ଚଷମା ପିନ୍ଧୁଥିଲେ
ବର୍ତ୍ତମାନ ଚକ୍ଷୁ ସମସ୍ୟା ହେଉ ଅବା ଫ୍ୟାଶନ୍ ଲାଗି ଅନେକଙ୍କୁ ଚଷମା ବ୍ୟବହାର କରୁଥିବା ଦେଖିବାକୁ ମିଳୁଛି। ହେଲେ ଆପଣ ଜାଣନ୍ତିକି, ଚଷମା ବ୍ୟବହାର କରୁଥିଲେ କେତୋଟି କଥା ପ୍ରତି ଧ୍ୟାନ ନ ଦେଲେ ଏହା ଅନ୍ୟାନ୍ୟ ସମସ୍ୟାର କାରଣ ସାଜିପାରେ……
ନର୍କର ଦ୍ୱାର
ବର୍ତ୍ତମାନ ଅତ୍ୟାଧୁନିକ ଜ୍ଞାନକୌଶଳ ବ୍ୟବହାର କରି ମଣିଷ ଅନେକ ଅସମ୍ଭବ ମନେ ହେଉଥିବା କାର୍ଯ୍ୟକୁ ସମ୍ଭବ କରି ଦେଖାଉଛି। ହେଲେ ଏବେବି ପୃଥିବୀରେ ଏଭଳି ଅନେକ ରହସ୍ୟମୟ ସ୍ଥାନ ରହିଛି, ଯେଉଁଠିକୁ ଯିବା ତ ଦୂରର କଥା, ଏହା ସମ୍ପର୍କରେ ଠିକ୍…
ବରଗଡ଼ରେ ପୁଣି ୧୫୪ ଜଣଙ୍କୁ କରୋନା, ଆକ୍ରାନ୍ତଙ୍କ ସଂଖ୍ୟା ୬ହଜାର ଟପିଲା
ବରଗଡ଼ ଅଫିସ,୨୭।୯: ବରଗଡ଼ ଜିଲାରେ କରୋନା (କୋଭିଡ-୧୯) ସଂକ୍ରମଣ ଅଣାୟତ୍ତ ହୋଇ ପଡିଛି। ଗତ କିଛିଦିନ ହେଲା, ପ୍ରତିଦିନ ଶହେରୁ ଅଧିକ ନୂଆ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି ଏବଂ ଏହା ଜିଲାବାସୀଙ୍କ ପାଇଁ ଚିନ୍ତାଜନକ ହୋଇ ପଡିଛି। ରବିବାର ଜିଲାରେ ୧୫୪…
ପୁରୀ: ଖସୁଛି କରୋନା ଗ୍ରାଫ୍
ପୁରୀ ଅଫିସ,୨୭।୯: ଗତ କିଛିଦିନ ହେଲା ପୁରୀ ଜିଲାରେ କରୋନା ସଂକ୍ରମଣ ସାଂଘାତିକ ସ୍ଥିତିରେ ଥିଲା। ପ୍ରତ୍ୟହ ଦୁଇଶହ କିମ୍ବା ତିନିଶହରୁ ଊର୍ଦ୍ଧ୍ୱ ସଂକ୍ରମିତ ଚିହ୍ନଟ ହେଉଥିଲେ। ମାତ୍ର ଏବେ ଏହି ଧାରାରେ ଧୀରେ ଧୀରେ ପରିବର୍ତ୍ତନ ଲକ୍ଷ୍ୟ କରାଯାଉଛି। ଜିଲାର…
ଫଡନବିଶଙ୍କୁ ଭେଟିଲେ ସଞ୍ଜୟ, କହିଲେ ଆମେ ଶତ୍ରୁ ନୁହେଁ
ମୁମ୍ବାଇ,୨୭ ।୯: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କ ନେତୃତ୍ୱାଧିନ ଦଳ ମହାବିକାଶ ଅଘାଡି ସରକାରର ସ୍ଥିରତାକୁ ନେଇ ପୁଣି ଥରେ ଚର୍ଚ୍ଚା ଆରମ୍ଭ ହୋଇଛି । ଇତିମଧ୍ୟରେ ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଭାରତୀୟ ଜନତା ପାର୍ଟି(ଭାଜପା) ନେତା ଦେବେନ୍ଦ୍ର ଫଡନବିଶ…
ବିହାର ବିଧାନସଭା ନିର୍ବାଚନ: ମହିଳା ଭୋଟରଙ୍କ ଉପରେ କଂଗ୍ରେସ ନଜର, ପ୍ରିୟଙ୍କା କରିବେ ମହିଳା କ୍ରାନ୍ତି ମହାସମ୍ମିଳନୀ
ପାଟନା, ୨୭।୯: ବିହାର ବିଧାନସଭା ନିର୍ବାଚନ ପାଇଁ ଦିନ ପାଖେଇ ଆସୁଛି। ଚଳିତ ନିର୍ବାଚନରେ କଂଗ୍ରେସ ପକ୍ଷରୁ ରାଜ୍ୟର ମହିଳା ଭୋଟରଙ୍କୁ ଆକର୍ଷିତ କରିବାର ଯୋଜନା ପ୍ରସ୍ତୁତ କରାଯାଇଛି। ରାଷ୍ଟ୍ରୀୟ ଅଧ୍ୟକ୍ଷ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଏନେଇ ମହିଳା କ୍ରାନ୍ତି ମହାସମ୍ମିଳନୀ…
ବସ୍ତି ଅଞ୍ଚଳର ଯୁବ ରାପର କୃଷ୍ଣ
ପୁରୀ ଅଫିସ,୨୭ା୯: ପୁରୀ ବଳିଆପଣ୍ଡା ବସ୍ତିର କୃଷ୍ଣ କୁମାର ପଣ୍ଡା। ରାପକୁ ନେଇ ଆଗକୁ ବଢିବାର ଅଦମ୍ୟ ସାହସ ବାନ୍ଧିଛନ୍ତି। ଦାରିଦ୍ର୍ୟତାର କଷାଘାତରେ ପେଶି ହେଉଥିଲେ ବି ଏହି ଯୁବ ରାପରଙ୍କ ମଧ୍ୟରେ ଅସରନ୍ତି ଆଶା ଓ ସ୍ବପ୍ନ ଉଙ୍କିମାରୁଛି। ମହାପ୍ରଭୁଙ୍କ…
କରୋନା ଆକ୍ରାନ୍ତଙ୍କ ସ୍ମୃତିଶକ୍ତି ହ୍ରାସ ପାଉଛି, ମନରେ ସୃଷ୍ଟି ହେଉଛି ଭ୍ରମ !
ଆନାପୋଲିସ୍, ୨୭।୯: କରୋନା ଆକ୍ରାନ୍ତ ହୋଇ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କଠାରେ ଏବେ ବିଭିନ୍ନ ପ୍ରକାର ସମସ୍ୟା ଦେଖାଦେଉଛି। ଏନେଇ ମେରୀଲାଣ୍ଡର ଜନ୍ ହପକିନ୍ସ୍ ବିଶ୍ୱବିଦ୍ୟାଳୟର ଗବେଷକଙ୍କ ପକ୍ଷରୁ ହୋଇଥିବା ଏକ ଗବେଷଣା ରିପୋର୍ଟରେ ଉଲ୍ଲେଖ କରାଯାଇଛି। କରୋନା ଯୋଗୁ ମସ୍ତିଷ୍କ ଉପରେ…
ଅଚଳ ବୋର୍ଓ୍ବେଲ୍ରେ ବଢ଼ିବ ଭୂତଳ ଜଳସ୍ତର
ଯାଜପୁର ଅଫିସ,୨୭ା୯: ସମ୍ପ୍ରତି ରାଜ୍ୟ ଓ ଦେଶର ଏକ ବଡ଼ ସମସ୍ୟା ହେଉଛି ଭୂତଳ ଜଳସ୍ତର ହ୍ରାସ। ଏହି ସମସ୍ୟାର ସମାଧାନ କିପରି କରାଯିବ ସେନେଇ ବିିଭିନ୍ନ ଚିନ୍ତା ଓ ଯୋଜନା କରାଯାଉଛି। ହେଲେ ରାଜ୍ୟର ବିଭିନ୍ନ ସ୍ଥାନରେ ପୂର୍ବରୁ ଖନନ…
ଶେଷ ନିର୍ବାଚନ ବେଳକୁ ଯଶୱନ୍ତଙ୍କର ସମ୍ପତ୍ତି ଥିଲା ୫୧ ଗାଈ, ୩ ଘୋଡ଼ା, ୩ ବନ୍ଧୁକ
ନୂଆଦିଲ୍ଲୀ,୨୭ ।୯: ଭାରତୀୟ ଜନତା ପାର୍ଟି(ଭାଜପା)ର ବରିଷ୍ଠ ନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଯଶୱନ୍ତ ସିଂଙ୍କର ରବିବାର ପରଲୋକ ହୋଇଛି । ନିଜକୁ ଜଣେ ପ୍ରଭାବଶାଳୀ ମନ୍ତ୍ରୀ ଓ ଏମ୍ପି ଭାବେ ପ୍ରତିଷ୍ଠିତ କରାଇ ପାରିଥିଲେ । ପ୍ରତିରକ୍ଷା, ବୈଦେଶିକ ବ୍ୟାପାର…
ଅନିଶ୍ଚିତତାରେ ଓଡ଼ିଶାର ପ୍ରସ୍ତାବିତ ବନ୍ଦର: ଅଣ-ବୃହତ୍ ବନ୍ଦର ଉପରେ କେନ୍ଦ୍ରର ଆଖି
ଭୁବନେଶ୍ୱର,୨୭।୯(ବ୍ୟୁରୋ): କେନ୍ଦ୍ର ସରକାର ନୂତନ ବନ୍ଦର ଆଇନ-୨୦୨୦ ପ୍ରଣୟନ କରି ଅଣ ବୃହତ୍ ବନ୍ଦରଗୁଡ଼ିକ ଉପରୁ ରାଜ୍ୟର ଅଧିକାର ଛଡ଼ାଇ ନେବାକୁ ଯୋଜନା ଆରମ୍ଭ କରିଛନ୍ତି। ଏହାକୁ ଓଡ଼ିଶା ସମେତ ବିଭିନ୍ନ ରାଜ୍ୟ କଡ଼ା ବିରୋଧ କରିଛନ୍ତି। କେନ୍ଦ୍ର ସରକାର ଦୀର୍ଘବର୍ଷ…
ପାକିସ୍ତାନ ସଡ଼କ ଦୁର୍ଘଟଣା: ୧୩ ମୃତ ୫ ଗୁରୁତର
କରାଚି,୨୭ ।୯: ପାକିସ୍ତାନରେ ହାଇଦ୍ରାବାଦରୁ କରାଚି ଆସୁଥିବା ଏକ ବସ୍ ଦୁର୍ଘଟଣା ଗ୍ରସ୍ତ ହେବା ଫଳରେ ୧୩ ଜଣଙ୍କ ମୃତ୍ୟୁ ହେବାସହ ୫ ଜଣ ଗୁରୁତର ଥିବା ସୂଚନା ମିଳିଛି । ତେବେ ବସ୍ଟି ଦ୍ରୁତ ଗତିରେ ଆସୁଥିବା ବେଳେ ସଡ଼କରେ…
Archives


