ଗୋଟିଏ ପଦବୀ, ଦୁଇ ଅଧିକାରୀ
ଢେଙ୍କାନାଳ ଅଫିସ, ୩୦।୯ – ପଦବୀ ଗୋଟିଏ। ଦୁଇଜଣ ଅଧିକାରୀ। କାର୍ଯ୍ୟାଳୟ ପ୍ରକୋଷ୍ଠରେ ଉଭୟଙ୍କ ମଧ୍ୟରେ ଦାୟିତ୍ୱ ସମ୍ଭାଳିବାକୁ ନେଇ ଚାଲିଛି ଟଣାଓଟରା। କର୍ମଚାରୀମାନେ କାହା ନିର୍ଦ୍ଦେଶ ମାନିବେ, କାହାକୁ ଅଣଦେଖା କରିବେ ତାହାକୁ ନେଇ ପଡ଼ିଛନ୍ତି ଦ୍ୱନ୍ଦ୍ୱରେ। ଢେଙ୍କାନାଳ ଜିଲା…
‘କେବିସି’ର ଟିଆର୍ପି କମିବାରୁ ଅମିତାଭଙ୍କୁ କ୍ଷମା ମାଗିଥିଲେ ଶାହାରୁଖ୍: ଜାଣନ୍ତୁ କାହିଁକି
ଛୋଟ ପରଦାର ଲୋକପ୍ରିୟ ଶୋ’ ‘କୌନ୍ ବନେଗା କରୋଡପତି’(କେବିସି) ସିଜିନ୍ ୧୨ ଗତ ସୋମବାରଠାରୁ ଆରମ୍ଭ ହୋଇଯାଇଛି। ବଲିଉଡ୍ ମହାନାୟକ ଅମିତାଭ ବଚ୍ଚନ ହୋଷ୍ଟ କରୁଥିବା ଏହି ଶୋ’ ଏଥର ନୂଆ ରୂପରେ ଦର୍ଶକଙ୍କ ସମ୍ମୁଖକୁ ଆସିଛି। ଶୋ’ରେ ଅନେକ ଛୋଟ…
ଲୁଡୋ ଖେଳରେ ବାପାଙ୍କଠାରୁ ହାରିଲେ ଝିଅ: ପରେ ଯାହା ଘଟିଲା ଶୁଣିିଲେ ବିଶ୍ୱାସ ହେବ ନାହିଁ
କରୋନା ଭାଇରସ ଯୋଗୁ ଜାରି ରହିଥିବା ଲକ୍ଡାଉନ୍ ସମୟରେ ଲୁଡୋ ଖେଳ ପରିବାରର ପ୍ରିୟ ଖେଳ ପାଲଟିଲା। ପରିବାର ସଦସ୍ୟ ଏକାଠି ବସି ଲୁଡୋ ଖେଳିବାକୁ ଲାଗିଲେ। କିନ୍ତୁ ଏହି ଲୁଡୋ ଖେଳରେ ବାପା ଝିଅକୁ ହରାଇବାରୁ ସମ୍ପର୍କ ଭାଙ୍ଗଯିବାକୁ ବସିଛି।…
୪୦ ଫୁଟ ଗଭୀର ଶୁଖିଲା କୂଅରୁ ଶୁଭିଲା ଶବ୍ଦ, ଲୋକେ ଯାହା ଦେଖିଲେ ଉଡିଗଲା ହୋଶ୍
ପାଟଣା,୩୦।୯: ବିହାରର ମୁଙ୍ଗେର ଅଞ୍ଚଳରେ ଥିବା ‘ଆର୍ଡି ଆଣ୍ଡ ଡିଜି’ କଲେଜ କ୍ୟାମ୍ପସ ନିକଟରେ ୪୦ ଫୁଟ ଗଭୀରର ଏକ ଶୁଖିଲା କୂଅରୁ ଶବ୍ଦ ଶୁଭୁଥିଲା। ଲୋକ ପାଖକୁ ଯାଇ ଯାହା ଦେଖିଲେ ସେମାନଙ୍କ ହୋଶ୍ ଉଡିଗଲା। ଶାଦିପୁର ବଡିଦୁର୍ଗା ନିବାସୀ…
ସ୍ବାମୀ ମାର୍ପିଟ କରିବାରୁ ବାପ ଘରକୁ ଚାଲିଗଲେ ସ୍ତ୍ରୀ:ସେଠାରେ କଲେ ଏମିତି କାମ
ଉତ୍ତରପ୍ରଦେଶର କାନପୁରରୁ ଏକ ଅଜବ ପ୍ରେମକାହାଣୀ ଶୁଣିବାକୁ ମିଳିଛି, ଯାହାକି ଏବେ ଚର୍ଚ୍ଚାର ବିଷୟ ପାଲଟିଛି। କାନପୁରର ବାରାର ଗୁଞ୍ଜନ ଅଞ୍ଚଳର ଘଟଣା। ଗୋଟିଏ ଆପାର୍ଟମେଣ୍ଟରେ ରହୁଥିବା ୨ ପଡୋଶୀ ଯୁବତୀ ରତି ତିଓ୍ବାରୀ ଏବଂ ନନ୍ଦିନୀ ଗୌତମଙ୍କ ମଧ୍ୟରେ ପ୍ରେମ…
ଉପରାଷ୍ଟ୍ରପତି ଭେଙ୍କୟା ନାଇଡୁଙ୍କୁ କରୋନା
ନୂଆଦିଲ୍ଲୀ, ୨୯।୯: ଭାରତର ଉପରାଷ୍ଟ୍ରପତି ଭେଙ୍କୟା ନାଇଡୁ କରୋନା ଭାଇରସ୍ରେ ଆକ୍ରାନ୍ତ ହୋଇଛନ୍ତି। ଉପରାଷ୍ଟ୍ରପତିଙ୍କ କାର୍ଯ୍ୟାଳୟ ପକ୍ଷରୁ ଟୁଇଟ୍ କରି ଏହି ସୂଚନା ଦିଆଯାଇଛି। ଏଥିରେ କୁହାଯାଇଛି, ‘ଭାରତର ଉପରାଷ୍ଟ୍ରପତିଙ୍କ କୋଭିଡ୍-୧୯ ରିପୋର୍ଟ ପଜିଟିଭ ଆସିଛି। ସେ ଆଜି ସକାଳେ ଟେଷ୍ଟ…
ଲକ୍ ଡାଉନରେ ପ୍ରତି ଘଣ୍ଟାରେ ୯୦ କୋଟି ଟଙ୍କା ରୋଜଗାର କରିଥିଲେ ମୁକେଶ ଅମ୍ବାନୀ
ନୂଆଦିଲ୍ଲୀ, ୨୯।୯: ଭାରତର ସବୁଠାରୁ ଧନୀ ବ୍ୟକ୍ତି ମୁକେଶ ଅମ୍ବାନୀଙ୍କ ପ୍ରତି ଘଣ୍ଟାର ରୋଜଗାର ବିଷୟରେ ଜାଣିଲେ ଆପଣଙ୍କ ହୋସ୍ ଉଡ଼ିଯିବ। ରିଲାଏନ୍ସ ଇଣ୍ଡଷ୍ଟ୍ରିଜର ଅଧ୍ୟକ୍ଷ ମୁକେଶ ଅମ୍ବାନୀ ଗତ ୬ ମାସ ଧରି ପ୍ରତି ଘଣ୍ଟାରେ ୯୦ କୋଟି ଟଙ୍କା…
ଆଇପିଏଲ୍: ଦିଲ୍ଲୀ ସାମ୍ନାରେ ୧୬୩ ରନ୍ ଟାର୍ଗେଟ୍ ରଖିଲା ହାଇଦ୍ରାବାଦ୍
ଆବୁଧାବି, ୨୯।୯: ଆଇପିଏଲ୍ ତ୍ରୟୋଦଶ ସଂସ୍କରଣର ୧୧ତମ ମୁକାବିଲାରେ ମଙ୍ଗଳବାର ଦିଲ୍ଲୀ କ୍ୟାପିଟାଲ୍ ଓ ସନ୍ରାଇଜର୍ସ ହାଇଦ୍ରାବାଦ୍ ପରସ୍ପର ସାମ୍ନା ସାମ୍ନି ହୋଇଛନ୍ତି। ସ୍ଥାନୀୟ ଶେଖ୍ ଜାୟେଦ୍ ଷ୍ଟାଡିୟମରେ ଅନୁଷ୍ଠିତ ଏହି ମ୍ୟାଚ୍ରେ ଟସ୍ ଜିତି ଦିଲ୍ଲୀ କ୍ୟାପିଟାଲ୍ସ ପ୍ରଥମେ ସନ୍ରାଇଜର୍ସକୁ…
ସୁଶାନ୍ତଙ୍କ ପରେ ମୁମ୍ବାଇରେ ଆଉ ଜଣେ ବିହାର ଅଭିନେତାଙ୍କ ପରଲୋକ
ମୁମ୍ବାଇ, ୨୯।୯: ବଲିଉଡ୍ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଦେହାନ୍ତ ପରେ ବିହାରର ଆଉ ଜଣେ ଉଦୀୟମାନ କଳାକାରଙ୍କ ବିୟୋଗ ସାମ୍ନାକୁ ଆସିଛି। ଯୁବ ଅଭିନେତା ତଥା ଆଲବମ୍ କଳାକାର ଅକ୍ଷତ ଉତ୍କର୍ଷ ଚୌଧୁରୀଙ୍କ ମୃତ ଦେହ ମୁମ୍ବାଇର ଅନ୍ଧେରୀରୁ ଉଦ୍ଧାର…
ଆଇପିଏଲ୍ରେ ସୁପର୍ ଓଭର ଟାଇ ହେଲେ କ’ଣ ହେବ
ନୂଆଦିଲ୍ଲୀ, ୨୯।୯: ଆଇପିଏଲ୍ ତ୍ରୟୋଦଶ ସଂସ୍କରଣ ପ୍ରାରମ୍ଭିକ ପର୍ଯ୍ୟାୟ ମୁକାବିଲାଗୁଡ଼ିକ ବେଶ୍ ରୋମାଞ୍ଚକ ରହିଛି। ଆଇପିଏଲ୍ର ପ୍ରଥମ ୧୦ ଦିନ ମଧ୍ୟରେ ପ୍ରଶଂସକ ୨ଟି ସୁପର୍ ଓଭର ଦେଖିବାର ସୁଯୋଗ ପାଇଛନ୍ତି। ଆଇପିଏଲ୍-୧୩ର ପ୍ରଥମ ସୁପର୍ ଓଭର୍ ସେପ୍ଟେମ୍ବର ୨୦ରେ ଦେଖିବାକୁ…
ଆଇପିଏଲ୍ ଇତିହାସରେ ବିରାଟଙ୍କ ସବୁଠାରୁ ଖରାପ ପ୍ରଦର୍ଶନ
ନୂଆଦିଲ୍ଲୀ, ୨୯।୯: ଭାରତୀୟ କ୍ରିକେଟ୍ ଦଳର ଅଧିନାୟକ ବିରାଟ କୋହଲିଙ୍କୁ ଆଇପିଏଲ୍ରେ ଚାମ୍ପିୟନ ଖେଳାଳିଭାବେ ବିବେଚନା କରାଯାଇଥାଏ। କିନ୍ତୁ ଆଇପିଏଲ୍ର ଚଳିତ ତ୍ରୟୋଦଶ ସଂସ୍କରଣର ପ୍ରଥମ ୩ଟି ମ୍ୟାଚ୍କୁ ନଜର ପକାଇଲେ ବିରାଟଙ୍କ ବ୍ୟାଟ୍ ଶାନ୍ତ ରହିଥିବା ଜଣାପଡ଼ିଛି। ସେହିଭଳି ଆଇପିଏଲ୍…
ଟସ୍ ଜିତି ପ୍ରଥମେ ହାଇଦ୍ରାବାଦ୍କୁ ବ୍ୟାଟିଂ ପାଇଁ ଆମନ୍ତ୍ରଣ କଲା ଦିଲ୍ଲୀ
ଆବୁଧାବି, ୨୯।୯: ଆଇପିଏଲ୍ ତ୍ରୟୋଦଶ ସଂସ୍କରଣର ୧୧ତମ ମୁକାବିଲାରେ ମଙ୍ଗଳବାର ଦିଲ୍ଲୀ କ୍ୟାପିଟାଲ୍ ଓ ସନ୍ରାଇଜର୍ସ ହାଇଦ୍ରାବାଦ୍ ପରସ୍ପର ସାମ୍ନା ସାମ୍ନି ହୋଇଛନ୍ତି। ସ୍ଥାନୀୟ ଶେଖ୍ ଜାୟେଦ୍ ଷ୍ଟାଡିୟମରେ ଅନୁଷ୍ଠିତ ଏହି ମ୍ୟାଚ୍ରେ ଟସ୍ ଜିତି ଦିଲ୍ଲୀ କ୍ୟାପିଟାଲ୍ସ ପ୍ରଥମେ ଫିଲ୍ଡିଂ…
Archives


