Home Left

ରାଜଧାନୀ ଭୁବନେଶ୍ୱରରୁ ଚିହ୍ନଟ ହେଲେ ୩୨୯ ନୂଆ କରୋନା ଆକ୍ରାନ୍ତ

ଭୁବନେଶ୍ୱର, ୨୯।୯: ରାଜଧାନୀ ଭୁବନେଶ୍ୱରରୁ ମଙ୍ଗଳବାର ଆଉ ୩୨୯ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ଟୁଇଟ୍‌ ଯୋଗେ ଦିଆଯାଇଥିବା ସୂଚନା ଅନୁଯାୟୀ, ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ ୨୫୬ ଜଣ ଲୋକାଲ୍‌ କେସ୍‌…

କରୋନାକୁ ପରାସ୍ତ କଲେ ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ, ୨୯।୯: ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆ କରୋନା ଭାଇରସ୍‌କୁ ପରାସ୍ତ କରିଛନ୍ତି। କରୋନା ଭାଇରସ୍‌ ଓ ଡେଙ୍ଗୁରେ ଆକ୍ରାନ୍ତ ସିସୋଦିଆ ମଙ୍ଗଳବାର ହସ୍ପିଟାଲ୍‌ରୁ ଡିସ୍‌ଚାର୍ଜ ହୋଇଛନ୍ତି। ସିସୋଦିଆଙ୍କ କରୋନା ଟେଷ୍ଟ ରିପୋର୍ଟ ନେଗେଟିଭ ଆସିବା ପରେ ମେକ୍ସ ହସ୍ପିଟାଲରୁ ତାଙ୍କୁ…

ଲଙ୍କା ପ୍ରିମିୟର ଲିଗ୍‌ରେ ଭାଗ ନେବେ ନାହିଁ ଏହି ଦେଶର ଖେଳାଳି

କଲମ୍ବୋ, ୨୯।୯: ନଭେମ୍ବରରେ ଖେଳାଯିବାକୁ ଥିବା ଲଙ୍କା ପ୍ରିମିୟର ଲିଗ୍‌ (ଏଲ୍‌ପିଏଲ୍‌)କୁ ବଡ଼ ଝଟ୍‌କା ଲାଗିଛି। ବାଂଲାଦେଶ କ୍ରିକେଟ୍‌ ବୋର୍ଡ (ବିସିବି) ଏହାର ଖେଳାଳିଙ୍କୁ ଲଙ୍କା ପ୍ରିମିୟର ଲିଗ୍‌ରେ ଖେଳିବା ଲାଗି ଅନୁମତି ଦେବାକୁ ମନା କରିଦେଇଛି। ବାଂଲାଦେଶର ଖେଳାଳିମାନେ ଏହି…

୧୨ ଜଣଙ୍କଠାରୁ ପ୍ରତାରିତ ହେବା ପରେ ଏମିତି କହିଲେ ବଲିଉଡ୍‌ର ଏହି ଲୋକପ୍ରିୟ ଅଭିନେତ୍ରୀ

ବଲିଉଡ୍‌ ଅଭିନେତ୍ରୀ ସୁସ୍ମିତା ସେନ୍‌ ନିଜର ସୌନ୍ଦର୍ଯ୍ୟ ଏବଂ ଅଭିନୟ ଦ୍ୱାରା ସମସ୍ତଙ୍କର ପ୍ରିୟ ହୋଇପାରିଛନ୍ତି। ୧୯୯୪ରେ ସେ ମିସ୍‌ ଇଣ୍ଡିଆ, ବ୍ରାହ୍ମାଣ୍ଡ ସୁନ୍ଦରୀ ହୋଇଥିଲେ। ସେ ଐଶ୍ୱର୍ଯ୍ୟା ରାୟଙ୍କୁ ହରାଇ ଏହି ସଫଳତା ପାଇଥିଲେ। ୫ ଫୁଟ ୯ ଇଞ୍ଚର…

ବଗଲା ଜମି ବିବାଦ: ହାଇକୋର୍ଟରେ ମାମଲା ଦାୟର କଲେ ସମ୍ବିତ ପାତ୍ର

କଟକ ଅଫିସ୍‌,୨୯।୯: ପୁରୀ ବଗଲା ଧର୍ମଶାଳା ଜମି ଅନିୟମିତତା ଅଭିଯୋଗ ମାମଲାରେ ହାଇକୋର୍ଟରେ ଭାଜପା ରାଷ୍ଟ୍ରୀୟ ମୁଖପାତ୍ର ସମ୍ବିତ ପାତ୍ର ଆଉ ଏକ ମାମଲା ଦାୟର କରିଛନ୍ତି। ବଗଲା ଧର୍ମଶାଳା ଜମି ଅନିୟମିତତା ଅଭିଯୋଗର ତଦନ୍ତ ପାଇଁ ନିର୍ଦ୍ଦେଶ ଦେବାକୁ ଆବେଦନରେ…

ଝିଅ ସାରାଙ୍କୁ ସାହାଯ୍ୟ କରିବାକୁ ମନା କଲେ ଶୈଫ

ମୁମ୍ବାଇ: ବଲିଉଡ୍ ନାୟକ ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ମାମଲା ସହ ଜଡିତ ଡ୍ରଗ୍ସ ମାମଲାରେ ଏନ୍‌ସିବି ପାଖାପାଖି ୨୦ ଜଣଙ୍କୁ ନିଜ କଷ୍ଟୋଡିକୁ ନେଇ ସାରିଲାଣି । ଏଥିରେ ଦୁଇଦିନ ପୂର୍ବରୁ ଅଭିନେତ୍ରୀ ସାରା ଅଲ୍ଲି ଖାଁଙ୍କୁ ବି ପଚରା…

ସ୍ତ୍ରୀଙ୍କୁ ନିର୍ଯାତନା ଦେବା ଅଭିଯୋଗରେ ଡେପୁଟୀ କଲେକ୍ଟର ଗିରଫ

ଲଖନପୁର,୨୯।୯(ଡି.ଏନ.ଏ): ସ୍ତ୍ରୀଙ୍କୂୁ ନିର୍ଯାତନା ଦେବା ଅଭିଯୋଗରେ ବୌଦ୍ଧ ଡେପୁଟୀ କଲେକ୍ଟର ଶରତ କୁମାର ବାଗଙ୍କୁ ଝାରସୁଗୁଡା ଟାଉନ ଥାନା ପୋଲିସ ଗିରଫ କରିଛି। ଏହାପରେ ତାଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରାଯାଇ କୋର୍ଟ ଚାଲାଣ କରାଯାଇଥିବା ଏସ୍‌ଡିପିଓ କୈଳାଶ ଆଚାର୍ଯ୍ୟ କହିଛନ୍ତି। ଗତ…

ଦିଶାଙ୍କ ଫଟୋରେ କମେଣ୍ଟ କଲେ ଟାଇଗର

ମୁମ୍ବାଇ: ବଲିଉଡ୍ ନାୟିକା ଦିଶା ପାଟନି ନିଜ ଫିଟନେସ୍ ଓ ବୋଲ୍ଡ ଫଟୋକୁ ନେଇ ଅଧିକାଂଶ ସମୟରେ ଆସିଥାଆନ୍ତି ଚର୍ଚ୍ଚାକୁ । ସୋସିଆଲ ମିଡିଆରେ ଖୁବ୍ ଆକ୍ଟିଭ ରହୁଥିବା ଦିଶା ନିକଟରେ ଏକ ଫଟୋ ପୋଷ୍ଟ କରିଥିଲେ । ଯାହାକୁ ନେଇ…

ରାଜ୍ୟ ସଭା ଏମ୍‌ପି ସସ୍ମିତ ପାତ୍ରଙ୍କୁ କରୋନା

ଭୁବନେଶ୍ୱର,୨୯।୯(ବ୍ୟୁରୋ): ମହାମାରୀ କରୋନା ରାଜ୍ୟରେ କାୟା ବିସ୍ତାର କରିଚାଲିଛି। ରାଜ୍ୟରେ ପ୍ରତିଦିନ ୪ ହଜାରରୁ ଅଧିକ ମାମଲା ସାମ୍ନାକୁ ଆସୁଛି। ମନ୍ତ୍ରୀ ଏବଂ ବିଧାୟକ ମଧ୍ୟ କରୋନା ଆକ୍ରାନ୍ତ ହେଉଛନ୍ତି। ମଙ୍ଗଳବାର ରାଜ୍ୟ ସଭା ଏମ୍‌ପି ସସ୍ମିତ ପାତ୍ରଙ୍କୁ କରୋନା ଆକ୍ରାନ୍ତ…

ଚିରାଗ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ: ଏଲ୍‌ଜେପି

ପାଟନା,୨୯ ।୯: ବିହାର ବିଧାନସଭା ନିର୍ବାଚନକୁ ନେଇ ପ୍ରସ୍ତୁତି ଜୋରସୋରରେ ଚାଲିଛି । ଏନ୍‌ଡିଏ ପକ୍ଷରୁ ମୁଖ୍ୟମନ୍ତ୍ରୀ ପଦ ପାଇଁ ନୀତୀଶ କୁମାର ଓ ମହାମେଣ୍ଟ ପକ୍ଷରୁ ତଜସ୍ୱୀ ଯାଦବଙ୍କୁ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ କରାଯିବ ବୋଲି ଆଲୋଚନା ହେଉଛି । ହେଲେ…

ଗିଲଗିଟ୍‌-ବଲ୍ଟିସ୍ତାନରେ ନିର୍ବାଚନ ଘୋଷଣା: ଜାତିସଂଘରେ ବିରୋଧ କଲା ଭାରତ

ଜେନେଭା, ୨୯।୯: ପାକିସ୍ତାନ ପକ୍ଷରୁ ଗିଲଗିଟ୍‌-ବାଲ୍ଟିସ୍ତାନରେ ନିର୍ବାଚନ କରାଯିବା ଲାଗି ଘୋଷଣା କରାଯାଇଛି। ଏହାକୁ ଭାରତ ପକ୍ଷରୁ ବିରୋଧ କରାଯାଇଛି। ଭାରତୀୟ ବହିର୍ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ଏହା ସମ୍ପୂର୍ଣ୍ଣଭାବେ ମାନବାଧିକାରର ଉଲ୍ଲଂଘନ ବୋଲି କୁହାଯାଇଛି। ୧୯୪୭ ସୀମା ପରିଗ୍ରହଣ ନିଷ୍ପତ୍ତି ଅନୁସାରେ…

ଆତ୍ମବିଶ୍ୱାସ ବଢ଼ାଇବା ପାଇଁ ଚାହୁଁଛନ୍ତି କି? ବାସ୍ତୁ ସାହାଯ୍ୟରେ କରନ୍ତୁ ସମାଧାନ

ଜୀବନରେ ଆଗକୁ ବଢ଼ିବାକୁ ହେଲେ ମନରେ ଆତ୍ମବିଶ୍ୱାସ ରହିବା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଯଦି କୌଣସି ବ୍ୟକ୍ତିଙ୍କ ଆତ୍ମବିଶ୍ୱାସର ଅଭାବ ଥାଏ, ତେବେ ସେ କୌଣସି ଗନ୍ତବ୍ୟ ସ୍ଥଳରେ ପହଞ୍ଚି ପାରିବେ ନାହିଁ। ଆତ୍ମବିଶ୍ୱାସର ଅଭାବ ହେତୁ ଜଣେ ବ୍ୟକ୍ତି ନିଜ କଥାକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri