Home Left

ମୋଦି ସରକାର ଥିବା ପର୍ଯ୍ୟନ୍ତ ହୋଇପାରିବ ନାହିଁ ଭାରତ-ପାକିସ୍ତାନ ସିରିଜ୍‌: କାହିଁକି ଏମିତି କହିଲେ ପାକିସ୍ତାନୀ କ୍ରିକେଟର୍‌

ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ରେ ଭାରତୀୟ କ୍ରିକେଟର୍‌ଙ୍କୁ ଖେଳିବାକୁ ସୁଯୋଗ ମିଳୁନାହିଁ। ଏହାକୁ ନେଇ ପାକିସ୍ତାନ କ୍ରିକେଟର୍‌ଙ୍କ ରାଗ ଦେଖିବାକୁ ମିଳୁଛି। ପାକିସ୍ତାନର ପୂର୍ବତନ ଅଲରାଉଣ୍ଡର ଶାହିଦ୍‌ ଆଫ୍ରିଦ୍‌ କହିଛନ୍ତି, ମୋଦି ସରକାର ଥିବା ପର୍ଯ୍ୟନ୍ତ ଭାରତ-ପାକିସ୍ତାନ ମଧ୍ୟରେ କୌଣସି ସିରିଜ୍‌ ଆୟୋଜନ…

ଏହି କ୍ରିକେଟରଙ୍କ ଖେଳ ଦେଖି ଡରିଗଲେ ଯୁବରାଜ, କହିଲେ ଏମିତି

ଶାରଜା କ୍ରିକେଟ ଷ୍ଟାଡିୟମରେ କିଙ୍ଗ୍ସ ଏକାଦଶ ପଞ୍ଜାବ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ରବିବାର ଏକ ମ୍ୟାଚ୍‌ ଖେଳାଯାଇଥିଲା। ଏହି ମ୍ୟାଚ୍‌ରେ ପ୍ରବଳ ରନ୍‌ ବର୍ଷିଥିଲା। ପଞ୍ଜାବ ପ୍ରଥମେ ଖେଳି ଦୁଇ ଉଇକେଟ୍‌ ହରାଇ ୨୨୩ ରନ୍‌ ସଂଗ୍ରହ କରିଥିଲା। ୨୨୪…

୧ରୁ ଖୋଲିବ ୪୨ ନେଚର କ୍ୟାମ୍ପ୍‌

ଭୁବନେଶ୍ୱର,୨୮ା୯(ବ୍ୟୁରୋ): ରାଜ୍ୟ ଜଙ୍ଗଲ ଓ ପରିବେଶ ବିଭାଗ ଦ୍ୱାରା ପରିଚାଳିିତ ଓଡ଼ିଶାର ୪୨ଟି ଇକୋ-ଟୁର୍‌ ଡେଷ୍ଟିନେଶନ ତଥା ନେଚର କ୍ୟାମ୍ପ୍‌କୁ ପର୍ଯ୍ୟଟକଙ୍କ ପାଇଁ ଆସନ୍ତା ଅକ୍ଟୋବର ୧ ତାରିଖରୁ ଖୋଲାଯିବ। ଏ ନେଇ ଜଙ୍ଗଲ ଓ ପରିବେଶ ବିଭାଗ ରବିବାର ଟୁଇଟ୍‌…

୧୧ ଦିନରେ ସୁସ୍ଥ ହେଲେ ୧୦ ଲକ୍ଷ କରୋନା ସଂକ୍ରମିତ

ନୂଆଦିଲ୍ଲୀ,୨୮ ।୯: ଦେଶରେ କରୋନା ସଂକ୍ରମଣ ବଢି ଚାଲିଥିବା ବେଳେ ଆରୋଗ୍ୟ ହାର ବି ଭଲ ରହିଥିବା କହିଛି କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ । ସୋମବାର ସୁଦ୍ଧା ଦେଶରେ ୫୦ ଲକ୍ଷରୁ ଊର୍ଦ୍ଧ୍ୱ କରୋନା ସଂକ୍ରମିତ ସୁସ୍ଥ…

ପଞ୍ଜାବରେ ଏକାକୀ ନିର୍ବାଚନ ଲଢ଼ିବ ଭାଜପା

ଚଣ୍ଡିଗଡ଼,୨୮।୯ : ଭାଜପାର ପୁରୁଣା ସହଯୋଗୀ ଭାବେ ପରିଚିତ ଶିରୋମଣି ଅକାଳି ଦଳ (ଏସ୍‌ଏଡି) ଏନ୍‌ଡିଏରୁ ସମ୍ପର୍କ ତୁଟାଇଛି। କେନ୍ଦ୍ରର କୃଷି ବିଲ୍‌କୁ ବିରୋଧ କରି ଶନିବାର ଅନୁଷ୍ଠିତ କୋର କମିଟି ବୈଠକରେ ଏସ୍‌ଏଡି ଏଭଳି ନିଷ୍ପତ୍ତି ଗ୍ରହଣ କରିଛି। ଆଲୋଚନା…

କୁଣ୍ଡେ ପାଣି ଦେଖି ଏମିତି କଲା ହାତୀ ଛୁଆ

ସୋସିଆଲ ମିଡିଆରେ ବିଭିନ୍ନ ସମୟରେ ମଜାଳିଆ ଭିଡିଓ ଭାଇରାଲ ହେବାର ଦେଖାଯାଏ। ନିକଟରେ ସେମିତି ଏକ ଭିଡିଓ ଭାଇରାଲ ହୋଇଛି। ଯାହାକୁ ଦେଖିଲେ ମନ ନିଶ୍ଚିନ୍ତ ଭାବରେ ପ୍ରସନ୍ନ ହୋଇଯିବ। ଭିଡିଓରେ ଏକ ହାତୀ ଛୁଆ କୁଣ୍ଡେ ପାଣି ଦେଖି ଏତେ…

ମାଟିରେ ମିଶିଯିବ ବଳରାମ ଦାସ ଗୁମ୍ଫା

ପୁରୀ ଅଫିସ,୨୮ା୯: ଆଧ୍ୟାତ୍ମିକ ପର୍ଯ୍ୟଟନସ୍ଥଳୀ ପୁରୀରେ ବହୁ ଐତିହ୍ୟ, କୀର୍ତ୍ତିରାଜି ରହିଛି। ତନ୍ମଧ୍ୟରୁ ଅନେକ ମାଟିରେ ମିଶିଗଲାଣି। ପୁଣି କେତେକ ଐତିହ୍ୟ ରହିଛି ଯାହାର ରକ୍ଷଣାବେକ୍ଷଣ ପ୍ରତି ଧ୍ୟାନ ଦିଆଯାଉ ନାହିଁ। ଫଳରେ ତାହା ବି ମାଟିରେ ମିଶିବାକୁ ବସିଲାଣି। ଏମିତି…

ଓଡ଼ିଆ ବୈଜ୍ଞାନିକ ଜ୍ୟୋତିର୍ମୟୀ ଦାଶ ପାଇବେ ‘ଶାନ୍ତି ସ୍ବରୂପ ଭଟ୍ଟନାଗର ପୁରସ୍କାର’

ଭୁବନେଶ୍ୱର,୨୮ା୯:  ବିଜ୍ଞାନ କ୍ଷେତ୍ରରେ ଦେଶର ସର୍ବୋଚ୍ଚ ସମ୍ମାନ ‘ଶାନ୍ତି ସ୍ବରୂପ ଭଟ୍ଟନାଗର ପୁରସ୍କାର-୨୦୨୦’ ପାଇଁ ଓଡ଼ିଆ ବୈଜ୍ଞାନିକ ଜ୍ୟୋତିର୍ମୟୀ ଦାଶ ମନୋନୀତ ହୋଇଛନ୍ତି। କାଉନ୍‌ସିଲ ଫର୍‌ ସାଇଣ୍ଟିଫିକ୍‌ ଆଣ୍ଡ୍‌ ଇଣ୍ଡଷ୍ଟ୍ରିଆଲ ରିସର୍ଚ୍ଚ (ସିଏସ୍‌ଆଇଆର୍‌) ତା’ର ପ୍ରତିଷ୍ଠା ଦିବସ ପାଳନ ଅବସରରେ ଏହି…

କରୋନା ପରିସ୍ଥିତି ଜିଗଲୋ ହେବାକୁ ବାଧ୍ୟ କରିଥିଲା: ମୁହଁ ଖୋଲିଲେ ଠକାମିର ଶିକାର ଯୁବକ

ଭୁବନେଶ୍ୱର,୨୮ା୯ (ବ୍ୟୁରୋ): ରାଜଧାନୀରେ ଜିଗଲୋ (କଲ୍‌ ବୟ) ର଼୍ୟାକେଟକୁ ନେଇ ଏବେ ଖୋଳତାଡ଼ ଆରମ୍ଭ ହୋଇଛି। ଥାନାରେ ଅଭିଯୋଗ କରିଥିବା ହୋଟେଲ ମ୍ୟାନେଜର ଓ ଜିଗଲୋ ହେବାକୁ ଇଚ୍ଛା କରି ଠକେଇର ଶିକାର ହୋଇଥିବା ଯୁବକଙ୍କୁ ପୋଲିସ ପଚରାଉଚରା କରିଛି। ଜିଗଲୋ…

ଲୁଟ୍‌ର ଶିକାର ହେଲେ ଏହି ଅଭିନେତା

ଟିଭି ଧାରାବାହିକ ‘ହାପ୍ପୁକି ଉଲଟନ୍‌ ପଲଟନ’ରେ କମଲେଶ ଚରିତ୍ରରେ ଅଭିନୟ କରିଥିବା ଅଭିନେତା ସଞ୍ଜୟ ଚୌଧୁରୀ ଦିନ ଦୁଇପହରରେ ଲୁଟ୍‌ର ଶିକାର ହୋଇଛନ୍ତି। ନିଜ ଇନ୍‌ଷ୍ଟାଗ୍ରାମ୍‌ରେ ଏକ ଭିଡିଓ ଶେୟାରକରି ସଞ୍ଜୟ ଏହି ସୂଚନା ଦେଇଛନ୍ତି। ମୁମ୍ବାଇର ମୀରା ରୋଡ୍‌ରେ ଏହି…

ମାନବପ୍ରେମୀ ଆଦିତ୍ୟ ମୃତ୍ୟୁ ମାମଲା: ତଦନ୍ତକୁ ନେଇ ଅସନ୍ତୋଷ, ଚିନ୍ମୟୀଙ୍କୁ ଜେରା

ଭୁବନେଶ୍ୱର,୨୮।୯ (ବ୍ୟୁରୋ): ମାନବପ୍ରେମୀ ଆଦିତ୍ୟ ଦାଶ ମୃତ୍ୟୁ ମାମଲାକୁ ୩ମାସ ବିତିଲାଣି। ଏହାସହ କ୍ରାଇମ୍‌ବ୍ରାଞ୍ଚ ତଦନ୍ତ କରିବାର ୨ମାସ ମଧ୍ୟ ହୋଇଗଲାଣି। ଇତି ମଧ୍ୟରେ କ୍ରାଇମ୍‌ବ୍ରାଞ୍ଚ କେବଳ ଆଦିତ୍ୟ ସ୍ତ୍ରୀ ବିଦ୍ୟାଶ୍ରୀ ଓ ୩ସାଙ୍ଗକୁ ଜେରା କରିବା ସହ ପଲିଗ୍ରାଫ ଟେଷ୍ଟ…

୫ରେ ଜେଇଇ ଆଡ଼ଭାନ୍ସଡ୍‌ ରେଜଲ୍ଟ

ଭୁବନେଶ୍ୱର, ୨୮।୯(ବ୍ୟୁରୋ): ଜେଇଇ ଆଡ଼ଭାନ୍ସଡ୍‌ ପରୀକ୍ଷା ରବିବାର ଅନୁଷ୍ଠିତ ହୋଇଯାଇଛି। ଦେଶର ୨୨୨ଟି ସହରର ୧୧୫୦ କେନ୍ଦ୍ରରେ ପରୀକ୍ଷା ହୋଇଥିବାବେଳେ ମୋଟ ୧,୬୦,୮୬୪ ଛାତ୍ରୀଛାତ୍ର ପରୀକ୍ଷା ଦେଇଛନ୍ତି। ଓଡ଼ିଶାର ଭୁବନେଶ୍ୱର, କଟକ, ବ୍ରହ୍ମପୁର, ସମ୍ବଲପୁର ଓ ରାଉରକେଲା ଆଦି ସହରରେ ହୋଇଥିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri