ୟୁଜି, ପିଜି ପାଇଁ ନିର୍ଦ୍ଦେଶାବଳୀ
ଭୁବନେଶ୍ୱର, ୨୬।୯(ବ୍ୟୁରୋ): ୨୦୨୦-୨୧ ଶିକ୍ଷାବର୍ଷ ପାଇଁ କେନ୍ଦ୍ରୀୟ ଅନୁଦାନ ଆୟୋଗ(ୟୁଜିସି) ସ୍ନାତକ (ୟୁଜି) ଏବଂ ସ୍ନାତକୋତ୍ତର(ପିଜି) ପ୍ରଥମ ବର୍ଷର ଛାତ୍ରୀଛାତ୍ରଙ୍କ ନିମନ୍ତେ ନିର୍ଦ୍ଦେଶାବଳୀ ଜାରି କରିଛି। ଶୁକ୍ରବାର କେନ୍ଦ୍ର ଶିକ୍ଷାମନ୍ତ୍ରୀ ରମେଶ ପୋଖରୀଆଲ ନିଶଙ୍କ ଟୁଇଟ୍ କରି ଜଣାଇଛନ୍ତି। ସେ ଲେଖିଛନ୍ତି,…
ନିୟନ୍ତ୍ରଣ ରେଖାରେ ଉତ୍ତେଜନା: ନୌଶେରା ସେକ୍ଟରରେ ପାକିସ୍ତାନ ପଟୁ ମୋର୍ଟାର ଶେଲିଂ ମାଡ଼
ଶ୍ରୀନଗର, ୨୬।୯: ଜମ୍ମୁ-କଶ୍ମୀରର ନିୟନ୍ତ୍ରଣ ରେଖାରେ ଶନିବାର ପୂର୍ବାହ୍ନ ୧୧ଟା ୧୫ରେ ପୁଣି ପାକିସ୍ତାନ ଅସ୍ତ୍ରବିରତି ଉଲ୍ଲଂଘନ କରିଛି। ପାକିସ୍ତାନ ଫରଓ୍ବାର୍ଡ ପୋଷ୍ଟ ଗୁଡ଼ିକରୁ ଭାରତୀୟ ପୋଷ୍ଟକୁ ଲକ୍ଷ୍ୟ କରି ମୋର୍ଟାର ଶେଲିଂ ମାଡ଼ କରାଯାଇଛି। ରାଜୌରୀ ନୌଶେରା ସେକ୍ଟରରେ ପାକିସ୍ତାନ…
ବିଦ୍ୟୁତ୍ ଦର ବୃଦ୍ଧିକୁ ନେଇ ବିରୋଧୀ କ୍ଷୁବ୍ଧ
ଭୁବନେଶ୍ୱର ୨୬।୯(ବ୍ୟୁରୋ): ଘରୋଇ ବିଜୁଳି ଉପଭୋକ୍ତାଙ୍କ ଦର ବଢିବା ଘଟଣାରେ ବିରୋଧୀ ଭାଜପା ଓ କଂଗ୍ରେସ ରାଜ୍ୟ ସରକାରଙ୍କୁ ସମାଲୋଚନା କରିଛନ୍ତି। ଭାଜପା ରାଜ୍ୟ କାର୍ଯ୍ୟାଳୟରେ ଶୁକ୍ରବାର ଆୟୋଜିତ ଖବରଦାତା ସମ୍ମିଳନୀରେ ଦଳ ନେତା ଗୋଲକ ମହାପାତ୍ର କହିଛନ୍ତି, ଲକ୍ଡାଉନ୍ ସମୟରେ…
ମନ୍ଦିର ପୋଖରୀରେ ମରି ପଡ଼ିଛନ୍ତି ଅସଂଖ୍ୟ ମାଛ
ତାମିଲନାଡୁର ମଦୁରାଇରେ ଅବସ୍ଥିତ ଥିରୁପାନକୁଣ୍ଡ୍ରମ୍ ମୁରୁଗନ ମନ୍ଦିର ପୋଖରୀରେ ଅନେକଗୁଡିଏ ମାଛ ମରି ପଡ଼ିଥିବା ଦେଖିବାକୁ ମିଳିଛି। ହେଲେ ଏକାସାଙ୍ଗରେ ଏତେଗୁଡିଏ ମାଛ କିପରି ମଲେ ତାର କାରଣ ଜଣାପଡ଼ି ନାହିଁ। ଏହାର କିଛି ଫଟୋ ଏବେ ସୋସିଆଲ ମିଡିଆରେ ଭାଇରାଲ…
ତିର୍ତ୍ତୋଲ ବ୍ଲକ ଲାଗି କଂଗ୍ରେସ ପ୍ରଚାର କମିଟି ଚୂଡ଼ାନ୍ତ
ଭୁବନେଶ୍ୱର,୨୬।୯(ବ୍ୟୁରୋ): ତିର୍ତ୍ତୋଲ ବିଧାନସଭା ଆସନ ପାଇଁ ହେବାକୁ ଥିବା ଉପନିର୍ବାଚନକୁ ନେଇ ରାଜ୍ୟର ୩ ପ୍ରମୁଖ ରାଜନୈତିକ ଦଳ ପକ୍ଷରୁ ଜୋର୍ଦାର ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଏହି ଆସନ ଅକ୍ତିଆରକୁ ନେବା ପାଇଁ କଂଗ୍ରେସ ପ୍ରସ୍ତୁତି ଚଳାଇଛି। ଉପନିର୍ବାଚନ ପାଇଁ ପ୍ରଚାର…
ରାଜଧାନୀରେ ଚୋରା ବନ୍ଧୁକ କାରବାର
ଭୁବନେଶ୍ୱର,୨୬।୯୯(ବ୍ୟୁରୋ): ରାଜଧାନୀରେ ଚାଲିଛି ବନ୍ଧୁକ କାରବାର। ଛତିଶଗଡ଼ ଓ ବିହାରରୁ ଚୋରାରେ ବନ୍ଧୁକ ଆସି ଏଠାରେ ବିକ୍ରି ହେଉଛି। ଏହି ବନ୍ଧୁକରେ ଅପରାଧୀମାନେ ବଡ଼ ବଡ଼ ଅପରାଧ ଘଟାଉଛନ୍ତି। ଗୁରୁବାର ଏଭଳି ଏକ ର଼୍ୟାକେଟ୍ର ପର୍ଦ୍ଦାଫାଶ କରିଛି କ୍ରାଇମବ୍ରାଞ୍ଚ ଏସ୍ଟିଏଫ୍। ବଡ଼ଗଡ଼…
ଭୁବନେଶ୍ୱରରେ ବଢ଼ିଲା ୬୦ ଆଇସିୟୁ ଶଯ୍ୟା
ଭୁବନେଶ୍ୱର, ୨୬।୯(ବ୍ୟୁରୋ): ଭୁବନେଶ୍ୱରରେ ଆଉଏକ ନୂଆ କୋଭିଡ୍ ହସ୍ପିଟାଲ ହୋଇଛି। ମଞ୍ଚେଶ୍ୱରସ୍ଥିତ ‘ବ୍ଲ୍ୟୁ ହୁଇଲ୍ ହସ୍ପିଟାଲ’କୁ କୋଭିଡ୍ ହସ୍ପିଟାଲ କରାଯାଇଛି। ଏଥିରେ ୪୦ ଆଇସିୟୁ ଶଯ୍ୟା ଥିବାବେଳେ ୩୦୦ ସାଧାରଣ ଶଯ୍ୟା ରହିଛି। ଏହାବ୍ୟତୀତ ଭୁବନେଶ୍ୱରରେ ଥିବା ଅନ୍ୟ ୨ଟି କୋଭିଡ୍…
ପୃଥିବୀ ମୁହାଁ ୬୦ ବର୍ଷ ତଳେ ନିଖୋଜ ହୋଇଥିବା ରକେଟ
ଓ୍ବାଶିଂଟନ, ୨୬।୯: ଗତ ୬୦ ବର୍ଷ ତଳେ ୧୯୬୦ରେ ମହାକାଶରେ ନିଖୋଜ ହୋଇଯାଇଥିବା ଏକ ରକେଟ ଏବେ ପୃଥିବୀ ମୁହାଁ ହୋଇଛି। ଏନେଇ ନାସା ପକ୍ଷରୁ ସୂଚନା ଦିଆଯାଇଛି। ଏହି ରକେଟର ଲମ୍ବ ୪୫ ମିଟର ହୋଇଥିବାବେଳେ ଚୌଡ଼ା ୨୦ ମିଟର…
ତିର୍ତ୍ତୋଲ-ପୋଷଳ ମହାନଦୀ ସେତୁ ନିମର୍ମାଣ ହେବ
ଭୁବନେଶ୍ୱର,୨୬।୯(ବ୍ୟୁରୋ): ତିର୍ତ୍ତୋଲ ଉପନିର୍ବାଚନ ପୂର୍ବରୁ ରାଜ୍ୟ ସରକାର ତିର୍ତ୍ତୋଲବାସୀଙ୍କୁ ଏକ ଭେଟି ଦେଇଛନ୍ତି। ଜଗତ୍ସିଂହପୁର ଜିଲା ତିର୍ତ୍ତୋଲ-ପୋଷଳ ଶଙ୍ଖେଶ୍ୱର ରାସ୍ତାର ମହାନଦୀ ଉପରେ ଏକ ଉଚ୍ଚ ସେତୁ ନିର୍ମାଣ କରାଯିବ। ରାଜ୍ୟ ସରକାର ଏହି ପ୍ରକଳ୍ପକୁ ମଞ୍ଜୁରୀ ଦେଇଛନ୍ତି। ୮୮୮.୮୯ ମିଟର…
ଆମ୍ବୁଲାନ୍ସ-ବାଇକ୍ ଧକ୍କା: ମା’,ବାପା, ଝିଅ ମୃତ
ଧର୍ମଶାଳା, ୨୬।୯ (ଡି.ଏନ୍.ଏ.): ଯାଜପୁର ଜିଲା ଧର୍ମଶାଳା ଥାନା ଅଧୀନ ୧୬ ନମ୍ବର ଜାତୀୟ ରାଜପଥର ନେଉଳପୁର ଛକ ନିକଟରେ ଶୁକ୍ରବାର ଅପରାହ୍ନରେ ଆମ୍ବୁଲାନ୍ସ-ବାଇକ୍ ମୁହାଁମୁହିଁ ହେବା ଫଳରେ ଗୋଟିଏ ପରିବାରର ୩ ଜଣଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଭଦ୍ରକ…
ଲକ୍ଡାଉନ ପରେ ବଢ଼ିଛି ବିଦ୍ୟୁତ୍ ରାଜସ୍ବ
ଭୁବନେଶ୍ୱର ୨୬।୯(ବ୍ୟୁରୋ): ଲକ୍ଡାଉନ୍ ପରେ ବିଦ୍ୟୁତ୍ ରାଜସ୍ବ ସଂଗ୍ରହ ବୃଦ୍ଧି ପାଇଛି। ଶକ୍ତିମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ଶୁକ୍ରବାର ବିଭାଗୀୟ କାର୍ଯ୍ୟକ୍ରମର ସମୀକ୍ଷା କରି ଏହା କହିଛନ୍ତି। ଲକ୍ଡାଉନ୍ ପରବର୍ତ୍ତୀ ସମୟରେ ସମସ୍ତ ଅର୍ଥନୈତିକ କାର୍ଯ୍ୟକ୍ରମ ସହିତ ଶିଳ୍ପ ପ୍ରତିଷ୍ଠାନଗୁଡ଼ିକରେ ବିଦ୍ୟୁତ୍ ବ୍ୟବହାର…
ବିଜୁ ଛାତ୍ର ଜନତା ଦଳ ରାଜ୍ୟ, ଜିଲା ସଭାପତି ନିଯୁକ୍ତ
ଭୁବନେଶ୍ୱର,୨୬।୯(ବ୍ୟୁରୋ): ବିଜୁ ଯୁବ ଜନତା ଦଳ ପରେ ବିଜୁ ଛାତ୍ର ଜନତା ଦଳର ପୁନର୍ଗଠନ କରାଯାଇଛି। ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ଅନୁମୋଦନ କ୍ରମେ ବିଜୁ ଛାତ୍ର ଜନତା ଦଳର ନୂତନ ରାଜ୍ୟ କର୍ମକର୍ତ୍ତା ଓ ଜିଲା ସଭାପତିମାନଙ୍କୁ ନିଯୁକ୍ତି ଦିଆଯାଇଛି।…
Archives


