Home Left

ମିଡଲ ଅର୍ଡର ବ୍ୟାଟ୍ସମ୍ୟାନଙ୍କୁ ଓ୍ବାର୍ନରଙ୍କ ସମାଲୋଚନା

ଆବୁଧାବି,୨୮।୯(ପି.ଟି.): ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ରେ କ୍ରମାଗତ ଦ୍ୱିତୀୟ ପରାଜୟ ବରଣ କରିବା ପରେ ଅଧିନାୟକ ଡେଭିଡ୍‌ ଓ୍ବାର୍ନର ଦଳର ପ୍ରଦର୍ଶନ ନେଇ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ଖାସ୍‌ କରି ଦଳର ମିଡଲ ଅର୍ଡର ବ୍ୟାଟ୍ସମ୍ୟାନମାନଙ୍କୁ ସେ କଡ଼ା ସମାଲୋଚନା କରିଛନ୍ତି।…

ଅପରିବର୍ତ୍ତିତ ରହିପାରେ ସୁଧହାର

ମୁମ୍ବାଇ: ଆଗାମୀ ଦିନରେ ଅନୁଷ୍ଠିତ ହେବାକୁ ଥିବା ରିଜର୍ଭ ବ୍ୟାଙ୍କ ଏହାର ଦ୍ୱିମାସିକ ମୁଦ୍ରା ନୀତି କମିଟି(ଏମ୍‌ପିସି) ବୈଠକରେ ରେପୋ ବା ସୁଧହାରକୁ ଅପରିବର୍ତ୍ତିତ ରଖିପାରେ। ବର୍ତ୍ତମାନ ଯୋଗାଣ ବାଧାପ୍ରାପ୍ତ ସ୍ଥିତିରେ ରହିଥିବା ବେଳେ ମୁଦ୍ରାସ୍ଫୀତି ଉଚ୍ଚରେ ରହିଛି। ଏଭଳି ପ୍ରସଙ୍ଗକୁ…

ରାଜସ୍ଥାନର ଜବରଦସ୍ତ ବିଜୟ

ଶାରଜା,୨୮।୯(ପି.ଟି.): ସ୍ଥାନୀୟ ଶାରଜା କ୍ରିକେଟ ଗ୍ରାଉଣ୍ଡରେ ରବିବାର ଅନୁଷ୍ଠିତ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ଏକ ହାଇସ୍କୋରିଂ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ ଦମ୍‌ଦାର ପ୍ରଦର୍ଶନ କରି କିଙ୍ଗ୍ସ ଏକାଦଶ ପଞ୍ଜାବ ବିପକ୍ଷରେ ୪ରନରେ ଜବରଦସ୍ତ ବିଜୟ ହାସଲ କରିଛି। ଶାରଜାର ଅପେକ୍ଷାକୃତ…

ଗୁଣିଗାରେଡି ସନ୍ଦେହରେ ବୃଦ୍ଧଙ୍କୁ ଗୁଳି କରି ହତ୍ୟା: ଦେଢମାସ ପରେ ମାଟିତଳୁ ଉଦ୍ଧାର ହେଲା ମୃତଦେହ

ଆର୍‌.ଉଦୟଗିରି,୨୭ା୯(ଡି.ଏନ୍‌.ଏ.)-ଆର୍‌.ଉଦୟଗିରି ଥାନା ଅବାରସିଂ ପଞ୍ଚାୟତ ଗୁଣ୍ଡୁଲୁ ଗ୍ରାମର ଜଣେ ବୃଦ୍ଧଙ୍କ ମୃତଦେହ ଦେଢମାସପରେ ପୋଲିସ ମାଟିତଳୁ ଉଦ୍ଧାର କରିଛି। ଗୁଣିଗାରେଡିକୁ ନେଇ ତାଙ୍କୁ ଅଗଷ୍ଟ ୯ ତାରିଖରେ ଗୁଳିକରି ହତ୍ୟା କରିବା ପରେ ପୋତି ଦିଆଯାଇଥିବା ପୋଲିସ ପ୍ରାଥମିକ ତଦନ୍ତରୁ ଜାଣିବାକୁ…

ବ୍ୟୋମକେଶଙ୍କୁ ଯୁବ ସଭାପତି, ଦେବୀରଞ୍ଜନଙ୍କୁ ଛାତ୍ର ସଭାପତି ଦାୟିତ୍ୱ ଦେଲେ ନବୀନ

ଭୁବନେଶ୍ୱର,୨୭ା୯(ବ୍ୟୁରୋ)-ଚାନ୍ଦବାଲି ବିଧାୟକ ବ୍ୟୋମକେଶ ରାୟଙ୍କୁ ବିଜୁ ଯୁବ ଜନତା ଦଳର ସଭାପତି ଭାବେ ନିଯୁକ୍ତି ଦିଆଯାଇଛି। ସେହିପରି ବାଙ୍କୀ ବିଧାୟକ ଦେବୀ ରଞ୍ଜନ ତ୍ରିପାଠୀଙ୍କୁ ବିଜୁ ଛାତ୍ର ଜନତା ଦଳର ସଭାପତି ଭାବେ ନିଯୁକ୍ତି ଦିଆଯାଇଛି। ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ…

ତାପଙ୍ଗରୁ ୨୫ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ: ୨ ଗିରଫ

ଭୁବନେଶ୍ୱର(ବ୍ୟୁରୋ)/ଖୋର୍ଦ୍ଧା ଅଫିସ,୨୭ା୯- ଖୋର୍ଦ୍ଧା ସଦର ଥାନା ତାପଙ୍ଗ ଅଞ୍ଚଳରେ ରବିବାର କ୍ରାଇମବ୍ରାଞ୍ଚର ଏସ୍‌ଟିଏଫ୍‌ ଟିମ ଚଢାଉ କରି ୨୬୨ ଗ୍ରାମ ବ୍ରାଉନସୁଗାର ଜବତ କରିଛି। ଯାହାର ଆନୁମାନିକ ମୂଲ୍ୟ ୨୫ ଲକ୍ଷ ଟଙ୍କାରୁ ଊର୍ଦ୍ଧ୍ୱ ହେବ ବୋଲି ଜଣାପଡିଛି। ଏହି ଘଟଣାରେ…

ପୁରୀ, କୋଣାର୍କକୁ ଗଡ଼ିଲା ‘ମୋ ବସ୍‌’

ଭୁବନେଶ୍ୱର, ୨୭ା୯ (ବ୍ୟୁରୋ)- ପୁରୀ ଓ କୋଣାର୍କକୁ ମୋ ବସ୍‌ ସେବା ଆରମ୍ଭ ହୋଇଛି। ରବିବାର ବିଶ୍ୱ ପର୍ଯ୍ୟଟନ ଦିବସରୁ ପର୍ଯ୍ୟଟକମାନଙ୍କ ପାଇଁ ସ୍ବତନ୍ତ୍ର ଉପହାର ସ୍ବରୂପ ମୋ ବସ୍‌ ସେବା ଆରମ୍ଭ ହେବ ବୋଲି ମୋ ବସ୍‌ ପରିଚାଳନା ସଂସ୍ଥା…

ମେରୁଦଣ୍ଡ ଯନ୍ତ୍ରଣା ଦୂର କରେ ଏହି ଶାଗ

ଆଣ୍ଠୁଗଣ୍ଠି ଏବଂ ମେରୁଦଣ୍ଡରେ ଅତ୍ୟଧିକ ଯନ୍ତ୍ରଣା କାରଣରୁ ଅନେକ ସମୟରେ ଲୋକେ ଚାଲିବା ବୁଲିବାରେ ବି ଅସମର୍ଥ ହୋଇପଡ଼ନ୍ତି। ତେବେ ଏହି ଯନ୍ତ୍ରଣା ବିଭିନ୍ନ କାରଣରୁ ହୋଇଥାଏ। ଯେମିତିକି; ଆର୍ଥ୍ରାଇଟ୍ସ, ଏସୋପ୍ଟିକ୍‌ ନେକ୍ରୋସିସ୍‌, ଗଣ୍ଠି ସଂକ୍ରମଣ, ଟ୍ୟୁମର୍‌, ଆଷ୍ଟିଓକୋଡ୍ରାଇଟ୍ସ ଇତ୍ୟାଦି। ଅନେକ…

କଟକରୁ ଆଜି ୧୬୮ କରୋନା ଆକ୍ରାନ୍ତ ଚିହ୍ନଟ

କଟକ ଅଫିସ,୨୭।୯-କଟକ ସହରରୁ ଆଜି ଆଉ ୧୬୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୮୭ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ୍‌ ୮୧ ରହିଛି। ତୁଳସୀପୁରରୁ ୬, ଚାଉଳିଆଗଞ୍ଜରୁ ୨, କଲେଜ ଛକରୁ ୨, ମଙ୍ଗଳବାଗରୁ ୨,…

ଚାଷୀ ଆନ୍ଦୋଳନରେ ସାମିଲ ହୋଇଥିବା ଅଭିନେତ୍ରୀ କରୋନା ପଜିଟିଭ

ନୂଆଦିଲ୍ଲୀ,୨୭।୯-ପୂର୍ବତନ ବିଗବସ ପ୍ରତିଯୋଗୀ ତଥା ପଞ୍ଜାବୀ ଅଭିନେତ୍ରୀ ହିମାଂଶୀ ଖୁରାନା ମହାମାରୀ କରୋନାରେ ସଂକ୍ରମିତ ହୋଇଛନ୍ତି। ଏ ନେଇ ସେ ସୋସିଆଲ ମିଡିଆରେ ସୂଚନା ଦେଇଛନ୍ତି। ସେ କହିଛନ୍ତି, ପୂରା ସତର୍କତା ଅବଲମ୍ବନ କରିବା ପରେ ବି ମୁଁ କରୋନାରେ ସଂକ୍ରମିତ…

କୋହଲି ଜଣେ ମଣିଷ, ମେଶିନ ନୁହେଁ

ନୂଆଦିଲ୍ଲୀ, ୨୭।୯:କିଙ୍ଗସ ଏକାଦଶ ପଞ୍ଜାବଙ୍କ ପରାଜୟ ପରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁର ଅଧିନାୟକ ବିରାଟ କୋହଲିଙ୍କୁ କଡ଼ା ସମାଲୋଚନା କରାଯାଇଛି। କୋହଲି କେବଳ ପଞ୍ଜାବ ବିପକ୍ଷରେ ଦୁଇଟି କ୍ୟାଚ ହାତଛଡା କରିବାରୁ ଦଳ ହାରିଥିଲା। ସେବେଠାରୁ ପ୍ରଶଂସକମାନେ ବିରାଟଙ୍କୁ ସମାଲୋଚନା କରି…

ସାପ ଧରୁଥିବାବେଳେ ଯୁବକଙ୍କ ସହ ଘଟିଲା ଏମିତି: ଦେଖନ୍ତୁ ଭିଡିଓ

ପ୍ରତିଦିନ ସୋସିଆଲ ମିଡିଆରେ ଅନେକ ଭିଡିଓ ଭାଇରାଲ ହେଉଛି। ବର୍ତ୍ତମାନ ଜଣେ ଯୁବକ ସାପକୁ ଧରୁଥିବାର ଭିଡିଓ ବେଶ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ଦେଖାଯାଇଛି, ଜଣେ ଯୁବକ କଳାରଙ୍ଗର ଏକ ସ୍ଲୋପରେ ଛିଡା ହୋଇ ପାଣିରେ ପହଁରୁଥିବା ଏକ ସାପକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri