Home Left

ଗାଁରେ ପହଞ୍ଚିପାରିଲାନି ଆମ୍ବୁଲାନ୍ସ, ଘରେ ପ୍ରସବ କଲେ ମହିଳା

ମୋହନା,୧୧ା୩(ମନ୍ମଥ ମିଶ୍ର): ସରକାର ଅନେକ ଯୋଜନା ପ୍ରସ୍ତୁତ କରିଥିବାବେଳେ ଆଜି ବି ଜନନୀ ଯନ୍ତ୍ରଣା ଥମିନି। ରାସ୍ତା ଖରାପ ପାଇଁ ଗାଁକୁ ଯାଇପାରିଲାନି ଆମ୍ବୁଲାନ୍ସ। ଫଳରେ ଜଣେ ମହିଳା ଘରେ ସନ୍ତାନ ପ୍ରସବ କରିଛନ୍ତି। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି…

୯ ମଣ୍ଡି ନୋଡାଲ ଅଫିସଙ୍କ ମାର୍ଚ୍ଚ ମାସ ଦରମା ବନ୍ଦ

ଜଗତସିଂହପୁର, ୧୧।୩: ୯ ମଣ୍ଡି ନୋଡାଲ ଅଫିସଙ୍କ ମାର୍ଚ୍ଚ ମାସ ଦରମା ବନ୍ଦ। ମାର୍ଚ୍ଚ ମାସରେ ଦରମା ବନ୍ଦ କଲେ ଜଗତସିଂହପୁର ଜିଲାପାଳ। ନୋଡାଲ ଅଫିସର ଧାନ କ୍ରୟ କେନ୍ଦ୍ରରେ ମନମୁଖୀ ଅନୁପସ୍ଥିତ ରହୁଥିଲେ । ପରବର୍ତ୍ତୀ ଆଦେଶ ପର୍ଯ୍ୟନ୍ତ ଦରମା…

ଖାଲି ହାତରେ ବାଘ ସହ ଲଢୁଥିଲେ ଯୁବକ: ୧୨ରୁ ୧୫ ମିନିଟ୍‌ ପରେ ଘଟିଲା…

ଶିମ୍‌ଲା ,୧୧ା୩:ହିମାଚଳ ପ୍ରଦେଶର ସୋଲାନ ଜିଲାରେ ଜଣେ ଯୁବକ କଲରାପତରିଆ ବାଘ ହାବୁଡ଼ରେ ପଡ଼ିବା ପରେ ଜୀବନରକ୍ଷା ପାଇଁ ଖାଲି ହାତରେ ଲଢ଼େଇ କରିବା ଏହାକୁ ମାରିଦେବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ଆର୍କିସ୍ଥିତ ଆଇଟିଆଇରେ ପଢ଼ୁଥିବା ପ୍ରଭେଶ ଶର୍ମା ସୋମବାର…

IPL 2026: ପ୍ରଥମ ମ୍ୟାଚରେ ହେବ ବଡ଼ ଧମାକା, ଏହି ଦୁଇ ଟିମ୍ ଭିତରେ….

ନୂଆଦିଲ୍ଲୀ,୧୧।୩: ଆଉ କିଛି ଦିନ ପରେ ଆରମ୍ଭ ହୋଇଯିବ IPL ୨୦୨୬ । ଏନେଇ ସମସ୍ତେ ଉତ୍ସାହର ସହ ଅପେକ୍ଷା କରି ରହିଛନ୍ତି । ଏହା ଚଳିତ ମାସ ଶେଷରେ ଆରମ୍ଭ ହେବାକୁ ଯାଉଛି, ଯଦିଓ BCCI ଏପର୍ଯ୍ୟନ୍ତ କାର୍ଯ୍ୟସୂଚୀ ଘୋଷଣା…

ପୁଅର ଇଚ୍ଛାମୃତ୍ୟୁ ପାଇଁ ବାପା କରିଥିଲେ ଆବେଦନ: ସୁପ୍ରିମକୋର୍ଟ ଦେଲେ ଅନୁମତି

ନୂଆଦିଲ୍ଲୀ,୧୧।୩: ପାସିଭ୍‌ ୟୁଥନେସିଆ ମାମଲାରେ ସୁପ୍ରିମକୋର୍ଟ ବୁଧବାର ଏକ ବଡ଼ ରାୟ ଦେଇଛନ୍ତି। ୧୨ ବର୍ଷରୁ ଅଧିକ ସମୟ ଧରି କୋମାରେ ଥିବା ଜଣେ ୩୧ ବର୍ଷୀୟ ବ୍ୟକ୍ତିଙ୍କୁ ଇଚ୍ଛାମୃତ୍ୟୁ ପ୍ରଦାନ କରିଛନ୍ତି ସୁପ୍ରିମକୋର୍ଟ। କୋର୍ଟ ତାଙ୍କ କୃତ୍ରିମ ଜୀବନ ସହାୟକକୁ…

ଭୁବନେଶ୍ୱରରେ ଏତେ ବଢିଗଲା ଗ୍ୟାସଦର, ଆଜି କରନ୍ତୁ ବୁକିଂ, ନହେଲେ ଆଗକୁ ଆହୁରି…

ନୂଆଦିଲ୍ଲୀ,୧୧।୩: ମଧ୍ୟପ୍ରାଚ୍ୟ (ପଶ୍ଚିମ ଏସିଆ)ରେ ବଢ଼ୁଥିବା ଉତ୍ତେଜନାର ତାତି ଏବେ ଆପଣଙ୍କ ରୋଷେଇ ଘରକୁ ପହଞ୍ଚିଛି। ଗତ କିଛି ଦିନ ମଧ୍ୟରେ, ଭାରତରେ ଘରୋଇ ଏବଂ କର୍ମସିଆଲ ଏଲପିଜି ସିଲିଣ୍ଡରର ମୂଲ୍ୟ ବୃଦ୍ଧି ପାଇଛି। ଯଦି ଆପଣ ଭାବୁଛନ୍ତି ଯେ ସମୁଦ୍ର…

ଜଙ୍ଗଲ ସୁରକ୍ଷାରେ ଅବହେଳା, ୩ ବନ କର୍ମଚାରୀ ନିଲମ୍ବିତ

କେନ୍ଦୁଝର,୧୧।୩(ନରେଶ ଚନ୍ଦ୍ର ପଟ୍ଟନାୟକ) : ମୁଖ୍ୟାଳୟରୁ ଅନଧିକୃତ ଅନୁପସ୍ଥିତି, ପ୍ରଶାସନିକ ଅନୁଶାସନ ଏବଂ ଜଙ୍ଗଲ ଅଗ୍ନିକାଣ୍ଡ ସମେତ ବନ କାର୍ଯ୍ୟର ଭୁଲ ପରିଚାଳନା ଓ ହାତୀ ଫସଲ କ୍ଷୟ କ୍ଷତି ଆକଳନ ରେ ବିଳମ୍ବ ପାଇଁ ତିନି ଜଣ କର୍ମଚାରୀଙ୍କ ବିରୁଦ୍ଧରେ…

ଇରାନର ନୂଆ ସୁପ୍ରିମ୍‌ ଲିଡର୍‌ ଆହତ, ଆମେରିକାର ଆଟାକ୍‌ରେ…

ତେହରାନ,୧୧।୩: ଇରାନ-ଆମେରିକା-ଇସ୍ରାଏଲ ଯୁଦ୍ଧ ମଧ୍ୟରେ ଏକ ବଡ଼ ଖୁଲାସା ହୋଇଛି। ନ୍ୟୁୟର୍କ ଟାଇମ୍ସ ରିପୋର୍ଟ କରିଛି ଯେ ଇରାନର ନୂଆ ସର୍ୱୋଚ୍ଚ ନେତା ମୋଜତାବା ଖାମେନେଇ ଯୁଦ୍ଧର ପ୍ରଥମ ଦିନ, ଫେବୃଆରୀ 28, 2026 ରେ ଆହତ ହୋଇଥିଲେ। ତାଙ୍କର ଗୋଡରେ…

viral video: ହାତଯୋଡ଼ି ଚଳନ୍ତା ଟ୍ରେନ ଆଗରେ ଛିଡ଼ା ହେଲେ ଯୁବକ, ପରେ ଘଟିଲା ଏମିତି….

ବରପାଲି,୧୧।୩(ଚିତ୍ତରଞ୍ଜନ ସାହୁ): ହାତଯୋଡ଼ି ଚଳନ୍ତା ଟ୍ରେନ ଆଗକୁ ଯାଇ ଜଣେ ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ ଘଟଣାର ଭିଡିଓ ଏବେ ସୋସିଆଲ ମିଡ଼ିଆରେ ଘୂରି ବୁଝୁଛି। ଘଟଣାଟି ବରଗଡ଼ ଜିଲା ବରପାଲି ରେଳ ଷ୍ଟେଶନ ନିକଟର ବୋଲି ଚର୍ଚ୍ଚା ଚାଲିଛି। ସେହିପରି ଯୁବକ…

ଚମତ୍କାର….ଶବକୁ ନେଇ ଯାଉଥିବା ବେଳେ ଖାଲରେ ପଡିଗଲା ଆମ୍ବୁଲାନ୍ସ ଚକା, ଜୀବନ ପାଇଲେ ବ୍ରେନ ଡେଡ ମହିଳା

ଲକ୍ଷ୍ନୌ,୧୧।୩: ଉତ୍ତର ପ୍ରଦେଶର ପିଲିଭୀତରେ ଏପରି ଏକ ଚମତ୍କାର ହୋଇଛି, ଯାହାକି ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେବ । ଜଣେ ମହିଳା ଯାହାଙ୍କୁ ଡାକ୍ତରମାନେ ବ୍ରେନ ଡେଡ୍ ଘୋଷଣା କରିଥିଲେ ଏବଂ ଯାହାଙ୍କ ଅନ୍ତିମ ସଂସ୍କାର ପାଇଁ ଘରେ ପ୍ରସ୍ତୁତି ଆରମ୍ଭ ହୋଇସାରିଥିଲା,…

୩ୟ ବିଶ୍ୱଯୁଦ୍ଧର ଭୟଙ୍କର ରୂପ! ଯୁଦ୍ଧକୁ ଡେଁଇଲା ଉତ୍ତର କୋରିଆ

ନୂଆଦିଲ୍‌ଲୀ,୧୧।୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ଏବେ ଏକ ପୂରା ବିଶ୍ୱରେ ଭୟଙ୍କର ରୂପ ନେଉଛି। ଆଜି ମଧ୍ୟପ୍ରାଚ୍ୟ ଯୁଦ୍ଧର ୧୨ତମ ଦିନ। ଆମେରିକା ଏବଂ ଇସ୍ରାଏଲ ନିରନ୍ତର ଇରାନ ଉପରେ ଆକ୍ରମଣ କରୁଛନ୍ତି। ଇରାନ ମଧ୍ୟ ଉଭୟଙ୍କୁ ଖୋଲାଖୋଲି ଜବାବ ଦେଉଛି। ଏପର୍ଯ୍ୟନ୍ତ…

ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା, ନବୀନଙ୍କୁ ପଠାଇଲେ ଇସ୍ତଫାପତ୍ର

ବାଲେଶ୍ୱର, ୧୧।୩:(ବାଞ୍ଛାନିଧି ଦେ) ବାଲେଶ୍ୱରରେ ଭୁଶୁଡୁଛି ବିଜେଡି ଗଡ଼। ଜଣଙ୍କ ପରେ ଜଣେ ଛାଡୁଛନ୍ତି ଦଳ। ଏବେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା ସୁନୀତା ବେହେରା ବିଜେଡି ଛାଡ଼ିଛନ୍ତି। ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେବା ନେଇ ସୁନୀତା ବିଜେଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?