫଳ ଗାୟକଙ୍କ ମଧ୍ୟରେ ଅନ୍ୟତମ ଶାନ୍ତନୁ ମୁଖାର୍ଜା ଅର୍ଥାତ୍‌ ଶାନ୍‌। ୩୦ ସେପ୍ଟେମ୍ବର ୧୯୭୨ରେ ମଧ୍ୟପ୍ରଦେଶର ଖଣ୍ଡଓ୍ବାଠାରୁ ଜନ୍ମ ଗ୍ରହଣ କରିଥିବା ଶାନ୍‌ଙ୍କର ଆଜି ହେଉଛି ଜନ୍ମଦିନ। ମାତ୍ର ୧୩ ବର୍ଷ ବୟସରୁ ବାପାଙ୍କୁ ହରାଇଥିବା ଶାନ୍‌ ଜଣେ ଗାୟକ…

ମଞ୍ଚେଶ୍ୱରରୁ ନକଲି ଇଞ୍ଜିନ ଅଏଲ କାରଖାନା ଠାବ

ଭୁବନେଶ୍ୱର,୩୦ା୯ (ବ୍ୟୁରୋ):ମଞ୍ଚେଶ୍ୱର ଥାନା ଅନ୍ତର୍ଗତ ସମେଇଗାଡିଆ ଅଞ୍ଚଳରେ ଚାଲିଥିଲା ନକଲି ଇଞ୍ଜିନ ଅଏଲ କାରଖାନା। ମଙ୍ଗଳବାର କମିଶନରେଟ ପୋଲିସର କୁଇକ୍‌ ଆକ୍ସନ ଟିମ୍‌ ଓ ସ୍ଥାନୀୟ ପୋଲିସ ମିଳିତ ଭାବେ ସେଠାରେ ଚଢାଉ କରି ୨୦ହଜାର ଲିଟରରୁ ଊର୍ଦ୍ଧ୍ୱ ଅପମିଶ୍ରିତ ଇଞ୍ଜିନ…

୨୭ ନୂଆ ଏନ୍‌ଏସି ପାଇଁ ପ୍ରସ୍ତାବ

ଭୁବନେଶ୍ୱର,୩୦ା୯(ବ୍ୟୁରୋ):ରାଜ୍ୟରେ ୨୭ ନୂତନ ଏନ୍‌ଏସି ଗଠନ ପାଇଁ ପ୍ରସ୍ତାବ ରହିଛି। ଏହାମଧ୍ୟରେ ପୁରୀର କାକଟପୁର, ସାକ୍ଷୀଗୋପାଳ ଓ ବ୍ରହ୍ମଗିରି, ଖୋର୍ଦ୍ଧା ଜିଲାର ବୋଲଗଡ଼, ମୟୂରଭଞ୍ଜର ବେତନଟୀ, ଢେଙ୍କାନାଳର ପରଜଙ୍ଗ, ଭୋଗରାଇ, ସାଲେପୁର, ବଡ଼ମ୍ବା ଓ ନରସିଂହପୁର, ବିଞ୍ଝାରପୁର, ଧର୍ମଶାଳା ଓ ଚଣ୍ଡିଖୋଲ,…

ଗୁରୁତର ସିଂହୀ ସୁପ୍ରିୟାର ମୃତ୍ୟୁ

ବାରଙ୍ଗ,୩୦ା୯(ଡି.ଏନ୍‌.ଏ.):ପ୍ରାଣୀ ଉଦ୍ୟାନ ନନ୍ଦନକାନନର ସିଂହ ସଫାରିରେ ଗୁରୁତର ହୋଇ ଚିକିତ୍ସା ହେଉଥିବା ସିଂହୀ ସୁପ୍ରିୟାର ମଙ୍ଗଳବାର ମୃତ୍ୟୁ ଘଟିଛି। ୨୬ବର୍ଷୀୟ ଏହି ସିଂହୀଟି ଗତ କିଛିଦିନ ହେବ ଅସୁସ୍ଥ ଥିଲା। ଏପରି କି ସେ ଧୀରେ ଧୀରେ ରୁଗ୍‌ଣ ହୋଇପଡ଼ିବା ସହ…

ଟାଟାକୁ ମୋଟା ଅଙ୍କ ଦେବା ପ୍ରତିଯୋଗିତା ଚାଲିଛି: କଂଗ୍ରେସ

ଭୁବନେଶ୍ୱର,୩୦ା୯(ବ୍ୟୁରୋ):ବିଦ୍ୟୁତ୍‌ ଦର ବୃଦ୍ଧିକୁ ନେଇ କଂଗ୍ରେସ ରାଜ୍ୟ ସରକାରଙ୍କୁ ସମାଲୋଚନା କରିଛିି। ଘରୋଇ ଉପଭୋକ୍ତାଙ୍କ ଉପରେ ବିଦ୍ୟୁତ୍‌ ବୋଝ ଲଦି ଟାଟା କମ୍ପାନୀକୁ ମୋଟା ଅଙ୍କ ଦେବାକୁ ପ୍ରତିଯୋଗିତା ଚାଲିଛି ବୋଲି କଂଗ୍ରେସ ଅଭିଯୋଗ କରିଛି। ମଙ୍ଗଳବାର ପ୍ରଦେଶ କଂଗ୍ରେସ କାର୍ଯ୍ୟାଳୟରେ…

ଦେହଜୀବୀଙ୍କୁ ତୁରନ୍ତ ମାଗଣା ରାଶନ ସାମଗ୍ରୀ ଦିଅ

ଭୁବନେଶ୍ୱର,୩୦ା୯(ବ୍ୟୁରୋ):କରୋନା ମହାମାରୀ ଯୋଗୁ ଦେହଜୀବୀମାନେ ବହୁ ସମସ୍ୟା ଦେଇ ଗତି କରୁଛନ୍ତି। ସେମାନଙ୍କୁ ତୁରନ୍ତ ମାଗଣାରେ ଖାଦ୍ୟ ସାମଗ୍ରୀ ଯୋଗାଇ ଦେବାକୁ ସୁପ୍ରିମକୋର୍ଟ ଓଡ଼ିଶା ସମେତ ବିଭିନ୍ନ ରାଜ୍ୟକୁ ନିର୍ଦ୍ଦେଶ ଦେଇଛନ୍ତି। ଏଥିପାଇଁ ସେମାନଙ୍କୁ କୌଣସି ପରିଚୟ ପତ୍ର ମଗାଯାଇ ପାରିବ…

ସଂକ୍ରମିତ ସେବାୟତଙ୍କୁ ଶ୍ରୀମନ୍ଦିର ମନା

ପୁରୀ ଅଫିସ,୩୦ା୯: କରୋନା ସଂକ୍ରମିତ ସେବାୟତ କିମ୍ବା କର୍ମଚାରୀ କେହି ବି ଶ୍ରୀମନ୍ଦିର ଭିତରକୁ ଯାଇପାରିବେ ନାହିିଁ। ଯଦି କେହି ଏହାକୁ ଅବମାନନା କରନ୍ତି ତେବେ ତାଙ୍କ ବିରୋଧରେ ଏତଲା ଦିଆଯିବ ବୋଲି ଶ୍ରୀମନ୍ଦିର ଉନ୍ନୟନ ପ୍ରଶାସକ ଅଜୟ କୁମାର ଜେନା…

ମାସ୍କ, ପିପିଇ କିଟ୍‌ ଦୁର୍ନୀତିକୁ ନେଇ ହଟ୍ଟଗୋଳ

ଭୁବନେଶ୍ୱର,୩୦ା୯(ବ୍ୟୁରୋ):ସରକାରଙ୍କ କୋଭିଡ୍‌-୧୯ ପରିଚାଳନାକୁ ମଙ୍ଗଳବାର ବିଧାନସଭାରେ ଝଡ଼ ସୃଷ୍ଟି ହୋଇଛି। ଭାଜପା ଓ କଂଗ୍ରେସ ଏହି ପ୍ରସଙ୍ଗରେ ସରକାରଙ୍କୁ ଘେରିଥିଲେ। କରୋନା ପାଇଁ ମାସ୍କ ଓ ପିପିଇ କିଟ୍‌ କିଣାରେ ବହୁ କୋଟି ଟଙ୍କାର ଅନିୟମିତତା ହୋଇଥିବା ନେଇ ବିରୋଧୀ ଅଭିଯୋଗ…

କଟକଣାରେ ଅଧିବେଶନ ଆରମ୍ଭ

ଭୁବନେଶ୍ୱର,୩୦ା୯(ବ୍ୟୁରୋ):ମଙ୍ଗଳବାରଠାରୁ ଷୋଡ଼ଶ ବିଧାନସଭାର ମୌସୁମୀ ଅଧିବେଶନ କରୋନା କଟକଣା ମଧ୍ୟରେ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ପୂର୍ବାହ୍ନ ୧୧ଟାରୁ ଆରମ୍ଭ ହୋଇଛି। ଯେଉଁ ବିଧାୟକମାନେ କରୋନା ସଂକ୍ରମିତ ହୋଇନାହାନ୍ତି ସେମାନଙ୍କୁ ବିଧାନସଭାରେ ଯୋଗଦେବାକୁ ଅନୁମତି ଦିଆଯାଇଥିଲା। ୮୫ଜଣ ବିଧାୟକ ଯୋଗଦେଇଥିବା ବେଳେ ଅନ୍ୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri