Home Left

୬୦ ବର୍ଷ ଧରି ରହି ଆସୁଥିଲେ ଗୁମ୍ଫାରେ, ରାମ ମନ୍ଦିର ପାଇଁ ୧ କୋଟି ଟଙ୍କା ଦାନ କରି ଚମକାଇଲେ ଏହି ବାବା

ଋଷିକେଶ: ଅଯୋଧ୍ୟା ରାମ ମନ୍ଦିର ନିର୍ମାଣ ପାଇଁ ପ୍ରସ୍ତୁତି ଜୋରସୋରରେ ଚାଲିଛି। ସମାଜର ବିଭିନ୍ନ ବର୍ଗର ଲୋକେ କ୍ରମାଗତ ଭାବେ ଏଥିପାଇଁ ଦାନ କରୁଥିବା ଦେଖାଯାଉଛି। ଏହି କ୍ରମରେ ଜଣେ ବାବା ୧ କୋଟି ଟଙ୍କା ଦାନ କରିବା ପରେ ଚର୍ଚ୍ଚାକୁ…

ରକ୍‌ଷ୍ଟାର ଠାରୁ କମ୍‌ ନୁହନ୍ତି ଏହି ଖେଳାଳି

ଭାରତୀୟ କ୍ରିକେଟ ଦଳର ଓପନର୍‌ ଶିଖର ଧଓ୍ବନ ସୋସିଆଲ ମିଡିଆରେ ସବୁବେଳେ ସକ୍ରିୟ ଥାଆନ୍ତି। ନିକଟରେ ଭାରତୀୟ ଦଳର ଏହି ଗବ୍ବର ନିଜର କିଛି ଫଟୋ ଇନ୍‌ଷ୍ଟାଗ୍ରାମ୍‌ରେ ଶେୟାର କରିଛନ୍ତି। ଏଥିରେ ତାଙ୍କର ଭିନ୍ନ ଲୁକ୍‌ ଦେଖିବାକୁ ମିଳୁଛି। ବେକରେ ମୋଟା…

ଟିକା ନେଉନାହାନ୍ତି ସ୍ବାସ୍ଥ୍ୟକର୍ମୀ

ଭୁବନେଶ୍ୱର, ୩୦।୧(ବ୍ୟୁରୋ): ରାଜ୍ୟରେ ଗତ ୧୬ ତାରିଖରୁ କରୋନା ଟିକାକରଣ ଜାରି ରହିଛି। ବର୍ତ୍ତମାନ କେବଳ ସ୍ବାସ୍ଥ୍ୟକର୍ମୀଙ୍କୁ ଟିକା ଦିଆଯାଉଛି। କେତେକ ଜିଲାରେ ଟିକାକରଣର ହାର ଖୁବ୍‌ କମ୍‌ ରହିଥିବାରୁ ରାଜ୍ୟ ସରକାର ଅସନ୍ତୋଷ ପ୍ରକାଶ କରିଛନ୍ତି। ସ୍ବାସ୍ଥ୍ୟକର୍ମୀମାନେ କାହିଁକି ଟିକା…

୨ରୁ ଖୋଲିବ ପ୍ଲାନେଟାରିୟମ୍‌

ଭୁବନେଶ୍ୱର, ୩୦।୧(ବ୍ୟୁରୋ): ଆସନ୍ତା ଫେବୃୟାରୀ ୨ରୁ ଭୁବନେଶ୍ୱରର ପଠାଣି ସାମନ୍ତ ପ୍ଲାନେଟାରିୟମ୍‌ ସର୍ବସାଧାରଣଙ୍କ ନିମନ୍ତେ ଖୋଲାଯିବ। କୋଭିଡ୍‌-୧୯ ନିୟମକୁ ପାଳନ କରି ଖୋଲିବା ପାଇଁ ନିଷ୍ପତ୍ତି ହୋଇଛି। ଏ ନେଇ ପ୍ଲାନେଟାରିୟମ୍‌ ନିର୍ଦ୍ଦେଶକ ଲକ୍ଷ୍ମୀଧର ଦାସ ଶୁକ୍ରବାର ସୂଚନା ଦେଇଛନ୍ତି। ଏଥିସହିତ…

ଡଙ୍ଗା ବୁଡ଼ି ବାପପୁଅ ମୃତ

ବିନିକା,୩୦।୧(ଡି.ଏନ୍‌.ଏ.): ସୁବର୍ଣ୍ଣପୁର ଜିଲା ବିନିକା ମଧ୍ୟ ଦେଇ ପ୍ରବାହିତ ମହାନଦୀରେ ଶୁକ୍ରବାର ଏକ ଡଙ୍ଗା ବୁଡି ଗୋଟିଏ ପରିବାରର ବାପା ପୁଅଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ବିନିକା ସହରସ୍ଥିତ ଶ୍ରୀରାମନଗରର ସୁଲେମାନ ଖାନ୍‌(୪୮) ଓ ତାଙ୍କ ପୁଅ ଆଜଲାଣ୍ଡ। ପ୍ରକାଶ…

ବିବାହରେ ପୂର୍ବ ପ୍ରେମିକଙ୍କୁ ଦେଖି ‘ଆଲିଙ୍ଗନ କରିପାରିବେ କି’ ବୋଲି ସ୍ବାମୀଙ୍କୁ ପଚାରିଲେ ବଧୂ, ମିଳିଲା ଏଭଳି ଜବାବ

ନୂଆଦିଲ୍ଲୀ: ସବୁ ପ୍ରେମ ସମ୍ପର୍କ ବିବାହରେ ପହଞ୍ଚିବା ଆବଶ୍ୟକ ନୁହେଁ। ଅନେକ ଯୋଡ଼ି ଏଭଳି ଅଛନ୍ତି ଯେଉଁମାନେ ଆଗକୁ ବଢ଼ି ଅନ୍ୟର ହାତ ଧରିଥାନ୍ତି। ଏଭଳି ପରିସ୍ଥିତିରେ ସାଧାରଣତଃ ଲୋକମାନେ ନିଜର ଭାବି ସ୍ବାମୀ ଅଥବା ସ୍ତ୍ରୀଙ୍କଠାରୁ ନିଜର ସମ୍ପ+ର୍କ ବିଷୟରେ…

କ୍ୱାରାଣ୍ଟାଇନ୍‌ରେ କୋହଲି: ଆବଶ୍ୟକ ପଡୁଛି ଏହି ୨ ଜିନିଷ

ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଫେବୃଆରୀ ୫ରୁ ଏକ ୪ ଟେଷ୍ଟ ସିରିଜ୍‌ ଆରମ୍ଭ ହେବାକୁ ଯାଉଛି। ଉଭୟ ଦଳ ପ୍ରଥମ ଦୁଇଟି ମ୍ୟାଚ୍‌ ପାଇଁ ଚେନ୍ନାଇରେ ପହଞ୍ଚିସାରିଛନ୍ତି। ଏହି ସମୟରେ ସେମାନେ କ୍ୱାରାଣ୍ଟାଇନରେ ପିଡିୟଡରେ ରହିଛନ୍ତି। ଭାରତୀୟ ଦଳର ଅଧିନାୟକ…

ଆମେରିକାରେ ମହାତ୍ମାଙ୍କ ପ୍ରତିମୂର୍ତ୍ତି ଭଙ୍ଗାରୁଜା

ଓ୍ବାଶିଂଟନ, ୩୦।୧: ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତିକୁ ଆମେରିକାରେ ଭଙ୍ଗାରୁଜା କରାଯାଇଛି। କାଲିଫର୍ନିଆର ଡାଭିସ୍‌ ସହରର ସେଣ୍ଟ୍ରାଲ ପାର୍କରେ ଥିବା ମହାତ୍ମାଙ୍କୁ ୬ଫୁଟ ଉଚ୍ଚ ପ୍ରତିମୂତ୍ତିକୁ କିଛି ଅଜଣା ଲୋକ ଭାଙ୍ଗିତଳେ ପକାଇ ଦେଇଛନ୍ତି। ଭାରତ ସରକାରଙ୍କ ପକ୍ଷରୁ ଏହାକୁ…

ନ୍ୟାୟ ପ୍ରଦାନରେ ଓଡ଼ିଶା ର଼୍ୟାଙ୍କ ଖସିଲା

ଭୁବନେଶ୍ୱର,୩୦।୧(ବ୍ୟୁରୋ): ନ୍ୟାୟ ପ୍ରଦାନ କରିବା କ୍ଷେତ୍ରରେ ପୂର୍ବ ବର୍ଷ ଅପେକ୍ଷା ଓଡିଶା ର଼୍ୟାଙ୍କ ତଳକୁ ଖସିଛି। ୨୦୧୯ରେ ଓଡିଶାର ସ୍ଥାନ ୭ ନମ୍ବର ଥିବା ବେଳେ ଏବେ ୧୧ ନମ୍ବରକୁ ଖସିଛି। ନ୍ୟାୟ ପ୍ରଦାନ କରିବା କ୍ଷେତ୍ରରେ ମହାରାଷ୍ଟ୍ର ପୂର୍ବଭଳି ୧…

ଓଡ଼ିଶାକୁ ବନ୍ୟା ସହାୟତା ୩୨୦.୯୪ କୋଟି

ଭୁବନେଶ୍ୱର,୩୦।୧(ବ୍ୟୁରୋ): ବନ୍ୟା କ୍ଷତି ଭରଣା ପାଇଁ ଓଡ଼ିଶାକୁ କେନ୍ଦ୍ର ସରକାର ୩୨୦.୯୪ କୋଟି ମଞ୍ଜୁର କରିଛନ୍ତି। ଶୁକ୍ରବାର କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ଉଚ୍ଚସ୍ତରୀୟ କମିଟି ବୈଠକରେ ଜାତୀୟ ବିପର୍ଯ୍ୟୟ ପ୍ରଶମନ ପାଣ୍ଠି(ଏନ୍‌ଡିଆରଏଫ୍‌)ରୁ ଅତିରିକ୍ତ କେନ୍ଦ୍ରୀୟ…

ସ୍ପାଇଡରମ୍ୟାନ୍‌ ସାଜିଲେ ଏହି ଖେଳାଳି: ପ୍ରଶଂସକ କହୁଛନ୍ତି ଏମିତି…

ଗାବା ଗ୍ରାଉଣ୍ଡରେ ଅଷ୍ଟ୍ରେଲିଆ ବିରୋଧରେ ଭଲ ପ୍ରଦର୍ଶନ କରିଥିବା ଭାରତୀୟ ଖେଳାଳି ରିଷଭ ପନ୍ତ ଏବେ ସୋସିଆଲ ମିଡିଆରେ ଚର୍ଚ୍ଚାରେ ରହିଛନ୍ତି । ଏହି ଯୁବ ଖେଳାଳିଙ୍କୁ ଭାରତୀୟ ଜର୍ସି ପିନ୍ଧିବାର ଆମେ ବହୁବାର ଦେଖିଛୁ। କିନ୍ତୁ ଏବେ ତାଙ୍କର ସ୍ପାଇଡରମ୍ୟାନ୍‌…

ଭୁବନେଶ୍ୱର, କଟକରେ ପୂର୍ଣ୍ଣ କ୍ଷମତାରେ ଚାଲିବ ସରକାରୀ ଅଫିସ

ଭୁବନେଶ୍ୱର,୩୦।୧(ବ୍ୟୁରୋ): ଫେବ୍ରୁଆରୀ ୧ରୁ କଟକ ଓ ଭୁବନେଶ୍ୱର (ଟ୍ବିନ୍‌ସିଟି)ରେ ଥିବା ରାଜ୍ୟ ସରକାରଙ୍କ ସମସ୍ତ ବିଭାଗ ଏବଂ ଅଧସ୍ତନ କାର୍ଯ୍ୟାଳୟ ପୂର୍ଣ୍ଣ କ୍ଷମତାରେ କାର୍ଯ୍ୟ କରିବ। ସମସ୍ତ ଅଧିକାରୀ ଓ କର୍ମଚାରୀ ଅଫିସ୍‌ ଆସିବେ। ତେବେ ଶନିବାର ରାଜ୍ୟର ସମସ୍ତ ସରକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?