ଡିସେମ୍ବର ସୁଦ୍ଧା ଲାଗୁ ହେବ ୪ ଶ୍ରମ କୋଡ୍: ଗଙ୍ଗଓ୍ବାର
ନୂଆଦିଲ୍ଲୀ: ଚଳିତବର୍ଷ ଡିସେମ୍ବର ସୁଦ୍ଧା ସରକାର ୪ ଶ୍ରମ କୋଡ୍କୁ ଏକା ଥରକେ ଲାଗୁ କରିବାକୁ ଲକ୍ଷ୍ୟ ରଖିଥିବା ଶ୍ରମମନ୍ତ୍ରୀ ସନ୍ତୋଷ ଗଙ୍ଗଓ୍ବାର ରବିବାର ସୂଚନା ଦେଇଛନ୍ତି। ଇଣ୍ଡଷ୍ଟ୍ର୍ରିଆଲ ରିଲେଶନ କୋଡ୍, ସୋସିଆଲ ସିକ୍ୟୁରିଟି କୋଡ୍, ଅକ୍ୟୁପେଶନାଲ ସେଫଟି ଏବଂ ହେଲ୍ଥ…
ଇଣ୍ଡିଆନ ସୁପର ଲିଗ୍ ଖେଳିବ ଇଷ୍ଟବେଙ୍ଗଲ
ମୁମ୍ବାଇ, ୨୮ା୯ (ପି.ଟି.)- ଇଣ୍ଡିଆନ ସୁପର ଲିଗ୍ (ଆଇଏସ୍ଏଲ୍)ରେ ପ୍ରବେଶ କରିଛି ଦେଶର ଅନ୍ୟତମ ପୁରାତନ ଫୁଟ୍ବଲ କ୍ଲବ ଇଷ୍ଟବେଙ୍ଗଲ। ୨୦୨୦ ସିଜନରୁ ଦଳ ଏହି ବ୍ୟୟବହୁଳ ଟୁର୍ନାମେଣ୍ଟରେ ଭାଗ ନେବ। ଫୁଟ୍ବଲ ସ୍ପୋଟର୍ସ ଡେଭଲପମେଣ୍ଟ ଲିମିଟେଡ୍ (ଏଫ୍ଏସ୍ଡିଏଲ୍) ଅଧ୍ୟକ୍ଷା ନୀତା…
ରେଲଓ୍ବେ ପକ୍ଷରୁ ୧୦ ଲକ୍ଷ କାର୍ଯ୍ୟଦିବସ ସୃଷ୍ଟି
ନୂଆଦିଲ୍ଲୀ,୨୮।୯: କରୋନା ମହାମାରୀ ଯୋଗୁ ବିଭିନ୍ନ ସଂସ୍ଥାରେ କାର୍ଯ୍ୟ ବନ୍ଦ କାରଣରୁ ଶ୍ରମିକମାନେ ଘରେ ହାତ ବାନ୍ଧିି ବସିଛନ୍ତି। ଏହି ମହାମାରୀ ସମୟରେ ଭାରତୀୟ ରେଳ ପକ୍ଷରୁ ଦେଶର ପ୍ରମୁଖ ୬ଟି ରାଜ୍ୟରେ ପ୍ରାୟ ୧୦ଲକ୍ଷରୁ ଉର୍ଦ୍ଧ୍ୱ କାର୍ଯ୍ୟ ଦିବସ ସୃଷ୍ଟି…
ବଦଳୁନି ଶହୀଦ ପୀଠ ଭାଗ୍ୟ
ବାସୁଦେବପୁର,୨୮ା୯(ଡି.ଏନ୍.ଏ.)- ଭଦ୍ରକ ଜିଲା ବାସୁଦେବପୁରର ଇରମ ସ୍ଥିତ ଐତିହାସିକ ମେଳଣ ପଡ଼ିଆରେ ୧୯୪୨ ସେପ୍ଟେମ୍ବର ୨୮ରେ ଲୋମହର୍ଷଣକାରୀ ଗୁଳିକାଣ୍ଡ ଘଟିଥିଲା। ଭାରତଛାଡ଼ ଆନ୍ଦୋଳନରେ ସାମିଲ ହୋଇଥିବା ସଂଗ୍ରାମୀମାନେ ଏଠାରେ ନିଜ ବୀରତ୍ୱର ପରିଚୟ ଦେଇ ଇଂରେଜମାନଙ୍କ ଗୁଳିକୁ ଖାତିର କରି ନ…
ଫେରିଯିବ ମୌସୁମୀ
ଭୁବନେଶ୍ୱର,୨୮।୯(ବ୍ୟୁରୋ): ଦକ୍ଷିଣ-ପଶ୍ଚିମ ମୌସୁମୀ ସୋମବାର ଉତ୍ତର ଭାରତର ରାଜସ୍ଥାନଠାରୁ ଅପସାରଣ ଆରମ୍ଭ କରିବ। ଅକ୍ଟୋବର ପ୍ରଥମ ସପ୍ତାହର ଶେଷ ଭାଗରେ ମୌସୁମୀ ଓଡ଼ିଶାରୁ ବିଦାୟ ନେବ। ରାଜ୍ୟରେ ଆଉ ମୌସୁମୀ ବର୍ଷାର ସମ୍ଭାବନା ନାହିଁ। ସ୍ଥାନୀୟ ଜଳବାୟୁ ଆଧାରରେ କାଁ ଭାଁ…
ବ୍ୟାଙ୍କ ପାଇବେ ୨୦ ହଜାର କୋଟିର ପୁଞ୍ଜି
ନୂଆଦିଲ୍ଲୀ: କୋଭିଡ୍-୧୯ ଯୋଗୁ ବ୍ୟାଙ୍କଗୁଡିକ ବର୍ତ୍ତମାନ ବିଭିନ୍ନ ଚ୍ୟାଲେଞ୍ଜ ସ୍ଥିତି ଦେଇ ଗତି କରୁଛନ୍ତି। ଏହି ସମସ୍ୟାକୁ ଧ୍ୟାନରେ ରଖି ସରକାର ବ୍ୟାଙ୍କଗୁଡିକରେ ପୁଞ୍ଜି ପ୍ରଦାନ କରିବାକୁ ଯୋଜନା ରଖିଛନ୍ତି। ଏହ ଅଧୀନରେ ପ୍ରାୟ ୨୦ ହଜାର କୋଟି ଟଙ୍କାର ପୁଞ୍ଜି…
ବୋଟାସ୍ ଜିତିଲେ ରୁଷିଆନ୍ ଗ୍ରାଁ ପ୍ରି
ସୋଚି, ୨୮ା୯ : ରବିବାର ଅନୁଷ୍ଠିତ ରୁଷିଆନ ଫର୍ମୁଲା ଓ୍ବାନ୍ ମୋଟର ରେସିଂରେ ମର୍ସିଡିଜ୍ ଡ୍ରାଇଭର ଭାଲଟେରି ବୋଟାସ ଟାଇଟଲ ବିଜୟୀ ହୋଇଛନ୍ତି। ସିଜନ ୨୦୨୦ରେ ଏହା ହେଉଛି ତାଙ୍କର ଦ୍ୱିତୀୟ ଏବଂ କ୍ୟାରିୟରର ୯ମ ଟାଇଟଲ। ଏହାପୂର୍ବରୁ ସେ ଅଷ୍ଟ୍ର୍ରିଆରେ…
ରୁଟ୍ ଦେଖିବା ପାଇଁ ଡ୍ରାଇଭିଂ ବେଳେ ବ୍ୟବହାର ହୋଇପାରିବ ଫୋନ
ନୂଆଦିଲ୍ଲୀ: ଡ୍ରାଇଭିଂ ବେଳେ ମୋବାଇଲ କିମ୍ବା ଅନ୍ୟ ହ୍ୟାଣ୍ଡ ହୋଲ୍ଡ ଡିଭାଇସର ବ୍ୟବହାର କରାଯାଇ ପାରିବ। ଏହା କେବଳ ରୁଟ୍ ଦେଖବା ପାଇଁ ବ୍ୟବହାର କରାଯାଇ ପାରିବ ବୋଲି ସଡକ ପରିବହନ ମନ୍ତ୍ରଣାଳୟ ପକ୍ଷରୁ ରବିବାର ସୂଚନା ରହିଛି। ଏ ନେଇ…
ଜୋର୍ଧରିଲା ଚଢ଼ାଉ, ଜରିମାନା
ଅନୁଗୋଳ ଅଫିସ, ୨୮।୯: ଅନୁଗୋଳ ଜିଲାରେ କରୋନା ସଂକ୍ରମଣ ଏବେ ଉପରମୁହଁା ରହିଛି। ବିଶେଷକରି ଅନୁଗୋଳ ସହରରେ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଛି। ଏହାକୁ ଦୃଷ୍ଟିରେ ରଖି ଅନୁଗୋଳ ପୌରପାଳିକା ପକ୍ଷରୁ କୋଭିଡ୍ କଟକଣାକୁ କଡ଼ାକଡ଼ି କରାଯାଇଛି। ସହରର ବ୍ୟବସାୟୀମାନଙ୍କ କରୋନା ଟେଷ୍ଟ…
ଅନୁଷ୍କାଙ୍କ ପୂର୍ବରୁ ଏହି ସୁନ୍ଦରୀଙ୍କ ପ୍ରେମରେ ପାଗଳ ଥିଲେ ବିରାଟ କୋହଲି
ଭାରତୀୟ କ୍ରିକେଟ ଦଳର ଅଧିନାୟକ ତଥା ବ୍ୟାଟସ୍ମ୍ୟାନ ବିରାଟ କୋହଲିଙ୍କ ଜୀବନ ଏକଦା ଦୁଃଖରେ ଭରପୂର ଥିଲା। ତେବେ ବିରାଟଙ୍କ ଏହି କାହାଣୀ ବିଷୟରେ ଖୁବ୍ କମ୍ ଲୋକ ଜାଣିଥିବେ। ଅଭିନେତ୍ରୀ ଅନୁଷ୍କା ଶର୍ମାଙ୍କ ପୂର୍ବରୁ ତାଙ୍କ ଜୀବନରେ ଆଉ ଜଣେ…
କମ୍ କଥା କହି ଝିଅମାନଙ୍କ ମନ ଜିଣିଥାନ୍ତି ବଲିଉଡ୍ର ଏହି ରକଷ୍ଟାର
ବଲିଉଡ୍ର ‘ରକ୍ଷ୍ଟାର’ ରଣବୀର କପୁର ୨୮ ସେପ୍ଟେମ୍ବର ୧୯୮୨ରେ ମୁମ୍ବାଇରେ ଜନ୍ମଗ୍ରହଣ କରିଥିଲେ। ଆଜି ହେଉଛି ତାଙ୍କର ଜନ୍ମଦିନ। ରଣବୀର ହେଉଛନ୍ତି ବଲିଉଡ୍ର ସର୍ବପୁରାତନ ପ୍ରୀତିରାଜ କପୁର ପରିବାରର ୪ର୍ଥ ଉତ୍ତରାଧିକାରୀ। ସ୍ବର୍ଗତ ଅଭିନେତା ଋଷି କପୁର ଏବଂ ନୀତୁ କପୁରଙ୍କ…
ଭାରତୀୟ ଅର୍ଥ ବ୍ୟବସ୍ଥା ପାଇଁ ବଢୁଛି ଚ୍ୟାଲେଞ୍ଜ
ନୂଆଦିଲ୍ଲୀ: କେନ୍ଦ୍ର ସରକାର ବର୍ତ୍ତମାନ ଆତ୍ମନିର୍ଭର ଭାରତ ଯୋଜନା ଉପରେ ଧ୍ୟାନ ଦେଉଥିବା କହୁଛନ୍ତି। ପୂର୍ବରୁ ଗ୍ରହଣ କରାଯାଇଥିବା ‘ମେକ୍ ଇନ୍ ଇଣ୍ଡିଆ’ କାର୍ଯ୍ୟକ୍ରମ ସଫଳ ନ ହେବା ପରେ ପୁଣି ଥରେ ନୂଆ କ୍ୟାମ୍ପେନ ଆରମ୍ଭ ହୋଇଛି। ସରକାର ତାଙ୍କ…
Archives


